ଢେଙ୍କାନାଳ

୫ କନ୍ୟା ସନ୍ତାନଙ୍କୁ ଜନ୍ମ ଦେବାରୁ ସ୍ତ୍ରୀଙ୍କୁ ସ୍ବାମୀଙ୍କ ଅକଥନୀୟ ନିର୍ଯାତନା, ସହି ନ ପାରି…

ଭୁବନ,୧୬ା୧୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଚମ୍ପାନାଳିଆ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏହି ଗ୍ରାମର ବାବୁଲି ନାଏକଙ୍କ ଝିଅ ସୁଲୋଚନା ୫ କନ୍ୟା ସନ୍ତାନଙ୍କୁ ଜନ୍ମ ଦେବାରୁ ତାଙ୍କ ସ୍ବାମୀ ଅକଥନୀୟ ନିର୍ଯାତନା ଦେଉଥିଲେ।…

ଦାଉ ସାଧିଲା ଦଇବ: ଅଧା ରାସ୍ତାରେ ଲିଭିଗଲା ତିତିତିନି ଜଣଙ୍କ ଜୀବନ ଦୀପ

ପରଜଙ୍ଗ,୧୬।୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୧୪୯ ନଂ ଜାତୀୟ ରାଜପଥର କୁଲେଇ ଗ୍ରାମ ନିକଟସ୍ଥ ଜିଏମ ଆଣ୍ଡ ଆଇରନ ଷ୍ଟିଲ ପ୍ଲାଣ୍ଟ ନିକଟରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ…

ମହିଳା ଗ୍ୟାଙ୍ଗକୁ ଧରିଲା ପୋଲିସ: ସୁନା ମାଳ ଗୁନ୍ଥିବା ନାଁରେ କରୁଥିଲେ ଲୁଟ୍‌

ପରଜଙ୍ଗ,୧୫।୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଞ୍ଚଳରୁ ଏକ ବଡ଼ ଧରଣର ସୁନା ଚୋରି ମହିଳା ଗ୍ୟାଙ୍ଗକୁ ସ୍ଥାନୀୟ ଲୋକେ ଧରି ପରଜଙ୍ଗ ପୋଲିସକୁ ହସ୍ତାନ୍ତର କରିଛନ୍ତି । ଛତିଶଗଡରୁ ଆସି ଓଡ଼ିଶାର ବିଭିନ୍ନ ଅଂଚଳକୁ ଯାଇ କରୁଥିଲେ ସୁନା…

ଘରୁ ଭିଡିଓ ଶୁଟିଂ ପାଇଁ ବାହାରିଥିଲେ ଯୁବକ: ଗୋଟିଏ ଦିନ ପରେ ମିଳିଲା…

ପରଜଙ୍ଗ୧୪/୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ମୁକ୍ତାପଶି ଗାଁ ସତସଙ୍ଗ ଘର ପାଖ ପୋଖରୀରୁ ମିଳିଲା ଯୁବକଙ୍କ ସନ୍ଦେହଜନକ ମୃତଦେହ। ତାଙ୍କୁ ହତ୍ୟା କରି କେହି ପୋଖରୀରେ ପକେଇ ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ…

OSRTC ବସକୁ ଧକ୍କା ଦେଲା ଟ୍ରକ: ୪ ଗୁରୁତର

ପରଜଙ୍ଗ,୮।୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରା ଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର ଦୋମୁହାଁଣି ଗାଁ ଛକ ନିକଟରେ OSRTC ବସକୁ ଧକ୍କା ଦେଇଛି ଟ୍ରକ। ତେବେ ଦୁର୍ଘଟଣାରେ ୪ ଜଣ ବସ ଯାତ୍ରୀ ଗୁରୁତର…

ହାଇଓ୍ବାକୁ ପିଟିଲା ୧୮ ଚକିଆ ଟ୍ରକ: ଚାଳକଙ୍କୁ ଚାଲିଗଲା ଜୀବନ

ଭୁବନ, ୨୭।୧୦( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଡେଙ୍କାାହାଳ ଛକ ଜାତୀୟ ରାଜପଥ ୫୩ରେ ଏକ ହାଇଓା ଟ୍ରକ(ଓଡି ୦୪ଟି ୭୮୦୬) ଠିଆ ହୋଇଥିବାବେଳେ ପଛପଟୁ ଆସି ଏକ ୧୮ ଚକିଆ ଟ୍ରକ(ଓଡି ୩୫ କେ ୧୩୩୫)…

ଶୌଚ ହେବାକୁ ଯାଇ ୨ ଦିନ ହେବ ନିଖୋଜ ଥିଲେ ପ୍ରଚଣ୍ଡ: ଆଜି ମିଳିଲା…

ପରଜଙ୍ଗ,୨୭।୧୦(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଗ୍ରାମ ସ୍ଥିତ ଖଣ୍ଡିଆବନ୍ଧରୁ ସୋମବାର ଜଣେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଭାସୁଥିବାବେଳେ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣକ ପରଜଙ୍ଗ ବାଉଁଶ କାରିଗର ସାହିର ପ୍ରଚଣ୍ଡ ନାଏକ। ସୂଚନା ମୁତାବକ, ଶନିବାର ସନ୍ଧ୍ୟାରେ…

ଲକ୍ଷାଧିକ ଟଙ୍କାର ବିଦେଶୀ ମଦ କାରଖାନା ଠାବ, ମଦ ତିଆରି ମେଶିନ ସହ ଜବତ ହେଲା…

ପରଜଙ୍ଗ,୨୬ା୧୦(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ପଞ୍ଚାୟତ କଟରାପଡ଼ା ଗ୍ରାମରେ ନକଲି ବିଦେଶୀ ମଦ କାରଖାନା ଠାବ। ପ୍ରାୟ ୩୦ ଲକ୍ଷ ଟଙ୍କାର ମଦ, ମଦ ତିଆରି ମେଶିନ, ୩୫୦ ଲିଟର ସ୍ପିରିଟ, ବିପୁଳ ବ୍ରାଣ୍ଡେଡ୍‌ ନକଲି ବିଦେଶୀ…

କାମାକ୍ଷାନଗରରେ ବାଘ ଆତଙ୍କ: ଗାଁ ନିକଟରେ ମିଳିଲା ପାଦଚିହ୍ନ

କାମାକ୍ଷାନଗର,୨୧।୧୦: ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ପୁଣି ଥରେ ବାଘ ଆତଙ୍କ ଦେଖାଦେଇଛି। କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ୍ ଅଧୀନ ଖଟଖୁରା ଗାଁର ଧାନ ବିଲରେ ବାଘର ପାଦଚିହ୍ନ ଦେଖିବାକୁ ମିଳିଛି। କିଛି ଦିନ ତଳେ ବାଘଟି କଣ୍ଟାରିପାଟ ଜଙ୍ଗଲରେ ଏକ ଷଣ୍ଢକୁ…

ପ୍ରେମିକ ଘର ବାରଣ୍ଡାରେ ଶୋଇଥିଲେ ପ୍ରେମିକା: ନିଆଁ ଲଗାଇଦେଲେ ପରିବାର,ଆଉ ତା’ପରେ..

ପରଜଙ୍ଗ,୨୧/୧୦(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ କୁମୁସୀ ପଞ୍ଚାୟତ ବସନ୍ତପଡା ଗ୍ରାମରେ ଗତ ୨ ତାରିଖରୁ ବୋହୂର ସ୍ବୀକୃତି ଦାବିରେ ପ୍ରେମିକ ସୁବ୍ରତ ସାହୁଙ୍କ ଘର ଆଗରେ ଧାରଣାରେ ବସିଥିଲେ ପ୍ରେମିକା। ଏକ ରୋଷେଇ ଘର…

ଢେଙ୍କାନାଳ: ଝିଅକୁ ଅସଦାଚରଣ କରିବାରୁ ଯୁବକକୁ ହତ୍ୟା କଲେ ବାପା

କାମାକ୍ଷାନଗର,୧୯ା୧: ଢେଙ୍କାନାଳ ଜିଲା କାମାକ୍ଷାନଗରରେ ଝିଅକୁ ଅସଦାଚରଣ ଅଭିଯୋଗରୁ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଛି। ଅଭିଯୁକ୍ତ ବାପା ପରଜଙ୍ଗ ଥାନା ଅନ୍ତର୍ଗତ ଦଦରାଘାଟି ଫାଣ୍ଡିରେ ଆତ୍ମସମର୍ପଣ କରିଛନ୍ତି। ମୃତ ଯୁବକ ଦଦରାଘାଟି ଫାଣ୍ଡି ଅନ୍ତର୍ଗତ ଆଖୁଆପାଳ ପଞ୍ଚାୟତ ୧ ନଂ…

ବାଇକ୍‌କୁ ପିଟିଲା ଟ୍ରକ: ୨ ଶିଶୁଙ୍କ ସମେତ ଚାଲିଗଲା ୩ ଜଣଙ୍କ ଜୀବନ

କାମାକ୍ଷାନଗର,୧୭।୧୦: ଢେଙ୍କାନାଳ ଜିଲା ମାଳପୁରା ଓଭରବ୍ରିଜ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌କୁ ଧକ୍କା ଦେଇଛି। ଦୁର୍ଘଟଣାରେ ୨ ଶିଶୁଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?