ଏଜେଣ୍ଟଙ୍କୁ ମାଡ଼, ବୁଥ୍ ଜବରଦଖଲ
ଢେଙ୍କାନାଳ ଅଫିସ, ୧୯ ।୨ ଢେଙ୍କାନାଳ ସଦର ବ୍ଲକ ଚନ୍ଦ୍ରଶେଖରପ୍ରସାଦ ପଞ୍ଚାୟତରେ ବିରୋଧୀ ଦଳର ପ୍ରାର୍ଥୀ ବୁଥ୍ ଜବରଦଖଲ କରିଥିବା ଶାସକ ବିଜେଡି ପକ୍ଷରୁ ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଜୋନ୍-୩ ଜିଲା ପରିଷଦ ପ୍ରାର୍ଥୀ ଅଶୋକ ପରିଡ଼ା ଶୁକ୍ରବାର...
ସଦରରେ ୮୧.୭୩, ଓଡ଼ାପଡ଼ାରେ ୮୦.୪୩%
ଢେଙ୍କାନାଳ ଅଫିସ, ୧୯ ।୨ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ଭୋଟରେ ରାଜନୈତିକ ହିଂସାକୁ ନେଇ ଚର୍ଚ୍ଚାର ଶିରୋନାମା ପାଲଟିଥିବା ଢେଙ୍କାନାଳ ଜିଲାରେ ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୃଙ୍ଖଳାର ସହ ଶେଷ ହୋଇଛି। ଢେଙ୍କାନାଳ ସଦର ବ୍ଲକରେ ୮୧.୭୩%...
ନଦୀଗର୍ଭରେ ଖସିପଡିଲା ଟ୍ରଲର, ଜଣେ ମୃତ
ଢେଙ୍କାନାଳ ଅଫିସ,୧୯।୨: ଢେଙ୍କାନାଳ ଜିଲା ତୁମୁଶିଙ୍ଗା ଥାନା ବ୍ରାହ୍ମଣୀ ନଦୀର କମଗରା ଘାଟ ନିକଟରେ ଏକ ଦୁର୍ଘଟଣା ଘଟିଛି। ଶନିବାର ଭୋର ସମୟରେ ଏକ ୨୨ ଚକିଆ ଟ୍ରଲର ବ୍ରିଜ୍ର କଂକ୍ରିଟ୍ ବାଡ ଭାଙ୍ଗି ନଦୀଗର୍ଭରେ ଖସିପଡିଛି। ପରେ ସ୍ଥାନୀୟ...
ବୁଥ୍ ଦଖଲ ଘଟଣାରେ ୬ ଗିରଫ
ଢେଙ୍କାନାଳ ଅଫିସ, ୧୮।୨ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ପଞ୍ଚାୟତରେ ପ୍ରଥମ ପର୍ଯ୍ୟାୟ ମତଦାନ ବେଳେ ବୁଥ୍ ଜବରଦଖଲ ମାମଲାରେ ପୋଲିସ ଦୁଇଗୋଷ୍ଠୀର ୬ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ନିହଲପ୍ରସାଦର ସିଲୁ ସାହୁ, ମାନସ ସାହୁ,...
ସଦର, ଓଡ଼ାପଡ଼ା ବ୍ଲକରେ ଭୋଟ ଆଜି
ଢେଙ୍କାନାଳ ଅଫିସ, ୧୮।୨ ଢେଙ୍କାନାଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ଅନୁଷ୍ଠିତ ହେଉଛି। ଏଥିଲାଗି ପୋଲିଂ ବୁଥ୍ରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଉଭୟ ବ୍ଲକର ୮୧୮ ବୁଥ୍ରେ ୨ ଲକ୍ଷ ୨୮ ହଜାର...
ନିଖୋଜ ସମିତିସଭ୍ୟା ପ୍ରାର୍ଥିନୀଙ୍କ ସ୍ବାମୀ ଉଦ୍ଧାର
ଢେଙ୍କାନାଳ ଅଫିସ,୧୮ା୨: ନିଖୋଜ ସମିତିସଭ୍ୟା ପ୍ରାର୍ଥିନୀଙ୍କ ସ୍ବାମୀଙ୍କୁ ମୁମୂର୍ଷୁ ଅବସ୍ଥାରେ ଶୁକ୍ରବାର ସକାଳୁ ଉଦ୍ଧାର କରାଯାଇଛି। ସିମିଳିଆ ଓଭର ବ୍ରିଜ୍ ନିକଟରୁ ପୋଲିସ ଉଦ୍ଧାରକରିଛି। ବନ୍ଧୁକ ଦେଖାଇ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଉଦ୍ଧାର ବ୍ୟକ୍ତି ଜଣଙ୍କ ହେଲେ ସାଙ୍କୁଲେଇ...
ନିର୍ବାଚନ ଲୋଡ଼ାନାହିଁ, ସ୍ବାମୀଙ୍କୁ ଫେରାଇଦିଅ
ଢେଙ୍କାନାଳ ଅଫିସ୍, ୧୮ା୨: ‘ମୋର ଭୋଟ ଦରକାର ନାହିଁ କି ନିର୍ବାଚନ ଲଢ଼ିବାର ନାହିଁ, ମୋର ଭୁଲ ହୋଇଛି। ମୁଁ ହାତ ଯୋଡ଼ି ନେହୁରା ହେଉଛି। ମୋ ସ୍ବାମୀଙ୍କୁ ସୁରକ୍ଷିତ ଭାବେ ଫେରାଇଦିଅ’। ମତଦାନକୁ ମାତ୍ର କେଇଘଣ୍ଟା ବାକିଥିବାବେଳେ ଅପହରଣକାରୀଙ୍କ...
ପରୀକ୍ଷା ବାତିଲ ଦାବିରେ ଛାତ୍ରୀଛାତ୍ରଙ୍କ ଧାରଣା
ଢେଙ୍କାନାଳ ଅଫିସ,୧୭।୨: ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ବୁଧବାର ଯୁକ୍ତ ୩ ଶେଷ ବର୍ଷ ଛାତ୍ରୀଛାତ୍ରମାନେ ୫ମ ସେମିଷ୍ଟର ପରୀକ୍ଷା ବାତିଲ ଦାବିରେ ଧାରଣା ଦେଇଥିଲେ। ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି, କରୋନା ସଂକ୍ରମଣ ଯୋଗୁ ପାଠପଢା ବାଧାପ୍ରାପ୍ତ ହେବା ସହିତ ଅନ୍ଲାଇନରେ...
୪ ଖଞ୍ଜଣି ଜବତ, ଜଣେ ଗିରଫ
ଢେଙ୍କାନାଳ ଅଫିସ,୧୭।୨: ଢେଙ୍କାନାଳ ଜିଲା ମହିମାଗାଦି ଯୋରନ୍ଦା ପୀଠରେ ମାଘମେଳା ସମୟରେ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କଠାରୁ ବନ ବିଭାଗ ୪ଟି ଖଞ୍ଜଣି ଜବତ କରିଛି। ଏହି ଘଟଣାରେ ଗଁଦିଆ ଥାନା ଯୋରନ୍ଦା ପାଟଣା ଗ୍ରାମର ପ୍ରହଲାଦ ସାହୁ(୫୮)ଙ୍କୁ ଗିରଫ ପରେ...
ଆଜି ବିଶ୍ୱ ପ୍ରସିଦ୍ଧ ମାଘମେଳା
ଢେଙ୍କାନାଳ ଅଫିସ, ୧୫ା୨:ଓଡ଼ିଶାର ନିଜସ୍ବ ଧର୍ମ ତଥା ମହିମା ଧର୍ମର ପ୍ରମୁଖ ପୀଠସ୍ଥଳୀ ଯୋରନ୍ଦାରେ ମଙ୍ଗଳବାର ବିଶ୍ୱ ପ୍ରସିଦ୍ଧ ମାଘମେଳା ଅନୁଷ୍ଠିତ ହେବ। ବ୍ରାହ୍ମ ମୂହୁର୍ତ୍ତରୁ ମନ୍ଦିର ପରିସରରେ ପାରମ୍ପରିକ ନୀତିକାନ୍ତି ଆରମ୍ଭ ହେବ। ଅପରାହ୍ନ ୫ଟାରୁ ସାଢ଼େ ୫ଟା...
ସୋଲାର ହିଟରକୁ ମିଳିବ ମାନ୍ୟତା
ଢେଙ୍କାନାଳ ଅଫିସ୍,୧୪।୨: ସୌରଶକ୍ତିରେ କାର୍ଯ୍ୟକ୍ଷମ ହେବ ହିଟର। ପାରମ୍ପରିକ ବୈଦ୍ୟୁତିକ ହିଟର ଭଳି ଏହାକୁ ମଧ୍ୟ ଦୈନନ୍ଦିନ ରୋଷେଇ କାର୍ଯ୍ୟରେ ବ୍ୟବହାର କରାଯାଇପାରିବ। ହେଲେ ଏଥିଲାଗି ଉପଭୋକ୍ତାଙ୍କୁ ବୋହିବାକୁ ପଡ଼ିବନି ବିଦ୍ୟୁତ୍ ବିଲ୍ ବୋଝ କି ମାସକୁ ମାସ ଦେବାକୁ...
କମ୍ପୁଛି ପ୍ରଚାର ମଇଦାନ
ଢେଙ୍କାନାଳ ଅଫିସ, ୧୪ା୨: ଜୋର୍ ଧରିଛି ପ୍ରଚାର। କମ୍ପୁଛି ମଇଦାନ। ଚାଲିଛି ଆରୋପ-ପ୍ରତ୍ୟାରୋପ। ଏସବୁ ଭିତରେ ବିକାଶର ସ୍ବପ୍ନ ଦେଖାଇ ଭୋଟରଙ୍କ ନିକଟତର ହେଉଛନ୍ତି ପ୍ରାର୍ଥୀ। ମତଦାନ ତାରିଖ ପାଖେଇ ଆସୁଥିବାବେଳେ ମଇଦାନକୁ ଓହ୍ଲାଇଛନ୍ତି ତୁଙ୍ଗନେତା, ଯାହାକୁ ନେଇ ଉଷ୍ମ...
Archives


