ଢେଙ୍କାନାଳ

ସ୍ନେହ ବଦଳାଇଦେଲା ନରହନ୍ତା ଦନ୍ତା ‘ରାକେଶ’ର ହିଂସ୍ର ସ୍ବଭାବ

ଢେଙ୍କାନାଳ ଅଫିସ, ୧୪।୪:ଗୋଠରୁ ଅଲଗା ହେବା ପରେ ହୋଇଉଠିଥିଲା ହିଂସ୍ର। ମାରିଥିଲା ମଣିଷ। ମୁଣ୍ଡରେ ବୋହିଥିଲା ନରହନ୍ତାର କଳଙ୍କ। ହିଂସ୍ରପ୍ରବୃତ୍ତିରେ ପରିବର୍ତ୍ତନ ପାଇଁ ଟ୍ରାଙ୍କୁଲାଇଜ୍‌ ହୋଇ ଆସିଲା ଚିଡ଼ିଆଖାନା। ମାସ ମାସ ଧରି ଗୋଡ଼ରେ ପଡ଼ିଲା ବେଡ଼ି। ରଖାଗଲା କ୍ରଲ୍‌ (ସ୍ବତନ୍ତ୍ର…

‘ସମସ୍ତଙ୍କ ସହଯୋଗରେ ବିକାଶ ସମ୍ଭବ’

ଢେଙ୍କାନାଳ ଅଫିସ,୧୨।୩ ଢେଙ୍କାନାଳ ଜିଲାରେ ଉନ୍ନୟନମୂଳକ ଯୋଜନାର ସଫଳ ରୂପାୟନ ନିମନ୍ତେ ସୋମବାର ଜିଲା କାର୍ଯ୍ୟାଳୟ ଓସ୍‌ୱାନ୍‌ ଭିଡିଓ କନଫରେନ୍ସିଂ ହଲ୍‌ରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣ ଯୋଗଦେଇ ସମସ୍ତଙ୍କ ସହଯୋଗରେ ଜିଲାର…

କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ

ଢେଙ୍କାନାଳ ଅଫିସ,୧୨ା୪:ଢେଙ୍କାନାଳ ପୌରାଞ୍ଚଳର ୧୯ନଂ. ୱାର୍ଡରେ ରହୁଥିବା ନବନିର୍ବାଚିତ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଘର ଉପରକୁ ଶନିବାର ବିଳମ୍ବିତ ରାତିରେ ହୋଇଥିବା ବୋମାମାଡ଼ ଘଟଣାକୁ ତୀବ୍ର ନିନ୍ଦା କରିଛି ରାଜ୍ୟ ଭାଜପା। ତୁରନ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ…

ଦୂରଦୃଷ୍ଟି ଅଭାବରୁ ଯୋଜନା ଦିଗହରା

ଢେଙ୍କାନାଳ ଅଫିସ, ୧୧।୪ ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ (ମୁକ୍ତା) ଯୋଜନାରେ ଖୋଳାଯାଇଛି ବିଶାଳକାୟ ପୋଖରୀ। ଏଥିରେ ଖର୍ଚ୍ଚ ହୋଇଛି ପ୍ରାୟ ୧୨ ଲକ୍ଷ ଟଙ୍କା। କାମ ଶେଷ ପର୍ଯ୍ୟାୟରେ। ହେଲେ ପାଣିର ଚିହ୍ନବର୍ଣ୍ଣ ନାହିଁ। ସମ୍ପୂର୍ଣ୍ଣ ଶୁଖିଲା ପଡ଼ିଛି। ସୁବିଧାରେ ମୃତଦେହ…

‘ବିପଦ ସମୟରେ ସାହସ ଲୋଡ଼ା’

ଢେଙ୍କାନାଳ ଅଫିସ୍‌, ୧୦ା୪ – ଢେଙ୍କାନାଳ ସାନ୍ଧ୍ୟ କନିଷ୍ଠ ମହାବିଦ୍ୟାଳୟରେ ଚାଲିଥିବା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମାନଗୋବିନ୍ଦ ଗୋଚ୍ଛିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଉଦ୍‌ଯାପନୀ ସମାରୋହରେ କାର୍ଯ୍ୟକ୍ରମ ସଂଯୋଜକ ଅଧ୍ୟାପକ ଅକ୍ଷୟ ନାଥ…

‘ସମନ୍ବୟ ରହିଲେ ଶିକ୍ଷାର ମାନ ବଢ଼ିବ’

ଭୁବନ, ୧୦ା୪(ଡି.ଏନ୍‌.ଏ.) – ଗୁରୁ ଏବଂ ଶିଷ୍ୟ ମଧ୍ୟରେ ସମ୍ପର୍କ କେଉଁ ଅନାଦିକାଳର। ଶିକ୍ଷାନୁଷ୍ଠାନରେ ଛାତ୍ରୀଛାତ୍ର ଏବଂ ଶିକ୍ଷକଙ୍କ ମଧ୍ୟରେ ସମନ୍ବୟ ରହିଲେ ଶିକ୍ଷାର ମାନ ବୃଦ୍ଧି ପାଇବ ବୋଲି କହିଛନ୍ତି ଭୁବନ ଏନ୍‌ଏସି ଅଧ୍ୟକ୍ଷ ଶୁଭେନ୍ଦୁ ସାହୁ। ନୂଆ ଭୁବନ…

ପୌରାଧ୍ୟକ୍ଷାଙ୍କ ଘର ଆଗରେ ବୋମାମାଡ଼

ଢେଙ୍କାନାଳ ଅଫିସ,୧୦ା୪: ଢେଙ୍କାନାଳର ନବନିର୍ବାଚିତ ପୌରାଧ୍ୟକ୍ଷାଙ୍କ ଘର ଆଗରେ ବୋମାମାଡ଼ ହୋଇଛି। ଅଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ସିମିଳିଆସ୍ଥିତ ବାସଭବନ ଉପରେ ଦୁର୍ବୃତ୍ତମାନେ ଶନିବାର ବିଳମ୍ବିତ ରାତିରେ ବୋମାମାଡ଼ ଫେରାର ହୋଇଯାଇଛନ୍ତି। ଏଥିରେ କେହି ଆହତ ହୋଇ ନ ଥିବା ସୂଚନା ମିଳିଛି।…

ଢେଙ୍କାନାଳ ବିଜେଡି କନ୍ଦଳ ଜଳଜଳ

ଢେଙ୍କାନାଳ ଅଫିସ, ୧୦।୪: ଢେଙ୍କାନାଳ ବିଜେଡିରେ ଅନ୍ତଃକନ୍ଦଳ ଭୟଙ୍କର ରୂପ ନେଲାଣି। ପଞ୍ଚାୟତ ଏବଂ ପୌର ନିର୍ବାଚନ ପୂର୍ବରୁ ଭୋଟ ପ୍ରଭାବିତ ହେବା ଆଶଙ୍କାରେ ଏହାକୁ କୌଣସି ମତେ ଚପାଇ ଦିଆଯାଇଥିବାବେଳେ ଏବେ ତାହା ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଏମ୍‌ପି…

ଟାଟାଷ୍ଟିଲ୍‌ ପକ୍ଷରୁ ଓ୍ବାକାଥନ୍‌

ଢେଙ୍କାନାଳ ଅଫିସ, ୯।୪ ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ପକ୍ଷରୁ ଗୁରୁବାର ବିଶ୍ୱ ସ୍ବାସ୍ଥ୍ୟ ଦିବସ ଉପଲକ୍ଷେ ଓ୍ବାକାଥନ୍‌ ଅନୁଷ୍ଠିତ ହୋଇଯାଇଛି। ସ୍ବାସ୍ଥ୍ୟ ସମସ୍ୟା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ‘ଆମ ପୃଥିବୀ ଆମ ସ୍ବାସ୍ଥ୍ୟ’ ଶୀର୍ଷକ ବିଷୟକୁ ନେଇ ଏହାର…

ଆରମ୍ଭ ହେଲା ‘ନିକ୍ରା’

ଢେଙ୍କାନାଳ ଅଫିସ, ୯।୪ ଜଳବାୟୁ ପରିବର୍ତ୍ତନର ସମ୍ମୁଖୀନ ହେବା, ଚାଷରେ ସମୟାନୁକୂଳ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ, ସମନ୍ବିତ କୃଷି ଭଳି ବହୁମୁଖୀ ଲକ୍ଷ୍ୟ ନେଇ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକର ଅରାଚୁଆ ଗ୍ରାମରେ ଗୁରୁବାରଠାରୁ ଆରମ୍ଭ ହୋଇଛି ନ୍ୟାଶନାଲ ଇନୋଭେଶନ୍‌ସ ଇନ୍‌…

ପର ହେଲେ ପୋଲିଓ ଆକ୍ରାନ୍ତ ଶିଶୁ

ଢେଙ୍କାନାଳ ଅଫିସ୍‌, ୯ା୪: ସନ୍ତାନ ଉପରକୁ ସାମାନ୍ୟ ବିପଦ ଆସିଲେ ଛାତି ଦେଖାଇ ଛିଡ଼ା ହୁଅନ୍ତି ମା’ବାପା। ମା’ର ପଣତକାନି ତଳେ ନିଜକୁ ବେଶ୍‌ ସୁରକ୍ଷିତ ମଣେ ଶିଶୁ। ବାପାଙ୍କ ଅନୁଶାସନରେ ବଡ଼ ହୁଏ। ହେଲେ ଜଣେ ମାନସିକ ଅନଗ୍ରସର ପୋଲିଓ…

ଶାଖା କେନାଲ ରାସ୍ତା ଶୋଚନୀୟ

ପରଜଙ୍ଗ, ୮।୪(ଡି.ଏନ୍‌.ଏ.) ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ ଶୋଚନୀୟ ହୋଇପଡ଼ିଛି ରେଙ୍ଗାଳି ବାମପାର୍ଶ୍ୱ ମୁଖ୍ୟ କେନାଲରୁ ବାହାରିଥିବା ଶାଖା କେନାଲ ରାସ୍ତା। ଶତାଧିକ ଚାଷୀ ଏବଂ ଗ୍ରାମବାସୀଙ୍କ ଜୀବନରେଖା ଭାବେ ପରିଚିତ ଏହି ଗ୍ରାମାଞ୍ଚଳ ରାସ୍ତା ମରଣଯନ୍ତା ପାଲଟି ଥିବାବେଳେ ଏଥିପ୍ରତି ଗୁରୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?