ଢେଙ୍କାନାଳ

ହଟୁନି ବିପଦସଙ୍କୁଳ ଖୁଣ୍ଟ

ଢେଙ୍କାନାଳ ଅଫିସ, ୭ା୪: ଢେଙ୍କାନାଳ ପୌରାଞ୍ଚଳର ୧୫ନଂ. ୱାର୍ଡ ଜଲାରାମ ହୋଟେଲ ପାର୍ଶ୍ୱ ଗଳିରେ ଏକ ଟେଲିଫୋନ ଖୁଣ୍ଟ ବିପଦସଙ୍କୁଳ ଅବସ୍ଥାରେ ରାସ୍ତା ଉପରକୁ ଢଳିରହିଛି। କୌଣସି ମୁହୂର୍ତ୍ତରେ ଉକ୍ତ ଖୁଣ୍ଟ ଭାଙ୍ଗି ଦୁର୍ଘଟଣା ଘଟିବା ଆଶଙ୍କା ରହିଛି। ତେଣୁ ଉକ୍ତ…

ଜଳସଙ୍କଟରେ ୩୫ ପରିବାର

ପରଜଙ୍ଗ, ୭ା୪(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତ ରଙ୍ଗଥଳି ଛକ ନିକଟ ୧୪୯ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ୫ନଂ.ବସ୍ତିରେ ଜଳସଙ୍କଟ ଉତ୍କଟରୂପ ଧାରଣ କରିଛି। ଏହାର ପ୍ରତିବାଦରେ ବୁଧବାର ବସ୍ତିବାସୀ ହାଣ୍ଡି, ମାଠିଆ ରଖି ରାଜପଥ ଅବରୋଧ…

କାର୍ଯ୍ୟକ୍ଷମ ହେବ କଳାକୃତି ଗ୍ରାମ

ଢେଙ୍କାନାଳ ଅଫିସ୍‌, ୬।୪ – ଗ୍ରାମୀଣ ପର୍ଯ୍ୟଟନରେ ସାମିଲ ହୋଇଥିବା ଢେଙ୍କାନାଳର କଳାକୃତି ଗ୍ରାମ ସଦେଇବେରେଣୀ-ନବଜୀବନପୁର ପ୍ରକଳ୍ପ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ। ଡୋକ୍ରା ହସ୍ତଶିଳ୍ପକୁ ନେଇ ସମୃଦ୍ଧ ଏହି ଅଞ୍ଚଳକୁ ଜାତୀୟସ୍ତରରେ ପରିଚିତି କରାଇବାକୁ ଏଠାରେ ‘ଢେଙ୍କାନାଳ ମହୋତ୍ସବ’ ଆୟୋଜନ କରାଯିବ।…

୨୨ରୁ ମହିମା ଜ୍ୟୋତିଯାତ୍ରା

ଢେଙ୍କାନାଳ ଅଫିସ, ୬।୪ – ମହିମା ଧର୍ମର ପ୍ରଚାର ପ୍ରସାର ଲାଗି ନବମ ବ୍ରହ୍ମଜ୍ୟୋତି ଯାତ୍ରା ଆସନ୍ତା ଏପ୍ରିଲ ୨୨ ଓ ୨୩ ତାରିଖରେ ଅନୁଷ୍ଠିତ ହେବ। କୌପିନଧାରୀ ମହିମା ସମାଜ ଧର୍ମାଧ୍ୟକ୍ଷ ଶ୍ରୀମଦ୍‌ ରଘୁନାଥ ବାବାଙ୍କ ପୌରୋହିତ୍ୟରେ ଏ ନେଇ…

ଫ୍ଲୋରେନ୍ସିଆଙ୍କୁ କୋଚ୍‌ ଦାୟିତ୍ୱ

ଢେଙ୍କାନାଳ ଅଫିସ, ୬।୪ – ଢେଙ୍କାନାଳ ହକିର ହୃତଗୌରବ ଫେରାଇ ଆଣିବାକୁ ଆରମ୍ଭ ହୋଇଛି ଉଦ୍ୟମ। ଜିଲାର ପ୍ରତିଭାବାନ୍‌ ହକି ଖେଳାଳିଙ୍କୁ ଚୟନ କରି ଉନ୍ନତ ପ୍ରଶିକ୍ଷଣ ପ୍ରଦାନ ପାଇଁ ରାଉରକେଲା ସ୍ପୋର୍ଟସ୍‌ ହଷ୍ଟେଲର ମହିଳା ହକି କୋଚ୍‌ ଫ୍ଲୋରେନ୍ସିଆ ଏକ୍କାଙ୍କୁ…

ଧରାପଡ଼ିଲା ଖୁଣ୍ଟ ଚୋରି ଗ୍ୟାଙ୍ଗ୍‌

ରାସୋଳ, ୬।୪(ଡି.ଏନ୍‌.ଏ.) – ବିଦ୍ୟୁତ୍‌ ଭିତ୍ତିଭୂମି ନିର୍ମାଣ ଦାୟିତ୍ୱରେ ଥିବା କମ୍ପାନୀ ଦିନବେଳା ଯେଉଁ ସବୁ ଖୁଣ୍ଟ ପୋତୁଥିଲା, ସେସବୁକୁ ରାତିରେ ଯୋଜନାବଦ୍ଧ ଭାବେ ଗ୍ୟାସ୍‌ କଟରରେ ଖଣ୍ଡ ଖଣ୍ଡ କରି କାଟି ନେଉଥିଲେ ଅଭିଯୁକ୍ତ। କେବଳ ଖୁଣ୍ଟ ଉପରେ ନଜର…

ପାନୀୟ ଜଳଯୋଗାଣ ନିଶ୍ଚିତ କର

ଢେଙ୍କାନାଳ ଅଫିସ, ୩।୪ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ଜିଲାସ୍ତରୀୟ ଜଳ ଓ ପରିମଳ କମିଟି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପାନୀୟଜଳ ଯୋଗାଣକୁ ନିଶ୍ଚିତ କରିବା ପାଇଁ ଜିଲାପାଳ ସରୋଜ କୁମାର ସେଠୀ…

କୁକୁଡ଼ା ଫାର୍ମ ପ୍ରଦୂଷଣ ବିବାଦ ବଢ଼ିଲା

ଭାପୁର, ୩।୪ (ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ସଦର ବ୍ଲକ ମହୁଲପୁଞ୍ଜି ଗ୍ରାମ ନିକଟରେ ଥିବା ଏକ କୁକୁଡ଼ା ଫାର୍ମକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଶୁକ୍ରବାର ଅଞ୍ଚଳବାସୀ, ଫାର୍ମ ମାଲିକ ଏବଂ ପ୍ରଶାସନ ମଧ୍ୟରେ ତ୍ରିପାକ୍ଷିକ ବୈଠକ ବସିଥିଲେ ମଧ୍ୟ କୌଣସି…

ତାଲିକାରୁ କାଟିଦେଲେ ବୃଦ୍ଧଙ୍କ ଗାଁ

କାମାକ୍ଷାନଗର, ୨ ।୪ (ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଦଶିପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଯୋଜନାରେ ତାଲିକାଭୁକ୍ତ ହିତାଧିକାରୀଙ୍କୁ ବାଦ୍‌ଦେଇ ଚଞ୍ଚକତା କରି ଅନ୍ୟଜଣଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି। ଏ ନେଇ ୮୦…

ପଥର ଖାଦାନରୁ ମିଳିଲା ସୂର୍ଯ୍ୟଙ୍କ ମୃତଦେହ

ଢେଙ୍କାନାଳ ଅଫିସ୍‌, ୨।୪: ନିଖୋଜ ହେବାର ୪ଦିନ ପରେ ଏକ ପଥରଖାଦାନରୁ ମିଳିଛି ଆଲାଏନ୍ସ ବ୍ରଡ୍‌ବ୍ୟାଣ୍ଡ୍‌ ଇଣ୍ଟରନେଟ୍‌ ପ୍ରୋଭାଇଡର ସୂର୍ଯ୍ୟନାରାୟଣ ତ୍ରିପାଠୀ (୩୬)ଙ୍କ କ୍ଷତାକ୍ତ ମୃତଦେହ। ତାଙ୍କୁ ଅପହରଣ ପରେ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।…

ବିପଦରେ ଛୁଆ ହାତୀ

ଢେଙ୍କାନାଳ ଅଫିସ/ ଭାପୁର(ଡି.ଏନ୍‌.ଏ.) ୧।୪ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହର ସିଧାସଳଖ ପ୍ରଭାବ ଢେଙ୍କାନାଳର ବନ୍ୟଜୀବନ ଉପରେ ପଡ଼ିଲାଣି। ଜଙ୍ଗଲରେ ଖାଦ୍ୟ ଓ ପାଣି ଅଭାବ ହାତୀ ଭଳି ବିଶାଳକାୟ ତୃଣଭୋଜୀ ପ୍ରାଣୀଙ୍କୁ ଗଁା ମୁହଁା କରାଇଛି। କମ୍‌ ବୟସର ଛୁଆ ହାତୀ ଗୋଠରୁ…

ଫୁଟାଇଲେ ୫ ରାଉଣ୍ଡ ଗୁଳି

ଢେଙ୍କାନାଳ ଅଫିସ୍‌, ୧।୪ ପୌର ନିର୍ବାଚନ ପରବର୍ତ୍ତୀ ହିଂସାରେ ଅଶାନ୍ତ ହୋଇଉଠିଛି ଢେଙ୍କାନାଳ ସହର। ପରାଜୟକୁ ସହଜରେ ଗ୍ରହଣ କରି ପାରୁ ନ ଥିବା ଏକ ଗୋଷ୍ଠୀ ବୁଧବାର ରାତିରେ ପୌରାଧ୍ୟକ୍ଷାଙ୍କ ଘର ଆଗରେ ୫ ରାଉଣ୍ଡ ଗୁଳିଚାଳନା କରିବା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?