ବଦଳିପାରେ ୨୦ ବର୍ଷର ସମୀକରଣ
ପରଜଙ୍ଗ, ୧୦ା୩(ଡି.ଏନ୍.ଏ.): ଢେଙ୍କାନାଳ ଜିଲାର ୨୭ ଜିଲା ପରିଷଦ ଜୋନ୍ରୁ ୨୬ଟି କବ୍ଜା କରିଛି ବିଜେଡି। ଦଳକୁ ବିପୁଳ ଜନସମର୍ଥନ ମିଳିଛି ସତ, ହେଲେ ପରଜଙ୍ଗ ବ୍ଲକ ସମିତି ଗଠନକୁ ନେଇ ଯେଉଁ ଚିତ୍ର ଆସିଛି, ତାହା ଶାସକ ଦଳକୁ ଚିନ୍ତାରେ…
ରହିଲେ ୮୫ କାଉନ୍ସିଲର, ୭ ନଗରପାଳ ପ୍ରାର୍ଥୀ
ଢେଙ୍କାନାଳ ଅଫିସ, ୧୦ା୩: ଢେଙ୍କାନାଳ ପୌର ନିର୍ବାଚନ ଲାଗି ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ବୁଧବାର ଶେଷ ହୋଇଛି। ଯାଞ୍ଚ ପରେ ୨୩ ୱାର୍ଡର ୮୫ କାଉନ୍ଲସିଲର ଏବଂ ୭ ନଗରପାଳ ପ୍ରାର୍ଥୀଙ୍କ ନାମାଙ୍କନ କାଏମ ରହିଛି। ସେହିପରି ୧୮ନଂ. ଓ୍ବାର୍ଡର କଂଗ୍ରେସ କାଉନ୍ସିଲର…
୫ ଓ୍ବାର୍ଡ କଂଗ୍ରେସ ଶୂନ୍ୟ
ଭୁବନ, ୧୦ା୩(ଡି.ଏନ୍.ଏ.): ଭୁବନ ଏନ୍ଏସିରେ ନାମାଙ୍କନ ପତ୍ର ଯାଞ୍ଚ ପରେ କଂଗ୍ରେସକୁ ଶକ୍ତ ଧକ୍କା ଲାଗିଛି। ପୂର୍ବରୁ ୧୦ନଂ. ଓ୍ବାର୍ଡରେ ଦଳ ପ୍ରାର୍ଥୀ ଦେଇ ନ ଥିବାବେଳେ ଯାଞ୍ଚ ପ୍ରକ୍ରିୟାରେ ୪ ଜଣ ଦଳୀୟ କାଉନ୍ସିଲର ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ନାକଚ…
ବେଆଇନ ବାଲିଚାଲାଣ: ୧୧ ଗିରଫ
ପରଜଙ୍ଗ, ୧୦ା୩ (ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ବ୍ରିଜ୍ ନିକଟ ବାଲିଘାଟରେ ମଙ୍ଗଳବାର ସନ୍ଧ୍ୟାରେ ତହସିଲଦାର ଖଗେଶ୍ବର ପାତ୍ର ଏବଂ ଥାନାଧିକାରୀ ସୌଭାଗ୍ୟ କୁମାର ସ୍ବାଇଁ ସଦଳବଳ ଅତର୍କିତ ଚଢ଼ାଉ କରି ୮ ଭାରିଯାନ ସମେତ ୨ ଚେନ୍…
ସର୍ବସାଧାରଣରେ ହେବନି ହୋଲି
ଢେଙ୍କାନାଳ ଅଫିସ, ୯।୩: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍ଓ୍ବାନ୍ ହଲ୍ରେ ସୋମବାର ଅପରାହ୍ନରେ ଜିଲାପାଳ ସରୋଜ କୁମାର ସେଠୀ ଜିଲାର କୋଭିଡ୍ସ୍ଥିତି, ପୌର ନିର୍ବାଚନ ଏବଂ ୫-ଟି ବ୍ୟବସ୍ଥାରେ ହେଉଥିବା ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି। କରୋନା ସଂକ୍ରମଣ ସମ୍ପୂର୍ଣ୍ଣ ନିୟନ୍ତ୍ରଣ…
କୁକୁର ସହ ଶିଶୁକନ୍ୟାଙ୍କ ବିବାହ
ଢେଙ୍କାନାଳ ଅଫିସ, ୯।୩: ସାରା ବିଶ୍ୱରେ ମଙ୍ଗଳବାର ପାଳିତ ହୋଇଛି ଅନ୍ତର୍ଜାତୀୟ ମହିଳା ଦିବସ। ମହିଳାଙ୍କ ଯଶଗାନ କରୁଛନ୍ତି ସଭିଏଁ। ବାଲ୍ୟବିବାହ ରୋକିବା, ମହିଳା ବିରୋଧୀ ନିର୍ଯାତନା ବିରୋଧରେ ସ୍ବର ଉଠାଇବାକୁ ସଭାସମିତି କରି ସଚେତନ କରାଯାଉଛି। ହେଲେ ଢେଙ୍କାନାଳ ଜିଲାର…
କାଉନ୍ସିଲର ପଦବୀରେ ୩୦ ନାମାଙ୍କନ
କାମାକ୍ଷାନଗର, ୮ା୩ (ଡି.ଏନ୍.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ପୌର ନିର୍ବାଚନ ଲାଗି ସୋମବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ନଗରପାଳ ପଦବୀ ଲାଗି ବିଜେଡିର ଧର୍ମାନନ୍ଦ ପରିଡ଼ା, ଭାଜପାର ରଣଜିତ୍ ସାହୁ, କଂଗ୍ରେସର ସନ୍ତୋଷ ମହାରଣା ଏବଂ ସ୍ବାଧୀନ ପ୍ରାର୍ଥୀ…
୭ ଓ୍ବାର୍ଡ କଂଗ୍ରେସ ଶୂନ୍ୟ
ଢେଙ୍କାନାଳ ଅଫିସ, ୮ା୩ ଢେଙ୍କାନାଳ ପୌର ପରିଷଦ ନିର୍ବାଚନରେ ହାତ ଟେକିଦେଲା କଂଗ୍ରେସ। ୨୦୧୩ରେ ମ୍ୟୁନିସିପାଲିଟିର ମୋଟ ୨୩ ଓ୍ବାର୍ଡ ମଧ୍ୟରୁ ୧୧ ଆସନରେ ବିଜୟୀ ହୋଇ ସର୍ବବୃହତ୍ ଦଳ ପାଲଟିଥିବା ବେଳେ ଚଳିତ ନିର୍ବାଚନରେ କଂଗ୍ରେସକୁ ପ୍ରାର୍ଥୀ ମିଳିଲେ ନାହିଁ।…
ଦିନକରେ ପଡ଼ିଲା ୨୮ ନାମାଙ୍କନ
ଢେଙ୍କାନାଳ ଅଫିସ, ୭।୩ – ଢେଙ୍କାନାଳ ପୌର ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ୫ମ ଦିନରେ ରବିବାର ୨୮ ପ୍ରାର୍ଥତ୍ପତ୍ର ଦାଖଲ ହୋଇଛି। ନାମାଙ୍କନ ଦାଖଲକୁ ନେଇ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିଥିଲା। ପ୍ରାର୍ଥୀମାନେ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସିଥିବାବେଳେ…
୩୦ବର୍ଷ ପରେ ପ୍ରତ୍ୟକ୍ଷ ନିର୍ବାଚନ
କାମାକ୍ଷାନଗର, ୬।୩(ଡି.ଏନ୍.ଏ.) ଢେଙ୍କାନାଳ ଜିଲା ରାଜନୀତିର ଅନ୍ୟତମ ପ୍ରମୁଖ କେନ୍ଦ୍ରସ୍ଥଳ କାମାକ୍ଷାନଗର ଏନ୍ଏସିର ଅଧ୍ୟକ୍ଷ ପଦବୀ ଲାଗି ଦୀର୍ଘ ୩୦ବର୍ଷ ପରେ ପ୍ରତ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଶେଷଥର ପାଇଁ ୧୯୯୨ରେ ଭୋଟର ସିଧାସଳଖ ଭୋଟଦେଇ ନଗରପାଳଙ୍କୁ ଚୟନ କରିଥିଲେ। ଚଳିତବର୍ଷ…
ବରଫାବୃତ୍ତ ଅଞ୍ଚଳରେ ୭୨ ଘଣ୍ଟା
ଢେଙ୍କାନାଳ ଅଫିସ, ୬।୩: ଚାରିଆଡ଼େ ବରଫ ହିଁ ବରଫ। ହାଡ଼ଭଙ୍ଗା ଶୀତ ଭିତରେ ଜୀବନ ବଞ୍ଚାଇବା ଲାଗି ସଂଘର୍ଷ। ପାଖରେ ନ ଥିଲା ପର୍ଯ୍ୟାପ୍ତ ଖାଦ୍ୟ କି ମିଳୁ ନ ଥିଲା ମୁନ୍ଦାଏ ପାଣି। ଏଭଳି ପ୍ରତିକୂଳ ସ୍ଥିତିରେ ୟୁକ୍ରେନ୍-ରୋମାନିଆ ସୀମାନ୍ତ…
ଶିକ୍ଷାନୁଷ୍ଠାନ ପୃଥକୀକରଣ ପ୍ରସ୍ତୁତି
ଢେଙ୍କାନାଳ ଅଫିସ, ୪।୩ – ଢେଙ୍କାନାଳ ଜିଲାରେ ପ୍ରସ୍ତାବିତ ଶିକ୍ଷାନୁଷ୍ଠାନ ପୃଥକୀକରଣ କାର୍ଯ୍ୟ ଲାଗି ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଜିଲା ସଦ୍ଭାବନା ଗୃହରେ ଗୁରୁବାର ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।…
Archives


