ଢେଙ୍କାନାଳ

ଶୌଚାଳୟ ବାରଣ୍ଡାରେ ପ୍ରସବ

ଢେଙ୍କାନାଳ ଅଫିସ, ୨୬।୩: ଡାକ୍ତରଖାନାରେ ପ୍ରସବ ହେବ ସୁରକ୍ଷିତ। ଗର୍ଭବତୀଙ୍କୁ ସୁବିଧାରେ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇବା, ସନ୍ତାନ ଜନ୍ମ ସମୟରେ ସର୍ବାଧିକ ସତର୍କତା ଅବଲମ୍ବନ କରିବା, ଟିକାଠାରୁ ଆରମ୍ଭ କରି ନିଃଶୁଳ୍କ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ସରକାର ଖର୍ଚ୍ଚ କରୁଛନ୍ତି ବିପୁଳ…

ଢେଙ୍କାନାଳ: ୩ ବ୍ଲକରେ ପ୍ରତିଦ୍ୱନ୍ଦ୍ୱିତା

ଢେଙ୍କାନାଳ ଅଫିସ,୨୪।୩: ଢେଙ୍କାନାଳ ଜିଲାରେ ବୁଧବାର ପଞ୍ଚାୟତ ସମିତି ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଜିଲାର ୮ ବ୍ଲକ ମଧ୍ୟରୁ ୫ଟିରେ ଉପାଧ୍ୟକ୍ଷ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବାବେଳେ ୩ଟି ବ୍ଲକରେ ଭୋଟ ଗ୍ରହଣ କରାଯାଇଥିଲା। ଜିଲାର ସଦର, ଗଁଦିଆ, ଓଡାପଡା, କାମାକ୍ଷାନଗର…

ଦୋଳ ପାଇଁ ଉତ୍ସବମୁଖର ଗୁନେଇବିଲି

ଢେଙ୍କାନାଳ ଅଫିସ, ୨୩।୩ – ଦୋଳ ମହୋତ୍ସବକୁ ନେଇ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକର ଗୁନେଇବିଲି ପଞ୍ଚାୟତର ୧୦୦ ବର୍ଷ ପୁରୁଣା ଏହି ମହୋତ୍ସବରେ ୧୧ ଗ୍ରାମ ସାମିଲ ହୋଇଥିବାବେଳେ ସମଗ୍ର ଅଞ୍ଚଳରେ ସୃଷ୍ଟି ହୋଇଛି ଭକ୍ତିଭାବମୟ ପରିବେଶ।…

ବ୍ରାହ୍ମଣୀ ନଦୀକୂଳରୁ ମିଳିଲା ୭୦୦ ବର୍ଷର ପୁରାତନ ମନ୍ଦିର

ଭୁବନେଶ୍ୱର, ୨୩।୩(ବ୍ୟୁରୋ) – ରାଜ୍ୟର ଏବେ ବି କେତେକ ସ୍ଥାନରେ ପୂର୍ବରୁ ଲୋପ ପାଇଯାଇଥିବା ଐତିହ୍ୟ କୀର୍ତ୍ତିରାଜି ଓ ମନ୍ଦିରଗୁଡ଼ିକ ଭଗ୍ନାବସ୍ଥାରେ ଲୁଚି ରହିଛି। ତେବେ ଏଭଳି ଐତିହ୍ୟ ଓ କୀର୍ତ୍ତିରାଜି ଲୁଚି ରହିଥିବା ବେଳେ ମଙ୍ଗଳବାର ଢେଙ୍କାନାଳ ଜିଲା ତୁମୁସିଂଘା…

ଶୋଭାଯାତ୍ରାରେ ଶକ୍ତି ପ୍ରଦର୍ଶନ

ଢେଙ୍କାନାଳ ଅଫିସ, ୨୩।୩ – ସରିଛି ପ୍ରଚାର। ପ୍ରତିଶ୍ରୁତି ଦେଇ ଭୋଟରଙ୍କ ନିକଟତର ହୋଇଛନ୍ତି ନେତା। ଏବେ ଅପେକ୍ଷା ୨୪ ତାରିଖରେ ହେବାକୁ ଥିବା ମତଦାନକୁ। ମଙ୍ଗଳବାର ପ୍ରଚାରର ଶେଷ ଦିନରେ ଢେଙ୍କାନାଳ ପୌରାଞ୍ଚଳରେ ବିଶାଳ ଶୋଭାଯାତ୍ରା ମାଧ୍ୟମରେ ଶକ୍ତି ପ୍ରଦର୍ଶନ…

ମିନିବସ୍‌ ଓଲଟି ୫ ଗୁରୁତର, ୩୫ ଆହତ

ଢେଙ୍କାନାଳ ଅଫିସ, ୨୩।୩ – କ୍ଷମତାଠାରୁ ଅଧିକ ଯାତ୍ରୀ ଧରି ଯାଉଥିବାବେଳେ ଢେଙ୍କାନାଳ ସଦର ଥାନା ବଣସିଂହ ସ୍ବାସ୍ଥ୍ୟକେନ୍ଦ୍ର ଛକ ନିକଟରେ ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଭାରସାମ୍ୟ ହରାଇ ଘରୋଇ ମିନିବସ୍‌ ସମଲେଇ (ନଂ. ଓଆର୍‌ ୦୬ ଏଫ୍‌…

ବସ୍‌ ଓଲଟି ୩୦ରୁ ଊର୍ଦ୍ଧ୍ୱ ଆହତ: ୨ ଗୁରୁତର

ଢେଙ୍କାନାଳ ଅଫିସ,୨୨।୩: ଢେଙ୍କାନାଳ ଜିଲା ସଦର ଥାନା ବଣସିଂମେଡିକାଲ ଛକ ନିକଟରେ ମଙ୍ଗଳବାର ମଧ୍ୟାହ୍ନରେ ମା ସମଲେଈ ନାମକ ଏକ ଯାତ୍ରୀ ବାହି ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡିବାରୁ ବସ୍‌ରେ ଥିବା ପ୍ରାୟ ୪୦ ଜଣ…

ମା’ ଛେଉଣ୍ଡ ଯାଆଁଳା ଶିଶୁଙ୍କୁ ସହାୟତା

ଢେଙ୍କାନାଳ ଅଫିସ, ୨୨ ।୩ ଯାଆଁଳା ସନ୍ତାନକୁ ଜନ୍ମ ଦେବାପରେ ଆଖିବୁଜିଲେ ମା’। ଜୀବନ କ’ଣ ଜାଣିବା ଆଗରୁ ଦୁଇ କୋମଳମତି ଛୁଆ ହୋଇଗଲେ ମାତୃହରା। ବାପା ମାନସିକ ଅନଗ୍ରସର ହୋଇଥିବାରୁ ଏହି ଦୁଇ କଅଁଳ ଶିଶୁ କେମିତି ବଞ୍ଚତ୍ବେ ତାହାକୁ…

୨୦୨୨ ସୁଦ୍ଧା ୨୧୨ ପଞ୍ଚାୟତରେ ପାର୍କ

ଢେଙ୍କାନାଳ ଅଫିସ, ୨୨ ।୩ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ଓ୍ବାନ୍‌ ଭିଡିଓ କନ୍‌ଫରେନ୍ସ ହଲ୍‌ରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀ କୋଭିଡ୍‌ ସ୍ଥିତି ଏବଂ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। କୋଭିଡ୍‌ ଆଶଙ୍କା ସମ୍ପୂର୍ଣ୍ଣ ଦୂର ହୋଇନାହିଁ। ତେଣୁ ଏଥିପ୍ରତି…

ପ୍ରଚାରରେ କମ୍ପୁଛି ପୌରାଞ୍ଚଳ

ଢେଙ୍କାନାଳ ଅଫିସ, ୨୧।୩: ଢେଙ୍କାନାଳ ପୌର ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରଚାରରେ କମ୍ପୁଛି ମଇଦାନ। ବିଜେଡି ପକ୍ଷରୁ ପ୍ରଚାର ମଙ୍ଗ ଧରିଛନ୍ତି ବିଧାୟକ ସୁଧୀର କୁମାର ସାମଲ। ରବିବାର ସକାଳେ ପର୍ଯ୍ୟାୟକ୍ରମେ ୮ନଂ., ୧୩ନଂ., ୧୪ନଂ. ଏବଂ ଅପରାହ୍ନରେ ୧୧ନଂ.,…

ସମ୍ମାନ ରଖିବାକୁ ସମରସଜ୍ଜା

ଢେଙ୍କାନାଳ ଅଫିସ, ୧୮ା୩-ପାଖେଇ ଆସୁଛି ପୌର ନିର୍ବାଚନ। କମ୍ପୁଛି ପ୍ରଚାର ମଇଦାନ। ପ୍ରତିପକ୍ଷଙ୍କୁ ପରାସ୍ତ କରିବାକୁ ପ୍ରମୁଖ ରାଜନୈତିକ ଦଳ ରଣନୀତି ପ୍ରସ୍ତୁତି ଚଳାଇଥିବାବେଳେ ସରଗରମ ହୋଇଉଠିଛି ଢେଙ୍କାନାଳ ସହରାଞ୍ଚଳ ରାଜନୈତିକ ବାତାବରଣ। ଏସବୁ ମଧ୍ୟରେ ସମସ୍ତଙ୍କ ନଜର ଅଟକିଛି ୪,…

ପୂରଣ ହେଉନି ଋଣ ଲକ୍ଷ୍ୟ

ଢେଙ୍କାନାଳ ଅଫିସ,୧୭ା୩: ଢେଙ୍କାନାଳ ଜିଲାରେ ଚାଷୀଙ୍କୁ ଋଣ ପ୍ରଦାନ ଲକ୍ଷ୍ୟ ପୂରଣ ହୋଇପାରୁନାହିଁ। ୨୦୨୧-୨୨ ଆର୍ଥତ୍କ ୧୭୦୫.୫୧ କୋଟି ଟଙ୍କା କୃଷିଋଣ ପ୍ରଦାନ କରିବା ଲାଗି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବାବେଳେ ମାତ୍ର ୬୧୦.୬୫ କୋଟି ଟଙ୍କା ଋଣ ପ୍ରଦାନ କରାଯାଇଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?