ଢେଙ୍କାନାଳ

୨୭ ବର୍ଷର ଜବରଦଖଲ ହଟିଲା

ଢେଙ୍କାନାଳ ଅଫିସ୍‌,୧୭ା୩: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କାଣ୍ଡବିନ୍ଧା ଗ୍ରାମରେ ଖେଳପଡ଼ିଆ ପାଇଁ ଉଦ୍ଦିଷ୍ଟ ସରକାରୀ ଜାଗା ଜବରଦଖଲ ମୁକ୍ତ ହୋଇଛି। ଦୀର୍ଘ ୨୭ବର୍ଷ ଧରି ସେହି ଜମିକୁ କେତେଜଣ ବେଆଇନ ଭାବେ ମାଡ଼ିବସିଥିବାବେଳେ ବୁଧବାର ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ…

ପ୍ରଚାର କରୁଛନ୍ତି ପ୍ରଶାସନିକ ଅଧିକାରୀ

ଢେଙ୍କାନାଳ ଅଫିସ୍‌,୧୭ା୩: କୌଣସି ପକ୍ଷପାତିତା ନ କରି ପୌର ନିର୍ବାଚନ ପରିଚାଳନା କରିବାକୁ ରାଜ୍ୟ ନିର୍ବାଚନ କମିଶନର ପ୍ରଶାସନିକ ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ତେବେ ଢେଙ୍କାନାଳ ମ୍ୟୁନିସିପାଲିଟିରେ ଏହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ଭାଜପା ଅଭିଯୋଗ କରିଛି। ପ୍ରଶାସନିକ…

‘ଶକ୍ତିର ସୃଷ୍ଟି ନାହିଁ କି ବିନାଶ ନାହିଁ’

ଢେଙ୍କାନାଳ ଅଫିସ,୧୬।୩ – ଢେଙ୍କାନାଳ ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ ସ୍ମାର୍ଟ ଶ୍ରେଣୀଗୃହରେ ମଙ୍ଗଳବାର ନୂତନ ଇଣ୍ଟରାକ୍ଟିଭ୍‌ ପ୍ୟାନେଲ ସାହାଯ୍ୟରେ ନବଗଠିତ ଶକ୍ତି କ୍ଲବ ପକ୍ଷରୁ ବିଭିନ୍ନ ପ୍ରକାର ଶକ୍ତି ସଂରକ୍ଷଣ ସମ୍ପର୍କରେ ପ୍ରଥମ ସେମିନାର-୨୦୨୨ ଅନୁଷ୍ଠିତ ହୋଇଯାଇଛି। ଏଥିରେ…

ନେତାଙ୍କ ସହ ଘର ଘର ବୁଲୁଛନ୍ତି ପ୍ରାର୍ଥୀ

ଢେଙ୍କାନାଳ ଅଫିସ,୧୬।୩ – ଆସନ୍ତା ୨୪ ତାରିଖରେ ହେବ ଭୋଟଗ୍ରହଣ। ତେଣୁ ହାତରେ ଆଉ ଅଧିକ ଦିନ ନ ଥିବାରୁ ଢେଙ୍କାନାଳ ପୌରାଞ୍ଚଳରେ ନିର୍ବାଚନ ପ୍ରଚାର କାର୍ଯ୍ୟ ଜୋର୍‌ଧରିଛି। ନେତାମାନଙ୍କ ସହ ପ୍ରାର୍ଥୀମାନେ ଘର ଘର ବୁଲି ଭୋଟ ମାଗୁଥିବା ଦେଖାଯାଉଛି।…

ଶୃଙ୍ଖଳିତ ନିର୍ବାଚନ ଉପରେ ଗୁରୁତ୍ୱ

ଢେଙ୍କାନାଳ ଅଫିସ,୧୬।୩ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟଠାରେ ମଙ୍ଗଳବାର ଜିଲାପାଳ ସରୋଜ କୁମାର ସେଠୀ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ସହିତ ଆଲୋଚନା କରିଛନ୍ତି। ଚଳିତ ପୌର ନିର୍ବାଚନକୁ କିପରି ଶାନ୍ତିଶୃଙ୍ଖଳାର ସହ ସମାପନ କରାଯିବ ତାହା ଉପରେ ଜିଲାପାଳ ଗୁରୁତ୍ୱାରୋପ…

ମାଡ଼ ମାରି ନିଆଁ ଲଗାଇଦେଲେ ବଏ ଫ୍ରେଣ୍ଡ

କାମାକ୍ଷାନଗର,୧୬ା୩(ଡି.ଏନ.ଏ.): ମିସ୍‌ଡକଲ୍‌ରୁ ବିବାହିତା ମହିଳାଙ୍କ ସହ ପ୍ରେମ। ଆଉ ଅନୈତିକ ସମ୍ପର୍କ ପରେ ଚରିତ୍ରକୁ ସନ୍ଦେହ କରି ତାଙ୍କୁ ମାଡ଼ ମାରିବା ସହ ଦେହରେ ନିଆଁ ଲଗାଇଦେଇଛନ୍ତି ବଏଫ୍ରେଣ୍ଡ। ଗୁରୁତର ମହିଳା ଏବେ କଟକ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଗତ ୧୨…

ପୂରଣ ହେବ ଦୃଷ୍ଟିହୀନ ମଧୁମିତାଙ୍କ ସ୍ବପ୍ନ

ଢେଙ୍କାନାଳ ଅଫିସ, ,୧୫।୩ ଏଥର ହାର୍‌ମୋନିୟମ ଉପରେ ଚାଲିବ ଅଙ୍ଗୁଳି। ଜନ୍ମରୁ ଆଖି ନାହିଁ ବୋଲି ଯେଉଁ ଅବସୋସ ରହିଯାଇଛି, ସେହି କ୍ଷତକୁ ଅନେକାଂଶରେ ଉପଶମ ହେବ। ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ହାରମୋନିୟମ୍‌ ଦିଆଯିବା ପରେ ଦୃଷ୍ଟିହୀନ ମଧୁମିତା ସାହୁଙ୍କୁ…

ସ୍ପିରିଟ୍‌ରେ ତିଆରି ହେଉଥିଲା ମଦ

ଢେଙ୍କାନାଳ ଅଫିସ/ଭୁବନ, ୧୫।୩(ଡି.ଏନ୍‌.ଏ.)କୋଲକାତାରୁ ଆସୁଥିଲା ସ୍ପିରିଟ୍‌। ସେଥିରେ ଏସେନ୍ସ ମିଶାଇ ତିଆରି ହେଉଥିଲା ନକଲି ମଦ। ନାମୀଦାମୀ କମ୍ପାନୀର ଠିପି, ଷ୍ଟିକର ଲଗାଇ ଅନାୟାସରେ ଚାଲିଥିଲା ଏହି ନିଷିଦ୍ଧ ନିଶା କାରବାର। ଗ୍ରାମାଞ୍ଚଳରୁ ସହରରେ ପହଞ୍ଚତ୍ବା ପରେ ଚଢ଼ା ଦରରେ ଏହାକୁ…

ବଳଦିଆବନ୍ଧ ଲୁଟ୍‌ ଘଟଣାରେ ୩ ଗିରଫ

ଢେଙ୍କାନାଳ ଅଫିସ,୧୪ା୩: ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ବଳଦିଆବନ୍ଧର ସାଇପ୍ରସାଦ ଦାସଙ୍କ ଘରୁ ଗତ ଫେବୃୟାରୀ ୧୧ରେ ହୋଇଥିବା ଲୁଟ୍‌ ଘଟଣାର ଦେଢ଼ମାସ ପରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ବଳଦିଆବନ୍ଧ ଗ୍ରାମର ରଶ୍ମିରଞ୍ଜନ ସାହୁ…

ବହୁ ପଦବୀ ଆଶାୟୀ ନିରାଶ

ଢେଙ୍କାନାଳ ଅଫିସ,୧୪ା୩: ଢେଙ୍କାନାଳ ଜିଲା ପରିଷଦ ସଭାପତି ଦୌଡ଼ରେ ଥିଲେ ରାଜନୀତିରେ ଅଭିଜ୍ଞ ଏକାଧିକ ନେତ୍ରୀ। ଏହି ପଦବୀରେ ବସାଇବାକୁ ସେମାନଙ୍କ ଲାଗି ଜୋର୍‌ଦାର ଲବି କରିଥିଲେ ଜିଲାର ଟାଣୁଆ ନେତା। ହେଲେ ଲବି କି ସାଙ୍ଗଠନିକ ପତିଆରା କିଛି କାମ…

ସ୍ତ୍ରୀଙ୍କୁ ମାଡ଼ମାରି ଗାତରେ ଫିଙ୍ଗିଦେଲେ ସ୍ବାମୀ

କାମାକ୍ଷାନଗର,୧୪ା୩(ଡି.ଏନ୍‌.ଏ): ପିଶାଚ ସ୍ବାମୀଙ୍କ ଉନ୍ମୁତ୍ତ କାଣ୍ଡ। ସ୍ତ୍ରୀକୁ ମାଡ଼ ମାରି ବାଡ଼ିପଟ ଗାତରେ ପକାଇ ଦେଇଛନ୍ତି ସ୍ବାମୀ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଶୀତଳବସା ଗାଁରେ ଦେଖିବାକୁ ମିଳିଛି ଏଭଳି ଅମାନବୀୟ କାଣ୍ଡ। ବାପଘର ଲୋକେ ଗୁରୁତର ଅବସ୍ଥାରେ ଝିଅଙ୍କୁ ଉଦ୍ଧାର…

ହାତୀ ଆକ୍ରମଣରେ ଗୁରୁତର ସ୍କ୍ବାଡ୍‌ କର୍ମଚାରୀଙ୍କ ମୃତ୍ୟୁ

ଢେଙ୍କାନାଳ ଅଫିସ, ୧୩।୩: ଢେଙ୍କାନାଳ ଜିଲା ସଦର ରେଞ୍ଜ୍‌ ଗହମଖୁଣ୍ଟି ଅଞ୍ଚଳରେ ୩ଦିନ ହେଲା ଆତଙ୍କ ସୃଷ୍ଟି କରିଥିବା କ୍ଷତାକ୍ତ ଦନ୍ତା ହାତୀ ଆକ୍ରମଣରେ ଗୁରୁତର ହୋଇ ଚିକିତ୍ସାଧୀନ ଥିବା ସ୍କ୍ବାଡ୍‌ କର୍ମଚାରୀ ବିଶ୍ୱରଞ୍ଜନ ପାଣିଗ୍ରାହୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?