ଢେଙ୍କାନାଳ

ମହିଳାଙ୍କ ହାତରେ ୭ ସମିତି

ଢେଙ୍କାନାଳ ଅଫିସ, ୧୩।୩: ଢେଙ୍କାନାଳ ଜିଲାରେ ଶନିବାର ଶାନ୍ତିଶୃଙ୍ଖଳାର ସହିତ ସମ୍ପନ୍ନ ହୋଇଛି ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ। ଢେଙ୍କାନାଳ ସଦର, ଗଁଦିଆ, ଓଡ଼ାପଡ଼ା, ଭୁବନ ଏବଂ ହିନ୍ଦୋଳ ବ୍ଲକ ଅଧ୍ୟକ୍ଷ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ପରଜଙ୍ଗ, କାମାକ୍ଷାନଗର ଏବଂ…

ଭାଜପା ଦଖଲରେ ପରଜଙ୍ଗ

ପରଜଙ୍ଗ, ୧୩।୩(ଡି.ଏନ୍‌.ଏ.): ଦୀର୍ଘ ୨୦ବର୍ଷ ପରେ ବଦଳିଛି ଢେଙ୍କାନାଳ ଜିଲା ପରଜଙ୍ଗ ପଞ୍ଚାୟତ ସମିତିର ରାଜନୈତିକ ସମୀକରଣ। ବିଜେଡି ଗଡ଼ ଭାବେ ପରିଚିତ ଏହି ବ୍ଲକର ସମିତି ଅଧ୍ୟକ୍ଷା ପଦବୀ ହାତେଇ ନେଇଛି ଭାଜପା। କଙ୍କଡ଼ାସୋଡ଼ା ପଞ୍ଚାୟତର ସମିତିସଭ୍ୟା ତଥା ଭାଜପା…

କଣ୍ଟେନର୍‌ରୁ ବିଦେଶୀ ମଦ ଜବତ ଘଟଣା: ଗିରଫ ସଂଖ୍ୟା ୫ରେ ପହଞ୍ଚିଲା

ଢେଙ୍କାନାଳ ଅଫିସ, ୧୩।୩: ଏକ କଣ୍ଟେନରରେ ଆସାମରୁ ଅନୁଗୋଳକୁ ୭୫ ଲକ୍ଷ ଟଙ୍କାର ମଦ ଚୋରା ଚାଲାଣ ବେଳେ ଢେଙ୍କାନାଳ ଅବକାରୀ ବିଭାଗ ହାତରେ ଧରାପଡ଼ିଥିଲା। ଗତ ୧ ତାରିଖରେ ଘଟିଥିବା ଏହି ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇ ଦେଇଥିଲା।…

ନିର୍ଦ୍ୱନ୍ଦ୍ୱରେ ହିନ୍ଦୋଳ ବ୍ଲକ ଅଧ୍ୟକ୍ଷା ହେଲେ ସସ୍ମିତା ରାଣୀ ନାଏକ

ହିନ୍ଦୋଳ,୧୨ା୩(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଅଧ୍ୟକ୍ଷା ଭାବେ ସସ୍ମିତା ରାଣୀ ନାଏକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ହିନ୍ଦୋଳ ବ୍ଲକ ଅଧ୍ୟକ୍ଷା ନିର୍ବାଚନ ପ୍ରକ୍ରିୟାରେ ନାଏକ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ। ଅନ୍ୟ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ…

ଆଖୁଚାଷ ଉଜାଡିଲେ

ପରଜଙ୍ଗ, ୧୨ ।୩(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅଞ୍ଚଳରେ ହାତୀପଲ ଭୟ ଆତଙ୍କର ବାତାବରଣ ସୃଷ୍ଟି କରିଛନ୍ତି। ଜଙ୍ଗଲରେ ଖାଦ୍ୟାଭାବ ହାତୀଙ୍କୁ ଜନବସତି ମୁହଁା କରାଇଥିବାବେଳେ ସେମାନେ ଦଳବଦ୍ଧ ହୋଇ ଚାଷ ଜମିରେ ପଶି ବ୍ୟାପକ କ୍ଷୟକ୍ଷତି କରିବା ସହିତ…

ବିଜୟ ପଥରେ ବିଦ୍ରୋହୀ କଣ୍ଟା

ଢେଙ୍କାନାଳ ଅଫିସ, ୧୨ ।୩ ଶେଷ ପର୍ଯ୍ୟନ୍ତ ଟିକଟ ପାଇଁ ଆଶା ବାନ୍ଧି କରିଥିଲେ ଅପେକ୍ଷା। ତେବେ ଦଳୀୟ ନିଷ୍ପତ୍ତି ଆଗରେ ନିରାଶ ହେବାକୁ ପଡ଼ିଲା। ଏବେ ସବୁ ଦଳରେ ଏଭଳି ମାଳମାଳ ଅସନ୍ତୁଷ୍ଟ। ଦଳରେ ହତାଦର ହେବା ପରେ ସେମାନଙ୍କ…

ରାସ୍ତାରେ ବୁଲୁଛି କ୍ଷତାକ୍ତ ଦନ୍ତା

ଢେଙ୍କାନାଳ ଅଫିସ, ୧୨ ।୩ ଢେଙ୍କାନାଳ ସଦର ରେଞ୍ଜ୍‌ ଗହମଖୁଣ୍ଟି ରାସ୍ତାରେ କ୍ଷତାକ୍ତ ଅବସ୍ଥାରେ ବୁଲୁଥିବା ଏକ ଦନ୍ତାହାତୀ ଆତଙ୍କ ସୃଷ୍ଟି କରିଛି। ହାତୀର ପଛ ଡାହାଣ ଗୋଡ଼ରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଦନ୍ତା ଗର୍ଜନରେ ଅଞ୍ଚଳର ଥରହର ହେଉଥିବା…

ସୁସ୍ଥ ହେଲେ ହକି ଖେଳାଳି

ଢେଙ୍କାନାଳ ଅଫିସ, ୧୧ା୩ ଢେଙ୍କାନାଳ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଦ୍ୱିତୀୟ ନାଭାଲ ଟାଟା ହକି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ୭ ମହିଳା ହକି ଖେଳାଳି ଗ୍ୟାସ୍‌ଟ୍ରାଇଟ୍‌ର ଶିକାର ହୋଇ ବୁଧବାର ଅସୁସ୍ଥ ହୋଇପଡ଼ିଥିଲେ। ଚିକିତ୍ସା ପରେ ଗୁରୁବାର ସମସ୍ତେ ସୁସ୍ଥ ହୋଇଛନ୍ତି। ତେବେ…

ସବୁଠି ସମାନ ସମସ୍ୟା

ଢେଙ୍କାନାଳ ଅଫିସ, ୧୧ା୩ ଆସନ୍ତା ୨୪ରେ ବହୁ ପ୍ରତୀକ୍ଷିତ ପୌର ନିର୍ବାଚନ। ଏଥିଲାଗି ସରିଛି ନାମାଙ୍କନ ପ୍ରକ୍ରିୟା। ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପରେ ୧୪ ତାରିଖରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବାକୁ ଥିବାବେଳେ ଜନ ସମର୍ଥନ ହାସଲ କରିବାକୁ ଏବେଠାରୁ ପ୍ରଚାର ଆରମ୍ଭ…

ସମସ୍ତ ପ୍ରାର୍ଥିତ୍ୱ କାଏମ

କାମାକ୍ଷାନଗର, ୧୦ା୩(ଡି.ଏନ୍‌.ଏ.): ପୌର ନିର୍ବାଚନ ପାଇଁ ବୁଧବାର ନାମାଙ୍କନ ପତ୍ର ଯାଞ୍ଚ ସରିଛି। କାମାକ୍ଷାନଗର ଏନ୍‌ଏସିର ୧୫ଟି ଓ୍ବାର୍ଡରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ୩୦ କାଉନ୍‌ସିଲର ପ୍ରାର୍ଥୀ ଏବଂ ୫ ନଗରପାଳ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ ରହିଥିବା ରିଟର୍ନିଂ ଅଫିସରଙ୍କ ପକ୍ଷରୁ…

ବଦଳିପାରେ ୨୦ ବର୍ଷର ସମୀକରଣ

ପରଜଙ୍ଗ, ୧୦ା୩(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲାର ୨୭ ଜିଲା ପରିଷଦ ଜୋନ୍‌ରୁ ୨୬ଟି କବ୍‌ଜା କରିଛି ବିଜେଡି। ଦଳକୁ ବିପୁଳ ଜନସମର୍ଥନ ମିଳିଛି ସତ, ହେଲେ ପରଜଙ୍ଗ ବ୍ଲକ ସମିତି ଗଠନକୁ ନେଇ ଯେଉଁ ଚିତ୍ର ଆସିଛି, ତାହା ଶାସକ ଦଳକୁ ଚିନ୍ତାରେ…

ରହିଲେ ୮୫ କାଉନ୍‌ସିଲର, ୭ ନଗରପାଳ ପ୍ରାର୍ଥୀ

ଢେଙ୍କାନାଳ ଅଫିସ, ୧୦ା୩: ଢେଙ୍କାନାଳ ପୌର ନିର୍ବାଚନ ଲାଗି ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ବୁଧବାର ଶେଷ ହୋଇଛି। ଯାଞ୍ଚ ପରେ ୨୩ ୱାର୍ଡର ୮୫ କାଉନ୍‌ଲସିଲର ଏବଂ ୭ ନଗରପାଳ ପ୍ରାର୍ଥୀଙ୍କ ନାମାଙ୍କନ କାଏମ ରହିଛି। ସେହିପରି ୧୮ନଂ. ଓ୍ବାର୍ଡର କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?