ଢେଙ୍କାନାଳ

ସାଧାରଣତନ୍ତ୍ର ପରିବର୍ତ୍ତେ ସ୍ବାଧୀନତା ଦିବସ

ଢେଙ୍କାନାଳ ଅଫିସ, ୨୬।୧: ଢେଙ୍କାନାଳ ସଦରରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନକୁ ନେଇ ବ୍ୟାପକ ପ୍ରସ୍ତୁତି ଚାଲିଥିବାବେଳେ ତୋରଣ ବ୍ୟାନରର ତ୍ରୁଟି ପାଇଁ ପ୍ରଶାସନକୁ ଟ୍ରୋଲ୍‌ ହେବାକୁ ପଡ଼ିଛି। କାରଣ ୭୩ତମ ସାଧାରଣତନ୍ତ୍ର ଦିବସ ପରିବର୍ତ୍ତେ ଏଥିରେ ୭୩ତମ ସ୍ବାଧୀନତା ଦିବସ…

ଝିଅ ବାହାଘର ଗୁଆ ଦେବାକୁ ଯାଇ ଫେରିଲେନି

ଢେଙ୍କାନାଳ ଅଫିସ, ୨୫ ।୧ ଝିଅ ବାହାଘର ପାଇଁ ମାମୁ ଘରକୁ ଦେବାକୁ ଯାଉଥିଲେ ଗୁଆ। ହେଲେ ରାସ୍ତାରେ ଆଇରନ୍‌ ବୋଝେଇ ଟ୍ରକ୍‌ ସାଜିଲା ମୃତ୍ୟୁର ଦୂତ ଏବଂ ଦୁର୍ଘଟଣାରେ ସବୁଦିନ ପାଇଁ ଅଫେରା ରାଇଜକୁ ଚାଲିଗଲେ ଢେଙ୍କାନାଳ ଜିଲା କଣ୍ଟାବଣିଆ…

ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ

ଢେଙ୍କାନାଳ ଅଫିସ, ୨୫ ।୧ ଢେଙ୍କାନାଳ ଜିଲାରେ ଅବାଧ ଏବଂ ନିରପେକ୍ଷ ନିର୍ବାଚନ ପରିଚାଳନା ଲାଗି ସୋମବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା କାର୍ଯ୍ୟାଳୟରେ କରୋନା ମାର୍ଗଦର୍ଶିକା ଅନୁଯାୟୀ ଆୟୋଜିତ ଏହି ବୈଠକରେ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତା ଉପସ୍ଥିତ…

ଏସ୍‌ପିଙ୍କୁ ଘେରିଲେ ଅଭିଯୋଗକାରୀ

ଢେଙ୍କାନାଳ ଅଫିସ, ୨୫ ।୧ ଢେଙ୍କାନାଳ ସଦର ଥାନା ହରେକୃଷ୍ଣପୁର ଗ୍ରାମର ଲିସାରାଣୀ ନାୟକଙ୍କ ମୃତ୍ୟୁ ଅଦ୍ୟାବଧି ରହସ୍ୟଘେରରେ ରହିଛି। ଶାଶୁଘର ଲୋକେ ଏହାକୁ ଆତ୍ମହତ୍ୟା କହୁଥିବାବେଳେ ଝିଅଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ତାଙ୍କ ବାପା ଆନନ୍ଦ ଚରଣ ଦେହୁରୀ…

ଶିବ ମନ୍ଦିରରୁ ଚନ୍ଦନ ଗଛ ଚୋରି

ଭୁବନ, ୨୪।୧(ଡି.ଏନ୍‌.ଏ.)  ଢେଙ୍କାନାଳ ଜିଲା ଭୁବନ ବ୍ଲକ ଗୋବିନ୍ଦପୁର ଗ୍ରାମ ଶୈବପୀଠ ପରିସରରୁ ଶନିବାର ରାତିରେ ଦୁର୍ବୃତ୍ତମାନେ ମୂଲ୍ୟବାନ ଚନ୍ଦନ ଗଛ କାଟି ନେଇଛନ୍ତି। ରବିବାର ସକାଳେ ମନ୍ଦିର ଖୋଲିବା ପରେ ଏହା ଜଣାପଡ଼ିଥିଲା। ଏ ନେଇ ମଠକରଗୋଳା ବନ ବିଭାଗକୁ…

ପୂଜ୍ୟପୂଜାଙ୍କୁ ଅସମ୍ମାନ

ଢେଙ୍କାନାଳ ଅଫିସ, ୨୪।୧: ଢେଙ୍କାନାଳ ଜିଲାରେ ପୂଜ୍ୟପୂଜାଙ୍କୁ ଉପଯୁକ୍ତ ସମ୍ମାନ ମିଳୁନାହିଁ। ମହାପୁରୁଷଙ୍କ ଜୟନ୍ତୀ, ତିରୋଧାନ ଦିବସରେ ସହରରେ ସ୍ଥାପିତ ପ୍ରତିମୂର୍ତ୍ତିରେ ନାମକୁ ମାତ୍ର ଫୁଲମାଳ ପକାଇ ପ୍ରଶାସନ ଦାୟିତ୍ୱ ସାରିଦେଉଥିବାବେଳେ ଅନ୍ୟଦିନରେ ପରିତ୍ୟକ୍ତ ଅବସ୍ଥାରେ ଧୂଳିଧୂସରିତ ହୋଇ ପଡ଼ିରହୁଛି। ଏଭଳି…

କନ୍ଧରା ଜଙ୍ଗଲରୁ ୨ଶିକାରୀ ଗିରଫ

ଢେଙ୍କାନାଳ ଅଫିସ, ୨୪।୧: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ କନ୍ଧରା ସଂରକ୍ଷିତ ଜଙ୍ଗଲ ଅନ୍ତର୍ଗତ କମ୍ପାର୍ଟମେଣ୍ଟ ନଂ.୮ରୁ ରବିବାର ଭୋର୍‌ ସମୟରେ ୨ ଶିକାରୀଙ୍କୁ ବନ କର୍ମଚାରୀ ଗିରଫ କରିଛନ୍ତି। ସେମାନେ ହେଲେ ରାସୋଳ ଥାନା ମୁଣ୍ଡିଆପଶି ଗ୍ରାମର ରୋହିତ ଭୋଇ (୩୫)…

ପରିବାର ନିର୍ବାକ୍‌, ଗେଙ୍ଗୁଟିଆ ନିଃଶବ୍ଦ

ଢେଙ୍କାନାଳ ଅଫିସ, ୨୩|୧: ବାଲିଘାଟ ବିବାଦରୁ ଅକାଳରେ ଝଡ଼ିଗଲା ଜୀବନ। ବାପାଙ୍କ ଆଖି ଆଗରେ ଦୁର୍ବୃତ୍ତମାନେ ଅତି ନିର୍ମମ ଭାବେ ଟ୍ରାକ୍ଟର ଚଢ଼ାଇ ମାରିଦେଲେ ୩୫ ବର୍ଷର ଭେଣ୍ଡିଆ ପୁଅକୁ। ଘରର ରୋଜଗାରିଆ ପୁଅର ଏଭଳି ମୃତ୍ୟୁ ସମଗ୍ର ପରିବାରକୁ ନିର୍ବାକ୍‌ କରିଦେଇଥିବାବେଳେ…

‘ଡ. ବିଧାନଚନ୍ଦ୍ର ପରପିଢ଼ି ପାଇଁ ଆଦର୍ଶ’

ଢେଙ୍କାନାଳ ଅଫିସ, ୨୨।୧ଡ. ବିଧାନ ଚନ୍ଦ୍ର ମିଶ୍ର ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ। ଜଣେ ସୁସଙ୍ଗଠକ, ଶିକ୍ଷାବିତ୍‌, ସାହିତି୍ୟକ, ଆଇନଜୀବୀ ଭାବେ ବିଭିନ୍ନ ବିଭାଗରେ ତାଙ୍କର ଦଖଲ ଥିଲା। ସେ ଥିଲେ ଜଣେ ସ୍ପଷ୍ଟବାଦୀ ଏବଂ ସାଲିସବିହୀନ ବ୍ୟକ୍ତି। ଜିଲାର ସ୍ବାର୍ଥ…

ପୂର୍ବତନ ମନ୍ତ୍ରୀ ଦାଖଲ କଲେ ନାମାଙ୍କନପତ୍ର

ଢେଙ୍କାନାଳ ଅଫିସ, ୨୨।୧: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ତଥା ଭାଜପା ନେତ୍ରୀ ଅଞ୍ଜଳି ବେହେରା ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକର ଗିରିଧାରୀପ୍ରସାଦ ପଞ୍ଚାୟତର ସମିତିସଭ୍ୟ ପଦବୀ ଲାଗି ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ବ୍ଲକ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ଗହଣରେ ପ୍ରାର୍ଥତ୍ପତ୍ର…

ବାପା ସାମ୍ନାରେ ଟ୍ରାକ୍ଟର ଚଢ଼ାଇ ପୁଅକୁ ହତ୍ୟା

ଢେଙ୍କାନାଳ ଅଫିସ, ୨୨ା୧: ନଦୀଘାଟରୁ ବାଲି ଚୋରାଚାଲାଣର ପ୍ରତିବାଦ କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବାପା, ଭାଇଙ୍କ ସମ୍ମୁଖରେ ଟ୍ରାକ୍ଟର ଚଢ଼ାଇ ସମ୍ପୃକ୍ତ ଯୁବକଙ୍କୁ ନର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ଅଜୟ କୁମାର ରାଉତ…

‘ଜାଗା ସମ୍ପର୍କ’ ଆୟୋଜନ କଲା ପୌରସଂସ୍ଥା

ଢେଙ୍କାନାଳ ଅଫିସ, ୨୧।୧ ଢେଙ୍କାନାଳ ପୌରାଞ୍ଚଳର ୧ନଂ. ଓ୍ବାର୍ଡ କାଠଗଡ଼ା ପର୍ବତିଆ ସାହିରେ ପୌର ସଂସ୍ଥା ପକ୍ଷରୁ ନିର୍ବାଚନ ଲାଗି ଜାରି କରାଯାଇଥିବା ଆଦର୍ଶ ଆଚରଣ ବିଧିର ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। ଗୁରୁବାର କାଠଗଡ଼ା ଅଞ୍ଚଳରେ ପୌରସଂସ୍ଥା ପକ୍ଷରୁ ‘ଜାଗା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri