ଢେଙ୍କାନାଳ

ଦୀପରେ ଝଲସିଲା କପିଳାସ

ଢେଙ୍କାନାଳ ଅଫିସ,୨।୩ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ଶ୍ରୀଚନ୍ଦ୍ରଶେଖର ମହାଦେବଙ୍କ ଜାଗରଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ଦୁଇବର୍ଷ ପରେ ମହାଶିବରାତ୍ରିରେ ଜିଲାବାସୀଙ୍କୁ ଠାକୁରଙ୍କ ଦର୍ଶନ କରିବାର ସୁଯୋଗ ମିଳିଥିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ବ୍ୟାପକ ଉତ୍ସାହ ପରିଲକ୍ଷିତ ହୋଇଛି। କୋଭିଡ୍‌…

ବିଜେଡି ଲହରରେ ବିରୋଧୀ ଧରାଶାୟୀ

ଢେଙ୍କାନାଳ ଅଫିସ୍‌, ୨।୩ ଢେଙ୍କାନାଳ ଜିଲାରେ ବିଜେଡି ସପକ୍ଷରେ ଯାଇଛି ପଞ୍ଚାୟତ ନିର୍ବାଚନ ଜନାଦେଶ। ଜିଲା ପରିଷଦ ନିର୍ବାଚନରେ ଧରାଶାୟୀ ହୋଇଯାଇଛନ୍ତି ପ୍ରମୁଖ ବିରୋଧୀ ଭାଜପା ଏବଂ କଂଗ୍ରେସ। ମୋଟ ୨୭ ଜୋନ୍‌ ମଧ୍ୟରୁ ୨୬ଟିରେ ଶାସକ ଦଳ ଏକତରଫା ବିଜୟ…

‘ପୁଷ୍ପା’ ଶୈଳୀରେ ମଦ ଚାଲାଣ

ଢେଙ୍କାନାଳ ଅଫିସ, ୨ା୩: ଚର୍ଚ୍ଚିତ ସିନେମା ‘ପୁଷ୍ପା’ରେ ଦେଖିବାକୁ ମିଳିଛି ଅଭିନବ ଉପାୟରେ ଚନ୍ଦନ କାଠ ଚୋରାଚାଲାଣ। ଏବେ ସେହି ଫିଲ୍ମ ଷ୍ଟାଇଲ୍‌ରେ ବେଆଇନ ଭାବେ ଚାଲାଣ ହେଉଥିବା ବିଦେଶୀ ମଦ ଧରାପଡ଼ିଛି। କେବଳ ଅରୁଣାଚଳ ପ୍ରଦେଶରେ ବିକ୍ରି ଯୋଗ୍ୟ ଏହି…

ସମିତି ସଭ୍ୟ ନିର୍ବାଚନରେ ହାରିଗଲେ ପୂର୍ବତନ ମନ୍ତ୍ରୀ

ଢେଙ୍କାନାଳ ଅଫିସ,୧।୩: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଗିରିଧର ପ୍ରସାଦ ପଞ୍ଚାୟତ ସମିତି ସଭ୍ୟ ନିର୍ବାଚନରେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ କାମିନି ନାଏକଙ୍କ ଠାରୁ ୭୨୪ ଖଣ୍ଡ ଭୋଟରେ ହାରିଯାଇଛନ୍ତି। କାମିନି ୨୩୪୭ ଖଣ୍ଡ ଭୋଟ…

ବାହାର ଶ୍ରଦ୍ଧାଳୁଙ୍କ ପାଇଁ ଦର୍ଶନ ମନା

ଢେଙ୍କାନାଳ ଅଫିସ,୧।୩ : ଆଜି ପବିତ୍ର ମହାଶିବରାତ୍ରି। ଏହି ଅବସରରେ ଚଳଚଞ୍ଚଳ ହୋଇ ଉଠିଛି ବାବା କପିଳାଶଙ୍କ ପୀଠ। ସକାଳୁ ସକାଳୁ ବାବାଙ୍କ ଦର୍ଶନ ପାଇଁ ପୀଠରେ ଭିଡ ଦେଖିବାକୁ ମିଳିଛି। ସମସ୍ତ ନୀତିକାନ୍ତି ଅନୁସାରେ ବାବାଙ୍କ ପୂଜାର୍ଚ୍ଚନା ଚାଲିଛି। ଭୋର…

ପିଲା, ବୟସ୍କଙ୍କୁ ବାରଣ

ଢେଙ୍କାନାଳ ଅଫିସ,୨୮ା୨: ଢେଙ୍କାନାଳ ଜିଲା କପିଳାସ୍ଥିତ ମହାପ୍ରଭୁ ଚନ୍ଦ୍ରଶେଖର ଜୀଉ ମହାଦେବଙ୍କ ପୀଠରେ ଆସନ୍ତା ୧ ତାରିଖରେ ହେବାକୁ ଥିବା ମହାଶିବରାତ୍ରୀ ଓ ଜାଗରଯାତ୍ରା ପ୍ରସ୍ତୁତି ନିମନ୍ତେ ରବିବାର ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ…

ଝିଲ୍ଲି ବେଆଇନ ପଥରଖଣି ମାମଲା ଆବେଦନ ଖାରଜ, ୫ କୋଟି ଜରିମାନା ନିର୍ଦ୍ଦେଶ

ପରଜଙ୍ଗ, ୨୬ ।୨(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ତହସିଲ ଅନ୍ତର୍ଗତ ଝିଲ୍ଲି ଗ୍ରାମ ନିକଟରେ ଥିବା ବିବାଦୀୟ ପଥରଖଣି ଉତ୍ତୋଳନକାରୀଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)। ଏଥିସହ ୫କୋଟି ଟଙ୍କା ଜରିମାନା ତୁରନ୍ତ ଦେବା ଲାଗି ଦେଇଥିବା ପୂର୍ବ…

ପାଇପ୍‌ରେ ଆସୁଛି ଦୂଷିତ ପାଣି କାର୍ଯ୍ୟାଳୟରେ ତାଲା ପକାଇ ପ୍ରତିବାଦ

ଢେଙ୍କାନାଳ ଅଫିସ,୨୬ ।୨-ଢେଙ୍କାନାଳ ପୌରାଞ୍ଚଳର ୫ନଂ. ୱାର୍ଡ ଅଧୀନ ଚାନ୍ଦମାରି ସାହିରେ ଶୁକ୍ରବାର ଦୂଷିତ ପାନୀୟ ଜଳଯୋଗାଣକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ରଶ୍ମିତା କୁଅଁରଙ୍କ ନେତୃତ୍ୱରେ ଓ୍ବାର୍ଡର ମହିଳାମାନେ ଜନସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟରେ ତାଲା ପକାଇ…

ଜିଲାବାସୀଙ୍କୁ ଦର୍ଶନ ଅନୁମତ

ଢେଙ୍କାନାଳ ଅଫିସ, ୨୫।୨ ଦୀର୍ଘ ଦୁଇବର୍ଷ ପରେ କପିଳାସ କ୍ଷେତ୍ରାଧିପତି ଶ୍ରୀ ଚନ୍ଦ୍ରଶେଖର ମହାଦେବଙ୍କ ପ୍ରସିଦ୍ଧ ଜାଗରଯାତ୍ରା ଦେଖିବାର ସୌଭାଗ୍ୟ ଲାଭ କରିବେ ଢେଙ୍କାନାଳ ଜିଲାବାସୀ। କରୋନା ନିୟନ୍ତ୍ରଣରେ ଥିବାରୁ ଏଥିଲାଗି ପ୍ରଶାସନ ପକ୍ଷରୁ ଅନୁମତି ମିଳିଛି। ହେଲେ ସଂକ୍ରମଣ ଏଡ଼ାଇବାକୁ…

ସମିତି ଦଖଲ ପାଇଁ ଛକାପଞ୍ଝା

ଢେଙ୍କାନାଳ ଅଫିସ, ୨୪।୨: ଢେଙ୍କାନାଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୪ ପର୍ଯ୍ୟାୟରେ ଶେଷ ହୋଇଛି। ଏହାପରେ ଜିଲାର ୮ ବ୍ଲକ ମଧ୍ୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦବୀ ଦଖଲ କରିବା ଲାଗି ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ଛକାପଞ୍ଝା ଆରମ୍ଭ…

‘ଓଡ଼ିଆ ଭାଷା ଉପରେ ସଙ୍କଟ ଘନେଇଛି’

ଢେଙ୍କାନାଳ ଅଫିସ, ୨୨।୨ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ମାତୃଭାଷା ଦିବସ ପାଳିତ ହୋଇଯାଇଛି। ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ହରିହର ସାହୁ ଏଥିରେ ଅଧ୍ୟକ୍ଷତା କରି କହିଲେ, ଓଡ଼ିଆ ଭାଷା ଆମ…

ଫୋକସ୍‌ରେ ସମ୍ବେଦନଶୀଳ ବୁଥ୍‌

ଢେଙ୍କାନାଳ ଅଫିସ୍‌/ଭୁବନ, ୨୨।୨(ଡି.ଏନ.ଏ) ଢେଙ୍କାନାଳ ଜିଲାରେ ୪ର୍ଥ ତଥା ଅନ୍ତିମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଲାଗି ମଙ୍ଗଳବାର ଭୋଟଗ୍ରହଣ ଅନୁଷ୍ଠିତ ହେବ। କଙ୍କଡ଼ାହାଡ଼ ଏବଂ ଭୁବନ ବ୍ଲକର ଭୋଟର ନିଜ ମନପସନ୍ଦର ପ୍ରତିନିଧି ବାଛିବେ। ପଞ୍ଚାୟତ ଭୋଟରେ ହିଂସାକୁ ନେଇ ଚର୍ଚ୍ଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?