ମହିଳାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର
ଢେଙ୍କାନାଳ,୧୯।୧(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗେଙ୍ଗୁଟିଆ ନିକଟସ୍ଥ ରଣପଶି ଓଭରବ୍ରିଜ୍ ନିକଟରେ ଶୁକ୍ରବାର ରାତିରେ ଜଣେ ମହିଳାଙ୍କୁ ଘର ଭିତରେ ଛୁରି ଦେଖାଇ ହାତଗୋଡ଼ ବାନ୍ଧି ବଳାତ୍କାର କରାଯାଇଥିବା ଶନିବାର ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ କରି…
ଗର୍ବ ନ ଆଣି ମନରେ କୃତଜ୍ଞତା ଆଣନ୍ତୁ : ତଥାଗତ
ଢେଙ୍କାନାଳ,୧୨ା୧ (ରତନ ନାୟାର):ଆମେ ଗର୍ବ ନ ଆଣି ମନରେ କୃତଜ୍ଞତା ଆଣିବା ଉଚିତ ବୋଲି ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ର ସମ୍ପାଦକ ତଥାଗତ ସତପଥୀ କହିଛନ୍ତି। ଢେଙ୍କାନାଳର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ବଜରଙ୍ଗ କ୍ଲବର ବାର୍ଷିକ ଉତ୍ସବ ‘ଆଗ୍ନେୟ-୨୦୨୫’ର ଦ୍ୱିତୀୟ ସନ୍ଧ୍ୟା…
ଗାଁ ପଣାଖୁଣ୍ଟିରେ ବଳିଦେବା ଘଟଣା: ଖବରଦାତା ସମ୍ମିଳନୀରେ ଏସ୍ପି ଦେଲେ ଚାଞ୍ଚଲ୍ୟକର ବୟାନ
ପରଜଙ୍ଗ,୫।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇଗାଁରେ ନୂଆବର୍ଷରେ ବହୁଚର୍ଚ୍ଚିତ ବୀଭତ୍ସ ହତ୍ୟାକାଣ୍ଡର ପରଜଙ୍ଗ ପୋଲିସ ପର୍ଦ୍ଦାଫାଶ କରିଛି । ଲୋମଟାଙ୍କୁରା ବୀଭତ୍ସ ହତ୍ୟାକାଣ୍ଡକୁ ନେଇ ଢେଙ୍କାନାଳ ଏସ୍ପି ଅଭିନବ ସୋନକର ରବିବାର ପରଜଙ୍ଗ ଥାନାରେ ପ୍ରେସମିଟ୍ ମାଧ୍ୟମରେ ସମ୍ପୂର୍ଣ୍ଣ…
ଜମିବାଡ଼ି ବିବାଦକୁ ନେଇ ଦମ୍ପତିଙ୍କୁ ଟାଙ୍ଗିଆରେ ହାଣି ଲହୁଲୁହାଣ, ୨ ଗୁରୁତର
ପରଜଙ୍ଗ୪।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁରେ ଜମି ବାଡ଼ି ବିବାଦକୁ ନେଇ ଦମ୍ପତିଙ୍କୁ ଟାଙ୍ଗିଆରେ ହାଣି ଲହୁଲୁହାଣ କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁତର ଦମ୍ପତି ହେଉଛନ୍ତି ସିଆରିମାଳିଆ ଗାଁର ଗୁରୁ ନାଏକ ଏବଂ ସ୍ତ୍ରୀ…
ଗାଁ ଦାଣ୍ଡରେ ଗଡ଼ୁଥିଲା ମୃତଦେହର ଖଣ୍ଡଖଣ୍ଡ ଅଂଶ: ସିନ୍ରିକ୍ରିଏଶନ କଲା ପୋଲିସ
ପରଜଙ୍ଗ,୪।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇ ଗାଁର ବହୁଚର୍ଚ୍ଚିତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କୁ ସରୋଜ ବିଶ୍ୱାଳ ଓରଫ ମକୁଙ୍କୁ ଗିରଫ କରି ପୋଲିସ ସିନ୍ରିକ୍ରିଏଶନ କରାଇଛି। ନୂଆବର୍ଷର ମଧ୍ୟାହ୍ନରେ ବସୋଇ ଗାଁର ରାକେଶ ସେଠିଙ୍କୁ ନିର୍ମମ ଭାବେ ହତ୍ୟା…
ତାଣ୍ଡବ ରଚିଲା ଦନ୍ତା: ଭାଙ୍ଗିଲା ଘର, ଉଜାଡିଲା ଫସଲ
ପରଜଙ୍ଗ,୩।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଜହ୍ନାପଡା ଗାଁରେ ତାଣ୍ଡବ ରଚିଲା ଗୋଠଛଡା ଦନ୍ତା। ଗାଁ ଭିତରେ ପଶି ଭାଙ୍ଗିଲା ଘର ଭାଙ୍ଗିବା ସହ ଧାନ-ଚାଉଳ ଖାଇଛି ଏବଂ ଫସଲ ଉଜାଡି ଦେଇଛି। ତେବେ…
ବୀଭତ୍ସ ହତ୍ୟା: ଗାଁ ଦାଣ୍ଡରେ ଯୁବକଙ୍କୁ ହାଣିଲେ, ପଣାଖୁଣ୍ଟିରେ ବଳିଦେଲେ ପିଶାଚ ଯୁବକ
ପରଜଙ୍ଗ,୧ା୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇ ଗାଁରେ ବୀଭତ୍ସ ହତ୍ୟାକାଣ୍ଡ। ଗାଁ ଦାଣ୍ଡରେ ଯୁବକଙ୍କୁ ଖଣ୍ଡାରେ ହାଣି ଗାଁ ଚୌପାଢ଼ିରେ ଥିବା ଠାକୁରାଣୀଙ୍କ ପଣାଖୁଣ୍ଟିରେ ବଳି ଦେଇଛନ୍ତି ପିଶାଚ ଯୁବକ। ମୃତ ଯୁବକ ଜଣଙ୍କ ବସୋଇ ଗାଁର ରାକେଶ…
ଚଳନ୍ତା ଟ୍ରେନ୍ରୁ ଖସିପଡ଼ିଲେ ମା’-ପୁଅ, ଆଉ ତା’ ପରେ…
ଢେଙ୍କାନାଳ,୨୭ା୧୨(ରତନ ନାୟାର): ଢେଙ୍କାନାଳ ଓଡ଼ାପଡ଼ା ବ୍ଲକ ଦାଣ୍ଡିମାଳ ଷ୍ଟେଶନ ନିକଟରେ ଶୁକ୍ରବାର ଚଳନ୍ତା ଟ୍ରେନରୁ ଖସିପଡ଼ି ମା-ପୁଅ ଗୁରୁତର ଭାବେ ଉଦ୍ଧାର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ୮ଟା ୩୦ରେ ଭର୍ତ୍ତି ହୋଇଛନ୍ତି। ସୂଚନା ମୁତାବକ ସଦର ଥାନା ବାରଦା ଗ୍ରାମର…
କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍ ଲାଇନ୍ରୁ ମିଳିଲା ମୃତଦେହ
ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍ରେ କଟି ରବିବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଉଛନ୍ତି ପରଜଙ୍ଗ ଥାନା ଡିହଡୋଳ…
ପଛପଟୁ ଧକ୍କା ଦେଲା ବସ୍: ୩ ବାଇକ୍ ଆରୋହୀ ମୃତ
ଢେଙ୍କାନାଳ,୧୦।୧୨: ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜୀବନ ହରାଇଲେ ତିନି ବାଇକ୍ ଆରୋହୀ। ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ଖାଇରାମୁଣ୍ଡା ଗ୍ରାମ ନିକଟ ଜାତୀୟ ରାଜପଥ-୫୩ ରେ ଏକ ବସ୍ ସେମାନଙ୍କ ଉପରେ ମାଡିଯିବାରୁ ତିନିଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାମ…
ଜମି ବିବାଦରୁ ଗଡିଲା ମୁଣ୍ଡ: ଆଳୁ କିଆରୀରେ ପୁଅ ଆଗରେ ବାପାକୁ ହତ୍ୟା
ଢେଙ୍କାନାଳ,୮।୧୨: ଢେଙ୍କାନାଳ ଜିଲାରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅ ଆଖି ଆଗରେ ବାପାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଜିଲା ସଦର ପୋଲିସ ଅନ୍ତର୍ଗତ କୃଷ୍ଣପ୍ରସାଦ ଗ୍ରାମରେ ଏହି ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣକ କୃଷ୍ଣପ୍ରସାଦର ଚତୁର୍ଭୁଜ…
ତାଲା ଭାଙ୍ଗି ସ୍ବାସ୍ଥ୍ୟକେନ୍ଦ୍ରରୁ ଦୁର୍ବୃତ୍ତ ଲୁଟିନେଲେ ଏଲ୍ଇଡି ଟିଭି, ପ୍ରିଣ୍ଟର
ଭୁବନ,୫ା୧୨(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଓଡ଼ିଶ ଗ୍ରାମରେ ଥିବା ପ୍ରାଥମିକ ସାସ୍ଥ୍ୟକେନ୍ଦ୍ରରୁ ବୁଧବାର ବିଳମ୍ବିତ ରାତିରେ ଏଲ୍ଇଡି ଟିଭି ଓ ପ୍ରିଣ୍ଟର ଚୋରି ହୋଇଯାଇଛି। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀମାନେ ଘରକୁ ଫେରିବାର ପରେ ଦୁର୍ବୃତ୍ତମାନେ ତାଲା ଭାଙ୍ଗି…
Archives


