ଢେଙ୍କାନାଳ

୬ ପୋଲିସ ସମ୍ବର୍ଦ୍ଧିତ

ଢେଙ୍କାନାଳ ଅଫିସ,୨।୧: କଟକ ଜିଲା ଆଠଗଡ଼ ଷ୍ଟେଟ ବ୍ୟାଙ୍କ ଇଣ୍ଡିଆର କ୍ୟାଶ ଭ୍ୟାନ୍‌ରୁ ୨୦୨୧ ଅକ୍ଟୋବର ୧୧ରେ ୧ କୋଟି ୬ଲକ୍ଷ ଟଙ୍କା ଲୁଟ୍‌ ହୋଇଥିଲା। ଘଟଣାର ୪୫ ମିନିଟ୍‌ ମଧ୍ୟରେ ଢେଙ୍କାନାଳ ସଦର ଥାନା ଭୋଜଦେଇପୁର ଗ୍ରାମରୁ ଉକ୍ତ ଲୁଟ୍‌...

୧୦ ବିଦେଶ ଫେରନ୍ତାଙ୍କ ପତ୍ତା ମିଳୁନି

ଢେଙ୍କାନାଳ ଅଫିସ, ୧।୧ ରାଜ୍ୟରେ କାୟା ବିସ୍ତାର କରୁଥିବା ଓମିକ୍ରନ୍‌ ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ରାଜ୍ୟ ସରକାର। ଭିଡ଼ ଏଡ଼ାଇବାକୁ ଜାନୁୟାରୀରେ କଟକଣା ଆହୁରି କଡ଼ାକଡ଼ି କରାଯାଇଛି। ହେଲେ ବିଦେଶାଗତଙ୍କୁ ନେଇ ଚିନ୍ତାରେ ପଡ଼ିଛି ଢେଙ୍କାନାଳ ଜିଲା...

୭ ସ୍ମାର୍ଟ ରୋଡ୍‌ ପାଇଁ ୧୨କୋଟି

ଢେଙ୍କାନାଳ ଅଫିସ, ୧।୧ ସ୍ପେସିଫିକେଶନସ୍‌ ଫର୍‌ ଅର୍ବାନ ରୋଡ୍‌ ଏକ୍‌ଜିକ୍ୟୁଶନ (ଏସ୍‌ୟୁଆର୍‌ଇ) ଯୋଜନାରେ ଆନୁକୂଲ୍ୟରେ ଢେଙ୍କାନାଳ ପୌରାଞ୍ଚଳର ୬ ଓ୍ବାର୍ଡରେ ୭ ସ୍ମାର୍ଟ ରୋଡ୍‌ ନିର୍ମାଣ କରାଯିବ। ଏଥିରେ ୧୨ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିଲାଗି ପୌରସଂସ୍ଥା ପକ୍ଷରୁ...

୮ କୋଭିଡ୍‌ ମୃତକଙ୍କ ପୂର୍ଣ୍ଣାଙ୍ଗ ଠିକଣା ମିଳୁନି

ଢେଙ୍କାନାଳ ଅଫିସ, ୧।୧ ଢେଙ୍କାନାଳ ଜିଲା ହିନ୍ଦୋଳ ତହସିଲ୍‌ ଅଞ୍ଚଳରେ କୋଭିଡ୍‌ ସଂକ୍ରମଣରେ ମୃତ୍ୟୁ ଘଟିଥିବା ୮ ଜଣଙ୍କ ପୂର୍ଣ୍ଣାଙ୍ଗ ଠିକଣା ମିଳୁନାହିଁ। ଫଳରେ ସମ୍ପୃକ୍ତ ମୃତକଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ରାଶି ବଣ୍ଟନ କରାଯାଇପାରୁନାହିଁ। ଅନ୍ୟପଟେ ରାଜ୍ୟ ସରକାରଙ୍କ...

‘ବିପ୍ଳବୀ ଗୋବିନ୍ଦ’ ଶୁଟିଂ ଆରମ୍ଭ

ଢେଙ୍କାନାଳ ଅଫିସ, ୩୧।୧୨ ବିଶିଷ୍ଟ ଗାନ୍ଧୀବାଦୀ ତଥା ସଂଗ୍ରାମୀ ଗୋବିନ୍ଦ ମିଶ୍ରଙ୍କ ଜୀବନୀକୁ ନେଇ ପ୍ରାମାଣିକ ଟେଲି ଚଳଚ୍ଚିତ୍ର ‘ବିପ୍ଳବୀ ଗୋବିନ୍ଦ’ର ଶୁଟିଂ ଆରମ୍ଭ ହୋଇଛି। ସଂଗ୍ରାମୀଙ୍କ କର୍ମଭୂମି ଚମ୍ପାପୁର, କଇଥା ସମେତ ଏହାର ଆଖପାଖ ଅଞ୍ଚଳରେ ଏହାର ଶୁଟିଂ...

ଅବ୍ୟବସ୍ଥା ଦେଖି ଅସନ୍ତୁଷ୍ଟ

ଢେଙ୍କାନାଳ ଅଫିସ, ୩୧।୧୨ ସ୍ବାସ୍ଥ୍ୟ ଭିତ୍ତିଭୂମି ଏବଂ ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକାରିତା ପରଖିବାକୁ ଗୁରୁବାର ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ ଅଚାନକ ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ କଳିଙ୍ଗ ଚକ୍ଷୁ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ...

୪୦ ଅଧ୍ୟାପକ ପଦବୀ ଖାଲି

ଢେଙ୍କାନାଳ ଅଫିସ, ୩୧।୧୨ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଅଧ୍ୟାପକ ମରୁଡ଼ି ଦେଖାଦେଇଛି। କଲେଜରେ ୬୦ ଅଧ୍ୟାପକ ପଦବୀ ମଧ୍ୟରୁ ୪୦ ଖାଲି ପଡ଼ିଛି। ୨୦ ଅଧ୍ୟାପିକା ଅଧ୍ୟାପକଙ୍କୁ ନେଇ ବଡ଼ କଷ୍ଟରେ ଶିକ୍ଷାଦାନ ଚାଲିଛି। ସେହିପରି ଏହି ପୁରାତନ ଐତିହ୍ୟସମ୍ପନ୍ନ...

୮,୧୬୦ ହେକ୍ଟରରେ ଫସଲ ହାନି

ଢେଙ୍କାନାଳ ଅଫିସ, ୩୦।୧୨: ଢେଙ୍କାନାଳ ଜିଲାରେ ଚଳିତବର୍ଷ ପ୍ରାକୃତିକ ବିପତ୍ତିରେ ୮,୧୬୦ ହେକ୍ଟର ଜମିରେ ଫସଲହାନି ହୋଇଛି। ତନ୍ମଧ୍ୟରୁ ବର୍ଷାଭାବ ବା ମରୁଡ଼ିରେ ୭ ହଜାର ୨୫୪ ଏବଂ ଲଘୁଚାପ ଜନିତ ଲଗାଣ ବର୍ଷାରେ ୯୦୬ ହେକ୍ଟର ଚାଷ ନଷ୍ଟ ହୋଇଛି।...

୨୦୨୧ରେ ରୋକାଯାଇଛି ୩୪ ବାଲ୍ୟବିବାହ

ଢେଙ୍କାନାଳ ଅଫିସ, ୩୦।୧୨: ବାଲ୍ୟ ବିବାହ, ଶିଶୁ ଶ୍ରମିକ ପ୍ରଥା, ଶିଶୁ ନିର୍ଯାତନା ଭଳି ସାମାଜିକ ବ୍ୟାଧି ଦୂରୀକରଣ ଏବଂ କିଶୋରୀକିଶୋରଙ୍କ ଦକ୍ଷତା ବୃଦ୍ଧି ଲାଗି ବୁଧବାର ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଅନୁଷ୍ଠିତ ହୋଇଯାଇଛି ‘ଶିଶୁ ପାଇଁ ଦିନଟିଏ’।...

ଆରମ୍ଭ ହେଲା ମଣ୍ଡି

କାମାକ୍ଷାନଗର, ୨୮ା୧୨(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲାରେ ସୋମବାରଠାରୁ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି ଖରିଫ୍‌ ଧାନ କିଣା। କାମାକ୍ଷାନଗର ବ୍ଲକ ରାୟନୃସିଂହପୁର ପଞ୍ଚାୟତ ଗୋଦରିବିଲିରେ ଜିଲାପାଳ ସରୋଜ କୁମାର ସେଠୀ ଧାନ କିଣାବିକା ଲାଗି ମଣ୍ଡିର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ...

ରାସ୍ତା ନିର୍ମାଣ ଦାବି

ଢେଙ୍କାନାଳ ଅଫିସ, ୨୮ା୧୨ ବନ୍ଦ ହୋଇପଡ଼ିଥିବା ରାସ୍ତାର ଉନ୍ନତୀକରଣ କରିବା ଦାବି କରି ସୋମବାର ଢେଙ୍କାନାଳ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି ଓଡ଼ାପଡ଼ା ବ୍ଲକ ଡେଙ୍ଗବୋରେଇ ଗ୍ରାମବାସୀ। ଅଭିଯୋଗରୁ ଜଣାପଡ଼ିଛି, ୫୫ନଂ. ଜାତୀୟ ରାଜପଥରୁ ପଞ୍ଚୁପଟି-ଡେଙ୍ଗବୋରେଇ କେନାଲ ହୁଡ଼ା ଦେଇ...

ସମାଧାନ ଖୋଜୁଛି ସୁଆଗୀ ଶ୍ମଶାନ

ଢେଙ୍କାନାଳ ଅଫିସ, ୨୮ା୧୨ ଢେଙ୍କାନାଳ ପୌରାଞ୍ଚଳର ପ୍ରମୁଖ ସୁଆଗୀ ଶ୍ମଶାନ ଏକାଧିକ ସମସ୍ୟା ମଧ୍ୟରେ ଛନ୍ଦି ହୋଇଛି। ଫଳରେ ଶବଦାହ ବେଳେ ମୃତକଙ୍କ ପରିବାର, ସମ୍ପର୍କୀୟ ହଟହଟା ହେଉଛନ୍ତି। ଶ୍ମଶାନ ଉପରେ ୫୦ ହଜାର ଅଞ୍ଚଳବାସୀ ନିର୍ଭର କରୁଥିବାବେଳେ ଜମି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri