ଢେଙ୍କାନାଳ

ଗୋଷ୍ଠୀ ଭିକ୍ଷା, କର୍ମକର୍ତ୍ତା ମନୋନୟନ

ଢେଙ୍କାନାଳ ଅଫିସ,୨୦।୨ ଢେଙ୍କାନାଳ ଜିଲା ମହିମାଗାଦି ଯୋରନ୍ଦାରେ ୧୦୫ ବର୍ଷ ତଳେ ସିଦ୍ଧ ବଡ଼ କୃପାସିନ୍ଧୁ ବାବାଙ୍କ ଦ୍ୱାରା ପ୍ରତିଷ୍ଠିତ କୌପୀନଧାରୀ ମହିମା ସମାଜର ପ୍ରସିଦ୍ଧ ମାଘମେଳା ପରେ ତଥା ଫାଲଗୁନ କୃ୍‌ଷ୍ଣ ଦ୍ୱିତୀୟା ତିଥିରେ ଶୁକ୍ରବାର ଗୋଷ୍ଠୀ ଭିକ୍ଷା କାର୍ଯ୍ୟକ୍ରମ…

ଭୁବନରେ ଭାଜପା-ବିଜେଡି ଟକ୍କର

ଭୁବନ,୨୦।୨(ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବ। ବ୍ଲକର ୧୮ଟି ପଞ୍ଚାୟତର ମୋଟ୍‌ ୮୨ ହଜାର ୭୪୭ ଜଣ ଭୋଟର ମତଦାନ କରିବେ। ଏଥିପାଇଁ ବ୍ଲକରେ ୨୫୮ ବୁଥ୍‌ କରାଯାଇଥିବା…

୨ ବୁଥ୍‌ରେ ପଡ଼ିଲାନି ଖଣ୍ଡିଏ ଭୋଟ

ଢେଙ୍କାନାଳ ଅଫିସ୍‌, ୧୯ ।୨ ଅନୁରୋଧ କଲେ। ଦାବି ଜଣାଇଲେ। ପ୍ରତିବାଦ କଲେ। ହେଲେ ଲୋକମାନଙ୍କ ସମସ୍ୟାକୁ କେହି ଗୁରୁତ୍ୱ ଦେଲେନି କି ଦୁର୍ଗାପ୍ରସାଦକୁ ମିଳିଲାନି ରାଜସ୍ବ ମୌଜା ମାନ୍ୟତା। ଅଞ୍ଚଳବାସୀଙ୍କ ସମ୍ମାନ ଓ ଭାବାବେଗ ସହିତ ଜଡ଼ିତ ଏହି ପ୍ରସଙ୍ଗରେ…

ଏଜେଣ୍ଟଙ୍କୁ ମାଡ଼, ବୁଥ୍‌ ଜବରଦଖଲ

ଢେଙ୍କାନାଳ ଅଫିସ, ୧୯ ।୨ ଢେଙ୍କାନାଳ ସଦର ବ୍ଲକ ଚନ୍ଦ୍ରଶେଖରପ୍ରସାଦ ପଞ୍ଚାୟତରେ ବିରୋଧୀ ଦଳର ପ୍ରାର୍ଥୀ ବୁଥ୍‌ ଜବରଦଖଲ କରିଥିବା ଶାସକ ବିଜେଡି ପକ୍ଷରୁ ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଜୋନ୍‌-୩ ଜିଲା ପରିଷଦ ପ୍ରାର୍ଥୀ ଅଶୋକ ପରିଡ଼ା ଶୁକ୍ରବାର ଅପରାହ୍ନରେ…

ସଦରରେ ୮୧.୭୩, ଓଡ଼ାପଡ଼ାରେ ୮୦.୪୩%

ଢେଙ୍କାନାଳ ଅଫିସ, ୧୯ ।୨ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ଭୋଟରେ ରାଜନୈତିକ ହିଂସାକୁ ନେଇ ଚର୍ଚ୍ଚାର ଶିରୋନାମା ପାଲଟିଥିବା ଢେଙ୍କାନାଳ ଜିଲାରେ ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୃଙ୍ଖଳାର ସହ ଶେଷ ହୋଇଛି। ଢେଙ୍କାନାଳ ସଦର ବ୍ଲକରେ ୮୧.୭୩% ଏବଂ…

ନଦୀଗର୍ଭରେ ଖସିପଡିଲା ଟ୍ରଲର, ଜଣେ ମୃତ

ଢେଙ୍କାନାଳ ଅଫିସ,୧୯।୨: ଢେଙ୍କାନାଳ ଜିଲା ତୁମୁଶିଙ୍ଗା ଥାନା ବ୍ରାହ୍ମଣୀ ନଦୀର କମଗରା ଘାଟ ନିକଟରେ ଏକ ଦୁର୍ଘଟଣା ଘଟିଛି। ଶନିବାର ଭୋର ସମୟରେ ଏକ ୨୨ ଚକିଆ ଟ୍ରଲର ବ୍ରିଜ୍‌ର କଂକ୍ରିଟ୍‌ ବାଡ ଭାଙ୍ଗି ନଦୀଗର୍ଭରେ ଖସିପଡିଛି। ପରେ ସ୍ଥାନୀୟ ଲୋକ…

ବୁଥ୍‌ ଦଖଲ ଘଟଣାରେ ୬ ଗିରଫ

ଢେଙ୍କାନାଳ ଅଫିସ, ୧୮।୨ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ପଞ୍ଚାୟତରେ ପ୍ରଥମ ପର୍ଯ୍ୟାୟ ମତଦାନ ବେଳେ ବୁଥ୍‌ ଜବରଦଖଲ ମାମଲାରେ ପୋଲିସ ଦୁଇଗୋଷ୍ଠୀର ୬ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ନିହଲପ୍ରସାଦର ସିଲୁ ସାହୁ, ମାନସ ସାହୁ, ସୁଧାଂଶୁ…

ସଦର, ଓଡ଼ାପଡ଼ା ବ୍ଲକରେ ଭୋଟ ଆଜି

ଢେଙ୍କାନାଳ ଅଫିସ, ୧୮।୨ ଢେଙ୍କାନାଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ଅନୁଷ୍ଠିତ ହେଉଛି। ଏଥିଲାଗି ପୋଲିଂ ବୁଥ୍‌ରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଉଭୟ ବ୍ଲକର ୮୧୮ ବୁଥ୍‌ରେ ୨ ଲକ୍ଷ ୨୮ ହଜାର ୫୮୯…

ନିଖୋଜ ସମିତିସଭ୍ୟା ପ୍ରାର୍ଥିନୀଙ୍କ ସ୍ବାମୀ ଉଦ୍ଧାର

ଢେଙ୍କାନାଳ ଅଫିସ,୧୮ା୨: ନିଖୋଜ ସମିତିସଭ୍ୟା ପ୍ରାର୍ଥିନୀଙ୍କ ସ୍ବାମୀଙ୍କୁ ମୁମୂର୍ଷୁ ଅବସ୍ଥାରେ ଶୁକ୍ରବାର ସକାଳୁ ଉଦ୍ଧାର କରାଯାଇଛି। ସିମିଳିଆ ଓଭର ବ୍ରିଜ୍‌ ନିକଟରୁ ପୋଲିସ ଉଦ୍ଧାରକରିଛି। ବନ୍ଧୁକ ଦେଖାଇ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଉଦ୍ଧାର ବ୍ୟକ୍ତି ଜଣଙ୍କ ହେଲେ ସାଙ୍କୁଲେଇ କୁମାରଦେଇପୁରର…

ନିର୍ବାଚନ ଲୋଡ଼ାନାହିଁ, ସ୍ବାମୀଙ୍କୁ ଫେରାଇଦିଅ

ଢେଙ୍କାନାଳ ଅଫିସ୍‌, ୧୮ା୨: ‘ମୋର ଭୋଟ ଦରକାର ନାହିଁ କି ନିର୍ବାଚନ ଲଢ଼ିବାର ନାହିଁ, ମୋର ଭୁଲ ହୋଇଛି। ମୁଁ ହାତ ଯୋଡ଼ି ନେହୁରା ହେଉଛି। ମୋ ସ୍ବାମୀଙ୍କୁ ସୁରକ୍ଷିତ ଭାବେ ଫେରାଇଦିଅ’। ମତଦାନକୁ ମାତ୍ର କେଇଘଣ୍ଟା ବାକିଥିବାବେଳେ ଅପହରଣକାରୀଙ୍କ ଉଦ୍ଦେଶ୍ୟରେ…

ପରୀକ୍ଷା ବାତିଲ ଦାବିରେ ଛାତ୍ରୀଛାତ୍ରଙ୍କ ଧାରଣା

ଢେଙ୍କାନାଳ ଅଫିସ,୧୭।୨: ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ବୁଧବାର ଯୁକ୍ତ ୩ ଶେଷ ବର୍ଷ ଛାତ୍ରୀଛାତ୍ରମାନେ ୫ମ ସେମିଷ୍ଟର ପରୀକ୍ଷା ବାତିଲ ଦାବିରେ ଧାରଣା ଦେଇଥିଲେ। ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି, କରୋନା ସଂକ୍ରମଣ ଯୋଗୁ ପାଠପଢା ବାଧାପ୍ରାପ୍ତ ହେବା ସହିତ ଅନ୍‌ଲାଇନରେ ଠିକ୍‌…

୪ ଖଞ୍ଜଣି ଜବତ, ଜଣେ ଗିରଫ

ଢେଙ୍କାନାଳ ଅଫିସ,୧୭।୨: ଢେଙ୍କାନାଳ ଜିଲା ମହିମାଗାଦି ଯୋରନ୍ଦା ପୀଠରେ ମାଘମେଳା ସମୟରେ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କଠାରୁ ବନ ବିଭାଗ ୪ଟି ଖଞ୍ଜଣି ଜବତ କରିଛି। ଏହି ଘଟଣାରେ ଗଁଦିଆ ଥାନା ଯୋରନ୍ଦା ପାଟଣା ଗ୍ରାମର ପ୍ରହଲାଦ ସାହୁ(୫୮)ଙ୍କୁ ଗିରଫ ପରେ କୋର୍ଟଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?