ଢେଙ୍କାନାଳ

ଛିଣ୍ଡୁନି ଅଡୁଆ, ବଢୁଛି ଚିନ୍ତା

ଢେଙ୍କାନାଳ ଅଫିସ, ୨୨।୧୨ ଅମଳ ହୋଇ ଖଳାରେ ପଡ଼ିଛି ଧାନ। ଝାଳବୁହା ପରିଶ୍ରମର ମୂଲ୍ୟ ପାଇବାକୁ ଜଗିରହିଛନ୍ତି ଚାଷୀ। ଅଥଚ ଢେଙ୍କାନାଳ ଜିଲାରେ ମଣ୍ଡି କେବେ ଖୋଲିବ ଏବଂ କିପରି ଧାନ କିଣାଯିବ ତାହା ସ୍ପଷ୍ଟ ହୋଇପାରୁନାହିଁ। ଏପଟେ ଟୋକନ...

ପୁଟ୍ଟିପାଳ ହେବ ଆଦର୍ଶ ଗ୍ରାମ

ଢେଙ୍କାନାଳ ଅଫିସ, ୨୦।୧୨: ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର ଅପହଞ୍ଚ ପୁଟ୍ଟିପାଳ ହେବ ଆଦର୍ଶ ଗ୍ରାମ। ଅଞ୍ଚଳରେ ରାସ୍ତାଘାଟ, ପାନୀୟଜଳ, ଶିକ୍ଷା, ସ୍ବାସ୍ଥ୍ୟ ସମେତ ଅନ୍ୟାନ୍ୟ ମୌଳିକ ସୁବିଧା ହାତପାଆନ୍ତାରେ ମିଳିବ। ଗ୍ରାମବାସୀଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା...

କିମିଆ କରୁଛି କଣ୍ଢେଇ

ଢେଙ୍କାନାଳ ଅଫିସ, ୨୦।୧୨: ରଙ୍ଗବେରଙ୍ଗ କନାରେ ଢାଙ୍କି ହୋଇ ଆକର୍ଷଣୀୟ ଦେଖାଯାଉଛି ପ୍ଲାଷ୍ଟିକ୍‌ କଣ୍ଢେଇ। ରାସ୍ତାରେ ଯାଉଥିବା ଯାତ୍ରୀମାନେ ଏଭଳି ଚମତ୍କାର କାରିଗରି ଦେଖି ଅଟକି ଯାଉଛନ୍ତି ଘଡ଼ିଏ। ଏଭଳି ଭିନ୍ନ ଧରଣର କଣ୍ଢେଇ ତିଆରି କରି ଚର୍ଚ୍ଚାର ପରିସରକୁ ଆସିଛନ୍ତି...

ବିପୁଳ ପରିମାଣର ଚୋରା ବନ୍ଧୁକ, ଗୁଳି ଜବତ

ଛେଣ୍ଡିପଦା,୧୯।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କେରଜାଙ୍ଗ ଗାଁରୁ ବିଳମ୍ବିତ ରାତିରେ ବିପୁଳ ପରିମାଣର ଚୋରା ବନ୍ଧୁକ ଓ ଗୁଳି ଜବତ ହୋଇଛି। ଏ ନେଇ ଜଣଙ୍କୁ ଏସ୍‌ଟିଏଫ୍‌ ପକ୍ଷରୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ, ଅନେକ ଦିନ ହେଲା ଛେଣ୍ଡିପଦା...

ଏକୁଲରେ ଖୁବ୍‌ଶୀଘ୍ର ବିଏସ୍‌ଏନ୍‌ଏଲ୍‌ ସେବା

କାମାକ୍ଷାନଗର, ୧୯।୧୨(ଡି.ଏନ୍‌.ଏ.)  ଢେଙ୍କାନାଳ ଜିଲାର ଆଦିବାସୀ ଅଧ୍ୟୁଷିତ କଙ୍କଡ଼ାହାଡ଼ ବ୍ଲକର ଦୁର୍ଗମ କାନ୍ତୋଲ ପଞ୍ଚାୟତର କଳେବର ବଦଳାଇବାକୁ ଆରମ୍ଭ ହୋଇଛି ପ୍ରଶାସନିକ ପ୍ରୟାସ। ଶନିବାର ଜିଲାପାଳ ସରୋଜ କୁମାର ସେଠୀ ପ୍ରଶାସନିକ ଅଧିକାରୀଙ୍କ ସହିତ କୋଟ, ସେକୁଲ, ଏକୁଲ ଏବଂ ପୁଟ୍ଟିପାଳ...

ଆରମ୍ଭ ପୂର୍ବରୁ ଅବ୍ୟବସ୍ଥା

ଢେଙ୍କାନାଳ ଅଫିସ, ୧୯।୧୨: ବିହନ ବୁଣିବା ବେଳକୁ ବର୍ଷାର ଦେଖାମିଳିଲାନି। କେଣ୍ଡା ବାହାରିବାଠାରୁ ଧାନ ପାଚିବା ଯାଏ ତୁହାକୁ ତୁହା ଲଘୁଚାପଜନିତ ଲଗାଣବର୍ଷା ଏବଂ ଡିସେମ୍ବରରେ ସାମୁଦ୍ରିକ ଝଡ଼ ‘ଜଓ୍ବାଦ’ ଫସଲ ଉପରେ ସାଧିଲା ଦାଉ। ବଡ଼ କଷ୍ଟରେ ପାଣିରୁ ଛାଣି...

ଝିଅ ଘରକୁ ଯାଇ ଆଉ ଫେରିଲେନି ମା’

ବେତନଟୀ,୧୮।୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବନାଞ୍ଚଳ ଅଧୀନ ଗଡ଼ିଗା ବିଟ୍‌ ହାଉସର ମହୁଲବଣୀ ଜଙ୍ଗଲ ରାସ୍ତାର ଖଡ଼ିକପଦା ଗାଁ ନିକଟରୁ ଶନିବାର ସକାଳୁ ଜଣେ ମହିଳାଙ୍କ ମୃତଦେହ ମିଳିଛି। ସେ ହେଲେ ଖଡ଼ିକପଦା ଗାଁର ସର୍ବେଶ୍ୱର ଦେହୁରୀଙ୍କ ସ୍ତ୍ରୀ ସୁମିତ୍ରା(୪୫)।...

ବ୍ୟାଙ୍କ ଧର୍ମଘଟ: କାରବାର ପ୍ରଭାବିତ

ଢେଙ୍କାନାଳ ଅଫିସ,୧୮।୧୨ କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତି ବିରୋଧରେ ସର୍ବଭାରତୀୟସ୍ତରରେ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ୍‌ (ୟୁଏଫ୍‌ବିୟୁ) ଆହ୍ବାନରେ ଚାଲିଥିବା ୨ଦିନିଆ ଧର୍ମଘଟ ଶୁକ୍ରବାର ଶେଷ ହୋଇଛି। ଦେଶରେ ସାମାଜିକ ସୁରକ୍ଷା ଯୋଜନାର ସଫଳ ରୂପାୟନରେ ରାଷ୍ଟ୍ରାୟତ୍ତ...

‘କଲେଜ ଭିତ୍ତିଭୂମି ସୁଦୃଢ଼ କର’

ଢେଙ୍କାନାଳ ଅଫିସ, ୧୮।୧୨ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ କଲେଜଗୁଡ଼ିକର ସର୍ବାଙ୍ଗୀନ ଉନ୍ନତି ଲାଗି ଏକ ବୈଠକ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାନୁଷ୍ଠାନ ପରିବେଶ ୟ ସବୁଜିମା ଭରା, ପରିଚ୍ଛନ୍ନ ଓ...

ସଚ୍ଚୋଟ ହୁଅ, ବୃତ୍ତିକୁ ଭଲପାଅ

ଢେଙ୍କାନାଳ ଅଫିସ, ୧୮।୧୨ ଢେଙ୍କାନାଳ ଜିଲା ଓକିଲ ସଂଘ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ‘ଭାରତୀୟ ସମାଜର ବିକାଶରେ ଆଇନଜୀବୀଙ୍କ ଭୂମିକା’ ସମ୍ପର୍କିତ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ କୃଷ୍ଣରାମ ମହାପାତ୍ର ଅତିଥି ଭାବେ ଯୋଗଦେଇ କହିଲେ,...

ଜଙ୍ଗଲରେ ବନ୍ଦୀ ୩୦ ହଜାର ଗ୍ରାମବାସୀ

ଢେଙ୍କାନାଳ ଅଫିସ୍‌/ଗଁଦିଆ, ୧୭ା୧୨: ଅଭୟାରଣ୍ୟ ଏବଂ ବନ୍ୟଜନ୍ତୁଙ୍କ ସୁରକ୍ଷା ଦ୍ୱାହି ଦେଇ ବନ ବିଭାଗ ବନ୍ଦ କରିଦେଇଛି ସବୁଦିନିଆ ଜଙ୍ଗଲ ରାସ୍ତା। ଫଳରେ ଜଙ୍ଗଲ ତଳି ଅଞ୍ଚଳରେ ବାସ କରୁଥିବା ୩୦ ଗ୍ରାମର ୨୫ ହଜାର ବାସିନ୍ଦା ଏକପ୍ରକାର ବନ୍ଦୀ...

ମା’ ଆଗରେ ଚାଲିଗଲା ପୁଅ ଜୀବନ

ଢେଙ୍କାନାଳ ଅଫିସ, ୧୬।୧୨: ମାମୁ ଘରକୁ ଯାଇ ଫେରୁଥିବାବେଳେ ବାଇକ୍‌କୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ୍‌। ମା’ଙ୍କ ଆଖି ଆଗରେ ଛଟପଟ ହୋଇଚାଲିଗଲା ୧୨ ବର୍ଷର ପୁଅ ଜୀବନ। ବୁଧବାର ଏଭଳି ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଛି ଢେଙ୍କାନାଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri