ଢେଙ୍କାନାଳ

ହଷ୍ଟେଲରେ ଆଇସୋଲେଶନ ପ୍ରକୋଷ୍ଠ ବାଧ୍ୟ

ଢେଙ୍କାନାଳ ଅଫିସ, ୫।୧୨ – ଢେଙ୍କାନାଳ କୁଞ୍ଜକାନ୍ତ ଅଞ୍ଚଳରେ ଥିବା ସାଇକୃପା ଆବାସିକ ମହାବିଦ୍ୟାଳୟର ୫୬ ଛାତ୍ରୀଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହେବା ଜିଲା ପ୍ରଶାସନର ମୁଣ୍ଡବ୍ୟଥା ବଢ଼ାଇଛି। ଆବାସିକ ବେସରକାରୀ କଲେଜରେ ପାଠପଢ଼ା ସାଙ୍ଗକୁ ସଂକ୍ରମଣ ପ୍ରତିହତ କରିବା...

ଦିବ୍ୟାଙ୍ଗଙ୍କୁ ୨ କି.ମି. ଚଲାଇଲେ

ଭୁବନ, ୪।୧୨(ଡି.ଏନ୍‌.ଏ.)-ଦିବ୍ୟାଙ୍ଗଙ୍କୁ ମୁଖ୍ୟସ୍ରୋତରେ ସାମିଲ କରାଇବା, ସେମାନେ କୌଣସି ଗୁଣରେ କମ୍‌ ନୁହନ୍ତି ବୋଲି ଅନୁଭବ କରାଇବା ଏବଂ ସେମାନଙ୍କ ମଧ୍ୟରେ ଥିବା ଦକ୍ଷତାର ବିକଶିତ କରାଇବା ଭଳି ମହତ୍‌ ଉଦ୍ଦେଶ୍ୟ ନେଇ ମଙ୍ଗଳବାର ପାଳିତ ହୋଇଛି ବିଶ୍ୱ ଭିନ୍ନକ୍ଷମ...

୭୯ଜଣଙ୍କୁ ଉପକରଣ ପ୍ରଦାନ

ଢେଙ୍କାନାଳ ଅଫିସ, ୪।୧୨-ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଲାଉଲଇଠାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ପ୍ରିୟ’ ପକ୍ଷରୁ ଦିବ୍ୟାଙ୍ଗ ଦିବସ ପାଳନ ଅବସରରେ ୭୯ଜଣଙ୍କୁ ଉପକରଣ ପ୍ରଦାନ କରାଯାଇଛି। ୪ଜଣଙ୍କୁ ବ୍ୟାଟେରି ଚାଳିତ ଗାଡ଼ି, ୬ଜଣଙ୍କୁ ଟ୍ରାଇ ସାଇକେଲ, ୧୩ଜଣଙ୍କୁ ହୁଇଲ୍‌ ଚେୟାର,...

ଏନ୍‌ଏସି ଅଫିସରେ ତାଲା ପକାଇଲେ ଠିକାଦାର ମିଳୁନି ବକେୟା ପାଉଣା

ହିନ୍ଦୋଳ, ୪।୧୨(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ହିନ୍ଦୋଳ ଅଞ୍ଚଳର ୨୫ ଠିକାଦାର ବକେୟା ବିଲ୍‌ ଦାବି କରି ମଙ୍ଗଳବାର ଏନ୍‌ଏସି କାର୍ଯ୍ୟାଳୟ ଫାଟକରେ ତାଲା ପକାଇ ପ୍ରତିବାଦ କରିଛନ୍ତି। ପୋଲିସ ହସ୍ତକ୍ଷେପ ପରେ ତାଲା ଫିଟିଥିବାବେଳେ ତୁରନ୍ତ ଅର୍ଥ ନ ମିଳିଲେ ଆନ୍ଦୋଳନକୁ...

ସଂକ୍ରମଣ ବଢ଼ିବା ପରେ ପ୍ରଶାସନ ସଜାଗ

ଢେଙ୍କାନାଳ ଅଫିସ, ୪।୧୨-ଢେଙ୍କାନାଳ ସହର ସାଇକୃପା ଆବାସିକ ମହାବିଦ୍ୟାଳୟରେ କରୋନା ବିସ୍ଫୋରଣ ପ୍ରଶାସନର ଚିନ୍ତା ବଢ଼ାଇଛି। ସଂକ୍ରମିତ ଛାତ୍ରୀଛାତ୍ରମାନେ ଘରକୁ ପଳାଇଥିବାବେଳେ ସ୍ଥାନୀୟ ଅଞ୍ଚଳରେ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ସ୍ଥିତି ବିଗିଡ଼ିବା ଆଗରୁ ସଂକ୍ରମଣ ନିୟନ୍ତ୍ରଣ କରିବା ଲାଗି...

ଏନ୍‌ଏସି କାର୍ଯ୍ୟାଳୟରେ ତାଲା ପକାଇଲେ ଠିକାଦାର

ହିନ୍ଦୋଳ,୩ା୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି କାର୍ଯ୍ୟାଳୟରେ ଶୁକ୍ରବାର ପୂର୍ବାହ୍ନରେ ବକେୟା ବିଲ୍‌ ପାଇବା ଦାବିରେ ଠିକାଦାରମାନେ ତାଲା ପକାଇଛନ୍ତି। ଏନ୍‌ଏସିର ପ୍ରାୟ ୨୫ ଜଣ ଠିକାଦାର ବିଗତ ତିନିମାସ ହେଲା ବିଭିନ୍ନ ଉନ୍ନୟନ କାର୍ଯ୍ୟ ସାରିଥିଲେ ମଧ୍ୟ ବିଲ୍‌...

ରାଜପଥ ବିପଦସଙ୍କୁଳ, ରାସ୍ତାରୋକୋ

ଢେଙ୍କାନାଳ ଅଫିସ,୩।୧୨ କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ଢେଙ୍କାନାଳ ସହରସ୍ଥିତ ୧ନଂ ୱାର୍ଡ ଆନନ୍ଦନଗରଠାରୁ କଲେଜ ବାଇପାସ ଓ ମହିଷାପାଟଠାରୁ କଣ୍ଟାନାଳୀ ବାଇପାସ ପର୍ଯ୍ୟନ୍ତ ରାସ୍ତା ବିପଦସଙ୍କୁଳ ହୋଇପଡିଛି। ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ବନ୍ଦ ହୋଇ ପଡିଥିବା ବେଳେ ରାସ୍ତା...

ସାଇକୃପାର ଆଉ ୧୯ ଛାତ୍ରୀଛାତ୍ର ପଜିଟିଭ୍‌

ଢେଙ୍କାନାଳ ଅଫିସ,୩।୧୨ ଢେଙ୍କାନାଳ ସହର କୁଞ୍ଜକାନ୍ତ ଅଞ୍ଚଳରେ ଥିବା ସାଇକୃପା ଆବାସିକ ମହାବିଦ୍ୟାଳୟର ଆଉ ୧୯ ଛାତ୍ରୀଛାତ୍ର ଗୁରୁବାର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏହାକୁ ମିଶାଇ ଗତ ୩ଦିନ ମଧ୍ୟରେ ମୋଟ୍‌ ୫୬ ଜଣ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ...

ମିଳିଲା ଖୋକା, ମାନୁନି ପୋଲିସ

ଢେଙ୍କାନାଳ ଅଫିସ, ୨୯ା୧୧-ଡ୍ରଗ୍ସ ସେବନକୁ ବିରୋଧ କରିବାରୁ ଢେଙ୍କାନାଳ ପୌରାଞ୍ଚଳ ୨୧ନଂ. ଓ୍ବାର୍ଡ ଅଧୀନ ରେଳଷ୍ଟେଶନ ନିକଟରେ ଥିବା ସଞ୍ଜୟ କୁଷ୍ଠ ରୋଗୀ କଲୋନୀରେ ଶନିବାର ଅପରାହ୍ନରେ ଅସାମାଜିକ ଘଟାଇଥିଲେ ଉନ୍ମତ୍ତକାଣ୍ଡ। ଅଭିଯୁକ୍ତମାନେ ୩ ରାଉଣ୍ଡ ଫାଙ୍କା ଗୁଳିଚାଳନା କରିବା...

ସ୍ବାସ୍ଥ୍ୟ ବୋଝ ଦୂର କରିବ ସ୍ମାର୍ଟକାର୍ଡ

ଢେଙ୍କାନାଳ ଅଫିସ, ୨୮ା୧୧-ଢେଙ୍କାନାଳ ଜିଲା ଗଁଦିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ଶନିବାର ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଛି। ନେଉଳପୋଇ, ଯୋରନ୍ଦା, କାଲୁରିଆ, ବାଇସିଙ୍ଗା, ରାଇତଳା, କରମୂଳ, କାବେରା ପଞ୍ଚାୟତରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଧାୟକ ସୁଧୀର ସାମଲ...

ଗଞ୍ଜା ଲଢ଼େଇ ସାଜିଛି ଜୁଆ

ଢେଙ୍କାନାଳ ଅଫିସ, ୨୮ା୧୧-ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ ଓ ପରଜଙ୍ଗ ଥାନା ଅଞ୍ଚଳରେ ଥିବା ସାପ୍ତାହିକ ହାଟରେ ହେଉଛି ଜୁଆଖେଳ। ତାସ୍‌ ସାଙ୍ଗକୁ ଗଞ୍ଜା ଲଢ଼େଇ ଭଳି ବେଆଇନ କାର୍ଯ୍ୟକୁ ପ୍ରୋତ୍ସାହିତ କରୁଛନ୍ତି ଅସାମାଜିକ। ସ୍ଥାନୀୟ ଥାନା, ଫାଣ୍ଡିର...

ଦାୟିତ୍ୱ ନେଲେ ଢେଙ୍କାନାଳର ନୂଆ ଏସ୍‌ପି

ଢେଙ୍କାନାଳ ଅଫିସ,୨୩ ।୧୧ ଢେଙ୍କାନାଳ ଜିଲାର ନୂତନ ଏସ୍‌ପି ଭାବେ ଲୋଗା ନାୟାଗୀ ଦିବ୍ୟା ଭି. ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବାହ୍ନରେ ବିଦାୟୀ ଏସ୍‌ପି କେ. ଶିବା ସୁବ୍ରମଣିଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହି ଅବସରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri