Odisha Elections 2024

ଢେଙ୍କାନାଳ

ପୌର ପ୍ରଶାସନ ପ୍ରସ୍ତୁତ

ଢେଙ୍କାନାଳ ଅଫିସ, ୫।୫ – ଡରାଉଛି କରୋନାର ଦ୍ୱିତୀୟ ଲହର। ବଢୁଥିବା ଦ୍ରୁତ ସଂକ୍ରମଣ ରୋକିବା ଲାଗି ଲକ୍‌ଡାଉନ୍‌କୁ ଅସ୍ତ୍ର ଭାବେ ପ୍ରୟୋଗ କରିଛନ୍ତି ରାଜ୍ୟ ସରକାର। ସଂକ୍ରମଣ ଚେନ୍‌ ଭାଙ୍ଗିବାକୁ ବୁଧବାରଠାରୁ ଆରମ୍ଭ ହେବାକୁ ଥିବା ୧୪ଦିନିଆ ତାଲାବନ୍ଦକୁ...

ଅମାନିଆଙ୍କ ପାଇଁ ଆତଙ୍କ

କାମାକ୍ଷାନଗର, ୫।୫(ଡି.ଏନ.ଏ.) – କରୋନାର ଦ୍ୱିତୀୟ ଲହରକୁ ପ୍ରତିହତ କରିବାକୁ ଜୋର୍‌ସୋରରେ ଉଦ୍ୟମ ଚଳାଇଛନ୍ତି ସରକାର। ସାରା ରାଜ୍ୟରେ ମେ ୫ରୁ ୧୪ ଦିନିଆ ଲକ୍‌ଡାଉନ୍‌ କରାଯିବାକୁ ନିଷ୍ପତ୍ତି ହୋଇସାରିଛି। ହେଲେ ସଙ୍କଟ ସମୟରେ ଅମାନିଆଙ୍କ ଗତିବିଧି ସଂକ୍ରମଣ ପ୍ରତିରୋଧ...

ବିକାଶରେ ଲାଗିଛି ଅଙ୍କୁଶ

ଭୁବନ, ୩୦।୪(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ୬ମାସ ହେଲା ମୁରବିବିହୀନ ହୋଇପଡ଼ିଛି। ଏଠାରେ କାର୍ଯ୍ୟ କରୁଥିବା ନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳଙ୍କ କରୋନାରେ ମୃତ୍ୟୁ ଘଟିବା ପରେ ୨୦୨୦ ଅକ୍ଟୋବର ୨୫ରୁ ଏହି ପଦବୀ ଖାଲିପଡ଼ିଛି। ତହସିଲଦାର...

ନୂଆ ରୂପନେବ ନୂଆପୋଖରୀ

ଢେଙ୍କାନାଳ ଅଫିସ, ୨୮।୪ – ନୂଆରୂପ ନେବ ଢେଙ୍କାନାଳ ପୌରାଞ୍ଚଳର ପୁରାତନ ନୂଆପୋଖରୀ (ଭାଗୀରଥି ସାଗର)। ଏହାର ଉନ୍ନତୀକରଣ ଲାଗି ପୌରସଂସ୍ଥା ପକ୍ଷରୁ ସରକାରଙ୍କୁ ୪ କୋଟି ୭୨ଲକ୍ଷ ଟଙ୍କାର ପ୍ରସ୍ତାବ ଦିଆଯାଇଛି। ପ୍ରସ୍ତାବ ଅନୁମୋଦିତ ହେଲେ କାର୍ଯ୍ୟ ଆରମ୍ଭ...

ମେଡିକାଲ କର୍ମଚାରୀଙ୍କ ଘରୁ ଚୋରି, ଶୋଇଥିବା ବେଳେ ବୁଲିଲା କଳାକନା

ହିନ୍ଦୋଳ,୨୭।୪: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମୀ ଥାନା ଖଜୁରିଆକଟା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କର୍ମଚାରୀ ନଗେନ୍ଦ୍ର ନାୟକଙ୍କ ଘରୁ ସୋମବାର ବିଳମ୍ବିତ ରାତ୍ରିରେ ଏକ ଲୁଟ୍‌ ହୋଇଛି l ଲୁଟେରାମାନେ ମାନେ ୩ଟି ସୁନା ହାର, ରୁପା ପାଉଁଜି...

ମହିଳା ସରପଞ୍ଚଙ୍କୁ ମାଡ଼ : ଭିଡିଓ ଭାଇରାଲ

ପରଜଙ୍ଗ,୨୭।୬(ଡି.ଏନ୍‌.ଏ.): ସର୍ବ ସାଧାରଣରେ ମହିଳା ସରପଞ୍ଚଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି । ଏପରି ଘଟଣା ଦେଖିବାକୁ ମିଳିଛି ପରଜଙ୍ଗ ବ୍ଲକ କଙ୍କିଳି ପଞ୍ଚାୟତରେ। ଗତ ବର୍ଷ କୋଭିଡ୍‌ ସମୟରେ ରନ୍ଧା ଖାଦ୍ୟ ଲୋକମାନଙ୍କୁ ଦିଆଯାଇଥିଲା। ଏହାର ଫାଇଲ ନ ଦେବାରୁ...

ଟିକା ନେବାକୁ ଆସି କଲବଲ

ଭୁବନ, ୨୪।୪(ଡି.ଏନ.ଏ.) କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଟିକାକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଛି କଡ଼ା ନିର୍ଦ୍ଦେଶ। ଟିକା ଯେପରି ନଷ୍ଟ ନ ହେବ ଏବଂ ହିତାଧିକାରୀମାନେ ଟିକା ପାଇପାରିବେ ସେଥିଲାଗି ସ୍ବତନ୍ତ୍ର...

ଜଟିଳ ସ୍ଥିତିରେ ଜୀବିକା

ଭୁବନ, ୨୩।୪(ଡି.ଏନ୍‌.ଏ.) ବଦଳିଯାଉଛି ମଣିଷର ଜୀବନଶୈଳୀ। ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ଆଗକୁ ବଢୁଛି ଜୀବନ। ଏସବୁ ଭିତରେ ପଛରେ ପଡ଼ିଯାଉଛି ପାରମ୍ପରିକ ହସ୍ତଶିଳ୍ପ। ଆବଶ୍ୟକତା କମିଯିବା ଏବଂ ସାମଗ୍ରୀର ବିକଳ୍ପ ମିଳିଯିବା ପରେ ଏଭଳି ବୃତ୍ତି ମହତ୍ତ୍ୱ ହରାଇବାରେ...

ଆଗ୍ରହରୁ ଆତ୍ମନିର୍ଭର

କାମାକ୍ଷାନଗର, ୨୩ା୪(ଡି.ଏନ୍‌.ଏ.) ଖୋଲା ଆକାଶ ତଳେ ଶତାଧିକ ନଡ଼ାର ପ୍ୟାଡ୍‌। ସେଥିରେ ଫୁଟିଛି ମେଞ୍ଚା ମେଞ୍ଚା ଛତୁ। ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏଭଳି ଓପନ୍‌ ଫାର୍ମ ଛତୁଚାଷ ଏବେ ଚର୍ଚ୍ଚା ସାଉଁଟୁଛି। ଅଞ୍ଚଳର ଯୁବଚାଷୀ ଏଭଳି ସହଜ ପଦ୍ଧତି...

କଟକଣା ମାନିଲେ କମିବ କରୋନା

ଢେଙ୍କାନାଳ ଅଫିସ, ୨୧।୪ ରାଜ୍ୟରେ ରେକର୍ଡ ଭାଙ୍ଗୁଛି କରୋନା। ସହରାଞ୍ଚଳରେ ସଂକ୍ରମଣ ବଢିବାରେ ଲାଗିଛି। ଅଧିକ ଶକ୍ତିଶାଳୀ ହୋଇ ବାହୁଡ଼ିଥିବା ଭୂତାଣୁକୁ ପ୍ରତିହତ କରିବା ଏବେ ସରକାରଙ୍କ ପାଇଁ ନୂଆ ଚ୍ୟାଲେଞ୍ଜ ପାଲଟିଥିବାବେଳେ ନୂଆ କରି ଜାରି କରାଯାଇଛି କୋଭିଡ୍‌...

ସ୍ତ୍ରୀଙ୍କ ପାଇଁ ଜହ୍ନରେ ଜାଗା କିଣିଲେ ସାଜନ୍‌

ଢେଙ୍କାନାଳ ଅଫିସ, ୧୯।୪: ସ୍ତ୍ରୀଙ୍କୁ ଜନ୍ମଦିନରେ ଉପହାର ସ୍ବରୂପ ମିଳିଛି ୫ ଏକର ଜାଗା। ତେବେ ପୃଥିବୀରେ ନୁହେଁ, ବରଂ ଜହ୍ନରେ କିଣାଯାଇଛି ଏହି ଜମି। ଏଭଳି ଏକ ନିଆରା ଉପହାର ଦେଇ ଉଦାହରଣ ସୃଷ୍ଟି କରିଛନ୍ତି ଢେଙ୍କାନାଳ ସହର...

କଟକଣା ଭାଙ୍ଗିଲେ କାର୍ଯ୍ୟାନୁଷ୍ଠାନ

ଢେଙ୍କାନାଳ ଅଫିସ, ୧୭।୪ ଭୟଙ୍କର ରୂପ ନେଇ ବାହୁଡ଼ିଛି କରୋନା। ଦେଶ ତଥା ରାଜ୍ୟରେ ସଂକ୍ରମଣ ମାମଲା ରେକର୍ଡ ଭାଙ୍ଗୁଛି। ଦ୍ୱିତୀୟ ଲହରିର ମୁକାବିଲା କରିବାକୁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥିଲାଗି ଜାରି କରାଯାଇଛି ବିଭିନ୍ନ କଟକଣା। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri