ଢେଙ୍କାନାଳ

ଚିଠା ସଂରକ୍ଷଣ ତାଲିକାକୁ ବିରୋଧ

କାମାକ୍ଷାନଗର, ୪ ।୨(ଡି.ଏନ୍‌.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରକାଶିତ ଚିଠା ସଂରକ୍ଷଣ ତାଲିକାରେ ପକ୍ଷପାତିତା କରାଯାଇଥିବା ଅଭିଯୋଗ ଆଣିଛି ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ମିଳିତ ଆଦିବାସୀ ସଂଘ। ଏହାର ପ୍ରତିବାଦରେ ସୋମବାର ସଂଘର ଶତାଧିକ ମହିଳାପୁରୁଷ କାମାକ୍ଷାନଗର ଉପଜିଲାପାଳଙ୍କ…

ଆରମ୍ଭରୁ ଅଚଳ ଆଲୋକୀକରଣ

ଢେଙ୍କାନାଳ ଅଫିସ, ୪ ।୨ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସରେ ଫେଲ୍‌ ମାରିଛି ଉଜ୍ଜ୍ୱଳ ଆଲୋକୀକରଣ ବ୍ୟବସ୍ଥା। ୨୦୨୧ ମାର୍ଚ୍ଚ ୧୧ ଜାଗରଯାତ୍ରା ଅବସରରେ ୧୪ ବିଦ୍ୟୁତ୍‌ ଖୁଣ୍ଟରେ ଏଲ୍‌ଇଡି ଲାଇଟ୍‌ ଲଗାଯାଇଥିବାବେଳେ…

ରୋଗୀଙ୍କୁ ଛାଡ଼ି ପଳାଇଲେ

ଢେଙ୍କାନାଳ ଅଫିସ୍‌/ଭୁବନ(ଡି.ଏନ୍‌.ଏ.), ୩ା୧: ଗୁରୁତର ରୋଗୀଙ୍କୁ ନେଇ ଆସୁଥିବା ୧୦୮ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଅଟୋରିକ୍ସାକୁ ଧକ୍କା ଦେଲା। ପୋଲିସ କାର୍ଯ୍ୟାନୁଷ୍ଠାନ ଭୟରେ ଗାଡ଼ିରେ ଛଟପଟ ହେଉଥିବା ରୋଗୀଙ୍କୁ ଛାଡ଼ି ଫେରାର ହୋଇଗଲେ ଆମ୍ବୁଲାନ୍ସ ଚାଳକ ଏବଂ ତାଙ୍କ ସହଯୋଗୀ। ଏଭଳି…

ମନ୍ଦିର ସଫେଇ କଲେ ମୁସ୍‌ଲିମ୍‌ ଯୁବକ

ଢେଙ୍କାନାଳ ଅଫିସ, ୨।୧:  ସାମ୍ପ୍ରଦାୟିକ ବିଭେଦତାକୁ ନେଇ ଅଶାନ୍ତି ହେଉଛି ବିଶ୍ୱ। ଘଟୁଛି ହିଂସାକାଣ୍ଡ। ଅନେକ ସମୟରେ ପରିସ୍ଥିତି ଅଣାୟତ୍ତ ହୋଇପଡୁଛି। ହେଲେ ଏଭଳି ଅନେକ ସଙ୍ଗଠନ ମାନବିକତା, ଭାଇଚାରା, ସଦ୍‌ଭାବନା ସୃଷ୍ଟି କରି ସାଜୁଛନ୍ତି ଅନ୍ୟମାନଙ୍କ ପାଇଁ ଉଦାହରଣ। ଏହି କ୍ଷେତ୍ରରେ…

ସ୍ବଚ୍ଛତାରେ ଯୋଡ଼ିହେବେ ପୂଜା କମିଟି

ଢେଙ୍କାନାଳ ଅଫିସ, ୨।୧:  ଢେଙ୍କାନାଳ ସହରର ପୂଜା ପ୍ରତିଷ୍ଠାନଗୁଡ଼ିକୁ ସ୍ବଚ୍ଛତା କାର୍ଯ୍ୟକ୍ରମରେ ସାମିଲ କରାଯିବ। ସହର ସୌନ୍ଦର୍ଯ୍ୟକରଣରେ ସେମାନେ ପ୍ରମୁଖ ଭୂମିକା ଗ୍ରହଣ କରିବେ। ପୌରସଂସ୍ଥା ପକ୍ଷରୁ ଲକ୍ଷ୍ମୀବଜାର ଇନ୍ଦିରା ଗାନ୍ଧୀ ସୁପରମାର୍କେଟ୍‌ କମ୍ପ୍ଲେକ୍ସ ପ୍ରାଙ୍ଗଣରେ ଆୟୋଜିତ ‘ସଫେଇ ପେ ଚର୍ଚ୍ଚା’ କାର୍ଯ୍ୟକ୍ରମରେ…

୬ ପୋଲିସ ସମ୍ବର୍ଦ୍ଧିତ

ଢେଙ୍କାନାଳ ଅଫିସ,୨।୧: କଟକ ଜିଲା ଆଠଗଡ଼ ଷ୍ଟେଟ ବ୍ୟାଙ୍କ ଇଣ୍ଡିଆର କ୍ୟାଶ ଭ୍ୟାନ୍‌ରୁ ୨୦୨୧ ଅକ୍ଟୋବର ୧୧ରେ ୧ କୋଟି ୬ଲକ୍ଷ ଟଙ୍କା ଲୁଟ୍‌ ହୋଇଥିଲା। ଘଟଣାର ୪୫ ମିନିଟ୍‌ ମଧ୍ୟରେ ଢେଙ୍କାନାଳ ସଦର ଥାନା ଭୋଜଦେଇପୁର ଗ୍ରାମରୁ ଉକ୍ତ ଲୁଟ୍‌ ଟଙ୍କାକୁ…

୧୦ ବିଦେଶ ଫେରନ୍ତାଙ୍କ ପତ୍ତା ମିଳୁନି

ଢେଙ୍କାନାଳ ଅଫିସ, ୧।୧ ରାଜ୍ୟରେ କାୟା ବିସ୍ତାର କରୁଥିବା ଓମିକ୍ରନ୍‌ ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ରାଜ୍ୟ ସରକାର। ଭିଡ଼ ଏଡ଼ାଇବାକୁ ଜାନୁୟାରୀରେ କଟକଣା ଆହୁରି କଡ଼ାକଡ଼ି କରାଯାଇଛି। ହେଲେ ବିଦେଶାଗତଙ୍କୁ ନେଇ ଚିନ୍ତାରେ ପଡ଼ିଛି ଢେଙ୍କାନାଳ ଜିଲା ପ୍ରଶାସନ…

୭ ସ୍ମାର୍ଟ ରୋଡ୍‌ ପାଇଁ ୧୨କୋଟି

ଢେଙ୍କାନାଳ ଅଫିସ, ୧।୧ ସ୍ପେସିଫିକେଶନସ୍‌ ଫର୍‌ ଅର୍ବାନ ରୋଡ୍‌ ଏକ୍‌ଜିକ୍ୟୁଶନ (ଏସ୍‌ୟୁଆର୍‌ଇ) ଯୋଜନାରେ ଆନୁକୂଲ୍ୟରେ ଢେଙ୍କାନାଳ ପୌରାଞ୍ଚଳର ୬ ଓ୍ବାର୍ଡରେ ୭ ସ୍ମାର୍ଟ ରୋଡ୍‌ ନିର୍ମାଣ କରାଯିବ। ଏଥିରେ ୧୨ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିଲାଗି ପୌରସଂସ୍ଥା ପକ୍ଷରୁ ପ୍ରସ୍ତୁତି…

୮ କୋଭିଡ୍‌ ମୃତକଙ୍କ ପୂର୍ଣ୍ଣାଙ୍ଗ ଠିକଣା ମିଳୁନି

ଢେଙ୍କାନାଳ ଅଫିସ, ୧।୧ ଢେଙ୍କାନାଳ ଜିଲା ହିନ୍ଦୋଳ ତହସିଲ୍‌ ଅଞ୍ଚଳରେ କୋଭିଡ୍‌ ସଂକ୍ରମଣରେ ମୃତ୍ୟୁ ଘଟିଥିବା ୮ ଜଣଙ୍କ ପୂର୍ଣ୍ଣାଙ୍ଗ ଠିକଣା ମିଳୁନାହିଁ। ଫଳରେ ସମ୍ପୃକ୍ତ ମୃତକଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ରାଶି ବଣ୍ଟନ କରାଯାଇପାରୁନାହିଁ। ଅନ୍ୟପଟେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ…

‘ବିପ୍ଳବୀ ଗୋବିନ୍ଦ’ ଶୁଟିଂ ଆରମ୍ଭ

ଢେଙ୍କାନାଳ ଅଫିସ, ୩୧।୧୨ ବିଶିଷ୍ଟ ଗାନ୍ଧୀବାଦୀ ତଥା ସଂଗ୍ରାମୀ ଗୋବିନ୍ଦ ମିଶ୍ରଙ୍କ ଜୀବନୀକୁ ନେଇ ପ୍ରାମାଣିକ ଟେଲି ଚଳଚ୍ଚିତ୍ର ‘ବିପ୍ଳବୀ ଗୋବିନ୍ଦ’ର ଶୁଟିଂ ଆରମ୍ଭ ହୋଇଛି। ସଂଗ୍ରାମୀଙ୍କ କର୍ମଭୂମି ଚମ୍ପାପୁର, କଇଥା ସମେତ ଏହାର ଆଖପାଖ ଅଞ୍ଚଳରେ ଏହାର ଶୁଟିଂ ଚାଲିଛି।…

ଅବ୍ୟବସ୍ଥା ଦେଖି ଅସନ୍ତୁଷ୍ଟ

ଢେଙ୍କାନାଳ ଅଫିସ, ୩୧।୧୨ ସ୍ବାସ୍ଥ୍ୟ ଭିତ୍ତିଭୂମି ଏବଂ ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକାରିତା ପରଖିବାକୁ ଗୁରୁବାର ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ ଅଚାନକ ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ କଳିଙ୍ଗ ଚକ୍ଷୁ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥିତ…

୪୦ ଅଧ୍ୟାପକ ପଦବୀ ଖାଲି

ଢେଙ୍କାନାଳ ଅଫିସ, ୩୧।୧୨ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଅଧ୍ୟାପକ ମରୁଡ଼ି ଦେଖାଦେଇଛି। କଲେଜରେ ୬୦ ଅଧ୍ୟାପକ ପଦବୀ ମଧ୍ୟରୁ ୪୦ ଖାଲି ପଡ଼ିଛି। ୨୦ ଅଧ୍ୟାପିକା ଅଧ୍ୟାପକଙ୍କୁ ନେଇ ବଡ଼ କଷ୍ଟରେ ଶିକ୍ଷାଦାନ ଚାଲିଛି। ସେହିପରି ଏହି ପୁରାତନ ଐତିହ୍ୟସମ୍ପନ୍ନ କଲେଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri