ଢେଙ୍କାନାଳ

‘ଜାଗା ସମ୍ପର୍କ’ ଆୟୋଜନ କଲା ପୌରସଂସ୍ଥା

ଢେଙ୍କାନାଳ ଅଫିସ, ୨୧।୧ ଢେଙ୍କାନାଳ ପୌରାଞ୍ଚଳର ୧ନଂ. ଓ୍ବାର୍ଡ କାଠଗଡ଼ା ପର୍ବତିଆ ସାହିରେ ପୌର ସଂସ୍ଥା ପକ୍ଷରୁ ନିର୍ବାଚନ ଲାଗି ଜାରି କରାଯାଇଥିବା ଆଦର୍ଶ ଆଚରଣ ବିଧିର ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। ଗୁରୁବାର କାଠଗଡ଼ା ଅଞ୍ଚଳରେ ପୌରସଂସ୍ଥା ପକ୍ଷରୁ ‘ଜାଗା…

ଚତୁର୍ଥ ଦିନରେ ୧,୬୧୧ ନାମାଙ୍କନ

ଢେଙ୍କାନାଳ ଅଫିସ, ୨୧।୧ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରାର୍ଥତ୍ପତ୍ର ଦାଖଲର ୪ର୍ଥ ଦିନ ଗୁରୁବାର ଢେଙ୍କାନାଳ ଜିଲାର ୧,୬୧୧ ଆଶାୟୀ ନାମାଙ୍କନ ଦାଖଲ କରିଛନ୍ତି। ତନ୍ମଧ୍ୟରେ ୱାର୍ଡମେମ୍ବର ପଦବୀରେ ୧,୧୩୩, ସରପଞ୍ଚ ପଦବୀରେ ୨୨୪, ସମିତିସଭ୍ୟ ପଦବୀରେ ୨୩୬ ଏବଂ…

ଜରୁରୀ ହେଲେ କପିଳାସ ଆସିବ ଅସୁସ୍ଥ ହାତୀ

ଢେଙ୍କାନାଳ ଅଫିସ, ୧୯।୧ – ଢେଙ୍କାନାଳ ଜିଲା ମହାବିରୋଡ ରେଞ୍ଜ୍‌ ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖେସରା ଜଙ୍ଗଲରେ ଅସୁସ୍ଥ ହୋଇପଡ଼ିଥିବା ଆନୁମାନିକ ୬ବର୍ଷର ଏକ ମାଈ ହାତୀକୁ ରବିବାର ଟ୍ରାଙ୍କୁଲାଇଜ୍‌ କରି ବନ ବିଭାଗ ଚିକିତ୍ସା କରୁଛି। ଆବଶ୍ୟକ ପଡ଼ିଲେ…

ଢେଙ୍କାନାଳରେ ବ୍ୟାପିଲା ସଂକ୍ରମଣ

ଢେଙ୍କାନାଳ ଅଫିସ, ୧୯।୧ – ଢେଙ୍କାନାଳରେ କରୋନା ସଂକ୍ରମଣ ଗତି ତୀବ୍ର ହୋଇଛି। ସପ୍ତାହେ ଧରି ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଅଙ୍କରେ ସୀମିତ ରହୁଥିବାବେଳେ ଗତ ୨୪ ଘଣ୍ଟାରେ ୧୫୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ଦ୍ୱିଶତକ ମୁହାଁ ହୋଇଥିବାବେଳେ ସ୍ବାସ୍ଥ୍ୟ ବିଭାଗ…

ଭୋଟ୍‌କେନ୍ଦ୍ରରେ ସଂକ୍ରମିତଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ଢେଙ୍କାନାଳ ଅଫିସ, ୧୮।୧ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ହଲ୍‌ରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀ କୋଭିଡ୍‌ ସ୍ଥିତି ସମୀକ୍ଷା କରିଛନ୍ତି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ମତଦାନ କେନ୍ଦ୍ରରେ ସଂକ୍ରମିତଙ୍କ…

କାର୍ଯ୍ୟକ୍ଷମ ହେବ କଳାକୃତି ଗ୍ରାମ

ଢେଙ୍କାନାଳ ଅଫିସ,୧୮।୧ ଢେଙ୍କାନାଳ ସଦର ବ୍ଲକ ସପ୍ତଶଯ୍ୟା ପଞ୍ଚାୟତ ନବଜୀବନପୁରରେ ପରିତ୍ୟକ୍ତ ଅବସ୍ଥାରେ ଥିବା କଳାକୃତି ଗ୍ରାମ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ। ଦୀର୍ଘଦିନର ନୀରବତା ପରେ ଏଥିଲାଗି ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି। ସୋମବାର ଅପରାହ୍ନରେ ଜିଲାପାଳ ସରୋଜ କୁମାର ସେଠୀଙ୍କ…

ବର୍ଜ୍ୟବସ୍ତୁରୁ ବଗିଚା

କାମାକ୍ଷାନଗର, ୧୭।୧(ଡି.ଏନ୍‌.ଏ.) ଅଗଣାରେ ହସୁଛି ରଙ୍ଗବେରଙ୍ଗ ଫୁଲ। କେଉଁଠି ସେବତୀ, ଗେଣ୍ଡୁ, ସଦାବିହାରୀ ତ ଆଉ କେଉଁଠି ଡାଲିଆ, ବରବିନା, ଦାଇଁଥସ୍‌, ପେଟୁନିଆ, ଇମ୍ପ୍ରେସନ, ଜେର୍‌ବେରା, ଗାଜାନିଆ, ଭିନକା ଭଳି ବିଦେଶୀ ଫୁଲ। କେବଳ ଫୁଲଗଛ ନୁହେଁ, ଲଙ୍କା, ବାଇଗଣ, କଲରା,…

୫ କେଜି ସୁନା, ୧୧.୫୫ ଲକ୍ଷ ଟଙ୍କା ଜବତ

ରାସୋଳ, ୧୮।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାସୋଳ ବଜାର ନିକଟରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଡକାୟତି ଘଟଣାର ରହସ୍ୟ ଉନ୍ମୋଚିତ ହୋଇଛି। ଦୀର୍ଘ ୫ ଦିନର ତନାଘନା ପରେ ପୋଲିସ ଏଥିରେ ସମ୍ପୃକ୍ତ ୧୧ଜଣଙ୍କ ମଧ୍ୟରୁ ୯ ଅଭିଯୁକ୍ତଙ୍କୁ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି

ଢେଙ୍କାନାଳ ଅଫିସ,୧୭।୧: ଢେଙ୍କାନାଳ ସଦର ବ୍ଲକ ଚାଉଳିଆ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ହୋଇଥିବା ପ୍ରକଳ୍ପ କାର୍ଯ୍ୟରେ ମହାଦୁର୍ନୀତି କରାଯାଇଥିବା ଉଦୟଭାନୁ ଦାସ ଅଭିଯୋଗ ଆଣିଛନ୍ତି। ଏହାର ଉପଯୁକ୍ତ ତଦନ୍ତ କରିବା ସହିତ ଅଭିଯୁକ୍ତଙ୍କ…

ଟ୍ରାଙ୍କୁଲାଇଜ୍‌ କରି ଚିକିତ୍ସା

ପରଜଙ୍ଗ, ୧୭।୧(ଡି.ଏନ୍‌.ଏ.) ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ୍‌ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଆମ୍ବପଳାସ ବିଟ୍‌ ଅନ୍ତର୍ଗତ ଖେସରା ଜଙ୍ଗଲରେ ଅସୁସ୍ଥ ହୋଇ ବିଚରଣ କରୁଥିବା ଏକ ମାଈ ହାତୀକୁ ରବିବାର ଟ୍ରାଙ୍କୁଲାଇଜ୍‌ କରି ଚିକିତ୍ସା କରାଯାଇଛି। କପିଳାସର ଡାକ୍ତର ଅସିତ୍‌…

ଜାହାଜ ଚଳାଚଳ ପାଇଁ ଉଚ୍ଚ ହେବ ବ୍ରାହ୍ମଣୀ ସେତୁ

ଢେଙ୍କାନାଳ ଅଫିସ,୧୭।୧: ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀରେ ହେବ ରାଷ୍ଟ୍ରୀୟ ଜଳମାର୍ଗ। ଶିଳ୍ପାୟନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଏହି ନଦୀରେ ଚଳାଚଳ କରିବ ପଣ୍ୟବାହୀ ଜାହାଜ। ଅନୁଗୋଳ-ଢେଙ୍କାନାଳ-ଯାଜପୁର ଭଳି ଶିଳ୍ପସମୃଦ୍ଧ ଜିଲାରୁ )ସାମଗ୍ରୀ ପରିବହନ ସୁବିଧାରେ କରିହେବ। କୃଷି,…

ଆସିଛନ୍ତି ୫,୨୨୮ ଅତିଥି ପକ୍ଷୀ

ଢେଙ୍କାନାଳ ଅଫିସ, ୧୬।୧: ଢେଙ୍କାନାଳରେ ପକ୍ଷୀଗଣନା ଶେଷ ହୋଇଛି। ୨୦୨୨ରେ ଜିଲାକୁ ଦେଶବିଦେଶରୁ ୫,୨୨୮ ପ୍ରବାସୀ ପକ୍ଷୀଙ୍କ ସମାଗମ ହୋଇଛି। ପରଜଙ୍ଗ ବ୍ଲକର ଦଦରାଘାଟି ଜଳଭଣ୍ଡାର, ବ୍ରାହ୍ମଣୀ ନଦୀକୂଳ, ସଦର ବ୍ଲକ ବଡ଼ ନାଗେନା ଅଞ୍ଚଳକୁ ଅଧିକ ସଂଖ୍ୟାରେ ବ୍ରାହ୍ମିନୀ ଡକ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?