ଢେଙ୍କାନାଳ

‘ବିକାଶରେ ସାମିଲ ହୁଅ’

ଢେଙ୍କାନାଳ ଅଫିସ,୧୫ା୧ ଓଡ଼ିଶା କ୍ରୀଡ଼ା ଓ ଯୁବ ବିକାଶ ପରିଷଦ ଢେଙ୍କାନାଳ ଶାଖା ପକ୍ଷରୁ ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି। ସୌମ୍ୟବ୍ରତ ସାହୁଙ୍କ ଆବାହକତ୍ୱରେ ଅନୁଷ୍ଠିତ ବୈଠକରେ ସାମାଜିକ କର୍ମୀ ବିରଞ୍ଚତ୍ ନାରାୟଣ ସେଠ୍‌…

ଗିରଫଦାରି ଚିତ୍ର ଅସ୍ପଷ୍ଟ

ଢେଙ୍କାନାଳ ଅଫିସ୍‌/ ରାସୋଳ(ଡି.ଏନ୍‌.ଏ.), ୧୫ା୧ ଢେଙ୍କାନାଳ ଜିଲା ରାସୋଳସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଡକାୟତି ଘଟଣାକୁ ଶୁକ୍ରବାର ୩ଦିନ ବିତିଥିବାବେଳେ ଗିରଫଦାରି ସମ୍ପର୍କରେ ପୋଲିସ ସ୍ପଷ୍ଟ ସୂଚନା ଦେଉନାହିଁ। ଏହି ଘଟଣାର ୨ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରାଯାଉଛି।…

ଆରମ୍ଭ ହେଲାଣି ଅଙ୍କକଷା

ଢେଙ୍କାନାଳ ଅଫିସ, ୧୫ା୧ ପଞ୍ଚାୟତ ନିର୍ବାଚନ ପାଇଁ ସରଗରମ ହୋଇଉଠିଛି ଢେଙ୍କାନାଳ। ରାଜ୍ୟ ରାଜନୀତିର ଅନ୍ୟତମ ପାଓ୍ବାର କରିଡର କୁହାଯାଉଥିବା ଏହି ଶିଳ୍ପ ଜିଲାରେ ଗତ ପଞ୍ଚାୟତ ନିର୍ବାଚନରେ ଜିଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ବିଜେଡି-ଭାଜପା ମଧ୍ୟରେ ହୋଇଥିଲା ତୁମୁଳ…

୩୫୦ ଶଯ୍ୟାର କୋଭିଡ୍‌ କେୟାର ସେଣ୍ଟର

ଢେଙ୍କାନାଳ ଅଫିସ,୧୪।୧ ଢେଙ୍କାନାଳ ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ମେରାମଣ୍ଡଳୀ ପକ୍ଷରୁ କୋଭିଡ୍‌-୧୯ର ମୁକାବିଲା ପାଇଁ ତ୍ୱରିତ ପଦକ୍ଷେପ ସ୍ବରୂପ କାରଖାନା ପରିସରରେ ୩୫୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟର ପ୍ରସ୍ତୁତ କରାଯାଇଛି। ସ୍ବତନ୍ତ୍ର କୋଭିଡ୍‌ ପାରାମେଡିକ୍ସ, ସଫେଇ କର୍ମଚାରୀ, ଡାକ୍ତର ଏବଂ…

ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ

ଢେଙ୍କାନାଳ ଅଫିସ/ରାସୋଳ (ଡି.ଏନ୍‌.ଏ.),୧୪।୧ ଢେଙ୍କାନାଳ ଜିଲା ରାସୋଳସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଡକାୟତି ଘଟଣାରେ ଗୁରୁବାର ଆରମ୍ଭ ହୋଇଛି ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ। ଥାନାଧିକାରୀ ବିଜୟ କୁମାର ହାଇବ୍ରୁଙ୍କ ନେତୃତ୍ୱରେ ପୋଲିସ କର୍ମଚାରୀ ଏଥିରେ ସହାୟତା କରିଥିଲେ। ସାଇଣ୍ଟିଫିକ୍‌ ଟିମ୍‌ ଦିନତମାମ…

ଜନତା ବିନା ଜାନୁୟାରୀ ୨୬

ଢେଙ୍କାନାଳ ଅଫିସ, ୧୩।୧: ଢେଙ୍କାନାଳ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ (ଜାନୁୟାରୀ ୨୬) ବିନା ଜନତାରେ ପାଳନ ହେବ। ପରେଡ୍‌ରେ କେବଳ ପୋଲିସ ବାହିନୀ, ଓଏସ୍‌ଏପି ପ୍ରଥମ ବାଟାଲିୟନ ଏବଂ ପୋଲିସ ବ୍ୟାଣ୍ଡ ଦଳ ସାମିଲ ହେବେ। ଏହି ଉପଲକ୍ଷେ ଛାତ୍ରୀଛାତ୍ରଙ୍କୁ ନେଇ…

ବ୍ୟାଙ୍କ ଲକରରୁ ଲୁଟିନେଲେ କୋଟିଏ ଟଙ୍କାର ସୁନାଗହଣା

ରାସୋଳ,୧୨ା୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାସୋଳ ବଜାର ନିକଟରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ମଙ୍ଗଳବାର ଅପରାହ୍ନରେ ସଶସ୍ତ୍ର ଡକାୟତି ହୋଇଛି। ୪ଜଣ ଦୁର୍ବୃତ୍ତ ବ୍ୟାଙ୍କ ଲକରରୁ ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ସମେତ ୧୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା…

ଢେଙ୍କାନାଳରେ ୪ ପର୍ଯ୍ୟାୟରେ ଭୋଟ

ଢେଙ୍କାନାଳ ଅଫିସ, ୧୨।୧ – ଢେଙ୍କାନାଳ ଜିଲାରେ ୪ ପର୍ଯ୍ୟାୟରେ ଫେବୃୟାରୀ ୧୬, ୧୮, ୨୦, ୨୨ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ହିନ୍ଦୋଳ ଏବଂ ଗଁଦିଆ ବ୍ଲକରେ ୧୬, ସଦର ଏବଂ ଓଡ଼ାପଡ଼ା ବ୍ଲକରେ ୧୮, ପରଜଙ୍ଗ ଏବଂ…

ମାସେ ଚାଲିଲାନି ମାର୍କେଟ ୟାର୍ଡ

ଢେଙ୍କାନାଳ ଅଫିସ, ୧୧।୧ଚାଷୀ ନିଜର ଉତ୍ପାଦିତ ସବୁଜ ପରିବା ଉଚିତ ମୂଲ୍ୟରେ ବିକିପାରିବେ। ଗୋଦାମ ଘରେ ସୁବିଧାରେ ରଖାଯାଇପାରିବ ଉତ୍ପାଦିତ ଚାଉଳ। ଏଭଳି ମହତ୍‌ ଉଦ୍ଦେଶ୍ୟ ନେଇ ଢେଙ୍କାନାଳ ଆଞ୍ଚଳିକ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱ…

ସୀମା ମୁକୁଳା, ଶିକାରୀ ସକ୍ରିୟ

ଢେଙ୍କାନାଳ ଅଫିସ, ୧୦।୧: ମୁକୁଳା ପଡ଼ିଛି ବିସ୍ତୀର୍ଣ୍ଣ ଜଙ୍ଗଲ ସୀମା। କୋର୍‌ ଏରିଆ ଉପରେ ନଜର ରଖିବାକୁ ନାହାନ୍ତି ଆବଶ୍ୟକ କର୍ମଚାରୀ। ଗୋଟିଏ ପଟେ ଚଢ଼ାଉ କରିବା ବେଳକୁ ଅପରପାର୍ଶ୍ୱରେ ଖସି ପଳାଉଛନ୍ତି ଶିକାରୀ। ସଂରକ୍ଷିତ ଜଙ୍ଗଲରେ ଅବାଧ ଶିକାର ହାତୀ…

ମହିଳାଙ୍କ ପାଇଁ ୨୯ ସରପଞ୍ଚ ପଦବୀ

ଢେଙ୍କାନାଳ ଅଫିସ,୧୦।୧: ଢେଙ୍କାନାଳ ଜିଲାର ଗଁଦିଆ ବ୍ଲକର ୨୯ ପଞ୍ଚାୟତ ମଧ୍ୟରୁ ୧୫ ଏବଂ ଓଡ଼ାପଡ଼ା ବ୍ଲକର ୨୮ ପଞ୍ଚାୟତ ମଧ୍ୟରୁ ୧୪ଟି ସରପଞ୍ଚ ପଦବୀ ବିଭିନ୍ନ ବର୍ଗର ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି। ଫଳରେ ଉଭୟ ବ୍ଲକର ୨୯ ପଞ୍ଚାୟତର…

ଜାଲ୍‌ କରି ନେଇଗଲେ ୧୪.୩୨ ଲକ୍ଷର ମେଟାଲ

ଢେଙ୍କାନାଳ ଅଫିସ, ୧୦।୧: ଆପ୍‌ ମାଧ୍ୟମରେ ନକଲି କାଗଜପତ୍ର ପ୍ରସ୍ତୁତ କରି ନେଇଗଲେ ୩୦.୦୫ ମେଟ୍ରିକ ଟନ୍‌ର ମୂଲ୍ୟବାନ ବିଲେଟ୍‌ ମେଟାଲ। ଏଭଳି ଏକ ଠକେଇ ମାମଲାରେ ଢେଙ୍କାନାଳ ପୋଲିସ ୨ ଜଣଙ୍କୁ ଗିରଫ କରିବା ସହିତ ଟ୍ରକ୍‌ (ନଂ. ଓଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?