ଢେଙ୍କାନାଳ

ଓ୍ବାର୍ଡମେମ୍ବରଙ୍କ ସ୍ବାମୀଙ୍କୁ ଗାଁଦାଣ୍ଡରେ ହତ୍ୟା

ଢେଙ୍କାନାଳ ଅଫିସ, ୯।୧: ଢେଙ୍କାନାଳ ସଦର ଥାନା ନମିଚିରା ଗ୍ରାମ ମଣ୍ଡପରେ ଶନିବାର ସନ୍ଧ୍ୟା ପ୍ରାୟ ୬ଟାରେ ଘଟିଛି ଲୋମଟାଙ୍କୁରା ହତ୍ୟାକାଣ୍ଡ। କଙ୍କଡ଼ାହାଡ଼ ପଞ୍ଚାୟତ ୪ନଂ. ୱାର୍ଡସଭ୍ୟ ଲିଲି ବେହେରାଙ୍କ ସ୍ବାମୀ ବିଜୟ ବେହେରା ଓରଫ୍‌ ବିଜୁ (୪୭)ଙ୍କୁ ଦୁର୍ବୃତ୍ତମାନେ ଗାଁଦାଣ୍ଡରେ…

କେପିଙ୍କୁ କରୋନା

ଢେଙ୍କାନାଳ ଅଫିସ, ୯।୧: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଢେଙ୍କାନାଳ ରାଜା କାମାକ୍ଷା ପ୍ରସାଦ ସିଂହଦେଓ (କେପି), ରାଣୀ ସାବିତ୍ରୀ ଦେବୀ ଏବଂ ଯୁବରାଜ ଅମରଜ୍ୟୋତି ସିଂହଦେଓ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର କେପି ଏବଂ ସାବିତ୍ରୀ ଦେବୀ ଦିଲ୍ଲୀରୁ ଫେରିଥିଲେ। ଆଣ୍ଟିଜେନ୍‌…

ମହିଳାଙ୍କ ଲାଗି ଅଧ୍ୟକ୍ଷ ସମେତ ୧୪ ଆସନ

ଢେଙ୍କାନାଳ ଅଫିସ୍‌, ୯।୧: ଆପତ୍ତି ଅଭିଯୋଗ ଶୁଣାଣି ପରେ ଢେଙ୍କାନାଳ ଜିଲା ଜିଲା ପରିଷଦ ଆସନ ପାଇଁ ପ୍ରକାଶ ପାଇଛି ଚୂଡ଼ାନ୍ତ ସଂରକ୍ଷଣ ତାଲିକା। ଅଧ୍ୟକ୍ଷ ପଦବୀ ମହିଳା ବର୍ଗ ଲାଗି ସଂରକ୍ଷିତ ରଖାଯାଇଛି। ଜିଲାର ମୋଟ ୨୭ ଆସନ ମଧ୍ୟରୁ…

ଜିଲା ଛାତ୍ର କଂଗ୍ରେସ କମିଟି ଘୋଷଣା

ଢେଙ୍କାନାଳ ଅଫିସ, ୮।୧ ଢେଙ୍କାନାଳ ଛାତ୍ର କଂଗ୍ରେସର ଜିଲା କମିଟି ଘୋଷଣା କରାଯାଇଛି। ଉପସଭାପତି ଭାବେ ଦୁର୍ଗାଦତ୍ତ ମିଶ୍ର, ସିଦ୍ଧାନ୍ତ ମିଶ୍ର, ଶାରଦା ମହାନ୍ତି, ଶୁଭଲକ୍ଷ୍ମୀ ରାଉତ, ଇନ୍ଦ୍ରଜିତ୍‌ ସିଂ, ନୀତୀଶ ବେହେରା, ଅଜିତ୍‌ ସାହୁ, ସାଧାରଣ ସମ୍ପାଦକ ଭାବେ ଡୋନେଶ…

ଛେଳିଆବେଡ଼ା ଚାମ୍ପିୟନ

ଢେଙ୍କାନାଳ ଅଫିସ, ୮।୧ ଢେଙ୍କାନାଳ ଜିଲା କଣ୍ଟାବଣିଆରେ ଚାଲିଥିବା କଣ୍ଟାବଣିଆ କ୍ରିକେଟ୍‌ କପ୍‌ ଟୁର୍ନାମେଣ୍ଟ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ୍‌ ମ୍ୟାଚ୍‌ରେ କଂଟାବଣିଆ ୱାନ ଷ୍ଟାର କ୍ରିକେଟ କ୍ଲବକୁ ୧୦ ଉଇକେଟରେ ହରାଇ ଅନୁଗୋଳ ଛେଳିଆବେଡା କ୍ରିକେଟ କ୍ଲବ ଚାମ୍ପିୟନ ହୋଇଛି।…

ବାଲିବୋରେ ମଣ୍ଡି ଆରମ୍ଭ

ଭୁବନ, ୮।୧(ଡି.ଏନ୍‌.ଏ.) ଭୁବନ ବ୍ଲକ ବାଲିବୋରେ ଶୁକ୍ରବାରଠାରୁ ଖରିଫ୍‌ ଧାନ ମଣ୍ଡି ଆରମ୍ଭ ହୋଇଛି। ସିଡିପିଓ ଦାୟିତ୍ୱରେ ଥିବା ସୁପରଭାଇଜର ନିର୍ମଳ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ମଣ୍ଡିରେ ଧାନ ବିକ୍ରି କରିବାକୁ ୫୪୭ ଚାଷୀ…

ବିପଦରେ ବିଦେଶୀ ବିହଙ୍ଗ

ଢେଙ୍କାନାଳ ଅଫିସ, ୬।୧: ପ୍ରବାସୀ ପକ୍ଷୀଙ୍କ କଳରବରେ ମୁଖରିତ ହୋଇଉଠିଛି ନଦୀପଠା, ଜଳାଶୟ। ଆର୍ଦ୍ରଭୂମି ଅଞ୍ଚଳରେ ଦଳଦଳ ହୋଇ ବିଚରଣ କରୁଛନ୍ତି ବିଦେଶୀ ବିହଙ୍ଗ। ଏହାର ସୁଯୋଗରେ ସକ୍ରିୟ ହୋଇଉଠିଛନ୍ତି ମାଂସଲୋଭୀ ଶିକାରୀ। ଖାଦ୍ୟଶସ୍ୟରେ ବିଷଦେଇ ସେମାନେ କରୁଛନ୍ତି ପକ୍ଷୀ ଶିକାର।…

ଘୋଡ଼ାଡିଆଁ ସେତୁ ଭୂମିପୂଜନ

ପରଜଙ୍ଗ, ୬।୧(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ଘୋଡ଼ାଡିଆଁ ନାଳ ଉପରେ ବହୁ ପ୍ରତୀକ୍ଷିତ ସେତୁ ନିର୍ମାଣ ପାଇଁ ବୁଧବାର ଭୂମିପୂଜନ ହୋଇଛି। ବିଧାୟକ ଡା. ନୃସିଂହ ଚରଣ ସାହୁ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ବିଜୁ ସେତୁ ଯୋଜନାରେ ଏହି…

୩୨ ସ୍ଥାନରେ ୧୪୪ ଧାରା

ଢେଙ୍କାନାଳ ଅଫିସ, ୬।୧: ରାଜ୍ୟରେ କରୋନା ଏବଂ ଓମିକ୍ରନ୍‌ ସଂକ୍ରମଣ ବଢ଼ିବା ପରେ ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ୩୨ ପ୍ରମୁଖ ଦେବାଳୟ ଏବଂ ପର୍ଯ୍ୟଟନସ୍ଥଳୀରେ ୧୪୪ ଧାରା ଜାରି କରାଯାଇଛି। ଜାନୁୟାରୀ ୩୧ ଯାଏ ଏହା ବଳବତ୍ତର ରହିବ। ପ୍ରସିଦ୍ଧ…

ବ୍ୟାଘ୍ର କରିଡରରେ ଯୋଡ଼ିହେଲା ନନ୍ଦିନିଆ

ଢେଙ୍କାନାଳ ଅଫିସ, ୫।୧: ସାତକୋଶିଆ ବ୍ୟାଘ୍ର କରିଡ଼ରରେ ଯୋଡ଼ିହୋଇଛି ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ଅନ୍ତର୍ଗତ ନନ୍ଦିନିଆ ସଂରକ୍ଷିତ ଜଙ୍ଗଲ। ଜିଲାର କନ୍ଧରା ଏବଂ ନନ୍ଦିନିଆ ରିଜର୍ଭ ଫରେଷ୍ଟକୁ ଏଥିରେ ସାମିଲ କରାଯିବାକୁ ପ୍ରସ୍ତାବ ଦିଆଯାଇଥିଲା। ତେବେ ନନ୍ଦିନିଆକୁ ସବୁଜ ସଙ୍କେତ…

ଚିଠା ସଂରକ୍ଷଣ ତାଲିକାକୁ ବିରୋଧ

କାମାକ୍ଷାନଗର, ୪ ।୨(ଡି.ଏନ୍‌.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରକାଶିତ ଚିଠା ସଂରକ୍ଷଣ ତାଲିକାରେ ପକ୍ଷପାତିତା କରାଯାଇଥିବା ଅଭିଯୋଗ ଆଣିଛି ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ମିଳିତ ଆଦିବାସୀ ସଂଘ। ଏହାର ପ୍ରତିବାଦରେ ସୋମବାର ସଂଘର ଶତାଧିକ ମହିଳାପୁରୁଷ କାମାକ୍ଷାନଗର ଉପଜିଲାପାଳଙ୍କ…

ଆରମ୍ଭରୁ ଅଚଳ ଆଲୋକୀକରଣ

ଢେଙ୍କାନାଳ ଅଫିସ, ୪ ।୨ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସରେ ଫେଲ୍‌ ମାରିଛି ଉଜ୍ଜ୍ୱଳ ଆଲୋକୀକରଣ ବ୍ୟବସ୍ଥା। ୨୦୨୧ ମାର୍ଚ୍ଚ ୧୧ ଜାଗରଯାତ୍ରା ଅବସରରେ ୧୪ ବିଦ୍ୟୁତ୍‌ ଖୁଣ୍ଟରେ ଏଲ୍‌ଇଡି ଲାଇଟ୍‌ ଲଗାଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?