ଢେଙ୍କାନାଳ

ବୋମାମାଡ଼ରେ ଭାଙ୍ଗିଲା ଘରର କବାଟ-ଝରକା, ଜଣେ ଗୁରୁତର

ଢେଙ୍କାନାଳ,୮ା୮(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ତରଭା ଫାଣ୍ଡି ନୂଆଗାଁରେ ଗୁରୁବାର ବିଳମ୍ବିତ ରାତିରେ ଗ୍ରାମର ବିଜୟ ନାୟକ (୪୭)ଙ୍କ ଘର ଉପରେ ବୋମାମାଡ଼ ହୋଇଛି। ବୋମାମାଡ଼ରେ ବିଜୟଙ୍କ ଘର କବାଟ ଓ ଝରକା ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ବୋମାମାଡ଼…

କାମାକ୍ଷାନଗରରେ ଭୟଙ୍କର ବସ୍‌ ଦୁର୍ଘଟଣା: ୨୦ରୁ ଅଧିକ ଯାତ୍ରୀ ଗୁରୁତର

ଢେଙ୍କାନାଳ,୮।୮: ଢେଙ୍କାନାଳ ଜିଲାର ତୁମୁସିଂହା ଥାନା ଅନ୍ତର୍ଗତ କନ୍ତିଓକାଟେଣି ନିକଟରେ ରେଙ୍ଗାଲି ଶାଖା କେନାଲରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିବା ଫଳରେ ୨୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଏହି ଘରୋଇ ବସ୍‌ଟି ପରଜଙ୍ଗ ଅଞ୍ଚଳରୁ ୫୦ରୁ ଅଧିକ…

ପୁଣି ହାତୀ ଉପଦ୍ରବ, ଆକ୍ରମଣରେ ଗଲା ୨ ଜୀବନ ଜଣେ ଗୁରୁତର

ହିନ୍ଦୋଳ,୩୧।୭: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ବାଘ ଧରିଆ ଗ୍ରାମରେ ଗୁରୁବାର ଭୋର ଦନ୍ତା ହାତୀ ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ହୋଇଥବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଜଣେ ପୁରୁଷ ଅଛନ୍ତି।…

ଜମି ଦେବାକୁ କହି ମନ୍ତ୍ରୀଙ୍କଠାରୁ ଠକିନେଲେ ୨୫ ଲକ୍ଷ ଟଙ୍କା: ଥାନାର ଦ୍ୱାରସ୍ଥ

ଢେଙ୍କାନାଳ,୨୯ା୭(ରତନ ନାୟାର):ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଜମି ଦେବାକୁ କହି ୨୫ଲକ୍ଷ ଟଙ୍କା ଠକେଇ କରାଯିବା ଘଟଣା ଢେଙ୍କାନାଳ ସହରରେ ଚର୍ଚ୍ଚାର ବିଷୟ ହୋଇଛି। ଏ ସଂକ୍ରାନ୍ତରେ ଗତ ୨୬…

ଭୁଜାଲି ଦେଖାଇ PEOଙ୍କଠାରୁ ୨ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କାମାକ୍ଷାନଗର,୨୩।୭(ସୁଧୀର କୁମାର ପରିଡ଼ା):ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଭଏରପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ସତ୍ୟନାରାୟଣ ପ୍ରଧାନଙ୍କୁ ଆକ୍ରମଣ କରି ୧ ଲକ୍ଷ ୯୦ ହଜାର ଟଙ୍କା ଲୁଟ୍‌ କରିଛନ୍ତି ୨ଦୁର୍ବୃତ୍ତ। ଭତ୍ତା ଦେଇ ପଲିସାନ୍ତରାପୁର ଗାଁରୁ ଫେରିବା ବାଟରେ ଆକ୍ରମଣ କରି…

ଢେଙ୍କାନାଳରେ ମଦ ନେଲା ୨ ଜୀବନ

ଢେଙ୍କାନାଳ,୧୨ା୭(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାସୋଳ ଥାନା ବମ୍ପା ଗ୍ରାମରେ ମଦ ପିଇ ଗତ ୨୪ଘଣ୍ଟା ମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ମନ୍ମଥ ସାମଲ ଓ ପ୍ରଫୁଲ…

ପାଣି ପମ୍ପ ଲଗାଉଥିବା ବେଳେ ବିଦ୍ୟୁତ ଆଘାତରେ ଜଣେ ମୃତ

ପରଜଙ୍ଗ,୨୪।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କୁଆଳୁ ପଞ୍ଚାୟତ ପରମହଂସ ପୁର ଗ୍ରାମରେ ବିଦ୍ୟୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ମୁତାବକ ଗ୍ରାମର ପିକୁନୁ ସାହୁ(୩୩) ମଙ୍ଗଳବାର ସକାଳ ୮ ଟା ବେଳେ ନିଜ ବାଡ଼ିରେ ଥିବା…

ମାଡ଼ି ଆସୁଛି କି ଭୟଙ୍କର ବିପଦ! ଭାଙ୍ଗିଲା ମହିମା ଗାଦିର ଦଧିନଉତି,ରାତି ଅଧରେ ଶୁଭିଲା…

ଢେଙ୍କାନାଳ,୨୩।୬(ରତନ ନାୟାର): ଢେଙ୍କାନାଳ ଜିଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମରପୀଠ ମହିମାଗାଦି ଯୋରନ୍ଦାରେ ରବିବାର ବିଳମ୍ବିତ ରାତିରେ ଭାଙ୍ଗିଯାଇଛି। ବଜ୍ରପାତରେ ଗାଦି ମନ୍ଦିର ପୂର୍ବ ମୁଖଶାଳା ଦଧିନଉତି ସମ୍ପୂର୍ଣ୍ଣ ଭାଙ୍ଗିଛି। ସୋମବାର ସକାଳେ ଘଟଣା ସମ୍ପର୍କରେ ଜାଣିବା ପରେ ମହିମା ସନ୍ନ୍ୟାସୀ…

ବିବାହ ଭୋଜି ଖାଇ ଫେରୁଥିବାବେଳେ ବୃଦ୍ଧଙ୍କୁ ଚାପିଦେଲା ଅଜଣାଗାଡ଼ି

ପରଜଙ୍ଗ,୨୩ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୫୩ ନଂ ଜାତୀୟ ରାଜପଥର ବରିହାପୁରସ୍ଥିତ ନିୟୁ ବିଶାଳ ଢାବା ସମ୍ମୁଖ ସର୍ଭିସ ରୋଡ୍‌ରେ ରବିବାର ରାତି ୯ଟାରେ ଏକ ଅଜଣା ଗାଡ଼ିଧକ୍କାରେ ବାରିହାପୁର ଗ୍ରାମର ଗୁରୁଚରଣ ବିଶ୍ୱାଳ (୭୫)ଙ୍କର ମୃତ୍ୟୁ ହୋଇଛି।…

ସ୍ବାମୀଙ୍କ ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା

ପରଜଙ୍ଗ,୧୩ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି କୁମୁସି ପଞ୍ଚାୟତ ଅଁଳାକଟା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ସ୍ବାମୀଙ୍କ ଅନ୍ୟତ୍ର ସମ୍ପର୍କକୁ ନେଇ ସ୍ତ୍ରୀ ବାରଣ କରିବାରୁ ଯେଉଁ ହାତରେ ସିନ୍ଦୂର ଦେଇଥିଲେ ସେହି ହାତରେ ସ୍ତ୍ରୀଙ୍କ ଜୀବନ…

୭ ମାସର ଶିଶୁକନ୍ୟାକୁ କଚାଡି ମାରିଦେଲେ ପିଶାଚ ବାପା: ଅଭିଯୁକ୍ତଙ୍କୁ ଛେଚିଲେ ଗ୍ରାମବାସୀ

ପରଜଙ୍ଗ,୩।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କଣ୍ଟାପାଳ ୪ନଂ କଲୋନୀ ଅନ୍ତର୍ଗତ ନୋଟାରୀପଶିରେ ବିଭତ୍ସ ହତ୍ୟା। ୭ ମାସର ଶିଶୁ କନ୍ୟାକୁ କଚାଡି ମାରିଲା ପିଶାଚ ବାପା। ପାରିବାରିକ କଳହରୁ ଶିଶୁ କନ୍ୟାକୁ ହତ୍ୟା କରିଛି ଅଭିଯୁକ୍ତ ବାପା ସଞ୍ଜୟ…

ଜମିବାଡ଼ି ବିବାଦର ସମାଧାନ ପାଇଁ ଲାଞ୍ଚ ନେବା ବେଳେ ଧରାପଡ଼ିଲେ RI

ଢେଙ୍କାନାଳ,୨୮ା୫(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ତହସିଲ ରାସୋଳ ଥାନା ଗଣ୍ଡାନାଳୀ ରାଜସ୍ବ ସର୍କଲର ରାଜସ୍ବ ନିରୀକ୍ଷକ(RI) ଶଶିଭୂଷଣ ବେହେରା ବୁଧବାର ସକାଳେ ନିଜ କାର୍ଯ୍ୟାଳୟରେ ୪ଟି ମ୍ୟୁଟେଶନ କେସ୍‌ ପାଇଁ ୬୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?