ଢେଙ୍କାନାଳ

ଚମକିବ ରାମଚଣ୍ଡୀ ପୀଠ

ଢେଙ୍କାନାଳ ଅଫିସ, ୧୧।୧୧: ଢେଙ୍କାନାଳ ଜିଲାର ଐତିହ୍ୟସମ୍ପନ୍ନ ପୀଠ ଏବଂ ଡ୍ୟାମ୍‌ଗୁଡ଼ିକର ବିକାଶ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଅଣ୍ଟା ଭିଡ଼ିଛି ପର୍ଯ୍ୟଟନ ବିଭାଗ। ଏହି ପରିପ୍ରେକ୍ଷୀରେ ପ୍ରସିଦ୍ଧ ଶକ୍ତିକ୍ଷେତ୍ର ନାଧରା ରାମଚଣ୍ଡୀ ପୀଠ ଏବଂ ଦଦରାଘାଟି ଡ୍ୟାମର ଉନ୍ନତୀକରଣ ଲାଗି ଯୋଜନା ପ୍ରସ୍ତୁତ…

ଅନିଶ୍ଚିତତାରେ ଗ୍ରାମ୍ୟ ପର୍ଯ୍ୟଟନ

ଢେଙ୍କାନାଳ ଅଫିସ, ୧୧।୧୧: ପରିବେଶ ପର୍ଯ୍ୟଟନକୁ ନେଇ ଦେଶ ତଥା ଦେଶ ବାହାରେ ସୁନାମ ଅର୍ଜିଛି ଢେଙ୍କାନାଳ ଜିଲା। ସବୁଜିମା ବଳୟ ଘେରା କପିଳାସ ହେଉ କି ସପ୍ତଶଯ୍ୟା ସର୍ବଦା ପର୍ଯ୍ୟଟକଙ୍କୁ ଆକର୍ଷିତ କରିଆସିଛି। ଏହାକୁ ରୁରାଲ ଟୁରିଜମ୍‌ରେ ଅନ୍ତର୍ଭୁକ୍ତ କରି…

ବ୍ରାହ୍ମଣୀ କୂଳରେ ମେଗା ଜଳଯୋଗାଣ ପ୍ରକଳ୍ପ

ଭୁବନ, ୮।୧୧(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ଭୁବନ ବ୍ଲକ ମାର୍ଥାପୁର ପଞ୍ଚାୟତ ଓଢ଼ଣା ମାଳପୁରା ଗ୍ରାମ ନିକଟରେ ବ୍ରାହ୍ମଣୀ ନଦୀ କୂଳରେ ହେବ ମେଗା ପାନୀୟ ଜଳଯୋଗାଣ ପ୍ରକଳ୍ପ। ଗୁରୁବାର ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଏହାର ଭୂମିପୂଜା କରିଛନ୍ତି। ଏହି ବହୁ ପ୍ରତୀକ୍ଷିତ…

କୂଅରୁ ମିଳିଲା ପୀତବାସଙ୍କ ମୃତଦେହ

ଢେଙ୍କାନାଳ ଅଫିସ, ୮।୧୧: ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ବୋରାପଦା ଖମାର ଗ୍ରାମର ନିଖୋଜ ବ୍ୟବସାୟୀ ପୀତବାସ ଦାସ (୪୮)ଙ୍କ କ୍ଷତବିକ୍ଷତ ମୃତଦେହ ଘରଠାରୁ ଅନତି ଦୂରରେ ଥିବା ଏକ ପରିତ୍ୟକ୍ତ କୂଅରୁ ରବିବାର ମିଳିଛି। ପୂର୍ବଶତ୍ରୁତାକୁ କେନ୍ଦ୍ରକରି ତାଙ୍କୁ…

ଘରୁ ବାହାରି ଯାଇ ଆଉ ଫେରି ନ ଥିଲେ , ୪ ଦିନ ପରେ ମିଳିଲା ମୃତଦେହ

ଢେଙ୍କାନାଳ ଅଫିସ, ୭।୧୧: ଦୀର୍ଘ ଚାରିଦିନ ପରେ ଶେଷରେ ବୋରାପଦା ସ୍ଥିତ ସରକାରୀ ଆଇଟିଆଇ ପଛପଟ ଏକ ପରିତ୍ୟକ୍ତ କୂଅରୁ ନିଖୋଜ ବ୍ୟବସାୟୀ ପୀତବାସ ଦାସଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ଖବର ପାଇବା ପରେ ସଦର ଥାନା ଅଧିକାରୀ…

‘ସରକାରୀ ଜମିକୁ ସୁରକ୍ଷା ଦିଅ’

ଢେଙ୍କାନାଳ ଅଫିସ, ୭।୧୧: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ଅପରାହ୍ନରେ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। କରୋନା ମହାମାରୀ ସତ୍ତ୍ୱେ ଜନସାଧାରଣଙ୍କ ଜୀବନଜୀବିକାରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର…

ବ୍ରାଉନ୍‌ସୁଗାର ବ୍ୟବସାୟରେ ପୂର୍ତ୍ତ କର୍ମଚାରୀ

ଢେଙ୍କାନାଳ ଅଫିସ, ୭।୧୧:  ଢେଙ୍କାନାଳ ଟାଉନ ଥାନା ପୋଲିସ ସ୍ଥାନୀୟ ମହାବୀର ବଜାର ନିକଟ ପୂର୍ତ୍ତ ବିଭାଗ କଲୋନୀର ଏକ ଘରେ ଶୁକ୍ରବାର ସନ୍ଧ୍ୟାରେ ଚଢ଼ାଉ କରି ୨୭.୫୩୦ ଗ୍ରାମ ବ୍ରାଉନ୍‌ ସୁଗାର ଜବତ କରିଛ। ବେଆଇନ ନିଶା କାରବାରରେ ସମ୍ପୃକ୍ତି ଅଭିଯୋଗରେ…

୧୯୭୧ ଯୁଦ୍ଧର ୫୦ ବର୍ଷ ପୂର୍ତ୍ତି ପାଳନ

ଢେଙ୍କାନାଳ ଅଫିସ,୪ା୧୧: ୧୯୭୧ ଯୁଦ୍ଧର ୫୦ ବର୍ଷ ପୂର୍ତ୍ତି ଅବସରରେ ତଥା ସର୍ଣ୍ଣିମ ବିଜୟ ବର୍ଷ ପାଳନ ଉପଲକ୍ଷେ ଢେଙ୍କାନାଳ ରାଜବାଟୀରେ ବ୍ରିଗେଡିୟର କାମାକ୍ଷା ପ୍ରସାଦ ସିଂହ ଦେଓଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ପ୍ରତିରକ୍ଷା ବିଭାଗ ଭୁବନେଶ୍ୱର ମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ସମର୍ଦ୍ଧନା…

ଧାନଫସଲ ନଷ୍ଟ କଲେ ହାତୀପଲ

ଢେଙ୍କାନାଳ ଅଫିସ,୪ା୧: ଢେଙ୍କାନାଳ ସଦର ବ୍ଲକ ନୂଆଗାଁ ଏବଂ ଗୋଡ଼ି ସାହିରେ ଗୁରବାର ସକାଳେ ୪୦ ହାତୀ ପଶି ଉପଦ୍ରବ ଘଟାଇଛନ୍ତି। କ୍ଷେତରେ ପଶି ଦଳଚକଟି ଏକର ଏକର ଧାନଫସଲ ନଷ୍ଟ କରିଛନ୍ତି। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ…

ସମସ୍ତ ଆସନରେ ପ୍ରାର୍ଥୀ ଦେବ ଏଏପି

ଢେଙ୍କାନାଳ ଅଫିସ, ୪।୧୧: ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଓଡ଼ିଶାର ସବୁ ଆସନରେ ପ୍ରାର୍ଥୀ ଦେବ। ଢେଙ୍କାନାଳସ୍ଥିତ ଦଳୀୟ ଜିଲା କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ପ୍ରଭାରୀ ତଥା ରାଜ୍ୟସଭା ସଦସ୍ୟ ସଞ୍ଜୟ ସିଂ…

ଜାଲିଆତି କରି ୨୧ ଟନ୍‌ କୋକ୍‌ ଚାଲାଣ

ଢେଙ୍କାନାଳ ଅଫିସ, ୪।୧୧: କାଗଜପତ୍ର ଜାଲିଆତି କରି ଏକ ଡିପୋରୁ ଲକ୍ଷାଧିକ ଟଙ୍କାର କୋଇଲା ଚୋରାଚାଲାଣ କରିଥିବା ଅଭିଯୋଗରେ ଢେଙ୍କାନାଳ ଜିଲା ରାସୋଳ ଥାନା ପୋଲିସ ୨ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ କୋଇଲା ଚୋରା ଚାଲାଣରେ ବ୍ୟବହୃତ ଏକ ଟ୍ରକ୍‌, ୫…

ଆଜି ମଧ୍ୟରାତ୍ରରେ ଧରାବତରଣ

ଭୁବନ, ୪।୧୧(ଡି.ଏନ୍‌.ଏ.)  ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଏବଂ ବ୍ଲକର ପ୍ରସିଦ୍ଧ କାଳୀପୂଜା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ୪ ସ୍ଥାନରେ ପୂଜା ଅନୁଷ୍ଠିତ ହେଉଛି। ଗୁରୁବାର ମଧ୍ୟରାତ୍ରରେ ମା’ ଧରାବତରଣ କରିବେ। ସରକାରୀ ଗାଇଡ୍‌ଲାଇନ୍‌ ଅନୁଯାୟୀ ସମସ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri