ଢେଙ୍କାନାଳ

ଗଞ୍ଜା ଲଢ଼େଇ ସାଜିଛି ଜୁଆ

ଢେଙ୍କାନାଳ ଅଫିସ, ୨୮ା୧୧-ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ ଓ ପରଜଙ୍ଗ ଥାନା ଅଞ୍ଚଳରେ ଥିବା ସାପ୍ତାହିକ ହାଟରେ ହେଉଛି ଜୁଆଖେଳ। ତାସ୍‌ ସାଙ୍ଗକୁ ଗଞ୍ଜା ଲଢ଼େଇ ଭଳି ବେଆଇନ କାର୍ଯ୍ୟକୁ ପ୍ରୋତ୍ସାହିତ କରୁଛନ୍ତି ଅସାମାଜିକ। ସ୍ଥାନୀୟ ଥାନା, ଫାଣ୍ଡିର କେତେଜଣ…

ଦାୟିତ୍ୱ ନେଲେ ଢେଙ୍କାନାଳର ନୂଆ ଏସ୍‌ପି

ଢେଙ୍କାନାଳ ଅଫିସ,୨୩ ।୧୧ ଢେଙ୍କାନାଳ ଜିଲାର ନୂତନ ଏସ୍‌ପି ଭାବେ ଲୋଗା ନାୟାଗୀ ଦିବ୍ୟା ଭି. ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବାହ୍ନରେ ବିଦାୟୀ ଏସ୍‌ପି କେ. ଶିବା ସୁବ୍ରମଣିଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହି ଅବସରରେ ଜିଲା…

ଶୋଭାଯାତ୍ରାରେ ବାଜିବନି ଡିଜେ

ଢେଙ୍କାନାଳ ଅଫିସ,୨୩ ।୧୧ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ହଲରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀ କୋଭିଡ୍‌ ପରିଚାଳନା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଲୋକମାନଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ଯାତ୍ରା, ଡ୍ରାମା, ବିଭିନ୍ନ ଉତ୍ସବ ଆୟୋଜନକୁ…

ପ୍ଲାଷ୍ଟିକ୍‌ ମୁକ୍ତ ହେବ କପିଳାସ

ଢେଙ୍କାନାଳ ଅଫିସ, ୨୨।୧୧: ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବକ୍ଷେତ୍ର ତଥା ଇକୋ ସେନ୍‌ସିଟିଭ୍‌ ଜୋନ୍‌ରେ ଅନ୍ତର୍ଭୁକ୍ତ ହୋଇଥିବା କପିଳାସ ଶୈବପୀଠ ହେବ ପ୍ଲାଷ୍ଟିକ ମୁକ୍ତ। ସଫାସୁତରା ପରିବେଶରେ ପର୍ଯ୍ୟଟକ ଦିଅଁ ଦର୍ଶନ କରିପାରିବେ। ଏକ ସୁଖଦ ଅନୁଭୂତି ନେଇ ଫେରିବେ। ଏଭଳି…

ଢେଙ୍କାନାଳରେ ସ୍ମାର୍ଟ ହେଲ୍‌ଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳ ଅଫିସ,୨୦ା୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଶନିବାର ଢେଙ୍କାନାଳ ଗସ୍ତରେ ଆସି ମିନି ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି କାର୍ଡ ବଣ୍ଟନ କରିଥିଲେ। ଏଥିସହିତ ୮୮୦ କୋଟି…

ବାର୍‌ହା ଉପଦ୍ରବ ସୀମାପାର

ରାସୋଳ, ୧୯ ।୧୧(ଡି.ଏନ୍‌.ଏ.) ବିହନ ବୁଣିବା ସମୟରେ ବର୍ଷା ହେଲାନି। ଧାନ ତଳି ଉଠିବାଠାରୁ ରୋଇବା ଯାଏ ପାଣି ପାଇଁ ସଂଘର୍ଷ କଲେ ଚାଷୀ। ବଡ଼ କଷ୍ଟରେ ଫସଲ ବଞ୍ଚାଇ ରଖିଥିବାବେଳେ ଏବେ ପାଚି ଆସିଲାଣି ଧାନ। ହେଲେ ଫସଲ ଅମଳ…

ପ୍ଲାଷ୍ଟିକ୍‌ ମୁକ୍ତହେବ ଇକୋ ସେନ୍‌ସିଟିଭ୍‌ ଜୋନ୍‌

ଢେଙ୍କାନାଳ ଅଫିସ, ୧୮।୧୧: ପ୍ଲାଷ୍ଟିକମୁକ୍ତ ହେବ ଢେଙ୍କାନାଳ ଜିଲାର ଇକୋ ସେନ୍‌ସିଟିଭ୍‌ ଜୋନ୍‌ (ସମ୍ବେଦନଶୀଳ ପରିବେଶ ଅଞ୍ଚଳ)। କପିଳାସ ଅଭୟାରଣ୍ୟ ସୀମାଠାରୁ ୫୦୦ ମିଟର ସମେତ ବିଭିନ୍ନ ସ୍ଥାନରେ ଘୋଷଣା କରାଯାଇଥିବା ମୋଟ ୧୩ କିଲୋମିଟର ଅଞ୍ଚଳକୁ ସଫାସୁତରା ରଖିବାକୁ ବନ…

୩ଦିନିଆ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ସୁରେନ୍ଦ୍ର

ଭୁବନେଶ୍ୱର(ବ୍ୟୁରୋ)/ଢେଙ୍କାନାଳ ଅଫିସ୍‌, ୧୮।୧୧: ମୋବାଇଲରୁ ମୋବାଇଲ୍‌କୁ ଘୂରି ବୁଲୁଥିଲା କଅଁଳ ଶିଶୁଙ୍କ ନଗ୍ନ ଭିଡିଓ। ଏଭଳି ଅଶ୍ଳୀଳତାରେ ଭରା ଫଟୋ ଏବଂ ଭିଡିଓ ସାଜିଥିଲା ରୋଜଗାରର ମାଧ୍ୟମ। ଏହାକୁ ବିଭିନ୍ନ ସୋସିଆଲ୍‌ ମିଡିଆ ସାଇଟ୍‌ ସମେତ ହ୍ବାଟ୍‌ସଆପ୍‌ ଏବଂ ଟେଲିଗ୍ରାମ ଗ୍ରୁପ୍‌ରେ…

ମନ୍ଦିରରେ ଗହଳି ନିୟନ୍ତ୍ରଣ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୧୬।୧୧- ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ହଲଠାରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଜିଲା କୋଭିଡ୍‌ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ବଡ଼ଓଷା ଓ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଜିଲାର ସମସ୍ତ ମନ୍ଦିରରେ ଗହଳି…

ଅଡୁଆ କରିଛି ଏଏସ୍‌ଆଇ ନିୟମ

ଢେଙ୍କାନାଳ ଅଫିସ, ୧୫ା୧୧: ଐତିହାସିକ କୀର୍ତ୍ତିରାଜିର ସଂରକ୍ଷଣ ଦାୟିତ୍ୱ ନେଇଛି ଆର୍କିଓଲୋଜିକାଲ ସର୍ଭେ ଅଫ୍‌ ଇଣ୍ଡିଆ (ଏଏସ୍‌ଆଇ)। ସର୍ବଭାରତୀୟସ୍ତରରେ କାର୍ଯ୍ୟ କରୁଥିବା ଏହି ଜାତୀୟସଂସ୍ଥା ପରିଚାଳନାରେ ରହିଛି ଢେଙ୍କାନାଳ ଜିଲାର ଅନେକ ଐତିହ୍ୟ ସମ୍ପନ୍ନ ପୀଠ। ହେଲେ ଏଏସ୍‌ଆଇର କଠୋର ନିୟମ…

ଚମକିବ ରାମଚଣ୍ଡୀ ପୀଠ

ଢେଙ୍କାନାଳ ଅଫିସ, ୧୧।୧୧: ଢେଙ୍କାନାଳ ଜିଲାର ଐତିହ୍ୟସମ୍ପନ୍ନ ପୀଠ ଏବଂ ଡ୍ୟାମ୍‌ଗୁଡ଼ିକର ବିକାଶ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଅଣ୍ଟା ଭିଡ଼ିଛି ପର୍ଯ୍ୟଟନ ବିଭାଗ। ଏହି ପରିପ୍ରେକ୍ଷୀରେ ପ୍ରସିଦ୍ଧ ଶକ୍ତିକ୍ଷେତ୍ର ନାଧରା ରାମଚଣ୍ଡୀ ପୀଠ ଏବଂ ଦଦରାଘାଟି ଡ୍ୟାମର ଉନ୍ନତୀକରଣ ଲାଗି ଯୋଜନା…

ଅନିଶ୍ଚିତତାରେ ଗ୍ରାମ୍ୟ ପର୍ଯ୍ୟଟନ

ଢେଙ୍କାନାଳ ଅଫିସ, ୧୧।୧୧: ପରିବେଶ ପର୍ଯ୍ୟଟନକୁ ନେଇ ଦେଶ ତଥା ଦେଶ ବାହାରେ ସୁନାମ ଅର୍ଜିଛି ଢେଙ୍କାନାଳ ଜିଲା। ସବୁଜିମା ବଳୟ ଘେରା କପିଳାସ ହେଉ କି ସପ୍ତଶଯ୍ୟା ସର୍ବଦା ପର୍ଯ୍ୟଟକଙ୍କୁ ଆକର୍ଷିତ କରିଆସିଛି। ଏହାକୁ ରୁରାଲ ଟୁରିଜମ୍‌ରେ ଅନ୍ତର୍ଭୁକ୍ତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?