ଢେଙ୍କାନାଳ

ହାତୀ ଉପଦ୍ରବ: ୨ ବନ କର୍ମଚାରୀଙ୍କୁ ଅଟକାଇଲେ ଗ୍ରାମବାସୀ

ହିନ୍ଦୋଳ,୨୮ା୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଉଁଶପୋଖରୀ ପଞ୍ଚାୟତ ଗ୍ରାମବାସୀ ହାତୀ ଉପଦ୍ରବ ଯୋଗୁ ଶନିବାର ଦୁଇ ବନ କର୍ମଚାରୀଙ୍କୁ ଅଟକ ରଖିବା ସହ ହିନ୍ଦୋଳ-ଅନୁଗୋଳ ରାସ୍ତାକୁ ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଦୁଇପାର୍ଶ୍ୱରେ ବହୁ ଗାଡ଼ିମୋଟର ଅଟକି ରହିଛି।  …

କିସମ ବଦଳାଇ କାରବାର

ଢେଙ୍କାନାଳ ଅଫିସ, ୨୮।୮ କିସମ ବଦଳାଇ ଦେଲେ ଅନେକ ଗୁଣ ବଢ଼ିଯାଉଛି ଜମି ମୂଲ୍ୟ। ଥରେ କାଗଜପତ୍ରରେ ମୋହର ବାଜିଗଲେ କୋଟି କୋଟି ଟଙ୍କାର ବେଆଇନ କାରବାର କରିବାକୁ ଫିଟିଯାଉଛି ବାଟ। ଏଥିଲାଗି ଅନେକ ଫନ୍ଦି, ଫିକର, କାରସାଦି। ଜମିଦଲାଲ ଏବଂ…

ସାମ୍ନାକୁ ଆସିଲା ମହା ଦୁର୍ନୀତି: ବଦଳେଇ ଦେଲେ ଜଳାଶୟ କିସମ

ଢେଙ୍କାନାଳ ଅଫିସ,୨୭।୮: ଢେଙ୍କାନାଳ ସଦର ତହସିଲରେ ବେଆଇନ ଭାବେ ବଦଳାଯାଇଛି ଜମି କିସମ। ଜମି ଦଲାଲମାନେ କାର୍ଯ୍ୟାଳୟର କେତେଜଣ କର୍ମଚାରୀଙ୍କୁ ହାତ କରି ଏକ ଜଳାଶୟକୁ ଶାରଦ କିସମରେ ପରିବର୍ତ୍ତନ କରି ବିକ୍ରି କରିବାକୁ ମସୁଧା ହୋଇଛି। ଗତବର୍ଷ ଏପ୍ରିଲ ୨୭ରୁ…

ବୃଦ୍ଧି ପାଉଛନ୍ତି ବାଘ

ଢେଙ୍କାନାଳ ଅଫିସ, ୨୫।୮ – ଢେଙ୍କାନାଳ ଜିଲାରେ କଲରାପତିରିଆ ବାଘ ସଂଖ୍ୟାରେ ବୃଦ୍ଧି ଘଟିଛି। ୧୦ ବର୍ଷ ତଳେ କାଁ ଭାଁ  ଠାବ କରାଯାଉଥିବା ଏହି ବାଘ ଏବେ ନିୟମିତ ଟ୍ରାପ୍‌ କ୍ୟାମେରା ଲେନ୍‌ସରେ ଧରାପଡୁଛନ୍ତି। ନିକଟରେ ଏହି ତାଲିକାରେ ସାମିଲ…

୨ ବର୍ଷ ପରେ ଫେରିଲେ ସବ୍ୟସାଚୀ

ଢେଙ୍କାନାଳ ଅଫିସ, ୨୫।୮ – ପ୍ରଶିକ୍ଷଣ ଦେବାକୁ ଯାଇ ଦକ୍ଷିଣ ଆଫ୍ରିକାରେ ଫସିଥିବା ଢେଙ୍କାନାଳ ସଦର ଥାନା ବେଲଟିକିରି ଗ୍ରାମର ରଞ୍ଜନ ନନ୍ଦଙ୍କ ଏକମାତ୍ର ପୁଅ ସବ୍ୟସାଚୀ ଦୀର୍ଘ ୨ବର୍ଷ ପରେ ମଙ୍ଗଳବାର ଅପରାହ୍ନରେ ଘରକୁ ଫେରିଛନ୍ତି। ଏହାକୁ ନେଇ ପରିବାରରେ…

ଗୁମୁରି କାନ୍ଦୁଛି ଘୁମୁରା

କାମାକ୍ଷାନଗର, ୨୩।୮:  ଘୁମୁରା ବାଜିଲେ ଉଠୁଥିଲା, ପଡୁଥିଲା ଆଦିବାସୀ ଗାଁ। ବେଶଧାରୀଙ୍କ ନୃତ୍ୟଗୀତରେ ମସ୍‌ଗୁଲ ହୋଇଯାଉଥିଲେ ଶବର ସମ୍ପ୍ରଦାୟର ଆବାଳବୃଦ୍ଧବନିତା। କେବେ ରଣବାଦ୍ୟ ତ କେବେ ଗଣବାଦ୍ୟ, କେବେ ଶକ୍ତି ଉପାସନା ତ ଆଉ କେବେ ମନୋରଞ୍ଜନର ମାଧ୍ୟମ ପାଲଟିଥିଲା ଏହି…

ଶୁଣ୍ଢରେ ଟାଣି ନେଇ ମହିଳାଙ୍କୁ କଚାଡ଼ିଦେଲା ହାତୀ

ହିନ୍ଦୋଳ,୨୧ା୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ଅନ୍ତର୍ଗତ ୧୩ନଂ. ୱାର୍ଡ ତଣ୍ଟିଚିରା ଗ୍ରାମରେ ଶନିବାର ଭୋର ସମୟରେ ଏକ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାମ ପୁନି ସାହୁ (୫୫)। ସମ୍ପୃକ୍ତା ମହିଳା ରାତି ପ୍ରାୟ ୩ଟାରେ…

ଆବାସ ଦୁର୍ନୀତିକୁ ଆଖିପାଉନି

ଢେଙ୍କାନାଳ ଅଫିସ, ୧୯।୮: ଗ୍ରାମାଞ୍ଚଳ ହେଉ କି ସହରାଞ୍ଚଳ, କେହି ବାସହୀନ ହୋଇ ରହିବେ ନାହିଁ। ସବୁ ପରିବାରକୁ ମିଳିବ ମୁଣ୍ଡ ଉପରେ ଛାତ। ବସ୍ତିମୁକ୍ତ ହେବ ସହରାଞ୍ଚଳ। ଗଁାର ଝୁମ୍ପୁଡ଼ି ବଦଳିବ ପକ୍କାଘରେ। ଏଥିଲାଗି କେନ୍ଦ୍ର ଏବଂ ରାଜ୍ୟ ସରକାର ନିଜସ୍ତରରେ…

ଆସନ୍ନ ମରୁଡ଼ି ଆଶଙ୍କା

ରତନ ନାୟାର   ଢେଙ୍କାନାଳ ଅଫିସ, ୧୮।୮ – ସରିବାକୁ ବସିଲାଣି ଶ୍ରାବଣ। ଭଲ ବର୍ଷା ହୋଇଥିଲେ ଚାଷ କାର୍ଯ୍ୟରୁ ତର ପାଇ ନ ଥାନ୍ତା ଚାଷୀପୁଅ। ହେଲେ ଧାରାଶ୍ରାବଣରେ ତିନ୍ତୁନି ଭୂଇଁ କି ଅଣ୍ଟୁନି ପାଣି। ଜମି ଫାଟି ଆଁ କରିଛି।…

ପମ୍ପ ହାଉସରେ ପଶି ହାତଗୋଡ଼ ବାନ୍ଧି ଲୁଟିନେଲେ

କାମାକ୍ଷାନଗର, ୧୭।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ରେକୁଳାଠାରେ ଥିବା ଜନସ୍ବାସ୍ଥ୍ୟ ବିଭାଗର ପମ୍ପ ହାଉସରେ ସୋମବାର ବିଳମ୍ବିତ ରାତ୍ରିରେ ଦୁର୍ବୃତ୍ତ ପଶିଥିଲେ । ଡ୍ରାଇଭରଙ୍କୁ ମାରଣାସ୍ତ୍ର ଦେଖାଇ ମାଡ଼ମାରି ପାଇପ, ମୋବାଇଲ ଓ ସୁନା ଚେନ ଲୁଟିନେଇଛନ୍ତି। ସୂଚନାଯୋଗ୍ୟ, କାମାକ୍ଷାନଗର ସହରକୁ…

ଢେଙ୍କାନାଳରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଢେଙ୍କାନାଳ ଅଫିସ, ୧୫।୮: ଢେଙ୍କାନାଳ ଷ୍ଟାଡିୟମ୍‌ଠାରେ ଜିଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ କରୋନା…

ଭଙ୍ଗାରୁଜା ଘଟଣାରେ ୨୪ କୋର୍ଟଚାଲାଣ

କେନ୍ଦ୍ରାପଡ଼ା ଅଫିସ/ଢେଙ୍କାନାଳ ଅଫିସ/ରାଜକନିକା/ଆଳି(ଡି.ଏନ୍‌.ଏ.),୧୪ା୮: କେନ୍ଦ୍ରାପଡ଼ା ଜିଲା ଖରସ୍ରୋତା ନଦୀରୁ ଭଦ୍ରକକୁ ଜଳଯୋଗାଣ ପ୍ରତିବାଦରେ ରାଜକନିକା ବ୍ଲକ ବରୁଣାଡ଼ିହାରେ ପୋଲିସ, ପ୍ରଶାସନ ଏବଂ ଆନ୍ଦୋଳନକାରୀଙ୍କ ମଧ୍ୟରେ ହୋଇଥିବା ଖଣ୍ଡଯୁଦ୍ଧ ଘଟଣାରେ ୨୪ ଜଣ ଗିରଫ ହୋଇଛନ୍ତି। ଖରସ୍ରୋତା ନଦୀ ବଞ୍ଚାଅ ସଂଗ୍ରାମ ସମିତିର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri