ଢେଙ୍କାନାଳ

ଉଲ୍ଲାସ ଅଧିକ, ଉପସ୍ଥାନ କମ୍‌

ଢେଙ୍କାନାଳ / ଅନୁଗୋଳ ଅଫିସ, ୨୭ା୭ କରୋନା ସଂକ୍ରମଣ ସାମାନ୍ୟ ଥମିବା ପରେ ଶିକ୍ଷା ବ୍ୟବସ୍ଥାରେ ସୁଧାର ପାଇଁ ଆରମ୍ଭ ହୋଇଛି ଉଦ୍ୟମ। ସରକାରଙ୍କ ପୂର୍ବ ଘୋଷଣା ଅନୁଯାୟୀ ୨୬ ତାରିଖ ସୋମବାରଠାରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଲାଗି…

ପ୍ରକଳ୍ପ ପାଖରେ ଜମି ପଡ଼ିଆ

ଢେଙ୍କାନାଳ ଅଫିସ, ୨୬।୭:  ଲୁଚକାଳି ଖେଳୁଛି ମୌସୁମୀ। ଅନାବୃଷ୍ଟି ପାଇଁ ଶ୍ରାବଣରେ ଶୁଖିଲା ପଡ଼ିଛି ଜମି। ଅନିୟମିତ ଲଘୁଚାପ ବର୍ଷା ଚାଷକୁ ନିଅଣ୍ଟ ହେଉଥିବାବେଳେ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। ଏସବୁ ଭିତରେ ବୋଝ ଉପରେ ନଳିତା ବିଡ଼ା ସାଜିଛି…

ବାରହା ପାଇଁ ବିଛାଯାଇଥିବା ଫାଶରେ ପଡ଼ି ହାତୀର ଜୀବନଗଲା

ହିନ୍ଦୋଳ,୨୪।୭: ହିନ୍ଦୋଳ ରେଞ୍ଜ କନ୍ତାମିଲା ପଞ୍ଚାୟତ ଡମେଇବାହାଳ ନିକଟସ୍ଥ କୁଶପଦା ଜଙ୍ଗଲରେ ଶୁକ୍ରବାର ରାତିରେ ବାରହା ପାଇଁ ବିଛା ଯାଇଥିବା ବିଦ୍ୟୁତ ଫାଶରେ ପଡି ଗୋଟିଏ ହାତୀର ମୃତ୍ୟୁ ଘଟିଛି। ଖବରପାଇ ଶନିବାର ସକାଳେ ହିନ୍ଦୋଳ ବନାଞ୍ଚଳ ଅଧିକାରୀ ଲୋହିତ ରଥ…

ଅସହାୟ ଆଦିବାସୀ

ଢେଙ୍କାନାଳ ଅଫିସ, ୨୪।୭ ଉପେକ୍ଷିତ ହେବେନାହିଁ ଆଦିବାସୀ। ବଣଡଙ୍ଗରରେ ରହୁଥିବା ବନବାସୀଙ୍କୁ ମୁଖ୍ୟସ୍ରୋତକୁ ଅଣାଯିବ। ବିଭିନ୍ନ ଜନକଲ୍ୟାଣ ଯୋଜନାରେ ସାମିଲ ହେବେ ସେମାନେ। ସେମାନଙ୍କୁ ହାତପାଆନ୍ତାରେ ମିଳିବ ସର୍ବନିମ୍ନ ମୌଳିକ ସୁବିଧା। ପ୍ରକୃତି କୋଳରେ ବଢ଼ି ପ୍ରକୃତିରୁ ଜୀବନ ଜୀବିକାର ବାଟ…

ଭୂତଳ ଜଳକୁ ମିଳିବ ବଳ

ଭୁବନ, ୨୩।୭(ଡି.ଏନ୍‌.ଏ.) ସହରାଞ୍ଚଳରେ ଫିଟିବ କର୍ମନିୟୋଜନର ମାର୍ଗ। ବଢ଼ିବ ଶ୍ରମଜୀବୀଙ୍କ ରୋଜଗାର। ବସ୍ତିବାସିନ୍ଦାଙ୍କଠାରୁ ଆରମ୍ଭ କରି ମହିଳା, ସମସ୍ତଙ୍କ ଜୀବିକା ସୁନିଶ୍ଚିତ କରାଯିବ। ସେମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଅଣାଯିବ। ନାରୀଶକ୍ତିକୁ ବ୍ୟବହାର କରାଯାଇ ସହରାଞ୍ଚଳ ବିକାଶ କାର୍ଯ୍ୟ ତ୍ୱରାନ୍ବିତ ହେବ।…

ଭାଙ୍ଗିଲା ଶାଖା କେନାଲ

ଭୁବନ, ୨୧ା୭(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ଭୁବନ ବ୍ଲକ ଧଳପଡ଼ା ଗ୍ରାମ ନିକଟରେ ନବନିର୍ମିତ ରେଙ୍ଗାଳି ମୁଖ୍ୟକେନାଲର ଡିଷ୍ଟ୍ରିବ୍ୟୁଟାରୀ କେନାଲ ମଙ୍ଗଳବାର ଭାଙ୍ଗିଯାଇଛି। ଏଥିରେ ବହୁ ଚାଷୀଙ୍କ ଧାନତଳି ଭାସିଯିବା ସହ ଜମିରେ ମାଟି ମାଡ଼ିଯାଇଛି। ୪ଦିନ ତଳେ ପରୀକ୍ଷାମୂଳକ ଭାବେ…

ବ୍ରାହ୍ମଣୀକୁ ଲୁଟୁଛନ୍ତି ବାଲିମାଫିଆ

ଭୁବନ, ୧୮।୭: ଢେଙ୍କାନାଳ ଜିଲା ଭୁବନ ଅଞ୍ଚଳ ଦେଇ ପ୍ରବାହିତ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀର ବିସ୍ତୀର୍ଣ୍ଣ ଶଯ୍ୟା ପାଲଟିଛି ବାଲିମାଫିଆଙ୍କ ଭୂସ୍ବର୍ଗ। ପରିବେଶ ମଞ୍ଜୁରୀ ମିଳୁ ନ ଥିବାରୁ ଅନେକ ବାଲିଘାଟ କାର୍ଯ୍ୟକ୍ଷମ ହୋଇପାରୁନାହିଁ, ଯାହାର ସୁଯୋଗ ନେଉଛନ୍ତି ଅସାଧୁ…

ଦକ୍ଷିଣ ଆଫ୍ରିକାରେ ଫସିଛନ୍ତି ସବ୍ୟସାଚୀ

ଢେଙ୍କାନାଳ ଅଫିସ, ୧୫।୭: ଆସାଇନ୍‌ମେଣ୍ଟ କାର୍ଯ୍ୟରେ ଦକ୍ଷିଣ ଆଫ୍ରିକା ଯାଇଥିଲେ। ହେଲେ ଏକ ଅପ୍ରତ୍ୟାଶିତ ଘଟଣାକ୍ରମରେ କରୋନା ସଂକ୍ରମଣ ବଢ଼ିଲା। ବନ୍ଦ ହୋଇଗଲା ଅନ୍ତଃରାଷ୍ଟ୍ରୀୟ ବିମାନ ଚଳାଚଳ। ବର୍ଷାଧିକ ରହଣି ଭିତରେ ଅବଧି ସରିଯିବା ପରେ ବାତିଲ ହୋଇଗଲା ଭିସା। ଫଳରେ…

ରୁଙ୍ଗ୍‌ଟାରେ ୧୧ ହଜାର କୋଟିର ପୁଞ୍ଜି ନିବେଶ

ଭୁବନେଶ୍ୱର (ବ୍ୟୁରୋ)/ଢେଙ୍କାନାଳ ଅଫିସ ୧୫।୭: ୨୦୩୦ ମସିହା ସୁଦ୍ଧା ରାଜ୍ୟରେ ଇସ୍ପାତ ଉତ୍ପାଦନ ୧୦୦ ମିଲିୟନ ଟନ୍‌ରେ ପହଞ୍ଚତ୍ବ। ଏଥିଲାଗି ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ମହାମାରୀ ସତ୍ତ୍ୱେ ଗତ ଦୁଇବର୍ଷ ମଧ୍ୟରେ ରାଜ୍ୟରେ ପୁଞ୍ଜି ବିନିଯୋଗ ୪.୪୧ ଲକ୍ଷ…

ଐତିହ୍ୟକୁ ଅବହେଳା

ଢେଙ୍କାନାଳ ଅଫିସ, ୧୪।୭ – ରାଜ୍ୟର ସମୃଦ୍ଧ ମନ୍ଦିର ପର୍ଯ୍ୟଟନ (ଟେମ୍ପଲ ଟୁରିଜମ୍‌)କୁ ନେଇ ରହିଛି ଅନେକ ସମ୍ଭାବନା। କୋଭିଡ୍‌ ମହାମାରୀ ସମୟରେ ବିପର୍ଯ୍ୟସ୍ତ ଅର୍ଥନୀତିକୁ ବାଟକୁ ଆଣିବାକୁ ପର୍ଯ୍ୟଟନ ଶିଳ୍ପ ପ୍ରମୁଖ ବିକଳ୍ପ ଭାବେ ଉଭା ହୋଇଛି। ତେଣୁ ପ୍ରାଚୀନ…

ସଡ଼କ ଅପେକ୍ଷାରେ ସାତ ଦଶନ୍ଧି

ଢେଙ୍କାନାଳ ଅଫିସ, ୧୩।୭ ବିକାଶ ଦେଖୁଛି ଗାଁ। ବଦଳୁଛି ଗ୍ରାମାଞ୍ଚଳର ଚିତ୍ର। ପକ୍କା ସଡ଼କ, ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ ବିଦ୍ୟୁତ୍‌ ଭିତ୍ତିଭୂମିଠାରୁ ଆରମ୍ଭ କରି ଆନୁଷଙ୍ଗିକ ଉନ୍ନୟନମୂଳକ କାର୍ଯ୍ୟରେ ପ୍ରତିବର୍ଷ ଖର୍ଚ୍ଚ ହେଉଛି ବିପୁଳ ଟଙ୍କା। ହେଲେ ରାଜ୍ୟରେ ଏଭଳି ବି…

ଜିଲାରେ ବଢୁଛି ଜଙ୍ଗଲ

ଢେଙ୍କାନାଳ ଅଫିସ, ୧୧।୭: ବଢୁଛି ସବୁଜିମାର ଘନତ୍ୱ। ଘଞ୍ଚ ହେଉଛି ବୁଦୁବୁଦିଆ ଜଙ୍ଗଲ। ବଦଳୁଛି ଲଣ୍ଡା ପାହାଡ଼ର କଳେବର। କାଠ ମାଫିଆଙ୍କ ଦୌରାତ୍ମ୍ୟ, ବନାଗ୍ନି ବିଭୀଷିକା ସତ୍ତ୍ୱେ ପ୍ରକୃତିର ବରଦାନ ଢେଙ୍କାନାଳରେ ଜଙ୍ଗଲ ସମ୍ପଦ ବୃଦ୍ଧି ପାଇବାରେ ଲାଗିଛି। ଏହା ପଛରେ ରହିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri