ଢେଙ୍କାନାଳ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ହିନ୍ଦୋଳ, ୩୧।୧୦(ଡି.ଏନ.ଏ.) ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଫାଇନାଲ୍‌ ବିଲ୍‌ କରାଇଦେବା ପାଇଁ ୧୫୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସିର କାର୍ଯ୍ୟରତ ଯନ୍ତ୍ରୀ ରଶ୍ମିରଞ୍ଜନ ବେହେରା। ତାଙ୍କୁ ଗିରଫ କରାଯିବା ପରେ ଅନୁଗୋଳ ନିଆଯାଇଛି।…

ଦିନ ଗଡୁଛି, ବାଟ ଫିଟୁନି

ଢେଙ୍କାନାଳ ଅଫିସ, ୩୧।୧୦: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଖଡଗପ୍ରସାଦ ଓ କୁରୁଣ୍ଟିସ୍ଥିତ ଲାନ୍‌କୋ-ବାବନ୍ଧ ପାୱାର ପ୍ଲାଣ୍ଟ ବନ୍ଦ ହୋଇଯାଇଛି। ତେବେ କ୍ଷତିଗ୍ରସ୍ତ ପ୍ରଜାଙ୍କ ଦାବି ପୂରଣ କିମ୍ବା କ୍ଷତିପୂରଣ ପ୍ରଦାନ ନେଇ ବାରମ୍ବାର ବୈଠକ ବସୁଥିଲେ ମଧ୍ୟ ଚୂଡ଼ାନ୍ତ ନିଷ୍ପତ୍ତି…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ହିନ୍ଦୋଳ,୩୦।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସିର ଯନ୍ତ୍ରୀ ରଶ୍ମି ରଞ୍ଜନ ବେହେରା ଶନିବାର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ରଶ୍ମି ରଞ୍ଜନ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ କାବୁ କରିଛି। ପ୍ରଧାନ ମନ୍ତ୍ରୀ ଯୋଜନା ହିତାଧିକାରୀଙ୍କଠାରୁ ୧୫୦୦ ଟଙ୍କା ଲାଞ୍ଚ…

ଦ୍ୱିତୀୟ ରନର୍ସଅପ୍‌ ହେଲେ ସ୍ବପ୍ନା

ଢେଙ୍କାନାଳ ଅଫିସ,୨୬।୧୦: ଢେଙ୍କାନାଳର ଝିଅ ସ୍ବପ୍ନା ପ୍ରିୟଦର୍ଶିନୀ(୧୯) ଏମ୍‌ଟିଭି ରିଆଲିଟି ଶୋ ମଡେଲ ପ୍ରତିଯୋଗିତାରେ ଦ୍ୱିତୀୟ ରନର୍ସଅପ୍‌ ହୋଇଛନ୍ତି। ରବିବାର ତାଙ୍କ ବାପା ବିଶ୍ୱଜିତ ରାଉତରାୟ ଫୋନ୍‌ ଯୋଗେ ଏହି ସୂଚନା ଦେଇଛନ୍ତି। ଏହି ପ୍ରତିଯୋଗିତାରେ ଅରୁଣାଚଳପ୍ରଦେଶର ରୋଶନୀ ଡାଡା ଚାମ୍ପିୟନ…

ଷଡ଼ଙ୍ଗୀ ରେଞ୍ଜରେ ହାତୀ ମୃତ

ଢେଙ୍କାନାଳ ଅଫିସ,୨୩।୧୦: ଢେଙ୍କାନାଳ ଜିଲା ଷଡ଼ଙ୍ଗୀ ରେଞ୍ଜ ଗନ୍ଦିଆରେ ଏକ ୭ ବର୍ଷିଆ ହାତୀର ମୃତ୍ୟୁ ଘଟିଛି। ହାତୀଟି ସେଫ୍ଟିସେମିଆ ରୋଗରେ ପୀଡିତ ଥିଲା ବୋଲି ଏସିଏଫ୍‌ ରଶ୍ମିରଞ୍ଜନ କହିଛନ୍ତି। ଗତ ଦୁଇ ଦିନ ଧରି ହାତୀଟି ସାତକୋଶିଆ ଏବଂ କପିଳାସ…

ସଂଖ୍ୟା ବୃଦ୍ଧିରୁ ସମସ୍ୟା

ରତନ ନାୟାର ଢେଙ୍କାନାଳ ଅଫିସ, ୨୧।୧୦: ଢେଙ୍କାନାଳ ଜିଲା କପିଳାସ ପ୍ରାଣୀ ଉଦ୍ୟାନରେ ହରିଣଙ୍କ ସଂଖ୍ୟା ବୃଦ୍ଧି ଯଦିଓ ସକାରାତ୍ମକ ବାର୍ତ୍ତା ଦେଉଛି, ତେବେ ସୀମିତ ଜାଗାରେ ଏମାନଙ୍କୁ ରଖିବା ଏବେ ସବୁଠାରୁ ବଡ଼ ପ୍ରଶ୍ନ ପାଲଟିଛି। ହରିଣଙ୍କୁ ପର୍ଯ୍ୟାୟକ୍ରମେ ଅଭୟାରଣ୍ୟରେ…

ଢେଙ୍କାନାଳରେ ଫିକା ପଡ଼ିଛି ଗଜଲକ୍ଷ୍ମୀ ପୂଜା

ଢେଙ୍କାନାଳ ଅଫିସ,୧୯।୧୦:ଗଜଲକ୍ଷ୍ମୀ ପୂଜା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଚଳିତ ବର୍ଷ କରୋନା କଟକଣା ପାଇଁ ବିଶେଷ ଉତ୍ସାହ ନ ଥିଲେ ମଧ୍ୟ କେବଳ ବିଧି ରକ୍ଷା ପାଇଁ ମଣ୍ଡପରେ ମା’ଙ୍କ ପୂଜାର୍ଚ୍ଚନା କରାଯିବ। ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସିଦ୍ଧ ଢେଙ୍କାନାଳରେ ଚଳିତ…

କନ୍ଧରା ଜଙ୍ଗଲରେ ଗୟଳ

ଢେଙ୍କାନାଳ ଅଫିସ, ୧୭।୧୦: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ କନ୍ଧରା ସଂରକ୍ଷିତ ଜଙ୍ଗଲରେ ଖଞ୍ଜାଯାଇଥିବା ଟ୍ରାପ୍‌ କ୍ୟାମେରାରେ ଗୟଳ କଏଦ ହୋଇଛନ୍ତି। ଏହାକୁ ବନ ବିଭାଗ ପକ୍ଷରୁ ଟୁଇଟରରେ ଶେୟାର କରାଯାଇଛି। ଏ ସଂକ୍ରାନ୍ତରେ ଡିଏଫ୍‌ଓ ଡା. ପ୍ରକାଶ ଚାନ୍ଦ ଗୋଗିନେନି…

ସରିଲା ବଳଦଯାତ୍ରା

ଭୁବନ, ୧୭।୧୦(ଡି.ଏନ.ଏ.): କୋଭିଡ୍‌ କଟକଣା ମଧ୍ୟରେ ଶେଷ ହୋଇଛି ଭୁବନର ଐତିହାସିକ ବଳଦଯାତ୍ରା। ଶୁକ୍ରବାର ନିରାଡମ୍ବର ପରିବେଶରେ ଅନୁକୂଳ ଯାତ୍ରା ସମ୍ପନ୍ନ ହୋଇଥିବାବେଳେ ଶନିବାର ଘଣ୍ଟଘଣ୍ଟା, ହୁଳହୁଳି, ଶଙ୍ଖନାଦ ମଧ୍ୟରେ ମେଲାଣି ନେଇଛନ୍ତି ମା’। ଅନୁକୂଳଯାତ୍ରାରେ ଥୋରିଆ ଏବଂ ବଣିଆ ସମ୍ପ୍ରଦାୟର…

ଢେଙ୍କାନାଳ ଏଲ୍‌ଆଇସି ଅଫିସରେ ଚାଞ୍ଚଲ୍ୟ: ହଠାତ୍‌ ଫୁଟିଲା ଗୁଳି

ଢେଙ୍କାନାଳ ଅଫିସ,୧୪।୧୦: ଢେଙ୍କାନାଳ ସହରାଞ୍ଚଳସ୍ଥିତ ରଥଗଡ଼ା ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି) କାର୍ଯ୍ୟାଳୟରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଏଲ୍‌ଆଇସି କାର୍ଯ୍ୟାଳୟରୁ ଆକ୍ସିସ ବ୍ୟାଙ୍କକୁ ଟଙ୍କା ଯାଉଥିଲା। ଏଥିପାଇଁ ସିଏମ୍‌ଏସ୍‌ ଭ୍ୟାନର କର୍ମଚାରୀମାନେ କାର୍ଯ୍ୟାଳୟରେ ଟଙ୍କା ଗଣୁଥିଲେ। ଏହି…

୧.୨୯ କୋଟି ଲୁଟ୍‌: ଅଧଘଣ୍ଟାରେ ଲୁଟେରାଙ୍କୁ ଧରିଲା ପୋଲିସ

ଢେଙ୍କାନାଳ ଅଫିସ/ଆଠଗଡ଼,୧୧।୧୦(ଡି.ଏନ୍‌.ଏ.): ଏଟିଏମ୍‌ କ୍ୟାସ ଭ୍ୟାନରୁ ଟଙ୍କା ଲୁଟି କରି ଫେରାର ହେଉଥିବା ୩ ଲୁଟେରାଙ୍କୁ ପୋଲିସ ଘଟଣାର ଅଧଘଣ୍ଟା ମଧ୍ୟରେ ଧରିବାରେ ସଫଳ ହୋଇଛି। ଢେଙ୍କାନାଳ ଜିଲା ସଦାଶିବପୁର ଭୋଜଦେଇପୁର ଗ୍ରାମରୁ ପୋଲିସ ଲୁଟେରାଙ୍କୁ କାବୁ କରିଛି। ସେମାନଙ୍କଠାରୁ ପୋଲିସ…

କୁକୁଡ଼ା ଫାର୍ମ ଲାଗି ତୁମୁଳକାଣ୍ଡ: ରାତିସାରା ୫ ପୋଲିସ କର୍ମଚାରୀ ଅଟକ

ଗଁଦିଆ,୧୧।୧୦(ଡି.ଏନ୍‌.ଏ.): କୁକୁଡ଼ା ଫାର୍ମକୁ ନେଇ ତୁମୁଳକାଣ୍ଡ । ରାତିତମାମ ୫ ପୋଲିସ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ। ପୋଲିସ ସମସ୍ୟା ଶୁଣୁ ନ ଥିବା ଅଭିଯୋଗ ଆଣି ରବିବାର ପାଟ୍ରୋଲିଂ କରୁଥିବା ଟିମ୍‌କୁ ରାତି ସାରା ଅଟକ ରଖାଯାଇଥିଲା। ସୋମବାର ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?