ଢେଙ୍କାନାଳ

ମକାଚାଷୀଙ୍କୁ ଧକ୍କା

ସୁଧୀର କୁମାର ପରିଡ଼ା କାମାକ୍ଷାନଗର, ୨୨।୯ – ଅର୍ଥକରୀ ଫସଲ ମକା ଚାଷ ପାଇଁ ଢେଙ୍କାନାଳର ଥଣ୍ଡା ଜଳବାୟୁ ଉପକାରୀ ସାବ୍ୟସ୍ତ ହୋଇଛି। ବିଶେଷକରି କାମାକ୍ଷାନଗର ବ୍ଲକରେ ଗତକିଛି ବର୍ଷ ହେଲା ମିଠା ମକା (ସୁଇଟ୍‌ କର୍ନ) ଚାଷ କରି ଭାଗ୍ୟ…

୨୦୦ ଏକରରେ ବାନ୍ଧିଲେ ସୋଲାର ବାଡ଼

ଝାଳବୁହା ପରିଶ୍ରମରେ କରିଥିବା ଫସଲକୁ ହାତୀପଲଠାରୁ ସୁରକ୍ଷା ପାଇଁ ହାତରୁ ଲକ୍ଷେରୁ ଅଧିକ ଟଙ୍କା ଖର୍ଚ୍ଚ କରି ୨୦୦ ଏକର ଜମିରେ ବୁଲାଇଲେ ସୋଲାର ତାରବାଡ଼। ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ଜହ୍ନାପଡ଼ା ଗ୍ରାମର ଚାଷୀଙ୍କ ଏଭଳି ଅଭିନବ ପ୍ରୟାସକୁ ସବୁମହଲରେ…

ଦଇବ ଦାଉ ସାଧିଛି: ବଞ୍ଚିବାକୁ ବୈକୁଣ୍ଠଙ୍କ ସଂଘର୍ଷ

କାମାକ୍ଷାନଗର, ୨୦।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍‌ଏସି ୪ନଂ. ଓ୍ବାର୍ଡର ପ୍ରଦୀପ ବିଶ୍ୱାଳ ଏବଂ ସାବିତ୍ରୀ ବିଶ୍ୱାଳଙ୍କ ଜୀବନରେ ଘୋଟି ଆସିଥିଲା ଅନ୍ଧକାର। ୧୫ ବର୍ଷୀୟ ସାନପୁଅ ବୈକୁଣ୍ଠ ଛାତ ଉପରେ ଖେଳୁଥିବାବେଳେ ୧୧ କେଭି ତାର ସଂସ୍ପର୍ଶରେ ଆସି ଜଳି…

ପତ୍ର ହଲିଲେ ପାଓ୍ବାର ଛୁ’

ଗଁଦିଆ, ୧୭।୯ ପତ୍ର ହଲିଲେ ଚାଲିଯାଉଛି ପାଓ୍ବାର। ଘଣ୍ଟା ଘଣ୍ଟା ଧରି ବିଜୁଳିର ଦେଖାମିଳୁନି। ବିଭାଗୀୟ ଦୁର୍ବଳତା ଲୁଚାଇବାକୁ କେତେବେଳେ ପୁରୁଣା ତାର, ଯନ୍ତ୍ରାଂଶ ତ ଆଉ କେବେ ନିଅଣ୍ଟିଆ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା ଉପରେ ଲଦି ଦିଆଯାଉଛି ଦୋଷ। ଗତ…

ପୋଲିସ ଗାଡ଼ି ଧରି ଯୁବକ ଛୁ

ଢେଙ୍କାନାଳ ଅଫିସ, ୧୬।୯: ସନ୍ଦେହଜନକ ଅବସ୍ଥାରେ ରାତିରେ ରାସ୍ତାରେ ବୁଲୁଥିବାବେଳେ ଉଠାଇ ଆଣିଥିଲା ପୋଲିସ। ଅସ୍ବାଭାବିକ ଆଚରଣରୁ ମାନସିକ ଭିନ୍ନକ୍ଷମ ହୋଇଥିବା ଅନୁମାନ କରି ପୋଲିସ ଗାଡ଼ିରେ ଯୁବକଙ୍କୁ ଘରକୁ ଛାଡ଼ିବାକୁ ଯାଉଥିଲେ ବିଭାଗୀୟ ଡ୍ରାଇଭର। ହେଲେ ଚାଳକ ଥାନାକୁ ପାଣି…

ଥାନା ବୋଲେରୋ ଧରି ଛୁ

ଢେଙ୍କାନାଳ ଅଫିସ, ୧୫।୯: ସନ୍ଦେହ ଜନକ ଅବସ୍ଥାରେ ରାତିରେ ରାସ୍ତାରେ ବୁଲୁଥିବାବେଳେ ଉଠାଇ ଆଣିଥିଲା ପୋଲିସ। ଅସ୍ବାଭାବିକ ଆଚରଣରୁ ମାନସିକ ଭିନ୍ନକ୍ଷମ ହୋଇଥିବା ଅନୁମାନ କରି ପୋଲିସ ଗାଡ଼ିରେ ଯୁବକଙ୍କୁ ଘରକୁ ଛାଡ଼ିବାକୁ ଯାଉଥିଲେ ବିଭାଗୀୟ ଡ୍ରାଇଭର। ହେଲେ ଚାଳକ ଥାନାକୁ…

ରଖେ ହରି ମାରେ କିଏ; ୨ ଘଣ୍ଟାର ସଂଘର୍ଷ ପରେ ଉଦ୍ଧାର ହେଲେ ନାବାଳକ

ଜେନାପୁର,୧୫।୯(ଡି.ଏନ.ଏ.): କଥାରେ ଅଛି ରଖେ ହରି ମାରେ କିଏ। ଏହି ଉକ୍ତିକୁ ପ୍ରମାଣ କରିଦେଲା ଭଳି ଘଟଣା ଘଟିଛି ଯାଜପୁର ଜିଲା ଜେନାପୁର ଥାନା ଅଧୀନ ଏଣ୍ଡଳବା ପଞ୍ଚାୟତର ନୌକା ଘାଟରେ। ମଙ୍ଗଳବାର ଜଣେ ନାବାଳକ ବ୍ରାହ୍ମଣୀ ନଦୀର ଭାସି ଯାଇଥିଲେ।…

ସିନେମା ହଲ୍‌ ସ୍ଥିତି ସଙ୍ଗିନ

ଢେଙ୍କାନାଳ ଅଫିସ, ୧୩ା୯: ଓଡ଼ିଆ ସିନେମା ଇତିହାସ ପାଇଁ ଅଭୁଲା ୧୯୩୬। ଏହି ବର୍ଷ ପରଦାକୁ ଆସିଥିଲା ପ୍ରଥମ କଳାଧଳା ଚଳଚ୍ଚିତ୍ର ‘ସୀତାବିବାହ’। ଏହାର ଦୀର୍ଘ ଚାରି ଦଶନ୍ଧି ପରେ ୧୯୭୬ରେ ବଡ଼ ପରଦାରେ ରିଲିଜ୍‌ ହୋଇଥିଲା ପ୍ରଥମ ରଙ୍ଗିନ ଚଳଚ୍ଚିତ୍ର…

ହାତଗୋଡ଼ ବାନ୍ଧି ଗର୍ଭବତୀଙ୍କୁ ମାରି ପୋଲ ତଳେ ଫିଙ୍ଗିଦେଲେ, ଅଧା ସନ୍ତାନ ପ୍ରସବ ଅବସ୍ଥାରେ ମିଳିଲା ମୃତଦେହ

ପରଜଙ୍ଗ,୧୧ା୯(ଡି.ଏନ୍‌.ଏ.): ଭଗବାନ ମଣିଷକୁ ବୁଦ୍ଧି, ବିବେକ, ଜ୍ଞାନ ସବୁକିଛି ଦେଇଛନ୍ତି। ମାତ୍ର ସଭ୍ୟ ମଣିଷ ଯେ ଏତେ ଅମଣିଷ ପାଲଟିଯାଏ ତାହା ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଘଟିଥିବା ଏକ ଘଟଣାରୁ ସ୍ପଷ୍ଟ ହୋଇଛି। ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଜଣେ…

‘ଜାଗା ମିଶନ’ ଦିଗହରା

ଭୁବନ, ୧୦।୯ ସହରାଞ୍ଚଳର ଗରିବ ଭୂମିହୀନ ବସ୍ତିବାସିନ୍ଦାଙ୍କ ମୁହଁରେ ଫୁଟିବ ହସ। ମୁଣ୍ଡକୁ ଛାତ। ପେଟକୁ ଭାତ। ହାତପାହାନ୍ତାରେ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦେବେ ରାଜ୍ୟ ସରକାର। ଆର୍ଥିକ ଅନଗ୍ରସର ପରିବାରର ଜୀବନଧାରଣ ମାନଦଣ୍ଡରେ ଉନ୍ନତି ଆଣିବା ଲକ୍ଷ୍ୟ ନେଇ…

ନବାନ୍ନରେ ଉତ୍ସବମୁଖର ଯୋରନ୍ଦା

ଢେଙ୍କାନାଳ ଅଫିସ, ୯।୯: ମହିମାଧର୍ମର ମୁଖ୍ୟପୀଠ ଯୋରନ୍ଦା ମହିମାଗାଦିରେ ଭାଦ୍ରବ ଶୁକ୍ଲପକ୍ଷ ଦ୍ୱିତୀୟା ତିଥିରେ ବୁଧବାର ଅନୁଷ୍ଠିତ ହୋଇଯାଇଛି ନବାନ୍ନ ଉତ୍ସବ। କୋଭିଡ୍‌ କଟକଣା ମଧ୍ୟରେ ସମସ୍ତ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିବାବେଳେ ଶୂନ୍ୟବ୍ରହ୍ମଙ୍କ ଉପାସନାରେ ବିଭୋର ହୋଇଥିଲେ ସାଧୁସନ୍ଥ। ଗୈରିକ ବସ୍ତ୍ରଧାରୀ…

ନୂଆପୋଖରୀକୁ ମିଳୁନି ନ୍ୟାୟ

ରତନ ନାୟାର ଢେଙ୍କାନାଳ ଅଫିସ, ୮।୯ – ଢେଙ୍କାନାଳର ଭାଗୀରଥି ସାଗର (ନୂଆ ପୋଖରୀ)ର ଉନ୍ନତୀକରଣ ଲାଗି ମାଳ ମାଳ ଯୋଜନା। ଐତିହ୍ୟସମ୍ପନ୍ନ ଏହି ପ୍ରାଚୀନ ଜଳାଶୟକୁ ନୂଆ ରୂପ ଦେବା ଲାଗି ଘୋଷଣା କରାଯାଇଛି ୪ କୋଟି ୬୮ ଲକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri