ଆବଶ୍ୟକ ପଡ଼ନ୍ତିନି ପୂଜକ, ମା’ଙ୍କୁ ନିଜ ହାତରେ ଶ୍ରଦ୍ଧାଳୁ ଖୁଆନ୍ତି ଭୋଗ
ତାଳଚେର,୧୧ା୪(ମନୋଜ ନନ୍ଦ): ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ଅଗ୍ନିରୂପା ହିଙ୍ଗୁଳାଙ୍କ ପ୍ରସିଦ୍ଧ ବାର୍ଷିକ ଯାତ୍ରା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ପ୍ରତ୍ୟେକ ବର୍ଷ ଚୈତ୍ର ମାସ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଏହି ଯାତ୍ରା ଆରମ୍ଭ ହୁଏ। ଚଳିତ ବର୍ଷ ମା’ ମନ୍ଦିରର ପଶ୍ଚିମ…
ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଓଡ଼ିଆ ପକ୍ଷ ପାଳନ, ୫୦ ଛାତ୍ରୀଛାତ୍ର ପୁରସ୍କୃତ
ଭୁବନ,୯।୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବିଜ୍ଞାପିତ ପରିଷଦ ପକ୍ଷରୁ ପାଳନ ହେଉଛି ଓଡ଼ିଆ ପକ୍ଷ। ଏହି ଦିବସରେ ଏନଏସି ମଧ୍ୟରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ , ପରିମଳ ତଥା ଓଡ଼ିଆ ଅସ୍ମିତା ଉପରେ ପ୍ରାଧାନ୍ୟ ଦିଆଯାଇଛି ।…
ମାଙ୍କଡ଼ା ପଥର ବୋଝେଇ ଟ୍ରକ ଜବତ, ଚାଳକ ଫେରାର
ଭୁବନ,୯।୪,( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ ବିଭାଗ ପକ୍ଷରୁ ବୁଧବାର ସକାଳ ସମୟରେ ଏକ ବେଆଇନ ମାଙ୍କଡ଼ା ପଥର ବୋଝେଇ ଟ୍ରକ କଅସର ଗୋଡା ଗ୍ରାମ ନିକଟରୁ ଜବତ କରିଛି। ସେହି ରାସ୍ତା ଦେଇ ବନ ବିଭାଗ…
ପୂର୍ବତନ ବିଧାୟକଙ୍କ ପରଲୋକ
ଢେଙ୍କାନାଳ,୮।୪: ପୂର୍ବତନ ବିଧାୟକ ପ୍ରଫୁଲ ଭଞ୍ଜଙ୍କର ମଙ୍ଗଳବାର ସକାଳେ ପରଲୋକ ହୋଇଛି । ଢେଙ୍କାନାଳ ସହର ମିନାବଜାର ସ୍ଥିତ ତାଙ୍କ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ବାର୍ଦ୍ଧକ୍ୟ ଜନିତ କାରଣରୁ ସେ କିଛିଦିନ ହେବ ଅସୁସ୍ଥ ଥିଲେ। ଘରେ…
ସ୍ତ୍ରୀ, ପୁଅ ସମେତ ୩ ଜଣଙ୍କୁ ଗୁଳି କଲେ ବ୍ୟକ୍ତି, ପଛରେ ଥିଲା ଏମିତି କାରଣ
ଢେଙ୍କାନାଳ,୭ା୪: ଶନିବାର ଢେଙ୍କାନାଳରେ ସମ୍ପତ୍ତି ବିବାଦକୁ କେନ୍ଦ୍ର କରି ଉପୁଜିଥିବା ହିଂସାରେ ଗୋଟିଏ ପରିବାରର ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଜିଲାର ତାଳବରକୋଟ ଗାଁରେ ଘଟିଥିବା ଏହି ଘଟଣାରେ ମାୟାଧର ବେହେରା ନାମକ ଜଣେ ବ୍ୟକ୍ତି ଗୁଳି ଚଳାଇଥିବା ଅଭିଯୋଗ…
ଶିକାର ଭାବି ସାଙ୍ଗକୁ ଗୁଳି
ଢେଙ୍କାନାଳ,୪ା୪(ରତନ ନାୟାର): ହିନ୍ଦୋଳ ରାସୋଳ ଥାନା ଅନ୍ତର୍ଗତ କଦଳୀପାଳ ମାନପୁର ଗାଁ ନିକଟରେ ଶିକାର ପାଇଁ ଯାଇଥିବା ବେଳେ ସାଙ୍ଗକୁ ଗୁଳି କରିଛନ୍ତି ଅନ୍ୟ ଜଣେ ସାଙ୍ଗ। ଗୁରୁବାର ବିଳମ୍ବିତ ରାତିରେ ଘଟିଛି ଏହି ଘଟଣା। ମାନପୁର ଗାଁର ୪ ସାଙ୍ଗ…
ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ିଚାଳନା, ଘର ଭିତରେ ପଶାଇଦେଲେ ଗାଡ଼ି, କାବୁ କଲେ ଲୋକେ
ଢେଙ୍କାନାଳ, ୨୮।୩(ରତନ ନାୟାର): କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡି ଚାଳନା। ନିଶାଶକ୍ତ ଅବସ୍ଥାରେ ବେପରୁଆ କାର ଚଳାଇ ଏକ ଜଳଖିଆ ଠେଲାକୁ ଧକ୍କା ଦେଇ ଜଣଙ୍କ ଘରର ଭିତରେ ପଶେଇଦେଲେ ଗାଡି। ଘରର ମୁଖ୍ୟ ଫାଟକ ଭାଙ୍ଗି ଘର ଭିତରକୁ…
ବାପା ଲଗାଇଲେ ନିଆଁ, ୧୧ମାସର ଝିଅ ଜୀବନ୍ତ ଦଗ୍ଧ
ଢେଙ୍କାନାଳ,୨୫।୩(ରତନ ନାୟାର): ଜିଲା ବାଲିମୀ ଥାନା ବାରସିଙ୍ଗା ଗ୍ରାମ ମୁଣ୍ଡାସାହିରେ ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢେ ୧୨ଟା ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁରେ ଗୋଟିଏ ଘରେ ନିଆଁ ଲାଗି ବଣି ଓରଫ ବାବୁଲି ସାହୁଙ୍କ ଝିଅ କ୍ରିତିକା…
ହସ୍ପିଟାଲରୁ ଚମ୍ପଟ ମାରିଲେ କଏଦୀ
ଢେଙ୍କାନାଳ,୨୫।୩: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମଙ୍ଗଳବାର ଚିକିତ୍ସା ପାଇଁ ଆସିଥିବା ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଛନ୍ତି। ମିଳିଥିବା ସୂଚନା ମୁତାବକ, ଚିକିତ୍ସା ପାଇଁ ୪ କଏଦୀଙ୍କୁ ଅଣାଯାଇଥିଲା। ସେମାନଙ୍କ ମଧ୍ୟରୁ ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ଫେରାର କଏଦୀଙ୍କୁ…
ଶାଳକାଠ ବୋଝେଇ ପିକ୍ଅପ୍ ଜବତ, ବନବିଭାଗକୁ ଦେଖି ଦୌଡ଼ିଲେ ମାଫିଆ
ଭୁବନ,୨୨ା୩(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ ବିଭାଗ ପକ୍ଷରୁ ଏକ ବେଆଇନ ଶାଳ କାଠ ସହିତ ପିକ୍ଅପ୍ ଗାଡ଼ି ଜବତ କରାଯାଇଛି। ପିକ୍ଅପ୍ ଗାଡ଼ିଟି ଟିପିଲେଇ ସଂରକ୍ଷିତ ଜଙ୍ଗଲରୁ ଶାଳଗଛ କାଠ ବୋଝେଇ କରି ଜାତୀୟ ରାଜପଥ ୫୩କୁ…
୩୦ ଲକ୍ଷ ଟଙ୍କା ହଡ଼ପ କରି ବନ୍ଧା ହେଲେ ସରପଞ୍ଚ
ପରଜଙ୍ଗ,୨୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ପଞ୍ଚାୟତର ସରପଞ୍ଚ ମକର ଚାନ୍ଦ ସାହୁ ପଞ୍ଚାୟତର ସିଏଫ୍ସି ଫଣ୍ଡ୍ ଟଙ୍କା ହଡ଼ପ ଅଭିଯୋଗରେ ବାନ୍ଧିଛି ପରଜଙ୍ଗ ପୋଲିସ। ୭ଟି ଚେକ୍ରେ ୩୦ ଲକ୍ଷ ଟଙ୍କା ସମ୍ପୂର୍ଣ୍ଣ ଚଳୁ କରି ଦେଇଛନ୍ତି…
୫ ଦିନ ଅନ୍ଧାରରେ ୩ ଗାଁ, ପ୍ରତିବାଦରେ ରାସ୍ତାରେ ବସିଲେ ଗ୍ରାମବାସୀ
ପରଜଙ୍ଗ,୨୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବଡ଼କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର ଜାମୁନାଳି ଗାଁ ନିକଟରେ ବିଦ୍ୟୁତ୍ ସମସ୍ୟାକୁ ନେଇ ଗୁରୁବାର ସକାଳୁ ରାସ୍ତାରୋକୋ କରିଥିଲେ ଶତାଧିକ ମହିଳା ଓ ପୁରୁଷ। ପ୍ରାୟ ୫ଦିନ ହେବ ୧୧କେଭି ବିଦ୍ୟୁତ୍ ଖୁଣ୍ଟି…
Archives


