ଢେଙ୍କାନାଳ

ଭଙ୍ଗାରୁଜା ଘଟଣାରେ ୨୪ କୋର୍ଟଚାଲାଣ

କେନ୍ଦ୍ରାପଡ଼ା ଅଫିସ/ଢେଙ୍କାନାଳ ଅଫିସ/ରାଜକନିକା/ଆଳି(ଡି.ଏନ୍‌.ଏ.),୧୪ା୮: କେନ୍ଦ୍ରାପଡ଼ା ଜିଲା ଖରସ୍ରୋତା ନଦୀରୁ ଭଦ୍ରକକୁ ଜଳଯୋଗାଣ ପ୍ରତିବାଦରେ ରାଜକନିକା ବ୍ଲକ ବରୁଣାଡ଼ିହାରେ ପୋଲିସ, ପ୍ରଶାସନ ଏବଂ ଆନ୍ଦୋଳନକାରୀଙ୍କ ମଧ୍ୟରେ ହୋଇଥିବା ଖଣ୍ଡଯୁଦ୍ଧ ଘଟଣାରେ ୨୪ ଜଣ ଗିରଫ ହୋଇଛନ୍ତି। ଖରସ୍ରୋତା ନଦୀ ବଞ୍ଚାଅ ସଂଗ୍ରାମ ସମିତିର…

୭୦ ବର୍ଷ ପରେ ସୁବର୍ଣ୍ଣ ନାଗାଭରଣ ବେଶ

ଢେଙ୍କାନାଳ ଅଫିସ, ୧୪।୮ ରାଜ୍ୟର ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସ ପୀଠ ପାଇଁ ଶୁକ୍ରବାର ଥିଲା ଐତିହାସିକ ଦିନ। କାରଣ ଦୀର୍ଘ ୭୦ବର୍ଷ ପରେ ଅନୁଷ୍ଠିତ ହୋଇଥିଲା ମହାପ୍ରଭୁ ଶ୍ରୀଚନ୍ଦ୍ରଶେଖରଙ୍କ ସୁବର୍ଣ୍ଣ ନାଗାଭରଣ ବେଶ। ସୁନାର ପଞ୍ଚବକ୍ର ମୁକୁଟ ପରିଧାନ କରି ଶ୍ରୀଜୀଉ…

ଖରସ୍ରୋତା ପାଣି ବିବାଦ: ଜଣେ ଗିରଫ, ୨୫ରୁ ଊର୍ଦ୍ଧ୍ୱ ଅଟକ

କେନ୍ଦ୍ରାପଡ଼ା/ଢେଙ୍କାନାଳ ଅଫିସ,୧୩ା୮: ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ପ୍ରତିବାଦରେ କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହା ଠାରେ ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଗୁରୁବାର ସଂଘର୍ଷ ହୋଇଥିଲା। ଆନ୍ଦୋଳନକାରୀ ପ୍ରକଳ୍ପ ଠିକା କମ୍ପାନୀର ଆସବାବପତ୍ର ନଷ୍ଟ କରିବା ସହ…

କପିଳାସ ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟର: ଅନାଥ ହାତୀଙ୍କ ଅଭୟଗୃହ

ଢେଙ୍କାନାଳ ଅଫିସ, ୧୨।୮: ଗରିବ ମଣିଷ ଛୁଆଟେ ଛେଉଣ୍ଡ ହୋଇଗଲେ ତା’ ପାଇଁ ଝରିପଡ଼େ ଅନେକ ଦରଦ। ଆହା କରନ୍ତି ସହୃଦୟ ବ୍ୟକ୍ତି। ବଢ଼ାନ୍ତି ସହାୟତାର ହାତ। ଆବଶ୍ୟକ ପଡ଼ିଲେ ପ୍ରଶାସନ କରାଏ ସମ୍ପୃକ୍ତ ଶିଶୁର ଥଇଥାନ ବ୍ୟବସ୍ଥା । ସଂଘବଦ୍ଧ…

ରୋଗୀ କଲବଲ, ଲୁଟୁଛନ୍ତି ଦଲାଲ

ଭୁବନ, ୧୧।୮(ଡି.ଏନ୍‌.ଏ.) – କରୋନା ମହାମାରୀ ସମୟରେ ବଢ଼ିଛି ସ୍ବାସ୍ଥ୍ୟସେବାର ଗୁରୁତ୍ୱ। କେବଳ କୋଭିଡ୍‌ ନୁହେଁ, ଅନ୍ୟ ରୋଗୀମାନଙ୍କ ଚିକିତ୍ସାରେ ଯେପରି କୌଣସି ଅବହେଳା ନ ହୁଏ; ସେଥିଲାଗି ଗୁରୁତ୍ୱ ଦେବାଲାଗି ସରକାର ଜୋର୍‌ ଦେଉଛନ୍ତି। ହେଲେ ଗ୍ରାମାଞ୍ଚଳର ସ୍ବାସ୍ଥ୍ୟସେବାର ପ୍ରାଣକେନ୍ଦ୍ର…

କମାଇଦେଲେ ଗହମ କୋଟା

ଭୁବନ, ୭।୮(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ସାଧାରଣ ଯୋଗାଣ ବ୍ୟବସ୍ଥା (ପିଡିଏସ୍‌)ରେ ଗରିବ ହିତାଧିକାରୀଙ୍କୁ ଜୁଲାଇ ମାସର ଗହମ କୋଟା କମାଇ ଦିଆଯାଇଛି। ଯୋଗାଣ ବିଭାଗ ପକ୍ଷରୁ କେ.ଜି. ପିଛା ୨୦୦ ଗ୍ରାମ କମ୍‌ ଗହମ ପ୍ରଦାନ କରାଯାଇଥିବା ଅଭିଯୋଗ…

ଜୀବିକା ଦେଇଛି ଜୈବଖତ

ଭୁବନ, ୬।୮(ଡି.ଏନ୍‌.ଏ.) ଗଳିକନ୍ଦିରେ ଠୁଳ ହୋଇ ରହୁଥିଲା ଆବର୍ଜନା। ବିଗାଡୁଥିଲା ସହର ସୌନ୍ଦର୍ଯ୍ୟ। ସୃଷ୍ଟି ହେଉଥିଲା ପୁତ୍ତିଗନ୍ଧମୟ ପରିବେଶ। ବଢୁଥିବା ମଶାବଂଶ ସାଜୁଥିଲା ସଂକ୍ରାମକ ରୋଗର କାରଣ। ହେଲେ ସେହି ଅଦରକାରୀ ବର୍ଜ୍ୟ ଏବେ ଅନେକଙ୍କୁ କରିଛି ସ୍ବାବଲମ୍ବୀ। ସେଥିରୁ ପ୍ରସ୍ତୁତ…

‘ସ୍ପୋର୍ଟସ୍‌ ହବ୍‌’ ସ୍ବପ୍ନ ଅଧୁରା

ଢେଙ୍କାନାଳ ଅଫିସ, ୫।୮: ତୀରନ୍ଦାଜୀଠାରୁ ଟେନିସ୍‌। କ୍ରିକେଟରୁ ଆରମ୍ଭ କରି ଫୁଟବଲ୍‌। କ୍ରୀଡ଼ାକ୍ଷେତ୍ରକୁ ନେଇ ଢେଙ୍କାନାଳ ଜିଲାରେ ରହିଛି ପର୍ଯ୍ୟାପ୍ତ ସମ୍ଭାବନା। ପ୍ରତିଭା କି ଭିତ୍ତିଭୂମିର ଅଭାବ ନାହିଁ। ଅଜସ୍ର ଟଙ୍କା ମଧ୍ୟ ମଞ୍ଜୁର ହେଉଛି। ହେଲେ ଦୂରଦୃଷ୍ଟି ଏବଂ ସମନ୍ବୟ…

ସଚେତନ କରୁଛି ବାଇକର୍ସ କ୍ଲବ

ଢେଙ୍କାନାଳ ଅଫିସ, ୩ା୮ ସଡ଼କ ସୁରକ୍ଷା ସହ ଦୁର୍ଘଟଣା ରୋକିବା ଦିଗରେ କାର୍ଯ୍ୟ କରୁଛି ଢେଙ୍କାନାଳ ବାଇକର୍ସ କ୍ଲବ। କ୍ଲବର ମୋଟ୍‌ ୧୨ଜଣ ସଦସ୍ୟ ବର୍ଷକ ମଧ୍ୟରେ ପ୍ରାୟ ୪ ହଜାର କିଲୋମିଟର ପରିଭ୍ରମଣ କରି ଯୁବ ଗୋଷ୍ଠୀଙ୍କୁ ସଚେତନ କରିବାର…

ବନ୍ଧ୍ୟାକରଣ ବାଟବଣା

ଭୁବନ, ୩୦।୭(ଡି.ଏନ୍‌.ଏ.) ମୁଣ୍ଡବ୍ୟଥା ବଢ଼ାଇଛନ୍ତି ବୁଲାକୁକୁର। ଗଳିକନ୍ଦିରେ ପଲପଲ ହୋଇ ବୁଲୁଛନ୍ତି। ରାଜରାସ୍ତାକୁ ଅକ୍ତିଆରକୁ ନେଉଛନ୍ତି। ଏକଲା ମଣିଷ ଦେଖିଲେ କାମୁଡ଼ିବାକୁ ଗୋଡ଼ାଉଛନ୍ତି। ସେମାନଙ୍କ ଦୌରାତ୍ମ୍ୟରେ ସବୁଠାରୁ ବେଶି ପ୍ରଭାବିତ ହେଉଛନ୍ତି ବାଇକ୍‌ ଆରୋହୀ। ପରସ୍ପର ଭିତରେ କାମୁଡ଼ା କାମୁଡ଼ି ହୋଇ…

ବିକ୍ରି ହେବ ବିଆର୍‌ଜି କମ୍ପାନୀ

ଢେଙ୍କାନାଳ ଅଫିସ, ୨୯।୭: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କୁରୁଣ୍ଟି-ମେରାମଣ୍ଡଳୀରେ ପ୍ରତିଷ୍ଠିତ ବିଆର୍‌ଜି ଆଇରନ୍‌ ଷ୍ଟିଲ କମ୍ପାନୀ ବିକ୍ରି ହେବ। ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ବୁଧବାର ମଧ୍ୟାହ୍ନରେ ଅନୁଷ୍ଠିତ ତ୍ରିପାକ୍ଷିକ ବୈଠକରେ କମ୍ପାନୀର ଲିକ୍ୟୁଡେଟର ଏ ସମ୍ପର୍କରେ ସୂଚନା ଦେଇଛନ୍ତି।…

ଖେଳାଳିରୁ କୋଚ୍‌

ଢେଙ୍କାନାଳ ଗୁଡ଼ିଆନାଳିର ଝିଅ କାଦମ୍ବିନୀ ମହାକୁଡ଼। ମା’ ବାସନ୍ତୀ ମହାକୁଡ଼ ଓ ବାପା ମଦନ ମୋହନ ମହାକୁଡ଼। ୧୯୮୨ ଜୁଲାଇ ୧୩ରେ ଜନ୍ମିତ କାଦମ୍ବିନୀ ଓଡ଼ିଶା ମହିଳା କ୍ରିକେଟରେ ଜଣେ ଦକ୍ଷ ଉଇକେଟକିପର ଏବଂ ଆକ୍ରମଣାତ୍ମକ ଓପନର/ମିଡ୍‌ଲଅର୍ଡର ବ୍ୟାଟ୍ସଓମ୍ୟାନ ଭାବେ ପରିଚିତ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?