ଢେଙ୍କାନାଳ

ମହିଳା ସରପଞ୍ଚଙ୍କୁ ମାଡ଼ : ଭିଡିଓ ଭାଇରାଲ

ପରଜଙ୍ଗ,୨୭।୬(ଡି.ଏନ୍‌.ଏ.): ସର୍ବ ସାଧାରଣରେ ମହିଳା ସରପଞ୍ଚଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି । ଏପରି ଘଟଣା ଦେଖିବାକୁ ମିଳିଛି ପରଜଙ୍ଗ ବ୍ଲକ କଙ୍କିଳି ପଞ୍ଚାୟତରେ। ଗତ ବର୍ଷ କୋଭିଡ୍‌ ସମୟରେ ରନ୍ଧା ଖାଦ୍ୟ ଲୋକମାନଙ୍କୁ ଦିଆଯାଇଥିଲା। ଏହାର ଫାଇଲ ନ ଦେବାରୁ ଏମିତି…

ଟିକା ନେବାକୁ ଆସି କଲବଲ

ଭୁବନ, ୨୪।୪(ଡି.ଏନ.ଏ.) କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଟିକାକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଛି କଡ଼ା ନିର୍ଦ୍ଦେଶ। ଟିକା ଯେପରି ନଷ୍ଟ ନ ହେବ ଏବଂ ହିତାଧିକାରୀମାନେ ଟିକା ପାଇପାରିବେ ସେଥିଲାଗି ସ୍ବତନ୍ତ୍ର ଗୁରୁତ୍ୱ…

ଜଟିଳ ସ୍ଥିତିରେ ଜୀବିକା

ଭୁବନ, ୨୩।୪(ଡି.ଏନ୍‌.ଏ.) ବଦଳିଯାଉଛି ମଣିଷର ଜୀବନଶୈଳୀ। ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ଆଗକୁ ବଢୁଛି ଜୀବନ। ଏସବୁ ଭିତରେ ପଛରେ ପଡ଼ିଯାଉଛି ପାରମ୍ପରିକ ହସ୍ତଶିଳ୍ପ। ଆବଶ୍ୟକତା କମିଯିବା ଏବଂ ସାମଗ୍ରୀର ବିକଳ୍ପ ମିଳିଯିବା ପରେ ଏଭଳି ବୃତ୍ତି ମହତ୍ତ୍ୱ ହରାଇବାରେ ଲାଗିଛି।…

ଆଗ୍ରହରୁ ଆତ୍ମନିର୍ଭର

କାମାକ୍ଷାନଗର, ୨୩ା୪(ଡି.ଏନ୍‌.ଏ.) ଖୋଲା ଆକାଶ ତଳେ ଶତାଧିକ ନଡ଼ାର ପ୍ୟାଡ୍‌। ସେଥିରେ ଫୁଟିଛି ମେଞ୍ଚା ମେଞ୍ଚା ଛତୁ। ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏଭଳି ଓପନ୍‌ ଫାର୍ମ ଛତୁଚାଷ ଏବେ ଚର୍ଚ୍ଚା ସାଉଁଟୁଛି। ଅଞ୍ଚଳର ଯୁବଚାଷୀ ଏଭଳି ସହଜ ପଦ୍ଧତି ଆପଣାଇ…

କଟକଣା ମାନିଲେ କମିବ କରୋନା

ଢେଙ୍କାନାଳ ଅଫିସ, ୨୧।୪ ରାଜ୍ୟରେ ରେକର୍ଡ ଭାଙ୍ଗୁଛି କରୋନା। ସହରାଞ୍ଚଳରେ ସଂକ୍ରମଣ ବଢିବାରେ ଲାଗିଛି। ଅଧିକ ଶକ୍ତିଶାଳୀ ହୋଇ ବାହୁଡ଼ିଥିବା ଭୂତାଣୁକୁ ପ୍ରତିହତ କରିବା ଏବେ ସରକାରଙ୍କ ପାଇଁ ନୂଆ ଚ୍ୟାଲେଞ୍ଜ ପାଲଟିଥିବାବେଳେ ନୂଆ କରି ଜାରି କରାଯାଇଛି କୋଭିଡ୍‌ ଗାଇଡ୍‌ଲାଇନ।…

ସ୍ତ୍ରୀଙ୍କ ପାଇଁ ଜହ୍ନରେ ଜାଗା କିଣିଲେ ସାଜନ୍‌

ଢେଙ୍କାନାଳ ଅଫିସ, ୧୯।୪: ସ୍ତ୍ରୀଙ୍କୁ ଜନ୍ମଦିନରେ ଉପହାର ସ୍ବରୂପ ମିଳିଛି ୫ ଏକର ଜାଗା। ତେବେ ପୃଥିବୀରେ ନୁହେଁ, ବରଂ ଜହ୍ନରେ କିଣାଯାଇଛି ଏହି ଜମି। ଏଭଳି ଏକ ନିଆରା ଉପହାର ଦେଇ ଉଦାହରଣ ସୃଷ୍ଟି କରିଛନ୍ତି ଢେଙ୍କାନାଳ ସହର କାରିଗରସାହି…

କଟକଣା ଭାଙ୍ଗିଲେ କାର୍ଯ୍ୟାନୁଷ୍ଠାନ

ଢେଙ୍କାନାଳ ଅଫିସ, ୧୭।୪ ଭୟଙ୍କର ରୂପ ନେଇ ବାହୁଡ଼ିଛି କରୋନା। ଦେଶ ତଥା ରାଜ୍ୟରେ ସଂକ୍ରମଣ ମାମଲା ରେକର୍ଡ ଭାଙ୍ଗୁଛି। ଦ୍ୱିତୀୟ ଲହରିର ମୁକାବିଲା କରିବାକୁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥିଲାଗି ଜାରି କରାଯାଇଛି ବିଭିନ୍ନ କଟକଣା। ଏହି ପରିପ୍ରେକ୍ଷୀରେ…

ମ୍ୟାଙ୍ଗୋ ହବ୍‌ ପରିତ୍ୟକ୍ତ

ଢେଙ୍କାନାଳ ଅଫିସ, ୧୬।୪ ଜାତୀୟସ୍ତରରେ ସୁନାମ ଅର୍ଜିଛି ଢେଙ୍କାନାଳର ଆମ୍ବ। ବିଦେଶରେ ମଧ୍ୟ ଏହାର ଆଦର କିଛି କମ୍‌ ନୁହେଁ। ଜିଲାର ଆମ୍ବ ଚାଷୀ ଏବଂ ଆମ୍ବ ବ୍ୟବସାୟକୁ ପ୍ରୋତ୍ସାହିତ କରିବାକୁ ସଦର ବ୍ଲକ ଗୋବିନ୍ଦପୁରଠାରେ ପ୍ରତିଷ୍ଠା ହୋଇଥିଲା ପନିପରିବା ବିପଣନ…

ଆଇଜିଆଇଟି କଲେଜରେ ଛାତ୍ର ଅଶାନ୍ତ: ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ

ପରଜଙ୍ଗ,୧୪।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗସ୍ଥିତ ଇନ୍ଦିରା ଗାନ୍ଧୀ ବୈଷୟିକ ପ୍ରତିଷ୍ଠାନ(ଆଇଜିଆଇଟି) କ୍ୟାମ୍ପସରେ ମଙ୍ଗଳବାର ରାତିରେ ପୁଣି ଛାତ୍ର ଅଶାନ୍ତ ଦେଖାଦେଇଛି । ବିଟେକ ତୃତୀୟ ଓ ଶେଷ ବର୍ଷ ଛାତ୍ରଙ୍କ ମଧ୍ୟରେ ଘମାଘୋଟ ଲଢେଇ ହୋଇଛି। ଏହାକୁ ନେଇ…

ପାନୀୟ ଜଳ ଚିନ୍ତାରେ ଭୁବନ ଏନ୍‌ଏସି ବାସିନ୍ଦା

ଭୁବନ,୧୪ା୪(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ୧୫ଟି ଓ୍ବାର୍ଡରେ ଜଳସ୍ତର ହ୍ରାସ ପାଇବାରେ ଲାଗିଛି। ଏଠାରେ ଥିବା କୂଅ, ପୋଖରୀଗୁଡ଼ିକ ଶୁଖି ଚାଲିଥିବାବେଳେ ୫ଟି ଓ୍ବାର୍ଡବାସୀ ଜଳ ସଙ୍କଟର ସମ୍ମୁଖୀନ ହେଲେଣି। ଏନ୍‌ଏସିର ୨୫ ହଜାର ଲୋକଙ୍କ ପାଇଁ ଯେତିକି…

ସଂସ୍କୃତି ବିଭାଗକୁ ଅଣଦେଖା

ଢେଙ୍କାନାଳ ଅଫିସ,୧୩ା୪ ଐତିହ୍ୟ, କଳା, ସ୍ଥାପତ୍ୟ, ସଂସ୍କୃତି ପାଇଁ ଢେଙ୍କାନାଳ ଜିଲା ରାଜ୍ୟ ଓ ଜାତୀୟସ୍ତରରେ ବେଶ୍‌ ପରିଚିତ। କିନ୍ତୁ ଗତ ୬ବର୍ଷ ହେଲା ଜିଲା ସଂସ୍କୃତି ବିଭାଗକୁ ଅଣଦେଖା କରି ରଖାଯାଇଛି। ଫଳରେ ଜିଲା ସଂସ୍କୃତି ପରିଷଦ ଗଠନ ହୋଇପାରୁ…

ନୂଆ ବସ୍‌ଷ୍ଟାଣ୍ଡ ନିର୍ମାଣ ଆଶା ସଞ୍ଚାର

ଢେଙ୍କାନାଳ ଅଫିସ,୧୨ା୪: ଦୀର୍ଘବର୍ଷ ଧରି ଯୋଜନା ପରେ ଯୋଜନା ହେଉଥିଲା। କିନ୍ତୁ ଢେଙ୍କାନାଳ ସହରରେ ପ୍ରସ୍ତାବିତ ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ କେବଳ ଫାଇଲ୍‌ ମଧ୍ୟରେ ରହିଯାଉଥିଲା। ବିଳମ୍ବରେ ହେଲେ ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ ଏଥିପାଇଁ ପଦକ୍ଷେପ ନିଆଯାଇଛି। ୫୫ନଂ. ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?