ସରୁନି ପ୍ରକଳ୍ପ, ମିଳୁନି ପାଣି
ଢେଙ୍କାନାଳ ଅଫିସ, ୧୯।୩ ଗ୍ରାମାଞ୍ଚଳବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ସରକାରଙ୍କ ଅନେକ ଯୋଜନା। ଏଥିଲାଗି ଖର୍ଚ୍ଚ କରାଯାଉଛି ଅଜସ୍ର ଟଙ୍କା। ବସୁଧା ଯୋଜନାରେ ଲକ୍ଷାଧିକ ଟଙ୍କା ବ୍ୟୟରେ ଓଭରହେଡ୍ ପାଣି ଟାଙ୍କି ନିର୍ମାଣ ଚାଲିଛି। ଭୂତଳ ପାଇପ ବିଛାଇ…
ଖୋଲିବ କ୍ରୀଡ଼ାବିତ୍ଙ୍କ ଭାଗ୍ୟ
କାମାକ୍ଷାନଗର, ୧୮।୩ (ଡି.ଏନ.ଏ.): ପ୍ରତିଭାବାନ କ୍ରୀଡ଼ାବିତ୍ଙ୍କ ପେଣ୍ଠସ୍ଥଳ ଓଡ଼ିଶାର ଗ୍ରାମାଞ୍ଚଳ। ହେଲେ ସମସ୍ତଙ୍କୁ ମିଳୁନି ପ୍ରତିଭା ପ୍ରଦର୍ଶନର ସୁଯୋଗ। ଲୋକଲୋଚନକୁ ଆସି ନ ପାରି ଲୁଚି ରହିଯାଉଛି ସେମାନଙ୍କ ଦକ୍ଷତା। ଏଭଳି ଦକ୍ଷ କ୍ରୀଡ଼ାବିତ୍ଙ୍କୁ ପରିଚୟ ଦେବାକୁ ସରକାର ଗୁରୁତ୍ୱ ଦେଉଛନ୍ତି।…
ଖୁବ୍ଶୀଘ୍ର ସପ୍ତଶଯ୍ୟାର ନବକଳେବର
ଢେଙ୍କାନାଳ ଅଫିସ, ୧୮।୩: ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ପ୍ରମୁଖ ସ୍ଥାନ ହାସଲ କରିଥିବା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟାର ଖୁବ୍ଶୀଘ୍ର ନବକେଳବର ହେବ। ସବୁଜ ବନାନୀରେ ଭରା ଏହି ସ୍ଥାନକୁ ଆହୁରି ଆକର୍ଷଣୀୟ କରିବା ଲାଗି ଆବଶ୍ୟକ ପଦକ୍ଷେପ ନିଆଯିବ। ଏଥିଲାଗି…
ସବୁଜ ସଂକଳ୍ପର ସାରଥି ‘ସତ୍ୟ’
ଢେଙ୍କାନାଳ ଅଫିସ, ୧୭।୩ – ଆଜି ଚାରାଟିଏ ଲଗାଇ ସାମାନ୍ୟ ଯତ୍ନ ନେଲେ କାଲି ତାହା ଗଛରେ ପରିଣତ ହେବ। ମଲା ପରେ ବି ଏହାକୁ ଲଗାଇଥିବା ବ୍ୟକ୍ତିଙ୍କୁ ସମସ୍ତେ ମନେପକାଉଥିବେ। ଗଛ କେବଳ ମାନବଜାତିର ମିତ୍ର ନୁହେଁ, ଛନଛନ ପତ୍ର,…
ପାସେଞ୍ଜର ହଲ୍ଟରେ ସେବା ଠପ୍
ଢେଙ୍କାନାଳ ଅଫିସ, ୧୫।୩: କରୋନାକୁ ପୂରିଲାଣି ବର୍ଷେ। ତଥାପି ଶତପ୍ରତିଶତ ସ୍ବାଭାବିକ ହୋଇପାରିନି ଟ୍ରେନ୍ ଚଳାଚଳ। ହାତଗଣତି ରେଳ ସେବା ଯୋଗାଉଥିବାବେଳେ ଟ୍ରାକ୍ରେ ଗଡ଼ିନି ପାସେଞ୍ଜର ଟ୍ରେନ୍। ଏବେ ଅଧିକ ଶକ୍ତିଶାଳୀ ହୋଇ କୋଭିଡ୍ ବାହୁଡ଼ିଥିବାବେଳେ ଶସ୍ତା ଏବଂ ଜରୁରୀ ସେବା ଯୋଗାଉଥିବା…
ଡ୍ରୋନ୍ ଜଗିବ ଜଙ୍ଗଲ ନିଆଁ
ଢେଙ୍କାନାଳ ଅଫିସ, ୧୫।୩: ଶିମିଳିପାଳ ଅଭୟାରଣ୍ୟର ଜଙ୍ଗଲ ନିଆଁ ଢେଙ୍କାନାଳ ବନ ବିଭାଗ ପାଇଁ ସତର୍କ ଘଣ୍ଟି ବଜାଇଛି। ବନାଗ୍ନି କବଳରୁ ଜଙ୍ଗଲକୁ ସୁରକ୍ଷିତ ରଖିବାକୁ ବନ ବିଭାଗ ପକ୍ଷରୁ ନିଆଯାଇଛି ବୈଷୟିକ ଜ୍ଞାନ କୌଶଳର ସହାୟତା। କପିଳାସ ଅଭୟାରଣ୍ୟର ଫାୟାର ପଏଣ୍ଟ…
ମୃଦଙ୍ଗ ତାନ ମୋହୁଛି ମନ
କାମାକ୍ଷାନଗର, ୧୫।୩(ଡି.ଏନ.ଏ.): ଦଙ୍ଗଟିଏ ପାଇଲେ ସେ ହୋଇଯାଆନ୍ତି ଆନମନା। ତାଙ୍କ ସୂକ୍ଷ୍ମ ହସ୍ତଚାଳନାରେ କଥା କୁହେ ଏହି ପାରମ୍ପରିକ ବାଦ୍ୟ। ହରେକୃଷ୍ଣ ହରେରାମ ହେଉ କି ଆଧୁନିକ ସଙ୍ଗୀତ, ଗୀତର ତାଳେ ତାଳେ ମୃଦଙ୍ଗ ବାଦନ କରି ଅଳ୍ପ ସମୟରେ ସୃଷ୍ଟି…
ଅଢ଼େଇ ଲକ୍ଷରେ ଡେମୋନଷ୍ଟ୍ରେଟର
ଢେଙ୍କାନାଳ ଅଫିସ, ୧୩।୩ ଡେମୋନଷ୍ଟ୍ରେଟର ନିଯୁକ୍ତିରେ ଜାଲିଆତି। ଟିଚିଂ ଷ୍ଟାଫ୍ ଦର୍ଶାଇ ଦିଆଯାଇଥିଲା ଚାକିରି। ଏଥିଲାଗି ନିଆଯାଇଥିଲା ଅଢ଼େଇ ଲକ୍ଷ ଟଙ୍କା। ଢେଙ୍କାନାଳ ଜିଲା ସଦର ବ୍ଲକ ବେଲଟକିରି ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏଭଳି ଦୁର୍ନୀତି ହୋଇଥିବା ଅଭିଯୋଗ ଆଣିଛନ୍ତି…
ଜାଗା ଖୋଜୁଛି ମଡେଲ ବସ୍ଷ୍ଟାଣ୍ଡ୍
ଢେଙ୍କାନାଳ ଅଫିସ, ୧୨।୩ ବଢୁଛି ଢେଙ୍କାନାଳ ସହର। ବଦଳୁଛି କଳେବର। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ ଆବଶ୍ୟକତା ଅନୁଭବ ହେଲାଣି। ହେଲେ ପ୍ରଶାସନିକ ଇଚ୍ଛାଶକ୍ତିର ଅଭାବ ଯୋଗୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଅଟକି ରହିଛି। ଦୀର୍ଘ ୫ବର୍ଷ ତଳେ…
ଅଳିଆରେ କଲବଲ କାଳୀବଜାର
ଭୁବନ, ୧୧।୩(ଡି.ଏନ.ଏ.) ସ୍ବଚ୍ଛ ସହର ଗଢ଼ିତୋଳିବା ପାଇଁ ଅନେକ ଯୋଜନା। ସ୍ବଚ୍ଛ ଭାରତ ଅଭିଯାନ, ସହରାଞ୍ଚଳ ବିକାଶ ପାଣ୍ଠିରୁ ଏଥିଲାଗି ପାଣି ପରି ଖର୍ଚ୍ଚ ହେଉଛି ଟଙ୍କା। କରଦାତାଙ୍କଠାରୁ ଅସୁଲ କରାଯାଉଛି ଟିକସ। ହେଲେ ପରିଚାଳନାଗତ ତ୍ରୁଟି ଏବଂ ଦୂରଦୃଷ୍ଟି ଅଭାବରୁ ସବୁ…
ଝଲସୁଛି କପିଳାସ ପୀଠ
ଢେଙ୍କାନାଳ ଅଫିସ, ୧୦।୩ – ଦିନକ ପରେ ବିଶ୍ୱପ୍ରସିଦ୍ଧ ଜାଗରଯାତ୍ରା। ଏହାକୁ ନେଇ କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପୀଠ ଝଲସୁଛି। ମହାଦେବଙ୍କ ଏହି ମହାନ୍ ପର୍ବରେ ସାମିଲ ହେବାକୁ ଶ୍ରଦ୍ଧାଳୁ ଉତ୍ସୁକତାର ସହ ଅପେକ୍ଷା କରି ରହିଥିବାବେଳେ ପ୍ରସ୍ତୁତି ଚୂଡ଼ାନ୍ତ…
ମାଟିମୂର୍ତ୍ତିର ମ୍ୟୁଜିୟମ
ସାତମାଇଲ,୮।୩: ମହାବୀରଙ୍କଠାରୁ ମହାତ୍ମା ଗାନ୍ଧୀ। ତିଳକଙ୍କଠାରୁ ତେଜସ୍ବିନୀ ଲକ୍ଷ୍ମୀବାଈ। ସୁନ୍ଦର ଆଲୋକରେ ଝଲସୁଛି ଓଡ଼ିଶାର ସମୃଦ୍ଧ ସଂସ୍କୃତି, ଲୋକକଳା, ସ୍ବାଧୀନତା ସଂଗ୍ରାମର ଗାଥା, ଜନଜୀବନର ଗହନ କଥା। ଜନଗଣଙ୍କ ଜାଣିବା ଲାଗି ପ୍ରତିଟି ବିଷୟରେ ଦର୍ଶାଯାଇଛି ସଂକ୍ଷିପ୍ତ ସୂଚନା। ଫଟୋଚିତ୍ରରେ ନୁହେଁ,…
Archives


