ଢେଙ୍କାନାଳ

ବଢୁଛି ବାଲ୍ୟବିବାହ

ଢେଙ୍କାନାଳ ଅଫିସ, ୧୭।୧ (ରତନ ନାୟାର) : କଅଁଳ କାନ୍ଧ ବୋହୁଛି ଜଞ୍ଜାଳ। ସଂସାରର ନୀତିନିୟମ, ଚାଲିଚଳଣ ବୁଝିବା ଆଗରୁ ମୁଣ୍ଡରେ ଲଦି ଦିଆଯାଉଛି ବୋଝ। କୋମଳମତି ବୟସରେ ପାଠପଢ଼ି ଆଗକୁ ବଢ଼ିବା ସମୟରେ ମାତୃତ୍ୱ ଲାଭ କରୁଛନ୍ତି ସେମାନେ। ଅପରିପକ୍ୱ ବୟସରେ…

ଢେଙ୍କାନାଳରେ ପୁଣି କୁମାରୀ ମା’

ଢେଙ୍କାନାଳ ଅଫିସ, ୧୬।୧: ଢେଙ୍କାନାଳ ଜିଲା ପୁଣି ବୋହିଛି କୁମାରୀ ମା’ର କଳଙ୍କ। ଭୁବନ ପରେ କାମାକ୍ଷାନଗର ଥାନା ଅଞ୍ଚଳରେ ଏହାର ପୁନରାବୃତ୍ତି ଘଟିଛି। ଜଣେ ୧୭ ବର୍ଷୀୟା ନାବାଳିକା ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ ପୁତ୍ର ସନ୍ତାନ ଜନ୍ମ…

ଉଡ଼ି ଉଡ଼ି ଉଡ଼ି..

ଢେଙ୍କାନାଳ ଅଫିସ, ୧୪।୧: ‘ଉଡ଼ି ଉଡ଼ି ଉଡ଼ି ଯାରେ ଉଡ଼ି… ଏ ମୋର ଗୁଡ଼ି…’ ଆଜି ବି ଏହି ଗୀତ ଶ୍ରୋତାଙ୍କୁ ନେଇଯାଏ ସତୁରି ଦଶକକୁ। ସୁର ସମ୍ରାଟ ଅକ୍ଷୟ ମହାନ୍ତିଙ୍କ କଣ୍ଠରୁ ଝରି ଆସିଥିବା ଏହି ଗୀତ ବାଜିଲେ ଆଖି ଆଗରେ…

ଢେଙ୍କାନାଳରେ ୬,୩୫୫ ପକ୍ଷୀ

ଢେଙ୍କାନାଳ ଅଫିସ, ୧୨।୧ ଢେଙ୍କାନାଳରେ ପକ୍ଷୀଗଣନା ଶେଷ ହୋଇଛି। ଜିଲାର ବିଭିନ୍ନ ବନଖଣ୍ଡ, ସଂରକ୍ଷିତ ଜଙ୍ଗଲ, ଜଳାଶୟରେ ହୋଇଥିବା ଏହି ଗଣନାରୁ ୬,୩୫୫ ପକ୍ଷୀ ରହିଥିବା ଜଣାପଡ଼ିଛି। ତନ୍ମଧ୍ୟରେ କେତେକ ଅତିଥି ପକ୍ଷୀ ମଧ୍ୟ ଅଛନ୍ତି। ମୋଟ ୨୮ ପ୍ରଜାତିର ପକ୍ଷୀ…

କାଗଜ କଲମରେ କଳାଗ୍ରାମ

କାମାକ୍ଷାନଗର, ୧୧।୧ (ସୁଧୀର କୁମାର ପରିଡ଼ା): ଘରେ ଘରେ କଳାକାର। କମିନି କଳାର ଆଦର। ପିଢ଼ି ପରେ ପିଢ଼ି ନିଷ୍ଠାପର ଉଦ୍ୟମ ବଳରେ ଗ୍ରାମରେ ଏବେ ବି ସୁରକ୍ଷିତ ଲୁପ୍ତପ୍ରାୟ ଲୋକକଳା। ସେଥିପାଇଁ ସରକାରୀ ନଥିରେ ଲାଗିଛି କଳାଗ୍ରାମର ଟ୍ୟାଗ୍‌। ହେଲେ…

ଅବହେଳାରୁ ଅବ୍ୟବହୃତ

ଭୁବନ, ୯।୧(ଡି.ଏନ.ଏ.) ନୂଆ ରଙ୍ଗରେ ଝଲସୁଛି। ବାହାରୁ ଦେଖିଲେ ଯେ କେହି ଖୁସି ହୋଇଯିବ। ହେଲେ ପାଖକୁ ଆସି ଦେଖିଲେ ସବୁ ଓଲଟା। ଚିକିମିକିଆ ଚୂନ ଧଉଳା ହୋଇଥିବା କମ୍ୟୁନିଟି ଶୌଚାଳୟରେ ଝୁଲୁଛି ତାଲା। ନା ଅଛି ପାଣି ସୁବିଧା ନା…

୩ ଗ୍ରାମକୁ ସୁକନ୍ୟା ସମୃଦ୍ଧି ଟ୍ୟାଗ୍‌

ଢେଙ୍କାନାଳ ଅଫିସ, ୮।୧ ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ଢେଙ୍କାନାଳ ଜିଲାର ୩ ଗ୍ରାମକୁ ସମ୍ପୂର୍ଣ୍ଣ ସୁକନ୍ୟା ସମୃଦ୍ଧି ଟ୍ୟାଗ୍‌ ମିଳିଛି। ଗଁଦିଆ ବ୍ଲକ କାବେରା ମାଧପୁର ପଞ୍ଚାୟତର ଚମଦଳ, ସଦର ବ୍ଲକ ତରଭା ପଞ୍ଚାୟତର ଖଳିବନ୍ଧ ଏବଂ ଭାଲିଆବୋଲକାଟେଣୀ…

କାନ୍ଧ ସହ ମିଶାଇଲେ କାନ୍ଧ

ଢେଙ୍କାନାଳ ଅଫିସ, ୮।୧ କେନ୍ଦ୍ରାପଡ଼ାରେ ଘର। ରହୁଥିଲେ ଢେଙ୍କାନାଳରେ। ରୋଗରେ ପଡ଼ିଲେ। ଟାଣି ନେଇଗଲା ମୃତ୍ୟୁ। ହେଲେ ଦୁଃଖ ଏତିକିରେ ସରିଲାନି। କରୋନା ଭୟରେ ଡାକ୍ତରଖାନାରୁ ଭଡ଼ାଘରକୁ ମୃତଦେହ ପୂରାଇବାକୁ ରାଜି ହେଲେନି ମାଲିକ। ଅସହାୟ ଅବସ୍ଥାରେ ଝିଅ, ନାତୁଣୀ ମୃତଦେହକୁ…

ଶୌଚାଳୟରେ ସନ୍ତାନ ପ୍ରସବ

ଭୁବନ, ୭।୧: ପ୍ରତିଶ୍ରୁତି ଦେଲେ। ଶାରୀରିକ ସମ୍ପର୍କ ରଖିଲେ। ହେଲେ ବିବାହ କରିବା ବେଳକୁ ମୁହଁ ଫେରାଇନେଲେ ଧୋକାବାଜ ପ୍ରେମିକ, ଯାହାର ଫଳ ଭୋଗୁଛନ୍ତି ଜଣେ ଯୁବତୀ। ଅବିବାହିତ ଥାଇ ପୁତ୍ର ସନ୍ତାନ ଜନ୍ମ ଦେଇଥିବାରୁ ତାଙ୍କ ମୁଣ୍ଡରେ ଲଦିହୋଇଛି କୁଅଁାରି…

ପ୍ରକୃତିର ବରଦାନ ‘ବାରବାଙ୍କ’

ଢେଙ୍କାନାଳ ଅଫିସ, ୭।୧: ସର୍ପିଳ ରାସ୍ତାଟିଏ। ପାହାଡ଼ର ଛାତି ଚିରି ମାଡ଼ି ଯାଇଛି ଆଗକୁ। ଦୁଇ ପାର୍ଶ୍ୱରେ ଘଞ୍ଚ ସବୁଜ ବନାନୀ। ପକ୍ଷୀଙ୍କ କାକଳି। ମେଘମାଳାର କଳେବର ଯାତ୍ରୀଙ୍କୁ ଘଡ଼ିଏ ଅଟକାଇ ଦେବାର ସାମର୍ଥ୍ୟ ରଖେ। ସମୁଦ୍ର ପତ୍ତନଠାରୁ ୨୨୩୯ ଫୁଟ…

ବୃତ୍ତି ଚିନ୍ତାରେ ବନବାସୀ

କାମାକ୍ଷାନଗର, ୬।୧(ଡି.ଏନ.ଏ.) – ବଣଡଙ୍ଗରରେ ଜୀବନ। ହିଂସ୍ରଜନ୍ତୁ ସହ ମୁହାଁମୁହିଁ । ଜୀବିକା ପାଇଁ ଜୀବନ ଲାଗୁଛି ବାଜି। ଏହା ସତ୍ତ୍ୱେ ମିଳୁନି ପାରିଶ୍ରମିକ। ଶାଗମାଛ ଦରରେ ବିକ୍ରି କରିବାକୁ ପଡୁଛି ଲଘୁ ବନଜାତ ଦ୍ରବ୍ୟ। ବଜାର ସୁବିଧା ନ ଥିବାରୁ…

ଲୋକଙ୍କ ହୃଦୟ ଜିଣିବା ଲକ୍ଷ୍ୟ

ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଭୂମେଶ ଚନ୍ଦ୍ର ବେହେରା। ୧୮ ମାସ ତଳେ ରାଜ୍ୟ ସରକାର ତାଙ୍କ କାନ୍ଧରେ ନ୍ୟସ୍ତ କରିଥିଲେ ରାଜ୍ୟର ଅନ୍ୟତମ ପ୍ରଶାସନିକ କେନ୍ଦ୍ରସ୍ଥଳ ତଥା ଶିଳ୍ପ ଜିଲା ଢେଙ୍କାନାଳର ଦାୟିତ୍ୱ। କାର୍ଯ୍ୟରେ ଯୋଗଦେବାର ୮ମାସ ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri