ଢେଙ୍କାନାଳ

ଶୀର୍ଷରେ ବିଜେଡି-ଭାଜପା ଲଢ଼େଇ

ଢେଙ୍କାନାଳରୁ ଅନିଲ ଦାସ,୨୩।୫: ଆସନ୍ତା ୨୫ ତାରିଖରେ ଢେଙ୍କାନାଳ ସମେତ ୬ ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଏହା ଅନ୍ତର୍ଗତ ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟଗ୍ରହଣ ହେବ। ଗୁରୁବାର ଅପରାହ୍ନ ୫ଟା ସୁଦ୍ଧା ଉକ୍ତ ନିର୍ବାଚନମଣ୍ଡଳୀରେ ପ୍ରଚାର କାର୍ଯ୍ୟ ଶେଷ ହେବ।...

ମର୍ମନ୍ତୁଦ ଦୁର୍ଘଟଣା: ମା’, ବାପାଙ୍କ ସହ ୨ ସନ୍ତାନ ମୃତ

ଢେଙ୍କାନାଳ,୨୦।୫: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅଧୀନ ପିଙ୍ଗୁଆ ନିକଟରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମା’, ବାପା,  ଝିଅ ଓ ପୁଅ ବୋଲି ଜଣାପଡିଛି।...

୩ ପ୍ରମୁଖ ଦଳ ମଧ୍ୟରେ ହେବ କଡ଼ା ଟକ୍କର

ପରଜଙ୍ଗ,୨୦ା୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୧୯ ନିର୍ବାଚନରେ ଅଳ୍ପକେ ବିଜୟ ପାଇଥିଲା ବିଜେଡି। ଭାଜପା ଏଠାରେ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ରହିଥିଲା। ହେଲେ ୨୦୨୪ ନିର୍ବାଚନରେ ସ୍ଥିତି ବଦଳିଛି। ଏଥର ନିର୍ବାଚନ ମଇଦାନରେ ୩ ପ୍ରମୁଖ ଦଳର...

ନିଜ ବଳରେ ଲଢୁଛନ୍ତି ଢେଙ୍କାନାଳ କଂଗ୍ରେସ ପ୍ରାର୍ଥୀ

ଢେଙ୍କାନାଳ,୨୦ା୫(ରତନ ନାୟାର): ଢେଙ୍କାନାଳ ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ ଗ୍ରହଣ ହେବ। ତେବେ ୨୩ ତାରିଖରେ ପ୍ରଚାର ପର୍ବ ଶେଷ ହେବ। ତେଣୁ ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାର କରିବାକୁ ବିଭିନ୍ନ ଦଳ ହାତରେ ଆଉ ମାତ୍ର ୪ ଦିନ...

ବିରୋଧୀ ମିଛ କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ଅସମାପିକା ସାହୁ)/ସମ୍ବଲପୁର, (ପ୍ରମୋଦ ବହିଦାର)/ଅନୁଗୋଳ, (ଅମିତ କୁମାର ସାମଲ) / ଢେଙ୍କାନାଳ (ରତନ ନାୟାର)୧୮।୫: ରାଜ୍ୟର ୨ ଲୋକ ସଭା କ୍ଷେତ୍ରର ୪ ନିର୍ବାଚନମଣ୍ଡଳୀରେ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଶୀର୍ବାଦ ମାଗିଛନ୍ତି।...

ଦୁବାଇ-ଇଟାଲୀକୁ ଆମ୍ବ ରପ୍ତାନି କଲା ଓଡ଼ିଶା

ଢେଙ୍କାନାଳ,୧୫ା୫: ଜିଲାରେ ଜଳବାୟୁ ଏବଂ ଜୈବିକ ପଦ୍ଧତି ଆମ୍ବ ଚାଷ ନିମନ୍ତେ ଅତ୍ୟନ୍ତ ଉପାଦେୟ ହେଉଥିବାରୁ ଏହାର ନିଆରା ସ୍ୱାଦ ପାଇଁ ଦେଶ, ରାଜ୍ୟ ଓ ରାଜ୍ୟ ବାହାରେ ନିଜର ସ୍ୱତନ୍ତ୍ର ଚାହିଦା ସୃଷ୍ଟି କରିପାରିଛି। ଢେଙ୍କାନାଳରେ ପ୍ରତିଷ୍ଠିତ ୧୦...

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ!

ଭୁବନ,୧୨ା୫(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଓ୍ବାର୍ଡ-୨ର ଲୁଣିଖିଆ ମୌଜାରୁ ରବିବାର ଏକ ଅଜଣା ଯୁବକଙ୍କ ମୃତଦେହ ଜବତ ହୋଇଛି। ବିଶେଷ ସୂତ୍ରରୁ ଖବର ପାଇ ଭୁବନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଥିଲେ। ଜଣେ ଯୁବକ ସେହି...

ଫ୍ୟାନ୍‌ ସଜାଡୁଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ଯୁବକଙ୍କ ଜୀବନ

ଭୁବନ,୧୨ା୫(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଶ୍ୟାମଳ ଗ୍ରାମର ପ୍ରକାଶ ଥାଟୋଇଙ୍କର ଶନିବାର ରାତିରେ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ହୋଇଛି। ଅସହ୍ୟ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଟେବୁଲ ଫ୍ୟାନ୍‌ ସଜାଡୁଥିବା ସମୟରେ ଏହି ଅଘଟଣା ଘଟିଥିଲା।...

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ ହେବ। ଢେଙ୍କାନାଳ ଲୋକ ସଭା ପାଇଁ ଭାଜପା ଏମ୍‌ପି ପ୍ରାର୍ଥୀ ରୁଦ୍ର ନାରାୟଣ...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ ନେଇ ପ୍ରଶାସନ ପାଖରେ କୌଣସି ସୂଚନା ନାହିଁ । ସୂଚନାନୁସାରେ, ଏହି ହେଲିକପ୍ଟରଟି...

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ ସେ ୪ସେଟ୍‌ ପ୍ରାର୍ଥତ୍ପତ୍ର ଜିଲା ନିର୍ବାଚନ କାର୍ଯ୍ୟାଳୟରୁ ନେଇଛନ୍ତି। ପ୍ରାର୍ଥତ୍ପତ୍ର ଦାଖଲ ସମୟରେ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଦଶୀପୁର ପଞ୍ଚାୟତରେ ମଣ୍ଡଳ ସଭାପତି କୃଷ୍ଣଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri