ଢେଙ୍କାନାଳ

ଢେଙ୍କାନାଳରେ ହୋଲି ଖେଳିଲେ ଯୋଗାଣ ମନ୍ତ୍ରୀ

ଢେଙ୍କାନାଳ,୧୫ା୩(ରତନ ନାୟାର): ଢେଙ୍କାନାଳ ସହରରେ ଶନିବାର ରଙ୍ଗର ପର୍ବ ହୋଲି ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସହରସ୍ଥିତ ଗୋପବନ୍ଧୁ ଟାଉନ ହଲଠାରେ ହୋଲି ଉତ୍ସବ ଆୟୋଜିତ ହୋଇଥିଲା। ଉତ୍ସବରେ ଯୋଗଦେଇ ରାଜ୍ୟ ସରକାରଙ୍କ…

ଓଡ଼ିଶାରୁ ଲଣ୍ଡନ୍‌ ଗଲା ଗ୍ରୀନ୍‌ ଅମୃତଭଣ୍ଡା

ଢେଙ୍କାନାଳ,୧୫ା୩(ରତନ ନାୟାର): ଆମ୍ବ ପରେ ଢେଙ୍କାନାଳର ଅମୃତଭଣ୍ଡାର ଚାହିଦା ବିଦେଶରେ ବଢ଼ିବାରେ ଲାଗିଛି। ଏହାର ସୁସ୍ବାଦକୁ ନେଇ ବିଦେଶରେ ଲୋକମାନେ ଏହି ଅମୃତଭଣ୍ଡା ପ୍ରତି ଅଧିକ ଆଗ୍ରହ ପ୍ରକାଶ କରିଛନ୍ତି। ଢେଙ୍କାନାଳ ଜିଲା ସପ୍ତଶଯ୍ୟା ଆଗ୍ରୋ ପ୍ରଡୁସର କମ୍ପାନୀର ୧୪ଜଣ ମହିଳା…

ହାଇୱା ଧକ୍କାରେ ଜଣଙ୍କ ମୃତ୍ୟୁ: ବୁଝାସୁଝା ପରେ ହଟିଲା ରାଜପଥ ଅବରୋଧ

ଢେଙ୍କାନାଳ,୧୫।୩(ରତନ ନାୟାର): ଢେଙ୍କାନାଳ ସହର ମହିଷାପାଟ ଛକ ନିକଟସ୍ଥ ଇଡକୋ ଟାୱାର ସମ୍ମୁଖସ୍ଥିତ ୫୫ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବାଲି ବୋଝେଇ ହାଇୱା ଧକ୍କାରେ ସ୍ଥାନୀୟ ଅଞ୍ଚଳର ମୁରଲୀ ନାୟକ (୫୭)ଙ୍କର ମୃତ୍ୟୁଘଟିଛି। ରାତିରେ ମୁରଲୀ…

ଜଙ୍ଗଲରେ ଚରୁଥିବା ବେଳେ ହଠାତ୍‌ ଟଳିପଡ଼ିଲେ ୧୫ ଛେଳି, ମାଲିକ ଅଚେତ

ଢେଙ୍କାନାଳ,୧୪ା୩(ରତନ ନାୟାର): ଢେଙ୍କାନାଳ ସଦର ଥାନା ସୋଗରପଷି ପଞ୍ଚାୟତ ଆରଦା ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଙ୍ଗଲରେ ଚରୁଥିବା ଅବସ୍ଥାରେ ୧୫ରୁ ଊର୍ଦ୍ଧ୍ୱ ଛେଳିଙ୍କ ଅକସ୍ମାତ ମୃତ୍ୟୁ ଘଟିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଏପଟେ ଛେଳି ମଡ଼କ…

ବିଲରେ ପଡ଼ିଛି ଦନ୍ତାହାତୀ ଜିମିର ମୃତଦେହ

ଢେଙ୍କାନାଳ,୩ା୩(ରତନ ନାୟାର): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଅଁଳାବେରଣି ଜାମୁଝରି ନିକଟସ୍ଥ ଏକ ବିଲରେ ଦନ୍ତାହାତୀ ଜିମିର ମୃତଦେହ ସୋମବାର ସକାଳେ ବନ ବିଭାଗ ଉଦ୍ଧାର କରିଛି। ଦୁଇ ଦନ୍ତାହାତୀ ମଧ୍ୟରେ ଭୟଙ୍କର ସଂଘର୍ଷରେ ଦନ୍ତାହାତୀ ଜିମିର କ୍ଷତବିକ୍ଷତ ଅବସ୍ଥାରେ ମୃତ୍ୟୁ…

ବୁଦ୍ଧେଶର ଶୈବପୀଠରେ ମହାଶିରାତ୍ର ,୪.୧୫ରେ ଉଠିବ ମହାଦୀପ

ଭୁବନ ୨୬।୦୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନର ବୁେଶ୍ୱେର ଶୈପିଠରେ ମହାଶିରାତ୍ରୀ ପାଇଁ ଉତ୍ସବ ମୁଖର ହୋଇ ଉଠିଛି । ନିତି ର୍ନିଘଣ୍ଟ ଅନୁଯାୟୀ ଭୋର ୪ଟା ସମୟରେ ଆଳତୀ ସହିତ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା । ସକାଳ…

କପିଳାସରେ ଜାଗର: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ

ଢେଙ୍କାନାଳ,୨୬।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବ ପୀଠ କପିଳାସରେ ବୁଧବାର ମହାଶିବରାତ୍ରୀ ଉପଲକ୍ଷେ ପ୍ରସିଦ୍ଧ ଜାଗର ଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଛି । ଭୋର ସମୟରୁ ଢେଙ୍କାନାଳ ଜିଲା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ…

ଜାଗର ପୂର୍ବରୁ କପିଳାସରେ ଅଘଟଣ: ବ୍ରେକ୍‌ଫେଲ୍‌ ହୋଇ ଦୋକାନ ଭିତରେ ପଶିଗଲା ପୋଲିସ ବସ

ଢେଙ୍କାନାଳ,୨୫।୨(ରତନ ନାୟାର): ଜାଗର ଯାତ୍ରା ପୂର୍ବରୁ ପ୍ରସିଦ୍ଧ ଶୈବପୀଠ କପିଳାସରେ ଅଘଟଣ। ପୀଠକୁ ଯାଇଥିବା ବାରବାଙ୍କ ରାସ୍ତାରେ ପୋଲିସମାନଙ୍କୁ ନେଇ ଫେରୁଥିବା ଏକ ଧଳା ରଙ୍ଗର ବସ ମଙ୍ଗଳବାର ସାରେ ବ୍ରେକ୍‌ ଫେଲ୍‌ ହୋଇ ଛକରେ ଥିବା ଦୋକାନ ଘର ଭିତରକୁ…

ସ୍ତ୍ରୀଙ୍କୁ ଚିକେନ ତରକାରୀ ମାଗିଲେ ସ୍ବାମୀ; ନ ଦେବାରୁ କାନ ମୂଳକୁ ଦେଲେ ଶକ୍ତ ଚାପୁଡ଼ା…ଆଉ ତା’ପରେ

ଢେଙ୍କାନାଳ,୨୪।୨: ଢେଙ୍କାନାଳ ଜିଲା ଗଁନ୍ଦିଆ ଥାନା ଷଢ଼ଙ୍ଗୀ ଧନିଆନାଳୀ ମୁଣ୍ଡା ସାହିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀ ଚିକେନ ତରକାରୀ ନ ଦେବାରୁ ଜଘନ୍ୟ କାଣ୍ଡ ଘଟାଇଛନ୍ତି ସ୍ବାମୀ। ଜେନା ପିଙ୍ଗୁଆ ନାମକ ଜଣେ ବ୍ୟକ୍ତି ଏକ ଶକ୍ତ ଚାପୁଡାରେ…

ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା

ଢେଙ୍କାନାଳ,୨୩।୧(ରତନ ନାୟାର): ଶୋଇଥିବା ବେଳେ ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା। ଏଭଳି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି କଳାଙ୍ଗ ଗ୍ରାମରେ ଥିବା ଏକ ଫାର୍ମହାଉସରେ। ରବିବାର ଭୋରୁ ଭୋରୁ ଫାର୍ମହାଉସ ମାଲିକ ଶୋଇଥିବା ବେଳେ…

ଢେଙ୍କାନାଳରେ ଚାଞ୍ଚଲ୍ୟ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମାରି ଫିଙ୍ଗିଦେଲେ

କାମାକ୍ଷାନଗର,୨୦।୨: ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଗୁନେଇବିଲି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ୟାରେଜ ଘରୁ ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତଦେହ ଠାବ ହୋଇଛି। ହେଲେ ପରିବାର ଲୋକେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରୁ ନ…

ଏକା ସାଙ୍ଗରେ ଦଉଡ଼ି ଲଗାଇ ଝୁଲିପଡ଼ିଲେ ବାପ-ଝିଅ-ନାତି

ଢେଙ୍କାନାଳ,୧୫ା୨(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଚାଉଳିଆ ଖମାର ଗ୍ରାମରେ ଶନିବାର ଅପରାହ୍ନରେ ଗୋଟିଏ ପରିବାରର ୩ ଜଣ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ଖବର ପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ୩ ଜଣଙ୍କ ମୃତଦେହ ଉଦ୍ଧାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri