ଢେଙ୍କାନାଳ

ଲାଞ୍ଚ ନେଇ ଥାନା ଅଧିକାରୀ ଗିରଫ

ଢେଙ୍କାନାଳ ଅଫିସ,୨୬।୨: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅଧିକାରୀ ଚିତ୍ତରଞ୍ଜନ ବେହେରା ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଯୌତୁକ ଜନିତ ନିର୍ଯାତନା ମାମଲାରେ ୩୦୭ ଦଫାକୁ କାଟି ଦେବା ପାଇଁ ସେ ନିହଲପ୍ରସାଦ ଗ୍ରାମର ଅଇଁଠା ସେଠୀଙ୍କଠାରୁ ୬ ହଜାର…

ଆଜିଠୁ ପ୍ରସିଦ୍ଧ ମାଘମେଳା

ଢେଙ୍କାନାଳ ଅଫିସ, ୨୫।୨: ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ମହିମାଗାଦିରେ ଗୁରୁବାରଠାରୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ ମାଘମେଳା। ନୂଆ ରୂପରେ ଫେରିଥିବା କରୋନା ଭୂତାଣୁ ଅଧିକ ମାରାତ୍ମକ ହୋଇଥିବାରୁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସରକାରୀ ଗାଇଡ୍‌ ଲାଇନ ଅନୁଯାୟୀ ପ୍ରଶାସନ ପକ୍ଷରୁ ଜିଲା…

ଲୋକଲୋଚନକୁ ଆସିବ ଲୁପ୍ତପ୍ରାୟ ସଂସ୍କୃତି

ଢେଙ୍କାନାଳ ଅଫିସ, ୨୨।୨: ଢେଙ୍କାନାଳ ଜିଲାର ଲୁପ୍ତପ୍ରାୟ ଆଦିବାସୀ ସଂସ୍କୃତି, ପରମ୍ପରାକୁ ପୁନର୍ଜୀବିତ କରାଇବାକୁ ଆରମ୍ଭ ହୋଇଛି ପ୍ରୟାସ। ଅନ୍ତର୍ଜାତୀୟ ମାତୃଭାଷା ଦିବସ ଉପଲକ୍ଷେ ରବିବାର ସ୍ଥାନୀୟ ବଳରାମ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ଲୋକାର୍ପିତ ହୋଇଛି ‘ଜନଜାତି ଶିକ୍ଷା…

ସ୍ତ୍ରୀଙ୍କ ଯକୃତରୁ ନୂଆ ଜୀବନ

କାମାକ୍ଷାନଗର, ୨୧।୨(ଡି.ଏନ.ଏ.): ବଦଳିଯାଉଛି ଦାମ୍ପତ୍ୟ ଜୀବନର ପରିଭାଷା। ଛୋଟ ଛୋଟ କଥା, ସାମାନ୍ୟ ମନୋମାଳିନ୍ୟରେ ଭାଙ୍ଗି ଯାଉଛି ପରିବାର। ବଢ଼ିଯାଉଛି ସ୍ତ୍ରୀ-ସ୍ବାମୀ ଭିତରେ ଦୂରତା। ହେଲେ ଏମିତି ବି ଅନେକେ ଅଛନ୍ତି, ଯେଉଁମାନେ ବିବାହ ସମୟରେ ଅଗ୍ନିକୁ ସାକ୍ଷୀ ରଖି ନେଇଥିବା…

ଘାରିଲାଣି କର୍ଲାପାଟ ଭୟ

ଢେଙ୍କାନାଳ ଅଫିସ, ୨୧।୨ : ଢେଙ୍କାନାଳ ବନ ବିଭାଗକୁ ଘାରିଛି କର୍ଲାପାଟ ଅଭୟାରଣ୍ୟ ହାତୀ ମଡ଼କ ଭୟ। ହେମୋରେଜ୍‌ ସେପ୍ଟିସେମିଆ ସଂକ୍ରମଣରେ ୬ ହାତୀଙ୍କ ଜୀବନ ଯିବା ପରେ ଛନକା ପଶିଛି। ପୂର୍ବରୁ ଜିଲାର ବିଭିନ୍ନ ସଂରକ୍ଷିତ ଜଙ୍ଗଲରେ ଏହି ଭୂତାଣୁ…

ଚତୁର୍ଥୀ ପୂର୍ବରୁ ଆତ୍ମହତ୍ୟା କଲେ ନବବଧୂ

ଢେଙ୍କାନାଳ ଅଫିସ,୨୦।୨: ଆଖିରେ ଆଖିଏ ସ୍ବପ୍ନ, ମନରେ ଅସୁମାରୀ ଆଶା ନେଇ ମାତ୍ର ୩ଦିନ ତଳେ ଆରମ୍ଭ କରିଥିଲେ ନୂଆ ଜୀବନ। ଲିଭି ନ ଥିଲା ପାଦର ଅଳତା କି ଫିକା ପଡ଼ି ନ ଥିଲା ହାତର ମେହେନ୍ଦି। ହେଲେ ସବୁ…

ବିପଦ ବଢ଼ାଉଛି ବେଆଇନ ବ୍ଲାଷ୍ଟିଂ

ଢେଙ୍କାନାଳ ଅଫିସ, ୧୯।୨ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଆର୍ତ୍ତସାନ୍ତରାକାଟେଣୀ ଗ୍ରାମ ନିକଟରେ ଥିବା କଳାମୁଗୁନି ପଥର ଖାଦାନରେ ବେଆଇନ ବ୍ଲାଷ୍ଟିଂ ସ୍ଥାନୀୟ ବାସିନ୍ଦାଙ୍କ ସୁରକ୍ଷା ବିପନ୍ନ କରିଛି। ଭୟଙ୍କର ବିସ୍ଫୋରଣରେ କୋଠାଘର ଛାତ, କାନ୍ଥ ଫାଟି ଆଁ କଲାଣି। ବାରମ୍ବାର…

ହସ ଫୁଟାଇଛି ମାଛଚାଷ

ଭୁବନ,୧୮।୨: କରୋନା ଶିଖାଇଦେଇଛି ଜୀବନର ମହତ୍ତ୍ୱ ଏବଂ ଜୀବିକାର ଗୁରୁତ୍ୱ। କୋଭିଡ୍‌ ପରବର୍ତ୍ତୀ ସମୟରେ ସବୁଠାରୁ ବଡ଼ ଆହ୍ବାନ ସ୍ବାବଲମ୍ବୀ ହେବା ଏବଂ ନିଜ ଉଦ୍ୟମରେ ସ୍ଥାୟୀ ରୋଜଗାରର ପନ୍ଥା ଖୋଜିବା। ଏଥିଲାଗି ମାନସିକସ୍ତରରେ ଅନେକେ ପ୍ରସ୍ତୁତ ହେଉଥିବାବେଳେ ଏଥିରେ ବଡ଼…

ଓଭରବ୍ରିଜ୍‌ ତଳେ ୨ ଶିଶୁଙ୍କ ଜୀବନ ନେଇଗଲା ପିକ୍‌ଅପ୍‌

ଢେଙ୍କାନାଳ ଅଫିସ,୧୫।୨: ଢେଙ୍କାନାଳ ସହର ବାଜିଚୌକ ଓଭରବ୍ରିଜ୍‌ ତଳେ ସୋମବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ପିକ୍‌ଅପ ଭ୍ୟାନ୍‌ ଧକ୍କାରେ ୨ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଅଛନ୍ତି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଚିକିତ୍ସା…

କମିନି କଣ୍ଢେଇ ନାଚର ଆଦର

ଢେଙ୍କାନାଳ ଅଫିସ, ୧୫।୨: ଢେଙ୍କାନାଳ କଣ୍ଢେଇ ନାଚ ପରମ୍ପରା ଅର୍ଦ୍ଧଶତାବ୍ଦୀ ପୁରୁଣା। କଳାକାରର ହାତ ଆଙ୍ଗୁଠିରେ ନୃତ୍ୟ କରୁଥିବା କଣ୍ଢେଇର ଅଙ୍ଗଭଙ୍ଗୀ ବିଭୋର କରିଥାଏ ଦର୍ଶକଙ୍କୁ। ଜିଲାର ୧୪ ଲୋକକଳା ବିଭବ ଭିତରେ ସାମିଲ ହୋଇଛି ଏହି ପାରମ୍ପରିକ ନାଚ। କଳାକାରଙ୍କ…

ଅସୁରକ୍ଷିତ ବନ୍ୟପ୍ରାଣୀ, ଅସହାୟ ବନ ବିଭାଗ

ଢେଙ୍କାନାଳ ଅଫିସ, ୧୪।୨: ଢେଙ୍କାନାଳ ଜିଲାର ସଂରକ୍ଷିତ ଜଙ୍ଗଲ, ଅଭୟାରଣ୍ୟରେ ଶିକାରୀଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ଐତିହ୍ୟ ପ୍ରାଣୀ ହାତୀ ସମେତ ବନ୍ୟପ୍ରାଣୀ ଅସୁରକ୍ଷିତ ହୋଇପଡ଼ିଛନ୍ତି। କନ୍ଧରା ଜଙ୍ଗଲରେ ବନ କର୍ମଚାରୀଙ୍କ ଉପରେ ଶିକାରୀଙ୍କ ଗୁଳିମାଡ଼ ଘଟଣାରୁ ବନ ବିଭାଗର ଅସହାୟତା…

ହାତୀ ଉପରକୁ ୨୩ ରାଉଣ୍ଡ ଗୁଳି ଚଳାଇ ଦାନ୍ତ ନେଇଗଲେ ଦୁର୍ବୃତ୍ତ

ଢେଙ୍କାନାଳ ଅଫିସ,୧୧।୨: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ କନ୍ଧାରା ରିଜର୍ଭ ଫରେଷ୍ଟରେ ବନକର୍ମଚାରୀଙ୍କ ଉପରକୁ ଗୁରୁବାର ୨୩ ରାଉଣ୍ଡ ଗୁଳି ମାଡ଼ କରି ୧୦ରୁ ୧୫ ଦୁର୍ବୃତ୍ତ ଏକ ଦନ୍ତାକୁ ଗୁଳି ମାରି ଦାନ୍ତ ନେଇ ଯାଇଛନ୍ତି। ସୌଭାଗ୍ୟବଶତଃ ବନକର୍ମଚାରୀମାନେ ଅଳ୍ପକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?