ବୃତ୍ତି ଚିନ୍ତାରେ ବନବାସୀ
କାମାକ୍ଷାନଗର, ୬।୧(ଡି.ଏନ.ଏ.) – ବଣଡଙ୍ଗରରେ ଜୀବନ। ହିଂସ୍ରଜନ୍ତୁ ସହ ମୁହାଁମୁହିଁ । ଜୀବିକା ପାଇଁ ଜୀବନ ଲାଗୁଛି ବାଜି। ଏହା ସତ୍ତ୍ୱେ ମିଳୁନି ପାରିଶ୍ରମିକ। ଶାଗମାଛ ଦରରେ ବିକ୍ରି କରିବାକୁ ପଡୁଛି ଲଘୁ ବନଜାତ ଦ୍ରବ୍ୟ। ବଜାର ସୁବିଧା ନ ଥିବାରୁ…
ଲୋକଙ୍କ ହୃଦୟ ଜିଣିବା ଲକ୍ଷ୍ୟ
ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଭୂମେଶ ଚନ୍ଦ୍ର ବେହେରା। ୧୮ ମାସ ତଳେ ରାଜ୍ୟ ସରକାର ତାଙ୍କ କାନ୍ଧରେ ନ୍ୟସ୍ତ କରିଥିଲେ ରାଜ୍ୟର ଅନ୍ୟତମ ପ୍ରଶାସନିକ କେନ୍ଦ୍ରସ୍ଥଳ ତଥା ଶିଳ୍ପ ଜିଲା ଢେଙ୍କାନାଳର ଦାୟିତ୍ୱ। କାର୍ଯ୍ୟରେ ଯୋଗଦେବାର ୮ମାସ ପରେ…
ସରକାରୀ ନିର୍ଦ୍ଦେଶକୁ ଅପେକ୍ଷା
କାମାକ୍ଷାନଗର, ୩୦ା୧୨(ଡି.ଏନ.ଏ.) – ଶିକ୍ଷାୟତନ ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଟଣାଯାଇଛି ଲକ୍ଷ୍ମଣରେଖା। କରୋନା ସଂକ୍ରମଣ ଭୟରେ ଦୀର୍ଘ ୯ମାସ ହେଲା ଶିକ୍ଷାନୁଷ୍ଠାନରେ ଝୁଲୁଛି ତାଲା। ଯଦିଓ ବିକଳ୍ପ ଭାବେ ଅନ୍ଲାଇନ ମାଧ୍ୟମରେ ପାଠପଢ଼ା ଆରମ୍ଭ ହୋଇଛି, ତଥାପି ଏହା ଶ୍ରେଣୀଗୃହ ଶିକ୍ଷାର…
‘ଓଡ଼ିଶା ଚାଷୀଙ୍କୁ ମିଳୁନି କେନ୍ଦ୍ରୀୟ ଅନୁଦାନ’
ଢେଙ୍କାନାଳ ଅଫିସ, ୨୭ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷି କ୍ଷେତ୍ର ପାଇଁ ଓଡ଼ିଶାକୁ ବିପୁଳ ଆର୍ଥତ୍କ ଅନୁଦାନ ଦେଉଛନ୍ତି। ରାଜ୍ୟର ଚାଷୀଙ୍କ ପାଖରେ ଏହା ପହଞ୍ଚୁନାହିଁ। ନୂତନ କୃଷି ଆଇନ ଦ୍ୱାରା ଦେଶର ଚାଷୀ ଲାଭବାନ ହେବେ। ନଖ ଘଷୁଥିବା ଗୋଷ୍ଠୀ…
ହାଟ ଖୋଜୁଛି ବାଟ
କାମାକ୍ଷାନଗର, ୨୫।୧୨: ହାଟ କେବଳ ବ୍ୟବସାୟିକ କେନ୍ଦ୍ରସ୍ଥଳ ନୁହେଁ, ଅଧିକନ୍ତୁ ଏହା ସାମାଜିକ, ସାଂସ୍କୃତିକ ଭାବଧାରାର ପ୍ରତୀକ। ଦ୍ରୁତ ସହରୀକରଣ, ମଲ୍ କଲ୍ଚର, ଅନ୍ଲାଇନ୍ ମାର୍କେଟିଂ ସତ୍ତ୍ୱେ ହାଟ ନିଜର ଅସ୍ତିତ୍ୱ ବଜାୟ ରଖିଛି। ତେବେ ଶତାଧିକ ବ୍ୟବସାୟୀ ଏବଂ ଗ୍ରାହକଙ୍କ…
ଦୃଷ୍ଟି ଆଢୁଆଳରେ ପର୍ଯ୍ୟଟନ ବିଭାଗ
ଢେଙ୍କାନାଳ ଅଫିସ,୨୪ା୧୨: ପର୍ଯ୍ୟଟନ କ୍ଷେତ୍ରରେ ରାଜ୍ୟ ଏବଂ ଜାତୀୟସ୍ତରରେ ଢେଙ୍କାନାଳ ଜିଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ପ୍ରସିଦ୍ଧ ଶୈବପୀଠ କପିଳାସ, ସବୁଜିମା ସପ୍ତଶଯ୍ୟା, ମହିମାଧର୍ମର ପୀଠ ମହିମାଗାଦି ଯୋରନ୍ଦା ପାଇଁ ଢେଙ୍କାନାଳ ଜିଲା ପ୍ରସିଦ୍ଧ। ପ୍ରତିବର୍ଷ ଦେଶର ବିଭିନ୍ନ ପ୍ରାନ୍ତରୁ ଏଠାକୁ…
ଏଟିଏମ୍ରୁ ୨୬ ଲକ୍ଷ ୫୬ ହଜାର ଟଙ୍କା ଲୁଟ୍ ଘଟଣାର ପର୍ଦ୍ଦାଫାଶ: ୪ ଗିରଫ
ଢେଙ୍କାନାଳ ଅଫିସ, ୨୧।୧୨(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନଂ. ଜାତୀୟ ରାଜପଥରୁ ପାର୍ଶ୍ୱ ନିମବାହାଲି ଛକରେ ଥିବା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ଏକ ଏଟିଏମ୍ରୁ ଗତ ୧୪ ତାରିଖରେ ଚୋରି ହୋଇଥିଲା। ଦୁର୍ବୃତ୍ତ ଗ୍ୟାସ କଟର ସାହାଯ୍ୟରେ…
ଶିଶୁପୁତ୍ର କାଳିଆ ମୃତ୍ୟୁ ମାମଲା: ଗିରଫ ହେଲେ ସମ୍ପର୍କୀୟ ଖୁଡ଼ୀ
ଢେଙ୍କାନାଳ ଅଫିସ, ୧୮।୧୨: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଝଙ୍କିରା ଗ୍ରାମରେ ଚନ୍ଦନ ସାହୁଙ୍କ ୩ ବର୍ଷର ଶିଶୁପୁତ୍ର କାଳିଆ ଓରଫ ଆୟୁଷ ସାହୁ ହତ୍ୟା ମାମଲାର ପର୍ଦ୍ଦାଫାସ ହୋଇଛି। ଏହି ଘଟଣାରେ ମୃତ କାଳିଆଙ୍କ ସମ୍ପର୍କୀୟ ଖୁଡି ଭାରତୀ ସାହୁ…
ମାତିଲେ ଶିଶୁ ହତ୍ୟାକାରୀ
ପରୀ, ସ୍ବାତୀ, ପିହୁ ପରେ ଗଁା ଦାଣ୍ଡରୁ ନିଖୋଜ ହୋଇଯାଇଥିଲା କାଳିଆ। ଗୁରୁବାର କାଳିଆର ମୃତଦେହ କୂଅରୁ ମିଳିଛି। ହାର୍ଦ୍ଦିକ ହଜିଯାଇଛି। ନୟାଗଡ଼ରୁ ଯାଜପୁର, ବାଲେଶ୍ୱରରୁ ଗଜପତି ଓ ଢେଙ୍କାନାଳ ଯାଏ ଗୋଟିଏ ପରେ ଗୋଟିଏ ଶିଶୁ ନିଖୋଜ, ଅପହରଣ ଅଥବା…
ଟାଟାଷ୍ଟିଲ ବିଏସ୍ଏଲ୍କୁ ବିଶ୍ୱ ସଷ୍ଟେନ୍ବିଲିଟି ପୁରସ୍କାର
ଢେଙ୍କାନାଳ ଅଫିସ, ୧୮।୧୨ ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ ବିଏସ୍ଏଲକୁ ସମ୍ମାନଜନକ ବିଶ୍ୱ ସଷ୍ଟେନ୍ବିଲିଟି-୨୦୨୦ ପ୍ଲାଟିନମ୍ ପୁରସ୍କାର ମିଳିଛି। ଅନ୍ଲାଇନରେ ଆୟୋଜିତ ୧୧ତମ ବିଶ୍ୱ ଅକ୍ଷୟ ଶକ୍ତି ଜ୍ଞାନ କୌଶଳ କଂଗ୍ରେସ-୨୦୨୦ ଏବଂ ୪ର୍ଥ ବିଶ୍ୱ ଜଳ ସମ୍ମିଳନୀ ଓ ପ୍ରଦର୍ଶନୀ-୨୦୨୦…
କୂଅରୁ ମିଳିଲା ନିଖୋଜ ଶିଶୁପତ୍ରର ମୃତଦେହ
ଢେଙ୍କାନାଳ ଅଫିସ୍,୧୭।୧୨: ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଖଙ୍କିରା ଗାଁ ଦାଣ୍ଡରେ ଖେଳୁ ଖେଳୁ ନିଖୋଜ ହୋଇଯାଇଥିଲା ଚନ୍ଦନ ସାହୁଙ୍କ ୩ ବର୍ଷର ପୁଅ କାଳିଆ। ବହୁ ଖୋଜାଖୋଜି ପରେ ପରିବାର ଲୋକେ ଛୁଆଟିର ପତ୍ତା ପାଇ ନ ଥିଲେ। ତେବେ…
ବଦନାମ ହେଉଛି ବର୍ଦ୍ଦି
ଢେଙ୍କାନାଳ ଅଫିସ, ୧୭।୧: ଜନତାଙ୍କ ବିଶ୍ୱାସଭାଜନ ହେବାକୁ ଆରମ୍ଭ ହୋଇଛି ‘ଆମ ପୋଲିସ’। ଥାନାକୁ ଆସୁଥିବା ଅଭିଯୋଗକାରୀଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ, ଧୈର୍ଯ୍ୟର ସହ ଅଭିଯୋଗ ଶୁଣିବା, ନ୍ୟାୟ ପ୍ରଦାନ ଦିଗରେ ଯତ୍ନବାନ ହେବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି…
Archives


