ଢେଙ୍କାନାଳ

ଦନ୍ତା ବଢ଼ାଇଛି ଆତଙ୍କ

ଢେଙ୍କାନାଳ ଅଫିସ, ୧।୨: ଢେଙ୍କାନାଳ ଜିଲାରେ ବର୍ଷ ଆରମ୍ଭରୁ ହାତୀ-ମଣିଷ ସଂଘର୍ଷ ତୀବ୍ର ରୂପ ଧାରଣ କରିଛି। ଫସଲ ଅମଳ ସରିଯାଇଥିବାବେଳେ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହୋଇଛନ୍ତି ହାତୀପଲ। ପରଜଙ୍ଗ, ହିନ୍ଦୋଳ ଏବଂ ସଦର ବ୍ଲକରେ ଗୋଠଛଡ଼ା ଦନ୍ତା ବ୍ୟାପକ…

୩ ଚୋରା ମୁଗୁନି ପଥର ହାଇୱା ଜବତ: ୧ଲକ୍ଷ ୯୦ହଜାର ଜରିିମାନା ଆଦାୟ

ପରଜଙ୍ଗ,୩୧।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ରାଜସ୍ବ ବିଭାଗ ରବିବାର ବାରିହାପୁରଠାରେ ଚଢ଼ାଉ କରି ୩ ମୁଗୁନି ପଥର ହାଇୱା ଜବତ କରିଛି। ଏହା ପରଜଙ୍ଗ ବ୍ଲକ ଦେଇ ଯାଉଥିବା ଅନଗୁଳ- ସୁକିନ୍ଦା-ଡୁବୁରୀ ରେଳପଥ ନିର୍ମାଣ ପ୍ରକଳ୍ପ କାର୍ଯ୍ୟରେ ବ୍ୟବହୃତ ନିମନ୍ତେ ଚୋରା…

ବିକାଶ ଖୋଜୁଛି ବୁଦ୍ଧେଶ୍ୱର ପୀଠ

ଭୁବନ, ୩୧।୧(ଡି.ଏନ.ଏ.) ଇତିହାସ ଏବଂ କିମ୍ବଦନ୍ତୀକୁ ନେଇ ସମୃଦ୍ଧ। ପର୍ଯ୍ୟଟନସ୍ଥଳୀର ମାନ୍ୟତା ମଧ୍ୟ ମିଳିଛି। ଅନୁଦାନ ଆସୁଛି। ଶ୍ରଦ୍ଧାଳୁ ଦେଉଛନ୍ତି ଲକ୍ଷାଧିକ ଟଙ୍କା ଦାନ। ହେଲେ ଅର୍ଥର ସଦ୍‌ବିନିଯୋଗ ହୋଇପାରୁ ନ ଥିବାରୁ ଐତିହାସିକ ବୁଦ୍ଧେଶ୍ୱର ଶୈବପୀଠର ବିକାଶ ଅଟକିଛି। ଅବଧି…

ଚୂଡ଼ାନ୍ତ ପର୍ଯ୍ୟାୟରେ କପିଳାସ ଭକ୍ତନିବାସ

ଢେଙ୍କାନାଳ ଅଫିସ, ୩୧।୧: ପ୍ରସିଦ୍ଧ ଶୈବପୀଠ କପିଳାସରେ ଶ୍ରଦ୍ଧାଳୁଙ୍କ ରହଣି ସୁବିଧା ପାଇଁ ୫୦ ଲକ୍ଷ ଟଙ୍କା ବ୍ୟୟରେ ଚାଲିଥିବା ଭକ୍ତ ନିବାସ ନିର୍ମାଣ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆସନ୍ତା ଜାଗର ଯାତ୍ରା ପୂର୍ବରୁ ଏହାକୁ ଲୋକାର୍ପିତ କରାଯିବାକୁ ଲକ୍ଷ୍ୟ…

ଷ୍ଟିକର ବଢ଼ାଉଛି ଦ୍ୱନ୍ଦ୍ୱ

ହିନ୍ଦୋଳ, ୨୯।୧(ଡି.ଏନ.ଏ.): ଘର ଗୋଟିଏ। ଲାଗିଛି ଦୁଇ ଷ୍ଟିକର। ଗୋଟିଏ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାର ଏବଂ ଅନ୍ୟଟି ସୂଚାଉଛି ରାଜ୍ୟ ସରକାରଙ୍କ ବିଜୁ ପକ୍କାଘର ଯୋଜନାକୁ। ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଅନ୍ତର୍ଗତ କଳିଙ୍ଗା ପଞ୍ଚାୟତର ଗୁଳୁଗୁଣ୍ଡି…

ଜଙ୍ଗଲ ରାସ୍ତାରୁ ନାବାଳକ ଉଦ୍ଧାର

ପରଜଙ୍ଗ,୨୬।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ପୋଲିସ ସୋମବାର ସାରେ ଜଣେ ନାବାଳକଙ୍କୁ ଗଡ଼ପଳାଶୁଣୀ ନିକଟ କରଡାଖମଣ ଗ୍ରାମ ନିକଟ ଜଙ୍ଗଲ ରାସ୍ତାରୁ ଉଦ୍ଧାର କରିଛି। ସାରେ ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ ଏହି ନାବାଳକଙ୍କୁ ଉଦ୍ଧାର କରାଯାଇଥିଲା।…

ଢେଙ୍କାନାଳରେ ସାଧାରଣତନ୍ତ୍ର ଦିବସ ଅବସରରେ ସମ୍ବର୍ଦ୍ଧିତ ହେଲେ କରୋନା ଯୋଦ୍ଧା

ଢେଙ୍କାନାଳ ଅଫିସ, ୨୬।୧: ଢେଙ୍କାନାଳ ଜିଲା ଷ୍ଟାଡିୟମ୍‌ଠାରେ ୭୨ତମ ସାଧାରଣତନ୍ତ୍ର ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି। କୋଭିଡ୍‌ କଟକଣା ମଧ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଜିଲାର…

ଫେରିବ ହକିର ହୃତଗୌରବ

ଢେଙ୍କାନାଳ ଅଫିସ, ୨୩।୧ ଢେଙ୍କାନାଳ ଜିଲାରେ ଶେଷନିଃଶ୍ୱାସ ନେଉଥିବା ହକିକୁ ମିଳିବ ପୁନର୍ଜନ୍ମ। ଏହି ଲୋକପ୍ରିୟ ଖେଳ ନୂଆ ରୂପରେ ପଡ଼ିଆକୁ ଫେରିବ। ହକିକୁ କ୍ୟାରିୟର କରିବାକୁ ଇଚ୍ଛୁକ ପ୍ରତିଭାବାନ କ୍ରୀଡ଼ାବିତ୍‌ଙ୍କୁ ଦିଆଯିବ ଉଚ୍ଚମାନର ପ୍ରଶିକ୍ଷଣ। ରାଜ୍ୟ ତଥା ଜାତୀୟସ୍ତରରେ ସେମାନେ…

ପର୍ଯ୍ୟଟକଙ୍କୁ ଟାଣୁଛି ବାଜି ଉଦ୍ୟାନ

ଭୁବନ, ୨୨।୧ ଆମ୍ବ, ନଡ଼ିଆ, ପଣସ। ଗେଣ୍ଡୁ, ରଜନୀଗନ୍ଧା, ଡାଲିଆ, ଗୋଲାପ। ଏମିତି ଅନେକ ଜାତିଜାତିକା ଫୁଲଫଳ ସମେତ କ୍ରୋଟନ ଗଛରେ ଭରପୂର। ୧୫ ଏକର ପରିବ୍ୟାପ୍ତ ଉଦ୍ୟାନ ନିକଟରେ ପ୍ରବାହିତ ବ୍ରାହ୍ମଣୀ ନଦୀ। ପକ୍ଷୀଙ୍କ କିଚିରିମିଚିରି ଶବ୍ଦ ସାଙ୍ଗକୁ ନଦୀପଠାର…

ଜଙ୍ଗଲରୁ ଶିଶୁପୁତ୍ର ଉଦ୍ଧାର

ଖମାର,୨୦ା୧- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାର ପଞ୍ଚାୟତ କୋଚିଆବେଡା ସଂରକ୍ଷିତ ଜଙ୍ଗଲରୁ ବୁଧବାର ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ସ୍ଥାନୀୟ ମହିଳାମାନେ ଜାଳେଣି ସଂଗ୍ରହ ପାଇଁ ଯାଇଥିବା ବେଳେ ଶିଶୁଟି କାନ୍ଦୁଥିବା ଶୁଣିବାକୁ ପାଇଥିଲେ। କୋଚିଆବେଡା ଗ୍ରାମର ଶାନ୍ତି…

୩୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଅତିରିକ୍ତ ତହସିଲଦାର

ଢେଙ୍କାନାଳ ଅଫିସ, ୧୯।୧: ଢେଙ୍କାନାଳ ସଦର ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲକ୍ଷ୍ମଣ ମାଙ୍କଡ଼ା ପଥର ଚାଲାଣ ପାଇଁ ଟ୍ରାଞ୍ଜିଟ୍‌ ପାସ୍‌ କରାଇଦେବାକୁ ପଥର ବ୍ୟବସାୟୀ ଦିଲୀପ ସେନାପତିଙ୍କ ଠାରୁ ୩୦…

ମୂର୍ତ୍ତି ନିଶାରେ ମୁନା

ପରଜଙ୍ଗ, ୧୮।୧(ଡି.ଏନ.ଏ.): ମାଟି ହେଉ କି ମାର୍ବଲ। ବ୍ରୋଞ୍ଜ ହେଉ କି ଗ୍ରାନାଇଟ୍‌ ଅବା ଫାଇଭର। ତାଙ୍କ ହାତ ସ୍ପର୍ଶରେ ଜୀବନ୍ତ ରୂପ ନିଏ ନିର୍ଜୀବ ସାମଗ୍ରୀ। ପେନ୍‌ସିଲ ଧରି ଗାରେଇ ଦେଲେ ଝଲସି ଉଠେ ଅବିକଳ ମୁହଁଟେ। ସହର ଗଳିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?