ପରମ୍ପରା ବଞ୍ଚାଇବାକୁ ପ୍ରୟାସ
ଢେଙ୍କାନାଳ ଅଫିସ, ୨୮।୧୦ – ଦଶହରା ପରେ ଲକ୍ଷ୍ମୀପୂଜା ଉପରେ ଢାଙ୍କିଛି କରୋନା କଳାବାଦଲ। ପାର୍ବଣର ଅନ୍ୟତମ ପ୍ରମୁଖ ଉତ୍ସବକୁ ନେଇ ଚଳିତବର୍ଷ ନାହିଁ ଉତ୍ସାହ କି ଉଦ୍ଦୀପନା। କରୋନା ସଂକ୍ରମଣ କାରଣରୁ ଢେଙ୍କାନାଳର ଗଣପର୍ବ ଚଳିତବର୍ଷ ଭକ୍ତଶୂନ୍ୟ ହେବ ବୋଲି…
ସରସହୀନ ଶାରଦୀୟ ମହୋତ୍ସବ
କାମାକ୍ଷାନଗର, ୨୫।୧୦ (ସୁଧୀର କୁମାର ପରିଡ଼ା): ମା’ ଆସିଛନ୍ତି। ମଣ୍ଡପରେ ଚାଲିଛି ପୂଜାର୍ଚ୍ଚନା। ହେଲେ କାହାରି ମନରେ ଅଛି ଉତ୍ସାହ ନା ଉଦ୍ଦୀପନା। ଦେବୀ-ଶ୍ରଦ୍ଧାଳୁଙ୍କ ମଧ୍ୟରେ ପଡ଼ିଥିବା କରୋନା କଟକଣାର ପାଚେରି ଚଳିତବର୍ଷ ଶାରଦୀୟ ମହୋତ୍ସବକୁ ସରସହୀନ କରିଦେଇଛି। ଭକ୍ତଶୂନ୍ୟ ମଣ୍ଡପରେ…
ଅଟକିଯାଇଛି ନାଟକ
ଓଡ଼ାପଡ଼ା, ୨୪ା୧୦ – ଖାଁ ଖାଁ ପ୍ରେକ୍ଷାଳୟ। ବନ୍ଦ ହୋଇଯାଇଛି ସଂଳାପର ପ୍ରତିଧ୍ୱନି। ନାହାନ୍ତି କଳାକାର କି ଦିଶୁନି ସେମାନଙ୍କ ହସକାନ୍ଦ ଭରା ଅଭିନୟର ଚାତୁରି। ମାର୍ଚ୍ଚ ଶେଷ ସପ୍ତାହ ଯାଏ ଚଳଚଞ୍ଚଳ ଥିବା କଳାକାର, ରଙ୍ଗମଞ୍ଚରେ ଏବେ ଅସମ୍ଭବ ନୀରବତା।…
କଳାର ସୌଦାଗର ସୁରସାର୍
ଭୁବନ, ୨୩।୧୦(ଡି.ଏନ.ଏ.) ହାତରେ ଚାମର ଧରିଲେ ସେ ପାଲଟିଯାଆନ୍ତି ପାଲାଗାୟକ। ରଙ୍ଗତୂଳୀ ଧରିଲେ ମାଟି ପ୍ରତିମାରେ ସଞ୍ଚରି ଉଠେ ଜୀବନ। ନାଟକ ପ୍ରଚ୍ଛଦପଟରେ ରହି କଳାକାରଙ୍କୁ ତାଗିଦ୍ କରିବା ବେଳେ ତାଙ୍କ ପରିଚୟ ବଦଳିଯାଏ ନାଟ୍ୟ ନିର୍ଦ୍ଦେଶକରେ। ମୁହଁରେ ରଙ୍ଗ ବୋଳି…
ଆବାସ ପାଇଁ ରାସ୍ତା ବାଧକ
ଭାପୁର, ୨୦।୧୦(ଡି.ଏନ.ଏ.) – ଆବାସ ଯୋଜନାରେ ଘର ତୋଳାହେବ। ଏଥିପାଇଁ ମିଳିଛି କାର୍ଯ୍ୟାଦେଶ। ଟଙ୍କା ବି ମଞ୍ଜୁର ହୋଇସାରିଲାଣି। ହେଲେ ହିତାଧିକାରୀ ଅସହାୟ। ଇଚ୍ଛାଥିଲେ ବି ସେମାନେ ନିଜର ଘର ଖଣ୍ଡିକ ତିଆରି କରିପାରିବେନି। କାରଣ ବାସଗୃହ ନିର୍ମାଣ ଲାଗି ଆବଶ୍ୟକ…
ପୂଜାରେ ଭାଙ୍ଗିବ ପରମ୍ପରା
ଭୁବନ, ୧୯।୧୦ (ବିପିନ ବିହାରୀ ସେଠୀ) : ସ୍ଥିତି ସ୍ବାଭାବିକ ଥିଲେ ଏତେବେଳକୁ ଆରମ୍ଭ ହୋଇସାରନ୍ତାଣି ଗହଳଚହଳ। ମେଢ଼, ମୂର୍ତ୍ତି, ସାଜସଜ୍ଜା ପାଇଁ ଚାଲିଥାନ୍ତା ପ୍ରତିଯୋଗିତା। ବଳଦଙ୍କୁ ନେଇ ବାହାରୁଥିବା ଅଭ୍ୟାସ ଶୋଭାଯାତ୍ରା, ବାଦ୍ୟବାଜଣାରେ କମ୍ପୁଥାନ୍ତା ପରିବେଶ। ବନ୍ଧୁବାନ୍ଧବରେ ପୂରି ଉଠନ୍ତାଣି ଘରଦ୍ୱାର।…
ବଜ୍ରାଘାତ ନେଲା ଜଣଙ୍କ ଜୀବନ, ୩ ଗୁରୁତର
ଭୁବନ, ୧୫।୧୦(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ଏନଏସି ଗୋଡ଼ି ପାଟଣା ଗ୍ରାମର ପଦନ ଦାସ (୫୨) ବଜ୍ରାଘାତରେ ମୃତବରଣ କରିଛନ୍ତି। ସେହିପରି ବଜ୍ରାଘାତରେ ଭୁଷଳ ପଞ୍ଚାୟତ ଅସୁର ବନ୍ଦ ଗ୍ରାମର ଚଗଲି ମଳିକ(୩୩), ଦେବକୀ ମଳିକ(୫୦) ଓ କଣ୍ଢେଇ ମଳିକ (୨୨)…
ଚର୍ଚ୍ଚାରେ ସୌମ୍ୟବ୍ରତଙ୍କ ପେନ୍ସିଲ୍ ଆର୍ଟ
ଢେଙ୍କାନାଳ ଅଫିସ, ୧୪।୧୦ – କେଉଁଠି ରାମାୟଣର ଚରିତ୍ର ତ ଆଉ କେଉଁଠି ଦେବଦେବୀଙ୍କ ପ୍ରତିକୃତି। ବଲିଉଡ୍ଠାରୁ ଆରମ୍ଭ କରି ଟଲିଉଡ୍। ମେଗାଷ୍ଟାର ଅମିତାଭ ବଚ୍ଚନଙ୍କଠୁ ଆରମ୍ଭ କରି ତେଲୁଗୁ ଇଣ୍ଡଷ୍ଟ୍ରିର ଅଭିନେତାଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ଅବିକଳ ଚିତ୍ର, ତାହା ବି…
ସହାୟତା ଅପେକ୍ଷାରେ ସଂଗ୍ରହାଳୟ
ଢେଙ୍କାନାଳ ଅଫିସ, ୧୩।୧୦- ଐତିହ୍ୟସମ୍ପନ୍ନ ଜିଲା ଢେଙ୍କାନାଳ। ଜିଲାର କୋଣ ଅନୁକୋଣରେ କୀର୍ତ୍ତିରାଜିର ସମ୍ଭାର। ରାଜାରାଜୁଡ଼ା ଅମଳର ସଂଗ୍ରାମ ହେଉ କି ଗଡ଼ଜାତ ଆନ୍ଦୋଳନ ଅବା ସ୍ବାଧୀନତା ସଂଗ୍ରାମ ସବୁ କିଛି ଦେଖିଛି ଓଡ଼ିଶାର କେନ୍ଦ୍ରସ୍ଥଳରେ ଅବସ୍ଥିତ ଏହି ଜିଲା। ଏସବୁ…
କଟକଣାରେ ହେବ ବଳଦଯାତ୍ରା
ଭୁବନ, ୧୦।୧୦(ଡି.ଏନ.ଏ.) କଟକଣା ମଧ୍ୟରେ ପାଳିତ ହେବ ଢେଙ୍କାନାଳ ଜିଲା ଭୁବନର ପ୍ରସିଦ୍ଧ ବଳଦଯାତ୍ରା। କରୋନା ସଂକ୍ରମଣ ବଢୁଥିବାରୁ ଚଳିତବର୍ଷ କେବଳ ୨ ସମାଜର ବଳଦକୁ ଶୋଭାଯାତ୍ରାରେ ବାହାର କରିବାକୁ ଅନୁମତି ମିଳିଛି। ନିରାଡ଼ମ୍ବର ଭାବେ ଯାତ୍ରା ସମ୍ପନ୍ନ କରିବାକୁ ପ୍ରଶାସନ…
‘ଖେଲୋ ଇଣ୍ଡିଆ’ ଅଧୀନକୁ ଯିବ ସାଇ କ୍ରୀଡ଼ା ଛାତ୍ରାବାସ
ଢେଙ୍କାନାଳ ଅଫିସ, ୧୦।୧୦ ଢେଙ୍କାନାଳରେ ଥିବା ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ଛାତ୍ରାବାସ ‘ଖେଲୋ ଇଣ୍ଡିଆ’ ଅଧୀନକୁ ଯିବ। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଗୁରୁବାର ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ଏକ ପ୍ରତିନିଧି ମଣ୍ଡଳୀ ପରଖିଛନ୍ତି। ସେମାନେ ଭାରତ…
ହାତୀ-ମଣିଷ ସଂଘର୍ଷରେ ଢେଙ୍କାନାଳ ଆଗରେ
ଢେଙ୍କାନାଳ ଅଫିସ,୮ା୧୦: ପ୍ରତିବର୍ଷ ଅକ୍ଟୋବର ପ୍ରଥମ ସପ୍ତାହରେ ବନ୍ୟପ୍ରାଣୀ ସପ୍ତାହ ପାଳନ କରାଯାଇ ବିଭିନ୍ନ କାର୍ଯ୍ୟକ୍ରମ କରାଯାଏ। କିନ୍ତୁ ସ୍ଥାୟୀ ପ୍ରତିକାର ବାହାରିପାରେ ନାହିଁ। ରାଜ୍ୟରେ ଚାଲିଥିବା ହାତୀ-ମଣିଷ ସଂଘର୍ଷରେ ପ୍ରତିବର୍ଷ ଅନେକ ହାତୀ ଓ ମଣିଷଙ୍କ ଜୀବନହାନି ହେଉଥିଲେ ମଧ୍ୟ ସମାଧାନ…
Archives


