ଢେଙ୍କାନାଳ

ଶୁଭ୍ରାଙ୍କୁ କୋଲକାତାରେ ମାରାଥନ ଜେରା

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ୧୭ ହଜାର ୫୦୦ କୋଟିର ଚିଟ୍‌ଫଣ୍ଡ ଠକେଇ ମାମଲାରେ ରୋଜ୍‌ଭ୍ୟାଲି ଗ୍ରୁପ୍‌ର ମୁଖ୍ୟ ଗୌତମ କୁଣ୍ଡୁଙ୍କ ସ୍ତ୍ରୀ ଅଭିନେତ୍ରୀ ଶୁଭ୍ରା କୁଣ୍ଡୁଙ୍କୁ ଶୁକ୍ରବାର ସିବିଆଇ କୋଲକାତାସ୍ଥିତ ବାସଭବନରୁ ଗିରଫ କରିଥିଲା। ଏହାପରେ ସେଠାରେ ତାଙ୍କୁ ମାରାଥନ ଜେରା ଚାଲିଛି। ତେବେ…

ବଢୁଛି ବାଲ୍ୟବିବାହ

ଢେଙ୍କାନାଳ ଅଫିସ, ୧୭।୧ (ରତନ ନାୟାର) : କଅଁଳ କାନ୍ଧ ବୋହୁଛି ଜଞ୍ଜାଳ। ସଂସାରର ନୀତିନିୟମ, ଚାଲିଚଳଣ ବୁଝିବା ଆଗରୁ ମୁଣ୍ଡରେ ଲଦି ଦିଆଯାଉଛି ବୋଝ। କୋମଳମତି ବୟସରେ ପାଠପଢ଼ି ଆଗକୁ ବଢ଼ିବା ସମୟରେ ମାତୃତ୍ୱ ଲାଭ କରୁଛନ୍ତି ସେମାନେ। ଅପରିପକ୍ୱ…

ଢେଙ୍କାନାଳରେ ପୁଣି କୁମାରୀ ମା’

ଢେଙ୍କାନାଳ ଅଫିସ, ୧୬।୧: ଢେଙ୍କାନାଳ ଜିଲା ପୁଣି ବୋହିଛି କୁମାରୀ ମା’ର କଳଙ୍କ। ଭୁବନ ପରେ କାମାକ୍ଷାନଗର ଥାନା ଅଞ୍ଚଳରେ ଏହାର ପୁନରାବୃତ୍ତି ଘଟିଛି। ଜଣେ ୧୭ ବର୍ଷୀୟା ନାବାଳିକା ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ ପୁତ୍ର ସନ୍ତାନ ଜନ୍ମ…

ଉଡ଼ି ଉଡ଼ି ଉଡ଼ି..

ଢେଙ୍କାନାଳ ଅଫିସ, ୧୪।୧: ‘ଉଡ଼ି ଉଡ଼ି ଉଡ଼ି ଯାରେ ଉଡ଼ି… ଏ ମୋର ଗୁଡ଼ି…’ ଆଜି ବି ଏହି ଗୀତ ଶ୍ରୋତାଙ୍କୁ ନେଇଯାଏ ସତୁରି ଦଶକକୁ। ସୁର ସମ୍ରାଟ ଅକ୍ଷୟ ମହାନ୍ତିଙ୍କ କଣ୍ଠରୁ ଝରି ଆସିଥିବା ଏହି ଗୀତ ବାଜିଲେ ଆଖି…

ଢେଙ୍କାନାଳରେ ୬,୩୫୫ ପକ୍ଷୀ

ଢେଙ୍କାନାଳ ଅଫିସ, ୧୨।୧ ଢେଙ୍କାନାଳରେ ପକ୍ଷୀଗଣନା ଶେଷ ହୋଇଛି। ଜିଲାର ବିଭିନ୍ନ ବନଖଣ୍ଡ, ସଂରକ୍ଷିତ ଜଙ୍ଗଲ, ଜଳାଶୟରେ ହୋଇଥିବା ଏହି ଗଣନାରୁ ୬,୩୫୫ ପକ୍ଷୀ ରହିଥିବା ଜଣାପଡ଼ିଛି। ତନ୍ମଧ୍ୟରେ କେତେକ ଅତିଥି ପକ୍ଷୀ ମଧ୍ୟ ଅଛନ୍ତି। ମୋଟ ୨୮ ପ୍ରଜାତିର ପକ୍ଷୀ…

କାଗଜ କଲମରେ କଳାଗ୍ରାମ

କାମାକ୍ଷାନଗର, ୧୧।୧ (ସୁଧୀର କୁମାର ପରିଡ଼ା): ଘରେ ଘରେ କଳାକାର। କମିନି କଳାର ଆଦର। ପିଢ଼ି ପରେ ପିଢ଼ି ନିଷ୍ଠାପର ଉଦ୍ୟମ ବଳରେ ଗ୍ରାମରେ ଏବେ ବି ସୁରକ୍ଷିତ ଲୁପ୍ତପ୍ରାୟ ଲୋକକଳା। ସେଥିପାଇଁ ସରକାରୀ ନଥିରେ ଲାଗିଛି କଳାଗ୍ରାମର ଟ୍ୟାଗ୍‌। ହେଲେ…

ଅବହେଳାରୁ ଅବ୍ୟବହୃତ

ଭୁବନ, ୯।୧(ଡି.ଏନ.ଏ.) ନୂଆ ରଙ୍ଗରେ ଝଲସୁଛି। ବାହାରୁ ଦେଖିଲେ ଯେ କେହି ଖୁସି ହୋଇଯିବ। ହେଲେ ପାଖକୁ ଆସି ଦେଖିଲେ ସବୁ ଓଲଟା। ଚିକିମିକିଆ ଚୂନ ଧଉଳା ହୋଇଥିବା କମ୍ୟୁନିଟି ଶୌଚାଳୟରେ ଝୁଲୁଛି ତାଲା। ନା ଅଛି ପାଣି ସୁବିଧା ନା…

୩ ଗ୍ରାମକୁ ସୁକନ୍ୟା ସମୃଦ୍ଧି ଟ୍ୟାଗ୍‌

ଢେଙ୍କାନାଳ ଅଫିସ, ୮।୧ ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ଢେଙ୍କାନାଳ ଜିଲାର ୩ ଗ୍ରାମକୁ ସମ୍ପୂର୍ଣ୍ଣ ସୁକନ୍ୟା ସମୃଦ୍ଧି ଟ୍ୟାଗ୍‌ ମିଳିଛି। ଗଁଦିଆ ବ୍ଲକ କାବେରା ମାଧପୁର ପଞ୍ଚାୟତର ଚମଦଳ, ସଦର ବ୍ଲକ ତରଭା ପଞ୍ଚାୟତର ଖଳିବନ୍ଧ ଏବଂ ଭାଲିଆବୋଲକାଟେଣୀ…

କାନ୍ଧ ସହ ମିଶାଇଲେ କାନ୍ଧ

ଢେଙ୍କାନାଳ ଅଫିସ, ୮।୧ କେନ୍ଦ୍ରାପଡ଼ାରେ ଘର। ରହୁଥିଲେ ଢେଙ୍କାନାଳରେ। ରୋଗରେ ପଡ଼ିଲେ। ଟାଣି ନେଇଗଲା ମୃତ୍ୟୁ। ହେଲେ ଦୁଃଖ ଏତିକିରେ ସରିଲାନି। କରୋନା ଭୟରେ ଡାକ୍ତରଖାନାରୁ ଭଡ଼ାଘରକୁ ମୃତଦେହ ପୂରାଇବାକୁ ରାଜି ହେଲେନି ମାଲିକ। ଅସହାୟ ଅବସ୍ଥାରେ ଝିଅ, ନାତୁଣୀ ମୃତଦେହକୁ…

ଶୌଚାଳୟରେ ସନ୍ତାନ ପ୍ରସବ

ଭୁବନ, ୭।୧: ପ୍ରତିଶ୍ରୁତି ଦେଲେ। ଶାରୀରିକ ସମ୍ପର୍କ ରଖିଲେ। ହେଲେ ବିବାହ କରିବା ବେଳକୁ ମୁହଁ ଫେରାଇନେଲେ ଧୋକାବାଜ ପ୍ରେମିକ, ଯାହାର ଫଳ ଭୋଗୁଛନ୍ତି ଜଣେ ଯୁବତୀ। ଅବିବାହିତ ଥାଇ ପୁତ୍ର ସନ୍ତାନ ଜନ୍ମ ଦେଇଥିବାରୁ ତାଙ୍କ ମୁଣ୍ଡରେ ଲଦିହୋଇଛି କୁଅଁାରି…

ପ୍ରକୃତିର ବରଦାନ ‘ବାରବାଙ୍କ’

ଢେଙ୍କାନାଳ ଅଫିସ, ୭।୧: ସର୍ପିଳ ରାସ୍ତାଟିଏ। ପାହାଡ଼ର ଛାତି ଚିରି ମାଡ଼ି ଯାଇଛି ଆଗକୁ। ଦୁଇ ପାର୍ଶ୍ୱରେ ଘଞ୍ଚ ସବୁଜ ବନାନୀ। ପକ୍ଷୀଙ୍କ କାକଳି। ମେଘମାଳାର କଳେବର ଯାତ୍ରୀଙ୍କୁ ଘଡ଼ିଏ ଅଟକାଇ ଦେବାର ସାମର୍ଥ୍ୟ ରଖେ। ସମୁଦ୍ର ପତ୍ତନଠାରୁ ୨୨୩୯ ଫୁଟ…

ବୃତ୍ତି ଚିନ୍ତାରେ ବନବାସୀ

କାମାକ୍ଷାନଗର, ୬।୧(ଡି.ଏନ.ଏ.) – ବଣଡଙ୍ଗରରେ ଜୀବନ। ହିଂସ୍ରଜନ୍ତୁ ସହ ମୁହାଁମୁହିଁ । ଜୀବିକା ପାଇଁ ଜୀବନ ଲାଗୁଛି ବାଜି। ଏହା ସତ୍ତ୍ୱେ ମିଳୁନି ପାରିଶ୍ରମିକ। ଶାଗମାଛ ଦରରେ ବିକ୍ରି କରିବାକୁ ପଡୁଛି ଲଘୁ ବନଜାତ ଦ୍ରବ୍ୟ। ବଜାର ସୁବିଧା ନ ଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?