ସାହା ହେଲା ମା’ ହାତୀ
ଢେଙ୍କାନାଳ ଅଫିସ,୬ା୧୦ ଗଁ। ପାଖ ଦେଇ ଜଙ୍ଗଲକୁ ଯିବାବେଳେ ଏକ କଂକ୍ରିଟ୍ ନାଳ ମଧ୍ୟରେ ଖସି ପଡ଼ିଥିଲା ଛୁଆ ହାତୀ। ଦଳରେ ଥିବା ସାଥୀମାନେ ଆଗକୁ ବଢ଼ିଯାଇଥିଲେ ବି ନିଜ ଛୁଆ ପାଇଁ ଅଟକି ଯାଇଥିଲା ମା’। ଅଣଓସାରିଆ ନାଳ ମଧ୍ୟରୁ…
ଅନିଶ୍ଚିତତାରେ ‘ବଳଦଯାତ୍ରା’
ଭୁବନ, ୫।୧୦(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନର ପ୍ରସିଦ୍ଧ ବଳଦଯାତ୍ରା ହେବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗିରହିଛି। କରୋନା ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ଯାତ୍ରା ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ହେଲେ ଏହାକୁ ସହଜରେ ଗ୍ରହଣ…
ଖୋଲିଲା କପିଳାସ ପ୍ରାଣୀ ଉଦ୍ୟାନ
ଢେଙ୍କାନାଳ ଅଫିସ, ୫।୧୦: ଦୀର୍ଘ ୭ମାସ ପରେ କଟକଣା ଭିତରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି କପିଳାସ ପ୍ରାଣୀ ଉଦ୍ୟାନ। ବର୍ଷାପାଗ ସତ୍ତ୍ୱେ ରବିବାର ପ୍ରଥମ ଦିନରେ ୫୪ ଜଣ ଜୁ’ ବୁଲିଛନ୍ତି। ସଂକ୍ରମଣ ପ୍ରତିହତ କରିବାକୁ ଚିଡ଼ିଆଖାନା କର୍ତ୍ତୃପକ୍ଷ ଏବଂ ବନ ବିଭାଗ…
ଢେଙ୍କାନାଳ ପୌରସଂସ୍ଥା ରୋଲ୍ ମଡେଲ
ଢେଙ୍କାନାଳ ଅଫିସ, ୩୦।୯ – ମଳପଙ୍କ ପରିଚାଳନାରେ ଢେଙ୍କାନାଳ ପୌରସଂସ୍ଥା ସମଗ୍ର ଦେଶରେ ରୋଲ୍ ମଡେଲ। ଏପରି ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ସମସ୍ତ ତଥ୍ୟାବଳୀ ଗ୍ରାମାଞ୍ଚଳରେ ପହଞ୍ଚାଇବା ମୂଳ ଉଦ୍ଦେଶ୍ୟ। ଏହି ଯୋଜନାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା ଲାଗି ପ୍ରଶାସନ ବଦ୍ଧପରିକର…
‘ଅର୍ଥ ଥାଇ ଉନ୍ନତି ହେଉନି’
ଢେଙ୍କାନାଳ ଅଫିସ, ୩୦।୯ – ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲାରେ ଅର୍ଥ ଥାଇ ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ ହେଉନାହିଁ। ଏଥିପାଇଁ ପ୍ରଶାସନିକ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଏମ୍ପି ମହେଶ ସାହୁ। ଏ ସମ୍ପର୍କରେ ସୂଚନା ଦେଇ ସେ କହିଛନ୍ତି, ଜିଲାରେ ଅର୍ଥ ଥାଇ…
ଗୋଟିଏ ପଦବୀ, ଦୁଇ ଅଧିକାରୀ
ଢେଙ୍କାନାଳ ଅଫିସ, ୩୦।୯ – ପଦବୀ ଗୋଟିଏ। ଦୁଇଜଣ ଅଧିକାରୀ। କାର୍ଯ୍ୟାଳୟ ପ୍ରକୋଷ୍ଠରେ ଉଭୟଙ୍କ ମଧ୍ୟରେ ଦାୟିତ୍ୱ ସମ୍ଭାଳିବାକୁ ନେଇ ଚାଲିଛି ଟଣାଓଟରା। କର୍ମଚାରୀମାନେ କାହା ନିର୍ଦ୍ଦେଶ ମାନିବେ, କାହାକୁ ଅଣଦେଖା କରିବେ ତାହାକୁ ନେଇ ପଡ଼ିଛନ୍ତି ଦ୍ୱନ୍ଦ୍ୱରେ। ଢେଙ୍କାନାଳ ଜିଲା…
ନୂଆ ରୂପ ନେବ କଣ୍ଡାର ବିଟ୍ ହାଉସ୍
ଢେଙ୍କାନାଳ ଅଫିସ, ୨୯।୯ ୨୦୦୭ ଜାନୁୟାରୀ ୩୧। ଏହିଦିନ ଲାଲ୍ବାହିନୀ ନରସଂହାରରେ ରକ୍ତରଞ୍ଜିତ ହୋଇଥିଲା ଢେଙ୍କାନାଳ ଜିଲା ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର କଣ୍ଡାର ବିଟ୍ ହାଉସ୍। ମାଓବାଦୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିଲେ କାର୍ଯ୍ୟାଳୟର ୩ କର୍ମଚାରୀ। ଏହି ଲୋମଟାଙ୍କୁରା ଘଟଣାକୁ…
ପର୍ଯ୍ୟଟକ ଅପେକ୍ଷାରେ ପ୍ରକୃତିପଥ
ଢେଙ୍କାନାଳ ଅଫିସ, ୨୮।୯: ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲାରେ ରହିଛି ପର୍ଯ୍ୟଟନର ଅନନ୍ୟ ସମ୍ଭାବନା। ଅଭୟାରଣ୍ୟ, ଜଳଭଣ୍ଡାର, ହସ୍ତଶିଳ୍ପ ପାଇଁ ପ୍ରସିଦ୍ଧ ଗ୍ରାମଗୁଡ଼ିକର ବିକାଶ କରାଗଲେ ବିପୁଳ ରାଜସ୍ବ ଆଦାୟ ହୋଇପାରିବ। କୋଭିଡ୍ ମହାମାରୀ ସମୟରେ ଅର୍ଥ ଆଦାୟର ଅଧିକାଂଶ କ୍ଷେତ୍ର ପ୍ରଭାବିତ…
ପ୍ରଥମ ଦିନରେ ଭୁବନର ସମସ୍ତ ମହାବିଦ୍ୟାଳୟରେ ଆରମ୍ଭ ହେଲା ଯୁକ୍ତ ଦୁଇ ନାମଲେଖା
ଭୁବନ,୨୧ା୯(ଡି.ଏନ୍.ଏ.): ସରକାରଙ୍କ ନିର୍ଦ୍ଦେଶ କ୍ରମେ ଢେଙ୍କାନାଳ ଜିଲା ଭୁବନ ଅଞ୍ଚଳରେ ସମସ୍ତ ମହାବିଦ୍ୟାଳୟରେ +୨ ନାମଲେଖା ସୋମବାରଠାରୁ ଆରମ୍ଭ ହୋଇଛି। ଭୁବନ ଏନ୍ଏସିର ମହିଳା ମହାବିଦ୍ୟାଳୟ, ବାଜି ରାଉତ ସ୍ମୃତି ମହାବିଦ୍ୟାଳୟ ଓ ବ୍ଲକର ଜିରାଳ ମହାବିଦ୍ୟାଳୟ, ମଠକରଗୋଳା ମହାବିଦ୍ୟାଳୟ, ବାରୁଆ…
ପ୍ରଶାସନ-ପଥର ମାଫିଆ ଛକାପଞ୍ଝା
ଢେଙ୍କାନାଳ ଅଫିସ, ୨୦।୯ – ପ୍ରଶାସନ ଆଖିରେ ଧୂଳିଦେଇ ସୁରକ୍ଷିତ ଭାବେ ପଥର ଚୋରା ଚାଲାଣ କରିବାକୁ କରାଯାଇଛି ହ୍ବାଟ୍ସ ଆପ୍ ଗ୍ରୁପ୍। ତହସିଲ କର୍ମଚାରୀଙ୍କ ଉପରେ ନଜର ରଖୁଛନ୍ତି ପଥର ମାଫିଆ। ଚଢ଼ାଉ ପାଇଁ ଯାଉଥିବା ଗାଡ଼ିର ନମ୍ବର କ’ଣ,…
ସ୍ତ୍ରୀ ଆଗରେ ଆଖିବୁଜିଲେ ସ୍ବାମୀ
ଢେଙ୍କାନାଳ ଅଫିସ, ୧୬।୯:କରୋନା ମାରିଦେଲା ମଣିଷପଣିଆ। ଡାକ୍ତରଖାନା ବାରଣ୍ଡାରେ ପଡ଼ି ଯନ୍ତ୍ରଣା ଭୋଗୁଥିଲେ ଅଥଚ, କେହି ପଚାରିଲେନି କି ପାଖ ମାଡ଼ିଲେନି। ଶେଷରେ ଛଟପଟ ହୋଇ ସ୍ତ୍ରୀଙ୍କ ଆଖି ଆଗରେ ଚାଲିଗଲା ସ୍ବାମୀ ଜୀବନ। ଢେଙ୍କାନାଳ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରୁ ଆସିଛି…
ଭୁବନ ଥାନାରେ ପଶିଲା କରୋନା : ୮ କର୍ମଚାରୀ ପଜିଟିଭ ଚିହ୍ନଟ
ଭୁବନ,୧୨।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ଭୁବନ ଥାନାର ୮ ଜଣ କର୍ମଚାରୀ ଶନିବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ଜଣେ କନେଷ୍ଟବଳ ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ଥାନାର ସମସ୍ତ କର୍ମଚାରୀ ଶନିବାର ଭୁବନ ଡାକ୍ତରଖାନାରେ ଆଣ୍ଟିଜେନ ଟେଷ୍ଟ କରିଥିଲେ। ସେଥିରୁ ୮ ଜଣ…
Archives


