ଭୋଜି ସାରି ଫେରୁଥିବାବେଳେ ପୋଲ ତଳକୁ ଖସି ପଡିଲା ବାଇକ: ୨ ମୃତ
ପରଜଙ୍ଗ,୫ା୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା-ଆଳୁଅଝରଣ ପୂର୍ତ୍ତ ବିଭାଗ ରାସ୍ତାର ପୋଲ ତଳକୁ ଏକ ବାଇକ୍ ଖସି ଶନିବାର ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପାଟରପଦା ଗ୍ରାମର ସରୋଜ ନାୟକ ଓ ବସନ୍ତପଡା ଗ୍ରାମର ସୁବ୍ରତ ସାହୁ। ପାଟରପଦା…
ଜେଲ ଗଲେ ଏଆର୍ସିଏସ୍
ଢେଙ୍କାନାଳ ଅଫିସ,୪ା୯: ଢେଙ୍କାନାଳ ସହରସ୍ଥିତ ମହିଷାପାଟଠାରେ ଥିବା ସମବାୟ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର ଅଫ୍ କୋଅପରେଟିଭ ସୋସାଇଟି (ଏଆର୍ସିଏସ୍) ବିଦ୍ୟାଧର ବେହେରା ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଗୁରୁବାର ଗିରଫ ହୋଇ କୋର୍ଟଚାଲାଣ ହୋଇଛନ୍ତି। ବୁଧବାର ଢେଙ୍କାନାଳ ସହରସ୍ଥିତ ମହିଷାପାଟଠାରେ ଥିବା…
ଆଦିବାସୀଙ୍କ ଜୀବନରେଖା ‘ଦଣ୍ଡାଧର’
କାମାକ୍ଷାନଗର, (ସୁଧୀର କୁମାର ପରିଡ଼ା) ୩।୯: ବର୍ଷା ହେଲେ ପାହାଡ଼ିଆ ପାଣି ସ୍ରୋତ ଭସାଇ ନେଉଥିଲା ଚାଷ। ବର୍ଷା ନ ହେଲେ ଉଜୁଡ଼ି ଯାଉଥିଲା ଫସଲ। ତଳି ରୋଇବାଠୁ ଫସଲ ଅମଳ ଯାଏ ଲାଗି ରହୁଥିଲା ଚିନ୍ତା। ହାଡ଼ଭଙ୍ଗା ପରିଶ୍ରମ ସତ୍ତ୍ୱେ…
ବନ୍ୟା ଭସାଇନେଲା ଯାଆଁଳ
ଢେଙ୍କାନାଳ ଅଫିସ, ୩୧।୮: ଢେଙ୍କାନାଳ ଜିଲା ଗଁଦିଆ ଅଞ୍ଚଳର ମତ୍ସ୍ୟଚାଷୀଙ୍କୁ ଦୁଃଖ ଦେଇଛି ବ୍ରାହ୍ମଣୀ ବନ୍ୟା। ବଢ଼ିପାଣିରେ ଯାଆଁଳ ଭାସିଯାଇଛନ୍ତି। ସୀମିତ ସମ୍ବଳରେ ମାଛଚାଷ କରି ଦୁଇ ପଇସା ରୋଜଗାର ଆଶାରେ ଥିବା ଚାଷୀମାନେ ଏବେ ଚିନ୍ତାରେ ପଡ଼ିଛନ୍ତି। ବ୍ଲକ ମତ୍ସ୍ୟ…
ସୁନିଆରେ ଆସିଲା ମାଟି
ଢେଙ୍କାନାଳ ଅଫିସ, ୩୧ା୮: ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଲକ୍ଷ୍ମୀପୂଜା ପାଇଁ ରବିବାର ପବିତ୍ର ସୁନିଆରେ ମାଟି ଅନୁକୂଳ କରାଯାଇଛି। କରୋନା କଟକଣା ମଧ୍ୟରେ ବିଧିରକ୍ଷା ଲାଗି ବିଭିନ୍ନ ପୂଜା ପ୍ରତିଷ୍ଠାନ ପକ୍ଷରୁ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ନିର୍ମାଣ ଲାଗି ବ୍ରାହ୍ମଣୀ ନଦୀ, ବଡ଼ଯୋରା…
ବଢ଼ି ବଢ଼ାଇଲା ବିପତ୍ତି
ଭୁବନ, ୩୦।୮(ଡି.ଏନ.ଏ.) କରୋନା ମହାମାରୀ ଦୋହଲାଇ ଦେଇଥିଲା ଆର୍ଥିକ ମେରୁଦଣ୍ଡ। କିଛି ନ ହେଲେ ବର୍ଷକର ଦାନା ଯୋଗାଡ଼ କରିବାକୁ ଜମି ମୁହାଁ ହୋଇଥିଲେ ଚାଷୀ। ବର୍ଷା ନ ଥିବାରୁ ବିଳମ୍ବ ହୋଇଥିଲା ରୁଆ। ତଥାପି ଅଧିକ ଖର୍ଚ୍ଚାନ୍ତ ହୋଇ ଧାନ…
‘ନବଜୀବନପୁର’ର ନବକଳେବର
ଢେଙ୍କାନାଳ ଅଫିସ,(ରତନ ନାୟାର) ୨୭।୮: ଭାରତର ଗ୍ରାମାଞ୍ଚଳର ଲୋକଙ୍କ ଭିତରେ ରହିଥିବା ଆତ୍ମୀୟତା, ଉତ୍ତମ ବ୍ୟବହାର ସାଙ୍ଗକୁ ଭିନ୍ନଧରଣର ଖାଦ୍ୟପେୟ, ଲୋକକଳା ଏବଂ ପାରମ୍ପରିକ କୁଟୀର ଶିଳ୍ପ ଦେଶବିଦେଶର ପର୍ଯ୍ୟଟକଙ୍କୁ ଟାଣି ଆଣିବାର ସାମର୍ଥ୍ୟ ରଖେ। ଏହାକୁ ନଜରରେ ରଖି ଗ୍ରାମୀଣ ପର୍ଯ୍ୟଟନ…
ଦବୁଛି କପିଳାସ ମନ୍ଦିର
ଢେଙ୍କାନାଳ ଅଫିସ, ୨୬।୮ – ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସ ଉପରେ ବିପଦ ଘନେଇବାରେ ଲାଗିଛି। ପୀଠକୁ ଯିବାକୁ ଥିବା ୧୩୫୨ ପାହାଚ ରାସ୍ତା ପାର୍ଶ୍ୱକୁ ମନ୍ଦିର ଧୀରେ ଧୀରେ…
ଦିଅର ଟାଙ୍ଗିଆ ଚୋଟରେ ଚାଲିଗଲା ଭାଉଜ ଜୀବନ
ଭୁବନ, ୨୪।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଥାନା ଭୂଷଳ ପଞ୍ଚାୟତ ଅଧୀନ ଅସୁରବନ୍ଧ ଦଳିତ ସାହିରେ ରବିବାର ରାତିରେ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଦିଅର ରବୀନ୍ଦ୍ର ମଳିକ (୩୩)ଙ୍କ ଟାଙ୍ଗିଆ ଚୋଟରେ ଭାଉଜ ଲିଲି ମଳିକ (୩୨)ଙ୍କ ଜୀବନ ଯାଇଛି। ଅଭିଯୁକ୍ତଙ୍କ କ୍ରୋଧରୁ…
ଦେଢ଼ କିମି ବୁହାହେଲେ ପ୍ରସୂତି, ଶିଶୁ
କାମାକ୍ଷାନଗର, ୨୪।୮(ଡି.ଏନ.ଏ.) ଢେଙ୍କାନାଳ ଜିଲାର ଆଦିବାସୀବହୁଳ ଦୁର୍ଗମ କାନ୍ତୋଲ ପଞ୍ଚାୟତରେ କମୁନି ଜନନୀ ଯନ୍ତ୍ରଣା। ଗ୍ରାମକୁ ଯିବା ରାସ୍ତାରେ ଏକାଧିକ ପାହାଡ଼ିଆ ନାଳ ସ୍ବାସ୍ଥ୍ୟସେବାରେ ସାଜିଛି ପ୍ରତିବନ୍ଧକ। ଫଳରେ ଜରୁରୀସମୟରେ ସ୍ରୋତପୂର୍ଣ୍ଣ ନାଳ ପାର ହୋଇ ମେଡିକାଲ ଆସିବାକୁ ସଂଘର୍ଷ କରୁଛନ୍ତି ଗର୍ଭବତୀ,…
ହୋଟେଲ ଶିଳ୍ପ ସ୍ଥାଣୁ
ଢେଙ୍କାନାଳ ଅଫିସ, ( ରତନ ନାୟାର ) ୨୪।୮: ପର୍ଯ୍ୟଟନରେ ପୁଞ୍ଜି ପ୍ରବାହର ଆଶା ବଢ଼ାଏ ହୋଟେଲ ଶିଳ୍ପ। ହୋଟେଲ ଶିଳ୍ପର ବିକାଶ ଟୁରିଜମ୍ ଭବିଷ୍ୟତକୁ ଦେଇଥାଏ ନୂଆ ଦିଶା। ଉନ୍ନତମାନର ରହଣି ସୁବିଧା, ଆତିଥ୍ୟରେ ଆକୃଷ୍ଟ ହୋଇ ଆସୁଥିବା ପର୍ଯ୍ୟଟକ ଆଞ୍ଚଳିକ…
୨ କାର ମୁହାଁମୁହିଁ ଧକ୍କା: ଚାଲିଗଲା ଉଭଣୀଭାଇଙ୍କ ଜୀବନ
ପରଜଙ୍ଗ, ୨୩।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ୧୪୯ନଂ. ଜାତୀୟ ରାଜପଥର ଭେଜିଆ ଛକ ନିକଟରେ ରବିବାର ଅପରାହ୍ନରେ ଦୁଃଖଦ ଦୁର୍ଘଟଣାରେ ୨ ଭଉଣୀଭାଇଙ୍କ ଜୀବନ ଯାଇଛି। ଏଥିରେ ଅନ୍ୟ ୬ଜଣ ଗୁରୁତର ହୋଇଛନ୍ତି। ପୋଲିସ ସୂତ୍ରରୁ ମିଳିଥିବା…
Archives


