ଢେଙ୍କାନାଳ

ନଦୀ କଇଁଛଙ୍କ ସୁରକ୍ଷା ଚିନ୍ତା

ଢେଙ୍କାନାଳ ଅଫିସ, ୧୬।୧୨ – ଢେଙ୍କାନାଳ ଜିଲାର ବିସ୍ତୀର୍ଣ୍ଣ ନଦୀ ଅବବାହିକା ବିରଳ ପ୍ରଜାତିର କଇଁଛଙ୍କ ସୁରକ୍ଷିତ ଆଶ୍ରୟସ୍ଥଳ ପାଲଟିଛି। ଏମାନଙ୍କୁ ସୁରକ୍ଷା ଦେବାକୁ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ଉଦ୍ୟମ ଜାରି ରହିଥିବାବେଳେ ବନ ବିଭାଗ ପକ୍ଷରୁ ଏକ ପ୍ରକଳ୍ପ କରାଯିବାକୁ…

କୋଳ ପାଉଛନ୍ତି କୋମଳମତି

ଢେଙ୍କାନାଳ ଅଫିସ, ୧୬।୧୨ – ଶୈଶବରେ ଯନ୍ତ୍ରଣା। କିଏ ହରାଇଛି ମା’ବାପାଙ୍କୁ ତ ପିତୃତ୍ୱ ପରିଚୟ ଭୟରେ ଆଉ କାହାକୁ ନାହି ନାଡ଼ କଟା ହେବା ଆଗରୁ ପର କରିଦେଇଛି ଜନ୍ମକଲା ମା’। ମରଣ ମୁହଁରୁ କିଏ ବଞ୍ଚତ୍ୟାଇଛି ତ ଆଉ…

ବୁନ୍ଦା ପାଣିରେ ବଗିଚା

ଭୁବନ, ୧୪।୧୨(ଡି.ଏନ.ଏ.) କୁଙ୍କୁମଠାରୁ କର୍ପୁର। ହେନାଠୁ ହରିଡ଼ା। ସେଓ, ନାସପାତି, ବେଲ ଭଳି ଜାତିଜାତିକା ଫଳଗଛ। ତା’ ସାଙ୍ଗକୁ ଜାଇଫଳ, ଲବଙ୍ଗ, ହେଙ୍ଗୁ ଭଳି ମସଲାଜାତୀୟ ଗଛ। ପରିତ୍ୟକ୍ତ ସାଲାଇନ ବୋତଲ, ଇଲେକ୍ଟ୍ରି ପାଇପ୍‌ରେ ହୋଇଛି ବୁନ୍ଦା ଜଳସେଚନ ବ୍ୟବସ୍ଥା। ଦେଢ଼…

ଚଢ଼ାଉ ବେଳେ ବନ କର୍ମଚାରୀଙ୍କୁ ପଥର ମାଫିଆଙ୍କ ଆକ୍ରମଣ

ଢେଙ୍କାନାଳ ଅଫିସ, ୧୨।୧୨: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଷଡ଼ଙ୍ଗୀ ରେଞ୍ଜ କରଡ଼ାପାଣି ନିଶ୍ଚିନ୍ତ ଜଙ୍ଗଲରେ ବେଆଇନ୍‌ ପଥର ଖାଦାନରୁ ପଥର ଚୋରା ଚାଲାଣ ନେଇ ଅଭିଯୋଗ ହୋଉଥିଲା। ଏ ନେଇ ଖବରପାଇ ୫ ବନକର୍ମଚାରୀ ଶନିବାର ଚଢ଼ାଉ କରିଥିଲେ। ପରେ…

ଫିକାପଡ଼ିବ ପର୍ଯ୍ୟଟନ ଋତୁ

ଢେଙ୍କାନାଳ ଅଫିସ, ୧୨।୧୨: ଆସିଛି ଶୀତ। ଆଣିଛି ଅଜସ୍ର ଉନ୍ମାଦନା। ଆରମ୍ଭ ହୋଇଛି ପର୍ଯ୍ୟଟନ ଋତୁ। ପ୍ରକୃତିରାଜୀ ଭିଜୁଛି ଶୀତୁଆ ସକାଳର କାକରରେ। କୋଳାହଳମୟ ପରିବେଶଠୁ ଦୂରରେ କେଇଘଣ୍ଟା ହଜିଯିବାକୁ ପର୍ଯ୍ୟଟକଙ୍କୁ ହାତଠାରି ଡାକୁଛି ପର୍ଯ୍ୟଟନସ୍ଥଳୀ। ଭୂତାଣୁ ଭୟରେ କଟକଣା ବେଡିରେ…

ଶହୀଦଙ୍କୁ ମିଳୁନି ସମ୍ମାନ

ଢେଙ୍କାନାଳ ଅଫିସ, ୧୧।୧୨: ଶହୀଦ ଶବ୍ଦ କାନରେ ବାଜିବା ମାତ୍ରକେ ସମ୍ମାନରେ ନଇଁଯାଏ ମଥା। ଭାରତ ମାତାର ସୁରକ୍ଷା ପାଇଁ ଜୀବନ ବଳିଦାନ ଦେଇଥିବା ଏପରି ବୀର ଜନ୍ମମାଟିକୁ କରିଛନ୍ତି ଗୌରବାନ୍ବିତ। ସେମାନଙ୍କ ତ୍ୟାଗ, ବୀରତ୍ୱର ଗାଥାକୁ ଝୁରି ହେଉଛନ୍ତି ଦେଶବାସୀ।…

ବାଟବଣା ହୋଇଛି ‘ବସୁଧା’

ପରଜଙ୍ଗ, ୮।୧୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ପାନୀୟ ଜଳଯୋଗାଣ ପ୍ରକଳ୍ପ ନିର୍ମାଣରେ ମହାଦୁର୍ନୀତି ହୋଇଥିବା ଅଭିଯୋଗ ଆଣିଛି ଭାଜପା। ବର୍ଷକ ମଧ୍ୟରେ ‘ବସୁଧା’ ଯୋଜନାରେ ନିର୍ମିତ ୪ ପାଣି ଟାଙ୍କି ଏବଂ କୂଅ ଭୁଶୁଡ଼ି ପଡ଼ିଲାଣି। ଏଥିରେ ଲକ୍ଷାଧିକ ଟଙ୍କା…

କପିଳାସ ଅଭୟାରଣ୍ୟରୁ ବନ୍ୟଜନ୍ତୁ ଶିକାର: ଶିକ୍ଷକଙ୍କୁ ବାନ୍ଧିଲା ବନବିଭାଗ

ଢେଙ୍କାନାଳ ଅଫିସ, ୭।୧୨: ଢେଙ୍କାନାଳ ଜିଲା କପିଳାସ ଅଭୟାରଣ୍ୟ ଓ କଙ୍କଡ଼ାହାଡ ଥାନା କଳସପୁର ଅଞ୍ଚଳ ବନବିଭାଗ ପକ୍ଷରୁ ରବିବାର ବିଳମ୍ବିତ ରାତିରେ ଚଢ଼ାଉ କରାଯାଇଥିଲା। ଚଢ଼ାଉବେଳେ ୨ଟି କଲରାପତରିଆ ବାଘ ଛାଲ ଜବତ ହୋଇଥିବା ବେଳେ ୧ ହରିଣ ଛାଲ,…

ସଙ୍ଗୀତ ପ୍ରେମରେ ଶାନ୍ତିସ୍ବରୂପ

କାମାକ୍ଷାନଗର, ୭।୧୨( ସୁଧୀର କୁମାର ପରିଡ଼ା ): ସଙ୍ଗୀତକୁ ନେଇ ଆଖିରେ ଆଖିଏ ସ୍ବପ୍ନ । ଆଧୁନିକ ହେଉ କି ଶାସ୍ତ୍ରୀୟ ରାଗ, ତାଙ୍କ କଣ୍ଠରୁ ଝରିପଡୁଥିବା ପ୍ରତିଟି ସ୍ବର ବିଭୋର କରେ ଶ୍ରୋତାଙ୍କୁ। ମାତ୍ର ୪ ବର୍ଷରୁ ଆରମ୍ଭ ହୋଇଥିବା…

କାର୍‌ ଓଲଟି ୨ ମୃତ: ଡ୍ରାଇଭର ଫେରାର

କାମାକ୍ଷାନଗର,୬।୧୨(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ପଣ୍ଡୁଆ ଫାଣ୍ଡି ଖଟୁଆ ହତାଠାରେ ରବିବାର ଅପରାହ୍ନରେ ଏକ କାର ଓଲଟି ପଡିଛି। ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ମଠକରଗଳା ଗ୍ରାମ ବାଲିସାହିର ସୁଶାନ୍ତ ଦାସଙ୍କ ସ୍ତ୍ରୀ ପୁଷ୍ପାଞ୍ଜଳି ବେହେରା (୩୫), ଶାଶୁ…

ଭୁଶୁଡ଼ିଲା ପାନୀୟ ଜଳ ପ୍ରକଳ୍ପ

ପରଜଙ୍ଗ,୫।୧୨(ଡି.ଏନ.ଏ.)-ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ବସୁଧା ଯୋଜନାରେ ନିର୍ମାଣ ହୋଇଥିଲା ପାନୀୟ ଜଳ ପ୍ରକଳ୍ପ। ମାସେ ତଳେ ସରିଥିବା ଏହି ପ୍ରକଳ୍ପ ଶତାଧିକ ପରିବାରର ଶୋଷ ମେଣ୍ଟାଉଥିଲା। ହେଲେ ଶୁଖିଲା ପାଗରେ ହଠାତ୍‌ ଭୁଶୁଡ଼ିଗଲା। ଫଳରେ ଲକ୍ଷାଧିକ ଟଙ୍କା…

ଛଟେଇ ପରେ ହାରିଲେ ଜୀବନ

ଢେଙ୍କାନାଳ ଅଫିସ, ୫।୧୨: ପେଟପାଟଣା କଥା ବୁଝୁଥିଲା ଠିକା ଚାକିରି। କଷ୍ଟେମଷ୍ଟେ ଚଳିଯାଉଥିଲା ପରିବାର। ଚାକିରିରୁ ଛଟେଇ ପରେ ମାଡ଼ିବସିଲା ଚିନ୍ତା। ଅସହ୍ୟ ହେଲା ଆର୍ଥିକ ଅନଟନ। କରୋନା କାଳରେ ଆର୍ଥିକ ଦୁରାବସ୍ଥା ସାଙ୍ଗକୁ ମାନସିକ ଚାପ ସହି ନ ପାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?