ଢେଙ୍କାନାଳ

ସ୍ବାବଲମ୍ବୀ କରିଛି ସିଲେଇ

ଢେଙ୍କାନାଳ ଅଫିସ, ୫।୧୨ ମହିଳା ସ୍ବାବଲମ୍ବୀ ହେଲେ ସୁଦୃଢ଼ ହେବ ପରିବାରର ଆର୍ଥିକସ୍ଥିତି। ଏ କଥାକୁ ଘରେ ଘରେ ପହଞ୍ଚାଇବାକୁ ଅନବରତ ଉଦ୍ୟମ କରୁଛି ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ବିଏସ୍‌ଏଲ୍‌। କମ୍ପାନୀ ପାର୍ଶ୍ୱବର୍ତ୍ତୀ ୬ ଗ୍ରାମରେ ଆରମ୍ଭ ହୋଇଥିବା ସିଲେଇ…

ଛଟେଇ ପରେ ହାରିଲେ ଜୀବନ

ଢେଙ୍କାନାଳ ଅଫିସ, ୪।୧୨-ପେଟପାଟଣା କଥା ବୁଝୁଥିଲା ଠିକା ଚାକିରି। କଷ୍ଟେମଷ୍ଟେ ଚଳିଯାଉଥିଲା ପରିବାର। ଚାକିରିରୁ ଛଟେଇ ପରେ ମାଡ଼ିବସିଲା ଚିନ୍ତା। ଅସହ୍ୟ ହେଲା ଆର୍ଥିକ ଅନଟନ। କରୋନା କାଳରେ ଆର୍ଥିକ ଦୂରାବସ୍ଥା ସାଙ୍ଗକୁ ମାନସିକ ଚାପ ସହି ନ ପାରି ଶେଷରେ…

ପ୍ରତି ସପ୍ତାହରେ ବିଦ୍ୟୁତ୍‌ ଟ୍ରିପ୍‌ ସମୀକ୍ଷା

ଢେଙ୍କାନାଳ ଅଫିସ, ୪।୧୨ ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳ ଅନ୍ତର୍ଗତ ବେଣୀପଥର ହାତୀ ମୃତ୍ୟୁ ଘଟଣାରେ ବିଦ୍ୟୁତ୍‌ ବିଭାଗର ଦାୟିତ୍ୱହୀନତାକୁ ଦାୟୀ କରିଛି ବନ ବିଭାଗ। ଅବଗତ କରାଯିବା ସତ୍ତ୍ୱେ ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ କରା ନ ଯିବାରୁ ଏପରି ଘଟଣା…

ସଂଘର୍ଷରୁ ସଫଳ ‘ଉତ୍ତମ’

ଭୁବନ, ୩।୧୨(ଡି.ଏନ.ଏ.) ସମୟର ପ୍ରତିକୂଳ ସ୍ରୋତ ଛଡ଼ାଇ ନେଇଥିଲା ବହି ବସ୍ତାନି। ଜଣେ ମେଧାବୀ ଛାତ୍ରଙ୍କ ଉଚ୍ଚଶିକ୍ଷିତ ହେବାର ଅଭିଳାଷରେ ସେଇଠି ପଡ଼ିଗଲା ଯବନିକା। ତଥାପି ସେ ମାନି ନ ଥିଲେ ହାର୍‌। ହାତରେ ଆଶାବାଡ଼ି, କାନ୍ଧରେ ଦାୟିତ୍ୱର ବଡ଼ ଗଣ୍ଠିଲି…

ବାର୍‌ହା ପାଇଁ ବିଛା ଯାଇଥିଲା ଜାଲ: ଶିକାର ହେଲା ହାତୀ

ଢେଙ୍କାନାଳ ଅଫିସ,୧।୧୨: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ କଡ଼ାଲ ଗ୍ରାମ ନିକଟରୁ ଏକ ମୃତ ଦନ୍ତାହାତୀ ପଡ଼ିଥିବା ମଙ୍ଗଳବାର ସକାଳୁ ଦେଖିବାକୁ ମିଳିଛି। ହାତୀ ପାଖରେ ଏକ ବାର୍‌ହା ମଧ୍ୟ ପଡ଼ିଥିଲା। ବିଦ୍ୟୁତ୍‌ ଆଘତରେ ଉଭୟଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ବାର୍‌ହା…

ଖୋର୍ଦ୍ଧାକୁ ବଜ୍ରକାପ୍ତା ଚୋରାଚାଲାଣ: ୨ ଗିରଫ

ଢେଙ୍କାନାଳ ଅଫିସ,୧।୧୨: ଢେଙ୍କାନାଳ ଜିଲା କପିଳାସ ଅଭୟାରଣ୍ୟରୁ ମଙ୍ଗଳବର ସକାଳେ ବଜ୍ରକାପ୍ତା ଚାଲାଣ ହେଉଥିବା ବେଳେ କପିଳାସ ରେଞ୍ଜ ବନ କର୍ମଚାରୀ ୨ ଜଣଙ୍କୁ ଗିରଫ କରିଛନ୍ତି। ସେମାନଙ୍କଠାରୁ ବଜ୍ରକାପ୍ତାକୁ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ଥିବା ଅନ୍ୟ ୨ ଜଣ…

ବସ୍‌ଯାତ୍ରୀଙ୍କୁ ଆତଙ୍କିତ କରୁଥିଲେ ବନ୍ଧୁକଧାରୀ: ସାହସିକତା ଦେଖାଇଲେ ସିପାହି, ସବୁ ମହଲରେ ପ୍ରଶଂସା

ଢେଙ୍କାନାଳ ଅଫିସ, ୨୯ା୧୧: ଯବାନଙ୍କୁ କେବେ ବିଶ୍ରାମ ନ ଥାଏ। ସୀମାନ୍ତରେ ହେଉ ଅବା ଆଭ୍ୟନ୍ତରୀଣ ଶାନ୍ତିରକ୍ଷା, ଦେଶମାତୃକାର ସେବାରେ ସେମାନେ ଥାଆନ୍ତି ସର୍ବଦା ତତ୍ପର। ସେମାନଙ୍କ ଦାୟିତ୍ୱ କେବଳ କର୍ମକ୍ଷେତ୍ରରେ ସୀମିତ ନ ଥାଏ, ବର୍ଦ୍ଦିରେ ନ ଥିବା ସମୟରେ…

ଟ୍ରେନ୍‌ ଧକ୍କାରେ ୩୧ ମଇଁଷି ମୃତ

ଢେଙ୍କାନାଳ ଅଫିସ, ୨୮।୧୧: ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ଯୋରନ୍ଦା ରୋଡ୍‌ ରେଳଷ୍ଟେଶନ ନିକଟରେ ଶୁକ୍ରବାର ଅପରାହ୍ନ ୩ଟା ୧୧ରେ ଛାତିଥରା ଦୁର୍ଘଟଣା ଘଟିଛି। ଭୁବନେଶ୍ୱର-ରାଉରକେଲା ଇଣ୍ଟରସିଟି ଧକ୍କାରେ ୩୧ ମଇଁଷିଙ୍କ ମୃତ୍ୟୁ ଘଟିଛି। ମଇଁଷିଙ୍କ ମୃତଦେହ ରେଳଧାରଣା…

ସଂରକ୍ଷିତ ଜଙ୍ଗଲରେ ଶିକାରୀ ସକ୍ରିୟ

ଢେଙ୍କାନାଳ ଅଫିସ, ୨୮।୧୧ – ସଂରକ୍ଷିତ ଜଙ୍ଗଲରେ ଗର୍ଜୁଛି ବନ୍ଧୁକ। ବିଦ୍ୟୁତ୍‌ ଫାଶରେ ପଡ଼ି ବନ୍ୟଜନ୍ତୁ ପଡୁଛନ୍ତି ମୃତ୍ୟୁମୁଖରେ। ମାଂସ, ଚମଡ଼ା, ଦାନ୍ତ ଲୋଭରେ ଶିକାରୀମାନେ ଅବାଧ ଜନ୍ତୁ ଶିକାର କରୁଥିବାବେଳେ ଅସୁରକ୍ଷିତ ହୋଇପଡ଼ିଛି ଜୈବ ବିବିଧତାରେ ଭରପୂର ଢେଙ୍କାନାଳର ଅଭୟାରଣ୍ୟ।…

ମଇଁଷି ପଲ ଉପରେ ଚଢିଗଲା ଟ୍ରେନ : ୩୧ ମଇଁଷି ମୃତ

ଢେଙ୍କାନାଳ ଅଫିସ, ୨୭।୧୧-ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ଯୋରନ୍ଦା ରୋଡ୍‌ ରେଳଷ୍ଟେଶନ ନିକଟରେ ଶୁକ୍ରବାର ଅପରାହ୍ନ ୩ଟା ୧୧ରେ ଛାତିଥରା ଦୁର୍ଘଟଣା ଘଟିଛି। ଭୁବନେଶ୍ୱର-ରାଉରକେଲା ଇଣ୍ଟରସିଟି ଧକ୍କାରେ ୩୧ ମଇଁଷିଙ୍କ ମୃତ୍ୟୁ ଘଟିଛି। ମଇଁଷି ମୃତଦେହ ରେଳଧାରଣା ଉପରେ…

ଅଳିଆ ବୋଝରେ ଆଦର୍ଶ ସହର

ଢେଙ୍କାନାଳ ଅଫିସ, ୨୬।୧୧: ଗଳିକନ୍ଦିରେ କୁଢ଼କୁଢ଼ ଆବର୍ଜନା। ଡଷ୍ଟବିନ୍‌ ଭର୍ତ୍ତି ହୋଇ ତଳେ ପଡୁଛି। ଦୁର୍ଗନ୍ଧରେ ନାକ ଫାଟୁଛି। ଦୁର୍ଗନ୍ଧମୟ ପରିବେଶ ସୌନ୍ଦର୍ଯ୍ୟ ବିଗାଡୁଛି। ଅଳିଆ ବୋଝରୁ ଆଦର୍ଶ ସହର ଢେଙ୍କାନାଳ ମୁଣ୍ଡ ଟେକି ପାରୁ ନ ଥିବାବେଳେ ପୌରସଂସ୍ଥାର ପରିମଳ…

ରୋଗ ବାଣ୍ଟୁଛି ‘ରଗଡ଼ି’

ଭୁବନ, ୨୩।୧୧ (ବିପିନ ବିହାରୀ ସେଠୀ) : ଭୁବନ ଅଞ୍ଚଳବାସୀଙ୍କ ଭାବାବେଗ ସହିତ ଜଡ଼ିତ ରଗଡ଼ିନାଳ ଏବେ ପରିତ୍ୟକ୍ତ। ଭୁଶୁଡ଼ି ପଡ଼ିଥିବା ଡ୍ରେନେଜ୍‌ ବ୍ୟବସ୍ଥା ପାଇଁ ନାଳରେ ସିଧାସଳଖ ମିଶୁଛି ସାରା ସହରର ଦୂଷିତ ଆବର୍ଜନା ଜଳ। ଫଳରେ ଏକଦା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?