ଢେଙ୍କାନାଳ

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ୨୩୮

ଢେଙ୍କାନାଳ ଅଫିସ, ୧୨।୪ – ଢେଙ୍କାନାଳ ସହରର ଜଣେ ମହିଳାଙ୍କ ସ୍ବାବ୍‌ରୁ କରୋନା ଭୂତାଣୁ ଚିହ୍ନଟ ହେବା ପରେ ପୌରାଞ୍ଚଳରେ ଘର ଘର ବୁଲି ସ୍ବାସ୍ଥ୍ୟ ସର୍ଭେ କରାଯାଉଛି। ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଏହି ସର୍ଭେ ରବିବାର ସୁଦ୍ଧା ଶେଷ...

ଏସ୍‌ଏଚ୍‌ଜି ବାଣ୍ଟିଲା ଶୁଖିଲା ଖାଦ୍ୟ

ଢେଙ୍କାନାଳ ଅଫିସ, ୧୨।୪ – ଢେଙ୍କାନାଳ ସଦର ବ୍ଲକ ଗୋବିନ୍ଦପୁରର ମଝିସାହି ଶକ୍ତି ଓମ୍‌ ସାଇ ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ଲକ୍‌ଡାଉନ୍‌ ସମୟରେ ଦିନମଜୁରିଆମାନେ କାମଧନ୍ଦା ପାଉନାହାନ୍ତି। ସେମାନଙ୍କ ଚଳିବା କଷ୍ଟକର ହୋଇପଡ଼ିଛି।...

ଚିନ୍ତା ବଢ଼ାଇଲା ବିନା ଲକ୍ଷଣରେ ସଂକ୍ରମଣ

ଢେଙ୍କାନାଳ ଅଫିସ, ୧୧।୪ ଢେଙ୍କାନାଳ ସହରର ଜଣେ ମହିଳା କରୋନା ଆକ୍ରାନ୍ତ ହେବା ପରେ ଜିଲା ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ସହରରେ ସଂକ୍ରମଣ ପ୍ରତିରୋଧ କରିବାକୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଶୁକ୍ରବାର ସନ୍ଧ୍ୟାରେ ସୂଚନା ଓ ଲୋକସମ୍ପର୍କ...

ପାଣ୍ଠି ଆଦାୟ କରୁଛନ୍ତି ବ୍ଲକ ଅଧ୍ୟକ୍ଷ

ଭୁବନ, ୧୧।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ସୋମବାରଠାରୁ ଗଁ। ଗଁ। ବୁଲି କରୋନା ସହାୟତା ପାଣ୍ଠି ଆଦାୟ କରୁଛନ୍ତି। ବ୍ଲକ ଅଞ୍ଚଳରୁ ସେ ୪ ଲକ୍ଷ ଟଙ୍କା ଆଦାୟ କରିବାକୁ ଲକ୍ଷ୍ୟ ରଖିଥିବାବେଳେ ଅଦ୍ୟାବଧି...

କରୋନା ଲଢ଼େଇରେ ଟାଟାଷ୍ଟିଲ ବିଏସ୍‌ଏଲ୍‌

ଓଡ଼ାପଡ଼ା, ୧୦।୪(ଡି.ଏନ.ଏ.): ସମଗ୍ର ବିଶ୍ୱ କୋଭିଡ୍‌-୧୯ ଭୂତାଣୁ ସହ ଲଢୁଥିବାବେଳେ ଟାଟାଷ୍ଟିଲ ବିଏସ୍‌ଏଲ୍‌ ସହାୟତାରେ ଆଖପାଖ ଗଁାର ମହିଳା ସଦସ୍ୟମାନେ କରୋନା ମୁକାବିଲା ପାଇଁ ଅଣ୍ଟା ଭିଡ଼ିଛନ୍ତି। କମ୍ପାନୀ ସହଯୋଗରେ ଗୃହଲକ୍ଷ୍ମୀ କୋଅପରେଟିଭ୍‌ ଏଚ୍‌ଏଚ୍‌ଜି ତରଫରୁ ହିନ୍ଦୋଳ ବ୍ଲକ ନୂଆଗାଁ,...

କରୋନା ମ୍ୟାପ୍‌ରେ ଢେଙ୍କାନାଳ

ଢେଙ୍କାନାଳ ଅଫିସ, ୧୦।୪ – ଖୋର୍ଦ୍ଧା, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ପୁରୀ, କଳାହାଣ୍ଡି, ଯାଜପୁର ପରେ କରୋନା ମ୍ୟାପ୍‌ରେ ଯୋଡ଼ି ହୋଇଛି ଢେଙ୍କାନାଳ। ଜିଲା ସଦର ମହକୁମାର ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ୫୧ ବର୍ଷୀୟା ମହିଳାଙ୍କ ସ୍ବାବ୍‌ରୁ କୋଭିଡ୍‌-୧୯ ଭୂତାଣୁ...

ଅମାନିଆଙ୍କୁ ସାବାଡ୍‌ କଲା ପୋଲିସ

ଢେଙ୍କାନାଳ ଅଫିସ, ୯।୪: ରାଜ୍ୟରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଖୋର୍ଦ୍ଧା, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ପୁରୀ, କଳାହାଣ୍ଡି, ଯାଜପୁର ଜିଲାରେ ସଂକ୍ରମଣ ଦେଖାଦେଇଛି। ସୀମାବର୍ତ୍ତୀ ଜିଲାରେ କୋଭିଡ୍‌-୧୯ର ପଦଧ୍ୱନି ପରେ ସତର୍କ ହୋଇଉଠିଛି ଢେଙ୍କାନାଳ ଜିଲା ପ୍ରଶାସନ।...

ସାମାଜିକ ଦୂରତା ନିୟମ କଡ଼ାକଡ଼ି

ଢେଙ୍କାନାଳ ଅଫିସ, ୮।୪ – ସାମାଜିକ ଦୂରତ୍ୱ ନିୟମକୁ ଅଧିକ କଡ଼ାକଡ଼ି କରିଛି ଢେଙ୍କାନାଳ ଜିଲା ପ୍ରଶାସନ। ଏଣିକି ସହରରେ କେବଳ ସକାଳ ବେଳା ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ। ଏଥିଲାଗି ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ଯାଏ...

ସହର ଫେରନ୍ତାଙ୍କୁ ନେଇ ଚିନ୍ତା

ଭୁବନ, ୬ା୪(ସ୍ବ.ପ୍ର.):କରୋନା ସଂକ୍ରମଣର ହଟ୍‌ଜୋନ୍‌ ପାଲଟିଛି ଭୁବନେଶ୍ୱର। ସ୍ମାର୍ଟସିଟିରେ କଟକଣା ଜୋର୍‌ଦାର କରାଯିବା ପରେ ଏବେ ଗ୍ରାମାଞ୍ଚଳ ମୁହଁ। ହୋଇଛନ୍ତି ଅନେକେ। ଲକ୍‌ଡାଉନ୍‌ ସତ୍ତ୍ୱେ ସେମାନେ ବିଭିନ୍ନ ଉପାୟରେ ଘରକୁ ଫେରିବା ଆରମ୍ଭ କରିଛନ୍ତି। ଫଳରେ ଗ୍ରାମାଞ୍ଚଳରେ ଏବେ ସଂକ୍ରମଣକୁ...

ଆଗନ୍ତୁକଙ୍କ ଉପରେ କଡ଼ା ନଜର

କୋମାକ୍ଷାନଗର, ୬।୪(ଡି.ଏନ୍‌.ଏ.)-କରୋନା ସଂକ୍ରମଣ ରୋକିବାକୁ ସତର୍କ ହୋଇଉଠିଛି କାମାକ୍ଷାନଗର ଉପଖଣ୍ଡ ପ୍ରଶାସନ। ସହରାଞ୍ଚଳକୁ ଆସୁଥିବା ଆଗନ୍ତୁକଙ୍କ ଉପରେ କଡ଼ା ନଜର ରଖାଯିବା ସହ ସାମାଜିକ ଦୂରତା ଅବଲମ୍ବନ କରିବାକୁ ଗୁରୁତ୍ୱ ଦିଆଯାଉଛି। ଏ ନେଇ କାମାକ୍ଷାନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର...

୨୦୦ରୁ ଊର୍ଦ୍ଧ୍ୱ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା

କାମାକ୍ଷାନଗର, ୬।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରୁ ଉଦ୍ଧାର କରାଯାଇଥିବା ୨୦୦ରୁ ଊର୍ଦ୍ଧ୍ୱ ଛତିଶଗଡ଼ ଶ୍ରମିକଙ୍କ ସୋମବାର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଡାକ୍ତରୀ ଦଳ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରିଛନ୍ତି। ଏଥିସହ ସେମାନଙ୍କୁ ସାବୁନ ବଣ୍ଟନ...

ବ୍ଲିଚିଂ ପାଣିରେ ହେଲା ବିଶୋଧନ

ପରଜଙ୍ଗ/ଭୁବନ, ୫।୩(ଡି.ଏନ.ଏ.)-ରାଜ୍ୟରେ ବୃଦ୍ଧି ପାଉଥିବା କରୋନା ରୋଗୀ ସଂଖ୍ୟା ରାଜ୍ୟ ସରକାରଙ୍କୁ ଚିନ୍ତାରେ ପକାଇଛି। ଏହା ପରେ ପ୍ରତିଷେଧକମୂଳକ ବ୍ୟବସ୍ଥା ସ୍ବରୂପ ଜନଗହଳିପୂର୍ଣ୍ଣ ସ୍ଥାନକୁ ରାସାୟନିକ ସିଞ୍ଚନ କରି ବିଶୋଧନ କରାଯାଉଛି। ଏହିକ୍ରମରେ ପରଜଙ୍ଗ ଅଗ୍ନିଶମ ବାହିନୀ ପକ୍ଷରୁ ରବିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri