ସୋମବାରଠାରୁ କାମାକ୍ଷାନଗର ଏନ୍ଏସି ଶଟ୍ଡାଉନ
କାମାକ୍ଷାନଗର,୨।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍ଏସିକୁ ଆସନ୍ତାକାଲିଠାରୁ ୫ ତାରିଖ ପର୍ଯ୍ୟନ୍ତ ଶଟ୍ଡାଉନ ଘୋଷଣା କରାଯାଇଛି। ଏନ୍ଏସି ଅଞ୍ଚଳରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହି ପଦକ୍ଷେପ ନିଆଯାଇଥିବା ଜିଲାପାଳ ପ୍ରକାଶ କରିଛନ୍ତି। ତେବେ ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ ଅନ୍ୟ ଦୋକାନ…
ଯାତ୍ରା ଖଳନାୟକ ଜ୍ଞାନରଞ୍ଜନ ଏବେ ଓ୍ବେଲ୍ଡର
ଭୁବନ, ୨।୮(ଡି.ଏନ.ଏ.) ଏକଦା ତାଙ୍କ ସଂଳାପରେ କମ୍ପୁଥିଲା ଯାତ୍ରା ପେଣ୍ଡାଲ। ଅଭିନୟ ଚାତୁରିରେ ବାନ୍ଧି ହୋଇ ରହୁଥିଲେ ହଜାର ହଜାର ଦର୍ଶକ। ଖଳନାୟକ ଚରିତ୍ରରେ ମଞ୍ଚ ଉପରକୁ ଏଣ୍ଟ୍ରି କରିବା ବେଳେ କରତାଳିରେ ଫାଟି ପଡୁଥିଲା ପରିବେଶ। ହେଲେ କରୋନା ପାଇଁ…
ଫରେଷ୍ଟରଙ୍କୁ କଚାଡ଼ିଦେଲା ଦନ୍ତା
ପରଜଙ୍ଗ, ୨।୮(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ମହାବିରୋଡ ଗ୍ରାମ୍ୟ ଜଙ୍ଗଲରେ ପାଟ୍ରୋଲିଂ ଚାଲିଥିବାବେଳେ ବେଳେ ହାତୀ ଆକ୍ରମଣର ଶିକାର ହୋଇଛନ୍ତି ପଙ୍ଗାତୀରା ଫରେଷ୍ଟର ଶଶିରେଖା ଦିଓ୍ବାନି। ଏଥିରେ ରେଞ୍ଜର ସୁବ୍ରତ କୁମାର ବେହେରାଙ୍କ ସମେତ ଫରେଷ୍ଟ ଗାର୍ଡ ଏବଂ ହାତୀ ସ୍କ୍ବାଡ୍…
୯୨ ପଜିଟିଭ୍ ସହ କରୋନାର ଲମ୍ବାଡିଅଁ।
ଢେଙ୍କାନାଳ ଅଫିସ, ୧ା୮ – ଢେଙ୍କାନାଳ ଜିଲାରେ ଲମ୍ବାଡିଅଁ। ମାରିଛି କରୋନା। ଶୁକ୍ରବାର ଦିନକରେ ଜିଲାରୁ ଚିହ୍ନଟ ହୋଇଛନ୍ତି ୯୨ ପଜିଟିଭ୍। ତନ୍ମଧ୍ୟରେ କେବଳ ଗଁଦିଆ ବ୍ଲକରୁ ଅଛନ୍ତି ୮୪ ଜଣ। ସେହିପରି ଭୁବନ ଏନ୍ଏସିର ୧୧ନଂ. ୱାର୍ଡରୁ ୩, ସୁରପ୍ରତାପୁରରୁ…
ନିର୍ଯାତିତା ନାବାଳିକା ଆତ୍ମହତ୍ୟା ମାମଲା : ଜଙ୍ଗଲରୁ ଅଭିଯୁକ୍ତ ଗିରଫ
ଢେଙ୍କାନାଳ ଅଫିସ,୩୧।୭-ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଅଞ୍ଚଳର ଜଣେ ନାବାଳିକା ଶାରୀରିକ ଏବଂ ମାନସିକ ନିର୍ଯାତନାରେ ଅତିଷ୍ଠ ହୋଇ ବିଷପିଇ ଆତ୍ମହତ୍ୟା କରିଥିଲେ। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ସୁବାସ ମୁଦୁଲି ଓରଫ୍ ସୁବା (୨୯)ଙ୍କୁ ପୋଲିସ ଶୁକ୍ରବାର ବୋଧିଆବେରେଣୀ…
ପାର୍ବଣ ପୂର୍ବରୁ ପେଟ ଚିନ୍ତା
କାମାକ୍ଷାନଗର, ୩୧।୭(ଡି.ଏନ.ଏ.) – ଦିନ କେଇଟା ପରେ ପାଦ ଥାପିବ ପାର୍ବଣ। ମାଟିରେ ମାଟି ହୋଇ ମାଟିକୁ ଜୀବନ୍ତ ରୂପ ଦେଉଥିବା କାରିଗରଙ୍କୁ ଏତେବେଳକୁ ମିଳନ୍ତାନି ତର। ଅର୍ଡର ଦେବାକୁ ମୂର୍ତ୍ତିକାରଙ୍କ ଘର ଆଗରେ ଲାଗିଥାନ୍ତା ଲମ୍ବା ଲାଇନ୍। ହେଲେ କରୋନା…
ନାବାଳିକାଙ୍କ ଆତ୍ମହତ୍ୟା ଘଟଣା: ଭାପୁର ଫାଣ୍ଡି ଏଏସ୍ଆଇ ନିଲମ୍ବିତ
ଢେଙ୍କାନାଳ ଅଫିସ/ଭାପୁର(ଡି.ଏନ.ଏ.),୩୦ା୭-ଢେଙ୍କାନାଳ ଜିଲା ଭାପୁର ଫାଣ୍ଡି ଅଞ୍ଚଳରେ ଅସଦାଚରଣର ଶିକାର ନାବାଳିକାଙ୍କ ଆତ୍ମହତ୍ୟା କରିବା ଘଟଣାରେ ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ଗୁରୁବାର ଭାପୁର ଫାଣ୍ଡି ଏଏସ୍ଆଇ ପଦ୍ମନାଭ ସାହୁଙ୍କୁ ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ…
କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲାନି ପୋଲିସ: ଜୀବନ ହାରିଲେ ନିର୍ଯାତିତା ନାବାଳିକା !
ଢେଙ୍କାନାଳ ଅଫିସ/ଭାପୁର(ଡି.ଏନ.ଏ.), ୩୦ା୭-ରାସ୍ତାରେ ଚଲାଇ ଦେଉ ନ ଥିଲେ। ମା’ବାପା ନ ଥିବା ବେଳେ ଘରେ ପଶି ଦୁର୍ବ୍ୟବହାର ପ୍ରଦର୍ଶନ କରୁଥିଲେ। ଲିଖିତ ଏତଲା ଦେବା ସତ୍ତ୍ୱେ ଏପରି ସମ୍ବେଦନଶୀଳ ଘଟଣା ପ୍ରତି ଆଖି ବୁଜିଦେଇଥିଲା ପୋଲିସ। ଲୋକଲଜ୍ଜା, ମାନସିକ ନିର୍ଯାତନା…
ଦୁଃଖ ଆଣିଛି ଦୁଇ କି.ମି. ରାସ୍ତା
ଭୁବନ, ୩୦।୭(ଡି.ଏନ.ଏ.): ଗାଁର ଛାତିଚିରି ଆଗକୁ ମାଡ଼ିଯାଇଛି ଜାତୀୟ ରାଜପଥ ୫୩। ଦୁଇଭାଗ ହୋଇଯାଇଛି ଗ୍ରାମ। ଉଭୟ ପଟରେ ଗଢ଼ିଉଠିଛି ଜନବସତି। ରହିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାଳୟ। ଗୋଟିଏ ପଟରୁ ଆଉ ଗୋଟିଏ ପଟକୁ ନ ଗଲେ ନ ଚଳେ। ହେଲେ ଏଥିପାଇଁ…
ଛିଣ୍ଡିଯାଇଛି ସମ୍ପର୍କର ରିଲ୍
ଢେଙ୍କାନାଳ ଅଫିସ, ୨୯।୭ ସଞ୍ଜ ଗଡ଼ିଲେ ଗଁ।ରେ ଜମୁଥିଲା ଆସର। ଲାଗୁଥିଲା ପ୍ରୋଜେକ୍ଟର। ଟଙ୍ଗା ଯାଇଥିବା ଧଳା କପଡ଼ା ଉପରେ ଧାଉଁଥିଲା ଛବି। ମନୋରଞ୍ଜନ ଭିତରେ ଜଣାଇ ଦିଆଯାଉଥିଲା ସରକାରୀ ଯୋଜନା। ଲୋକେ ବୁଝୁଥିଲେ। କାମରେ ବି ଲଗାଉଥିଲେ। ହେଲେ ଏବେ…
ପକ୍ଷୀ ପ୍ରେମରେ ‘ନୂଆ ରେକୁଳା’
କାମାକ୍ଷାନଗର, ୨୬।୭ (ସୁଧୀର କୁମାର ପରିଡ଼ା): ‘ଉଡ଼ିଗଲେ ଗେଣ୍ଡାଳିଆ ଝାଡ଼ିଦେଇ ପର…’ କବି କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ଉପରେ ଆଧାରିତ କଥାଚିତ୍ର ‘ମାଟିର ମଣିଷ’ରେ ଖୋକାଭାଇ ଅକ୍ଷୟ ମହାନ୍ତିଙ୍କ କଣ୍ଠରୁ ଝରି ଆସିଥିଲା ଏହି ଅଭୁଲା…
କରୋନା ମୁକାବିଲା ପାଇଁ ୫୨ କ୍ଲଷ୍ଟର ସଙ୍ଗରୋଧ କେନ୍ଦ୍ର
ଢେଙ୍କାନାଳ ଅଫିସ, ୨୫।୭ – ଢେଙ୍କାନାଳ ଜିଲାରେ କରୋନା ମୁକାବିଲା ସକରାତ୍ମକ ରହିଛି। ପ୍ରତିଟି ଜୀବନ ମୂଲ୍ୟବାନ ହୋଇଥିବାରୁ କୌଣସି କ୍ଷେତ୍ରରେ ଅବହେଳା କରାଯାଉନାହିଁ। ସିଂହଭାଗ ପ୍ରବାସୀ କ୍ୱାରାଣ୍ଟାଇନ୍ ଅବଧି ପୂରଣ କରି ଘରକୁ ଫେରିଲେଣି। ପୂର୍ବରୁ ଜିଲାର ୮ ବ୍ଲକ…
Archives


