ଢେଙ୍କାନାଳ

ଗୋରୁପଲ କବ୍‌ଜାରେ ବସ୍‌ଷ୍ଟାଣ୍ଡ

ଢେଙ୍କାନାଳ, ୨୬।୭(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଇନ୍ଦିପୁର ଗ୍ରାମ ବସ୍‌ଷ୍ଟାଣ୍ଡ ଏବେ ଗୋରୁପଲ କବ୍‌ଜାରେ। ପଞ୍ଚାୟତ ପକ୍ଷରୁ ବୁଲା ଗୋରୁଙ୍କୁ ନିୟନ୍ତ୍ରଣ କରାଯାଉ ନ ଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଛି। ଏହାଯୋଗୁ ଯାତ୍ରୀମାନେ ନାହିଁ ନ...

ନିଷ୍ପତ୍ତିକୁ ଅଣଦେଖା କରୁଛି ଏନ୍‌ଏଚ୍‌ଏଆଇ

ଢେଙ୍କାନାଳ, ୨୬।୭(ରତନ ନାୟାର): ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପ୍ରଶାସନର ନିଷ୍ପତ୍ତିକୁ ଅଣଦେଖା କରିଚାଲିଛନ୍ତି। ଫଳରେ ମରଣଯନ୍ତା ପାଲଟିଥିବା ଢେଙ୍କାନାଳ ଜିଲାର ୫୫ ଏବଂ ୫୩ନଂ. ଜାତୀୟ ରାଜପଥରେ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଗତ ୬ ମାସ ମଧ୍ୟରେ...

ଯାଞ୍ଚରେ କଟକଣା ବଢ଼ାଉଛି ଦୁର୍ଘଟଣା

ଢେଙ୍କାନାଳ, ୨୬।୭(ରତନ ନାୟାର): କେନ୍ଦ୍ରୀୟ ଗାଇଡ୍‌ଲାଇନ୍‌ ଅନୁଯାୟୀ ପରିଚାଳିତ ହେଉଛି ଶିଳ୍ପାନୁଷ୍ଠାନ। କେନ୍ଦ୍ର ସରକାର ଯେଉଁ ନିୟମ ଜାରି କରିବେ, ତାହାକୁ ମାନିବାକୁ ରାଜ୍ୟ ବାଧ୍ୟ। ହେଲେ କମ୍ପାନୀକୁ ସୁହାଇବା ଭଳି ନିୟମ ଏବେ ଶ୍ରମିକ ଓ କର୍ମଚାରୀଙ୍କ ଜୀବନ...

କୂଅ ଭିତରେ ଶ୍ୱାସରୁଦ୍ଧ ହୋଇ ୨ ମୃତ

ପରଜଙ୍ଗ, ୨୨ା୭(ନିଗମାନନ୍ଦ ଦଳବେହେରା): କୂଅ ସଫେଇ ଚାଲିଥିବା ବେଳେ ଅଣନିଃଶ୍ୱାସୀ ହୋଇ ଖସିପଡ଼ିଲେ ଶ୍ରମିକ। ତାଙ୍କୁ ଉଦ୍ଧାର କରିବାକୁ ଯାଇଥିବା ମାଲିକ ମଧ୍ୟ ଫସିଗଲେ। ଶ୍ୱାସରୁଦ୍ଧ ହୋଇ ଘଟଣାସ୍ଥଳରେ ଚାଲିଗଲା ୨ ଜଣଙ୍କ ଜୀବନ। ଢେଙ୍କାନାଳ ଜିଲା ପରଜଙ୍ଗ ଥାନା...

ଭାଙ୍ଗିଲା ପାର୍କ ପାଚେରି, ଭାସିଲା ବଜାର

କାମାକ୍ଷାନଗର,୨୧।୭(ସୁଧୀର ପରିଡ଼ା): ଲଘୁଚାପଜନିତ ଲଗାଣବର୍ଷାରେ ପଦାରେ ପଡ଼ିଛି ଅବ୍ୟବସ୍ଥା। କେଉଁଠି ନିର୍ମାଣାଧୀନ ପାର୍କ ପାଚେରି ଭାଙ୍ଗିପଡ଼ିଛି ତ ଅନ୍ୟ କେଉଁଠି ନର୍ଦ୍ଦମା ପାଣି ସୁଅରେ ବେହାଲ ହୋଇଛି ଜୀବନଯାତ୍ରା। ବିକାଶମୂଳକ କାର୍ଯ୍ୟରେ ଦୁର୍ନୀତି ଏବଂ ବର୍ଷ ବର୍ଷ ଧରି ଡ୍ରେନେଜ୍‌...

ଗୋରୁପଲ ପାଇଁ କଲବଲ

କାମାକ୍ଷାନଗର, ୨୧।୭(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲାର ଅନ୍ୟତମ ପ୍ରମୁଖ ସହର କାମାକ୍ଷାନଗର ଏନ୍‌ଏସିରେ ବୁଲାଗୋରୁଙ୍କୁ ନେଇ ସମସ୍ୟା ବଢ଼ିବାରେ ଲାଗିଛି। ସହରାଞ୍ଚଳର ଅଧିକାଂଶ ବ୍ୟସ୍ତବହୁଳ ସଡ଼କରେ ଗାଈ, ବଳଦ, ଷଣ୍ଢ ନିର୍ବିଘ୍ନରେ ବିଚରଣ କରୁଛନ୍ତି। ବ୍ୟବସାୟିକ ପ୍ରତିଷ୍ଠାନ, ବିଦ୍ୟାଳୟ ସମ୍ମୁଖ...

ସ୍ବାବଲମ୍ବୀ ହେବାକୁ ସଂକଳ୍ପ

କାମାକ୍ଷାନଗର, ୧୯।୭(ସୁଧୀର ପରିଡ଼ା): ଛତୁଚାଷର ହବ୍‌ ପାଲଟିଛି ଢେଙ୍କାନାଳ ଜିଲାର କାମାକ୍ଷାନଗର ଉପଖଣ୍ଡ। ଅଞ୍ଚଳର ଅନୁକୂଳ ଜଳବାୟୁ ଛତୁ ଚାଷ ପାଇଁ ଉପଯୋଗୀ ସାବ୍ୟସ୍ତ ହୋଇଥିବାବେଳେ ବର୍ଷସାରା ଏହାର ଚାହିଦା ରହୁଛି। ତେଣୁ ଯୁବପିଢ଼ି ଏବେ ଏହି ଚାଷ କରିବାକୁ...

ହତ୍ୟା କରି ଫିଙ୍ଗିଦେଇଥିଲେ ସ୍ବାମୀ

ଭୁବନ, ୧୯।୭(ବିପିନ ବିହାରୀ ସେଠୀ): ସ୍ବାମୀ ଘରକୁ ଆଣିଲେ ଦ୍ୱିତୀୟ ସ୍ତ୍ରୀ। ଏହାକୁ ନେଇ ସୃଷ୍ଟି ହୋଇଥିଲା ଦାମ୍ପତ୍ୟ ଜୀବନରେ ଝଡ଼। କଜିଆ ଉଗ୍ରରୂପ ନେବା ପରେ ପ୍ରଥମ ସ୍ତ୍ରୀଙ୍କୁ ରାସ୍ତାରୁ ସବୁଦିନ ପାଇଁ ହଟାଇ ଦେଇଥିଲେ ସ୍ବାମୀ। ପ୍ରମାଣ...

ଅଜଣା ଜନ୍ତୁ ଠାବ ପାଇଁ ଲାଗିଲା କ୍ୟାମେରା

ଢେଙ୍କାନାଳ,୧୮ା୭(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ସୋଗରପଶି ପଞ୍ଚାୟତ ଆରଦା ଗ୍ରାମରେ ଶନିବାର ଭୋର ସମୟରେ ଚାଷୀ ସାଧୁଚରଣ ରାଉତଙ୍କ ଗୁହାଳରେ ଥିବା ୪୨ ମେଣ୍ଢାଙ୍କ ମୃତ୍ୟୁ ହୋଇଥିଲା। କୌଣସି ଅଜଣା ଜନ୍ତୁ ଆକ୍ରମଣରେ ମେଣ୍ଢାଗୁଡିକ ମୃତ୍ୟୁ ହୋଇଥିବା...

ପାଇକ ପୁରୁଣାକୋଟ ରାସ୍ତାରେ ୩୮ ହାତୀ

ଢେଙ୍କାନାଳ,୧୮ା୭(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ପାଇକ ପୁରୁଣାକୋଟ ଗ୍ରାମ ରାସ୍ତାରେ ୨ଦିନ ହେବ ୩୮ ହାତୀ ଚଳପ୍ରଚଳ କରୁଥିବାରୁ ଅଞ୍ଚଳବାସୀ ଓ ଯାତ୍ରୀମାନେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଏହି ହାତୀପଲ ଅନୁଗୋଳ ଜିଲା ବନ୍ତଳା ଅଞ୍ଚଳରୁ ହିନ୍ଦୋଳ...

ବର୍ଷା ଆସିଲେ ଦାଣ୍ଡରେ ହୁଡ଼ା

ପରଜଙ୍ଗ, ୧୭।୭(ନିଗମାନନ୍ଦ ଦଳବେହେରା): ଆଷାଢ଼ ଆସିଲେ ଚିନ୍ତା ବଢ଼େ। ବର୍ଷାପାଣି ଯେପରି ଘରେ ନ ପଶିବ, ସେଥିଲାଗି ସଜାଗ ହୋଇଯାଆନ୍ତି ଗାଁ ଲୋକେ। ଏଥିଲାଗି ଘର ସମ୍ମୁଖ ଦାଣ୍ଡରେ ମାଟିରେ ହୁଡ଼ା ବାନ୍ଧନ୍ତି। ପଞ୍ଚାୟତ ପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀଙ୍କ...

କାଦୁଅରେ ହାତୀଙ୍କ କ୍ରୀଡ଼ା

କମିଛି ଅସହ୍ୟ ତାତି। ପରିବେଶରେ ଶୀତଳତା ଭରିଛି ମୌସୁମୀ ବର୍ଷା। ଏହା ଯେ କେବଳ ମଣିଷଙ୍କ ପାଇଁ ଆଶ୍ୱସ୍ତି ଆଣିନାହିଁ, ଅଧିକନ୍ତୁ ଗରମରେ ସନ୍ତୁଳି ହେଉଥିବା ବନ୍ୟପ୍ରାଣୀଙ୍କ ମଧ୍ୟରେ ଭରିଦେଇଛି ଅସୀମ ଖୁସି। ଢେଙ୍କାନାଳ ଜିଲାର କପିଳାସ ପ୍ରାଣୀ ଉଦ୍ୟାନର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri