ଢେଙ୍କାନାଳ

୨ କାର ମୁହାଁମୁହିଁ ଧକ୍କା: ଚାଲିଗଲା ଉଭଣୀଭାଇଙ୍କ ଜୀବନ

ପରଜଙ୍ଗ, ୨୩।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ୧୪୯ନଂ. ଜାତୀୟ ରାଜପଥର ଭେଜିଆ ଛକ ନିକଟରେ ରବିବାର ଅପରାହ୍ନରେ ଦୁଃଖଦ ଦୁର୍ଘଟଣାରେ ୨ ଭଉଣୀଭାଇଙ୍କ ଜୀବନ ଯାଇଛି। ଏଥିରେ ଅନ୍ୟ ୬ଜଣ ଗୁରୁତର ହୋଇଛନ୍ତି। ପୋଲିସ ସୂତ୍ରରୁ ମିଳିଥିବା…

ହାତୀ ଖୋଜୁଛନ୍ତି ଚଲାପଥ

ଢେଙ୍କାନାଳ ଅଫିସ, ୨୩ା୮: ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରୁ ବ୍ରାହ୍ମଣୀ ନଦୀ ପାର୍‌ ହୋଇ ସଦର ଥାନା ଝାରଗାଡ଼ିଆ ଫାଣ୍ଡି ଅଧୀନ ରସାସିଂହ ଅଞ୍ଚଳକୁ ପଶି ଆସିଥିବା ୩୯ ହାତୀ ଆବାସସ୍ଥଳୀକୁ ଫେରିପାରୁନାହାନ୍ତି। ବଢ଼ିପାଣିରେ ଭରା ବ୍ରାହ୍ମଣୀ ଏବଂ ରେଙ୍ଗାଳି ଦକ୍ଷିଣ…

ଭୟ ବଢ଼ାଉଛି ମୃତ୍ୟୁ ହାର

କାମାକ୍ଷାନଗର, ୨୩।୮ (ସୁଧୀର କୁମାର ପରିଡ଼ା): ଏଡ୍‌ସ ଭଳି ମାରାତ୍ମକ ବ୍ୟାଧି ରୋକିବାକୁ ବ୍ୟାପକ ହେଉଛି ସଚେତନତା। ସଭା ସମିତି, ବୈଠକ କରି ରୋଗୀଙ୍କ ପାଖରେ ପହଞ୍ଚତ୍ବାକୁ ଜାରିରହିଛି ପ୍ରୟାସ। ରୋଗୀ ନୁହେଁ, ରୋଗକୁ ଘୃଣା କର ବୋଲି ଦିଆଯାଉଛି ସ୍ଲୋଗାନ।…

ତହସିଲରେ ମିଳୁନି ସେବା

ହିନ୍ଦୋଳ, ୨୨।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ହିନ୍ଦୋଳ ତହସିଲ କାର୍ଯ୍ୟାଳୟରେ ଜନସାଧାରଣଙ୍କୁ ସେବା ମିଳୁ ନ ଥିବା ଅଭିଯୋଗ ହୋଇଛି। କାର୍ଯ୍ୟରତ କର୍ମଚାରୀଙ୍କ ଦାୟିତ୍ୱହୀନତାରୁ ଦାଖଲ ଖାରଜ ମାମଲା, ଭାଗବଣ୍ଟନ ପତ୍ରର ନକଲ ମିଳୁନାହିଁ। ଆବଶ୍ୟକ କାଗଜପତ୍ର ସଂଶୋଧନ ହେଉ ନ ଥିବାରୁ…

ଦୁନିଆ ଦେଖିବା ଆଗରୁ ଆଖିବୁଜିଲା ଶିଶୁ

ଢେଙ୍କାନାଳ ଅଫିସ, ୨୨ା୮ ବିବାହର ଦୀର୍ଘ ୧୦ ବର୍ଷ ପରେ ଜନ୍ମ ହୋଇଥିଲା ଛୁଆଟିଏ। ହେଲେ ଡାକ୍ତରଙ୍କ ଦାୟିତ୍ୱହୀନତାରୁ ସମ୍ପୃକ୍ତ ନବଜାତକ ଦୁନିଆ ଦେଖିବା ଆଗରୁ ଆଖି ବୁଜି ଦେଇଥିବା ଅଭିଯୋଗ ଆଣିଛନ୍ତି ଢେଙ୍କାନାଳ ଜିଲା ଗଁଦିଆ ଥାନା ଚବିଶକୁଦ ଗ୍ରାମର…

ଗଁଦିଆ-ଯାଜପୁର ଯୋଗାଯୋଗ ବିଚ୍ଛିନ୍ନ

ଢେଙ୍କାନାଳ ଅଫିସ, ୨୦ା୮-ଲଗାଣ ବର୍ଷାରେ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଲେଥକା ପଞ୍ଚାୟତର କୁଆଁରିଆ ଛକଠାରୁ ଟୋଲକଲୁଣ୍ଡି ଦେଇ ଧର୍ମଶାଳା ବ୍ଲକ ତୁରଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ପିଚୁ ରାସ୍ତା ସମ୍ପୂର୍ଣ୍ଣ ଧୋଇଯାଇଛି। ଫଳରେ ଗଁଦିଆ ଏବଂ ଯାଜପୁର ମଧ୍ୟରେ ଯୋଗାଯୋଗ…

ଡରାଉଛି ବ୍ରାହ୍ମଣୀ

ଢେଙ୍କାନାଳ ଅଫିସ, ୨୧।୮ ଲଘୁଚାପଜନିତ ଲଗାଣବର୍ଷାରେ ବଢୁଛି ବ୍ରାହ୍ମଣୀ ନଦୀର ଜଳପତ୍ତନ। ଏହାଯୋଗୁ ଆତଙ୍କିତ ଅବସ୍ଥାରେ ଅଛନ୍ତି ନଦୀକୂଳିଆ ଗ୍ରାମବାସୀ। ବର୍ଷାପାଣି ନିଷ୍କାସିତ ହୋଇ ନ ପାରିବାରୁ ଅନେକ ନଦୀ ତଟବର୍ତ୍ତୀ ଗ୍ରାମରେ ସୃଷ୍ଟି ହୋଇଛି ଜଳବନ୍ଦୀ ପରିସ୍ଥିତି। ଚାଷଜମିରୁ ପାଣି…

ବନ୍ୟା ବଢ଼ାଇଲା ଦୁର୍ଦ୍ଦଶା

ଭୁବନ, ୨୦।୮(ଡି.ଏନ.ଏ.): କରୋନା ସଙ୍କଟ ଭିତରେ ଚାଷୀକୂଳକୁ ଦାଉ ସାଜିଛି ବନ୍ୟା। ଆର୍ଥିକ ଅନଟନ ଭିତରେ ବଳଜୁଟାଇ କରିଥିବା ଚାଷକୁ ଧୋଇନେଇଛି ବଢ଼ି। ଜଳମଗ୍ନ ହୋଇପଡ଼ିଛି ଫସଲ। ବାଲିଚର ହୋଇଯାଇଛି ଜମି। କ୍ଷୟକ୍ଷତି ସୀମା ଟପିଥିବାବେଳେ ବନ୍ୟାପାଣିରେ ବୁଡ଼ି ରହିଥିବା ଫସଲକୁ…

ଢେଙ୍କାନାଳକୁ ସମ୍ମାନଜନକ ରାଜ୍ୟ ପୁରସ୍କାର

ଢେଙ୍କାନାଳ ଅଫିସ, ୧୯।୮ – ଭାରତ ସ୍କାଉଟ୍ସ ଆଣ୍ଡ୍‌ ଗାଇଡ୍ସ ଜାତୀୟ ସଂହତି ଶିବିର-୨୦୧୯ର ସଫଳ ଆୟୋଜନ ପାଇଁ ରାଜ୍ୟସ୍ତରରେ ଶ୍ରେଷ୍ଠ ବିବେଚିତ ହୋଇଛି ଢେଙ୍କାନାଳ ଜିଲା। ରାଜ୍ୟପାଳ ତଥା ଭାରତ ସ୍କାଉଟ୍ସ ଏବଂ ଗାଇଡ୍ସର ପାଟ୍ରନ ପ୍ରଫେସର ଗଣେଶୀ ଲାଲ…

ଲଗାଣବର୍ଷାରେ ଭାସିଗଲେ ୪, ଚାଳ ଉପରେ ଆଶ୍ରୟ ନେଲେ ୭ ଶ୍ରମିକ

ଭୁବନ,୧୫ା୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳ ଜଳମୟ ହୋଇଯାଇଛି। ଶୁକ୍ରବାର ରାତିରୁ ପ୍ରବଳ ବର୍ଷା ହୋଇଥିବାରୁ ରାମିଆଳ, ପାଣ୍ଡରା ବ୍ରାହ୍ମଣୀ ନଦୀର ପାଣି ବଢ଼ିଥିଲା। ଫଳରେ ଶନିବାର ଭୁବନକୁ କାମାକ୍ଷାନଗରକୁ ଗମନାଗମନ ବିଚ୍ଛିନ୍ନ ହୋଇଯାଇଥିଲା…

ଢେଙ୍କାନାଳରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ

ଢେଙ୍କାନାଳ ଅଫିସ,୧୫।୮-ଢେଙ୍କାନାଳ ଷ୍ଟାଡିୟମଠାରେ ଶନିବାର ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଛି। ମୁଖ୍ୟଅତିଥି ଭାବେ ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଜିଲାର କୋଭିଡ ଯୋଦ୍ଧାମାନଙ୍କୁ ଜିଲାପାଳ ସମ୍ବର୍ଦ୍ଧିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏସପି…

କ୍ରୀଡ଼ାରେ କରୋନା ବେଡ଼ି

ଢେଙ୍କାନାଳ ଅଫିସ, ୧୨।୮ – କରୋନା ମାଡ଼ରେ ଦୋହଲିଯାଇଛି ସମଗ୍ର କ୍ରୀଡ଼ାଜଗତ। ଦୀର୍ଘ ୫ମାସ ହେଲା ଷ୍ଟାଡିୟମ ଶୂନଶାନ। ସଂକ୍ରମଣ ଆଶଙ୍କାରେ ବନ୍ଦ ହୋଇଯାଇଛି ସମସ୍ତ ପ୍ରତିଯୋଗିତା। କ୍ରୀଡ଼ାବିତ୍‌ଙ୍କ ଗହଳଚହଳରେ ଫାଟିପଡ଼ୁଥିବା ଅଭ୍ୟାସସ୍ଥଳ ନୀରବି ଯାଇଥିବାବେଳେ ହାତବାନ୍ଧି ବସିଛନ୍ତି ପେସାଦାର ଆଥଲେଟ୍‌।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?