ଢେଙ୍କାନାଳ

ଏନ୍‌ଏଚ୍‌ରେ ୨ ଘଣ୍ଟା ହାତୀ ଆତଙ୍କ

ଢେଙ୍କାନାଳ ଅଫିସ, ୧୯ା୭: ଢେଙ୍କାନାଳ ଜିଲାରେ ପୁଣିଥରେ ହାତୀ ଉପଦ୍ରବ ଆରମ୍ଭ ହୋଇଛି। ଖାଦ୍ୟ ଅନ୍ବେଷଣରେ ହାତୀପଲ ଜନବସତିମୁହାଁ ହୋଇଛନ୍ତି। ବୁଧବାର ରାତିରେ ରାସୋଳ ଅଞ୍ଚଳରେ ହାତୀ ଆତଙ୍କ ସୃଷ୍ଟି କରିଥିବାବେଳେ ଶନିବାର ସକାଳେ ୫୫ନମ୍ବର ଜାତୀୟ ରାଜପଥର ୨ସ୍ଥାନରେ ହାତୀଙ୍କ…

‘ରାକେଶ’କୁ ପ୍ରଶିକ୍ଷଣ ଦେବ ବନ ବିଭାଗ

ଢେଙ୍କାନାଳ ଅଫିସ, ୧୯ା୭: ଢେଙ୍କାନାଳ ଜିଲା କପିଳାସ ଚିଡ଼ିଆଖାନାର ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟର କ୍ରଲ୍‌ରେ ଥିବା ଦନ୍ତାହାତୀ ‘ରାକେଶ’କୁ ପ୍ରଶିକ୍ଷଣ ଦିଆଯିବ। ଏ ନେଇ ବନ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ଘା’ରେ ସଂକ୍ରମିତ ହୋଇଥିବା ‘ରାକେଶ’ ଧୀରେ ଧୀରେ ସୁସ୍ଥ…

ଦିନକରେ ବାହାରିଲେ ୯ ପଜିଟିଭ

ଢେଙ୍କାନାଳ ଅଫିସ, ୧୯ା୭: ଢେଙ୍କାନାଳ ଜିଲାରେ ଗୋଟିଏ ଦିନରେ ୯ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮କୁ ବୃଦ୍ଧି ପାଇଛି। ସେହିପରି ଅଦ୍ୟାବଧି ୮୯ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୨୯ ମାମଲା…

ଶ୍ରାବଣରେ ଜମି ଶୁଖିଲା

ଢେଙ୍କାନାଳ ଅଫିସ, ୧୮।୭  –  ଆଷାଢ଼ ଯାଇ ଶ୍ରାବଣ ଅଧା ହେଲାଣି। ରୁଆ, ବେଉଷଣ ପାଇଁ ଚାଷୀକୁ ତର ମିଳନ୍ତାନି। ହେଲେ ନିଅଣ୍ଟିଆ ବର୍ଷା ସବୁ ବିଗାଡ଼ି ଦେଇଛି। ଠା ଠା ଶୁଖିଲା ପଡ଼ିଛି ଜମି। ବୁଣାଯାଇଥିବା ତଳି ମରିବାକୁ ବସିଲାଣି।…

ମାନସଙ୍କୁ ମିଳିଲା ଭତ୍ତା

ପରଜଙ୍ଗ, ୧୮।୭(ଡି.ଏନ.ଏ.) – ସରିଛି ୧୪ବର୍ଷର ସଂଘର୍ଷ। ଦିବ୍ୟାଙ୍ଗ ମାନସଙ୍କ ଉପରେ ପଡ଼ିଛି ପ୍ରଶାସନର ଶୁଭଦୃଷ୍ଟି। ବ୍ଲକ କର୍ତ୍ତୃପକ୍ଷଙ୍କ ହସ୍ତକ୍ଷେପ ପରେ ପଞ୍ଚାୟତ ପକ୍ଷରୁ ତାଙ୍କୁ ପ୍ରଦାନ କରାଯାଇଛି ଏକ ମାସର ଭତ୍ତା ଟଙ୍କା ଏବଂ ବହି। ଏହାପରେ ‘ଧରିତ୍ରୀ’କୁ ଧନ୍ୟବାଦ…

ଫେରାର ହେବାକୁଯାଇ ପୋଖରୀକୁ ଡେଇଁପଡ଼ିଲେ

ଢେଙ୍କାନାଳ ଅଫିସ, ୧୬।୭: ରାତିଅଧିଆ ଦୋକାନ ତାଲା ଭାଙ୍ଗି ଚୋରି କରୁଥିବାବେଳେ ମାଡ଼ିବସିଲା ପୋଲିସ। ପୋଲିସ କବ୍‌ଜାରୁ ଖସିଯିବାକୁ ଉଦ୍ୟମ କରି ଜଣେ ଅଭିଯୁକ୍ତ ଡେଇଁପଡ଼ିଲେ ପୋଖରୀକୁ। ହେଲେ ପୋଖରୀ ଭିତରେ ପଶି ପୋଲିସ କର୍ମଚାରୀମାନେ ତାଙ୍କୁ କାବୁ କରିବାରେ ସକ୍ଷମ ହୋଇଛନ୍ତି।…

କାମକରୁନି ଏଚ୍‌ଆଇଭି ପରୀକ୍ଷଣ ମେଶିନ

ଢେଙ୍କାନାଳ ଅଫିସ, ୧୬।୭: କରୋନା ସଙ୍କଟ ସମୟରେ ବଡ଼କଷ୍ଟରେ ଆୟୋଜନ କରାଯାଉଛି ରକ୍ତଦାନ ଶିବିର। ରକ୍ତ ଭଣ୍ଡାରକୁ ସଂଗୃହୀତ ଆସୁଛି ରକ୍ତ। ହେଲେ ଏହା ରୋଗୀଙ୍କ କାମରେ ଆସୁନି। କାରଣ ରକ୍ତ ପରୀକ୍ଷଣ ଲାଗି ବ୍ୟବହୃତ ଏଚ୍‌ଆଇଭି ପରୀକ୍ଷଣ ମେଶିନ ହିଁ ଅଚଳ…

ଅଫିସ୍‌ରେ ଭଡ଼ାଟିଆ ଠିକାସଂସ୍ଥା

ପରଜଙ୍ଗ, ୧୫।୭(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଜଳ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌)-୧ ଯନ୍ତ୍ରୀଙ୍କ ସରକାରୀ କାର୍ଯ୍ୟାଳୟ ଓ ବାସଭବନ ୮ବର୍ଷ ହେଲା ଭଡ଼ାରେ ଲାଗିଛି। ଜଣେ ଠିକାସଂସ୍ଥାଙ୍କୁ ମାସିକ ୧୨ ହଜାର ଟଙ୍କାରେ ଉକ୍ତ ଅଫିସ୍‌ ଭଡ଼ାସୂତ୍ରରେ ଦିଆଯାଇଛି। ଦୁଇ…

ବ୍ଲକ ଯୋଡ଼ିପାରନ୍ତା ବଡ଼କମର ସେତୁ

ଢେଙ୍କାନାଳ ଅଫିସ,୧୪ା୭ ବ୍ରାହ୍ମଣୀ ନଦୀରେ ସେତୁଟିଏ ହେଲେ ଏହା ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସହ ସିଧାସଳଖ ଓଡାପଡା ବ୍ଲକକୁ ଯୋଡ଼ିପାରନ୍ତା। ୫୫ନଂ ଏବଂ ୫୩ନଂ ଜାତୀୟ ରାଜପଥ ମଧ୍ୟରେ ସଂଯୋଗ ରକ୍ଷା କରିପାରନ୍ତା। ଢେଙ୍କାନାଳ ସଦର ମହକୁମାରୁ ଓଡାପଡା ବ୍ଲକ…

ହକ୍‌ ପାଇଁ ୧୪ ବର୍ଷର ଲଢ଼େଇ

ପରଜଙ୍ଗ, ୧୩।୭(ଡି.ଏନ.ଏ.)  ଜନ୍ମରୁ ଆଖିକୁ ଦିଶୁନି କି କାନକୁ ଶୁଭୁନି। ଶାରୀରିକ କ୍ଷେତ୍ରରେ ୮୦% ଦିବ୍ୟାଙ୍ଗ ବୋଲି ୧୪ବର୍ଷ ତଳୁ ସାର୍ଟିଫିକେଟରେ ମୋହର ମାରିସାରିଛି ପ୍ରଶାସନ। ଏହାସତ୍ତ୍ୱେ ଦିବ୍ୟାଙ୍ଗ ଭତ୍ତା ଖଣ୍ଡିଏ ପାଇଁ ଧାଇଁ ଧାଇଁ ଥକିଗଲେଣି ପରଜଙ୍ଗ ବ୍ଲକ କୁମୁସୀ ପଞ୍ଚାୟତ…

ଗଳିକନ୍ଦିରେ ଧଳାଜହର

ଢେଙ୍କାନାଳ ଅଫିସ, ୧୩।୭: ଧଳାଜହର ବ୍ୟବସାୟର ନୂଆ ଠିକଣା ପାଲଟିଛି ଢେଙ୍କାନାଳ। ଗଳିକନ୍ଦିରେ ଖୋଲାଖୋଲି ବିକ୍ରି ହେଉଛି ବ୍ରାଉନସୁଗାର। ପୋଲିସ ଏବଂ ଅବକାରୀ ବିଭାଗ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ଏପରି ବେଆଇନ ବ୍ୟବସାୟ ଧୀରେ ଧୀରେ କାୟା ବିସ୍ତାର କରି ଚାଲିଥିବାବେଳେ…

କଲେଜ ବାଇପାସ୍‌-ବସ୍‌ଷ୍ଟାଣ୍ଡ ଦୁଇଥାକିଆ ରାସ୍ତା: ମୋହର ଅପେକ୍ଷାରେ ପ୍ରସ୍ତାବ

ଢେଙ୍କାନାଳ ଅଫିସ, ୧୨ା୭:  ଢେଙ୍କାନାଳ ସହର ଉପକଣ୍ଠ କଲେଜ ବାଇପାସ୍‌ ଛକଠାରୁ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଦୁଇଥାକିଆ ରାସ୍ତା ନିର୍ମାଣ ପ୍ରସ୍ତାବକୁ ମୋହର ବାଜିପାରୁନି। ଏହି ରାସ୍ତାର ଉନ୍ନତୀକରଣ ଲାଗି ଗତ ଫେବୃୟାରୀରୁ ସରକାରଙ୍କ ନିକଟକୁ ପ୍ରସ୍ତାବ ଯାଇଛି। ହେଲେ କରୋନା ପ୍ରାଦୁର୍ଭାବ ଯୋଗୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri