ଢେଙ୍କାନାଳ

ବଢ଼ିଲା ବଡ଼କମର-ଖଡ଼ଗପ୍ରସାଦ ସେତୁ ଆଶା

ପରଜଙ୍ଗ, ୧୧ା୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସହ ଓଡ଼ାପଡ଼ା ବ୍ଲକକୁ ସିଧାସଳଖ ଯୋଡିବାକୁ ବ୍ରାହ୍ମଣୀ ନଦୀ ଉପରେ ସେତୁଟିଏ ନିର୍ମାଣ ପାଇଁ ଅଞ୍ଚଳବାସୀଙ୍କ ମଧ୍ୟରେ ଆଶା ସଞ୍ଚାର ହୋଇଛି। ୨୦୧୮-୧୯ ବର୍ଷରେ ଦୁଇଥର ଏଥିପାଇଁ ପ୍ରସ୍ତାବ ପଠାଯାଇଥିଲେ ମଧ୍ୟ ନାବାର୍ଡର…

ହିରୋ ଏକ୍ସଟ୍ରିମ୍‌ ୧୬୦-ଆର୍‌ ବଜାର ପ୍ରବେଶ

ଢେଙ୍କାନାଳ ଅଫିସ,୧୧ା୮ ଢେଙ୍କାନାଳ ସହର କୁଞ୍ଜକାନ୍ତଠାରେ ଥିବା ସୋମ୍‌ ଅଟୋରେ ସୋମବାର ମଧ୍ୟାହ୍ନରେ ପ୍ରମୁଖ ଦୁଇଚକିଆ ଯାନ ନିର୍ମାଣକାରୀ କମ୍ପାନୀ ହିରୋ ମୋଟୋକର୍ପ ଲିମିଟେଡ୍‌ ପକ୍ଷରୁ ହିରୋ ଏକ୍ସଟ୍ରିମ୍‌ ୧୬୦-ଆର୍‌ ବାଇକ୍‌ର ବଜାର ପ୍ରବେଶ ହୋଇଛି। ସୋମ୍‌ ଅଟୋର ସ୍ବତ୍ୱାଧିକାରୀ ହର୍ଷବର୍ଦ୍ଧନ…

ବଢୁଛନ୍ତି ଅହିରାଜ, ଅଜଗର

ଢେଙ୍କାନାଳ ଅଫିସ, ୧୦।୮: ଢେଙ୍କାନାଳର ପ୍ରାକୃତିକ ପରିବେଶ ସର୍ପବଂଶ ବୃଦ୍ଧିରେ ସହାୟକ ହୋଇଛି। ଏଠାକାର ସଂରକ୍ଷିତ ଜଙ୍ଗଲ, ପାହାଡ଼ ଖୋଲ ସାପଙ୍କ ସୁରକ୍ଷିତ ଆବାସସ୍ଥଳୀ ପାଲଟିଛି। ବୁଦୁବୁଦିଆ ଜଙ୍ଗଲ, ଜମି, ଜଳାଶୟ ଅବବାହିକାରେ ପର୍ଯ୍ୟାପ୍ତ ପରିମାଣରେ ଖାଦ୍ୟ ମିଳୁଥିବାରୁ ଗତ କିଛିବର୍ଷ…

କଳାସଂସ୍କୃତିରେ କରୋନା କାଳିମା

ଢେଙ୍କାନାଳ ଅଫିସ, ୯।୮: କରୋନା ପାଇଁ କଳାସଂସ୍କୃତିରେ ଲାଗିଛି ଗ୍ରହଣ। ସଞ୍ଜ ନଇଁଲେ ଚିକ୍‌ମିକ୍‌ ଆଲୁଅ ରୋଶଣିରେ ଫାଟି ପଡୁଥିବା ପେଣ୍ଡାଲରେ ରାଜୁତି କରୁଛି ଅସମ୍ଭବ ନୀରବତା ଆଉ ଅନ୍ଧାର। ନିଃଶବ୍ଦ ହୋଇଯାଇଛି ଘୁଙ୍ଗୁରର ରୁଣୁଝୁଣୁ ଶବ୍ଦ। ହତାଶ ହୋଇପଡ଼ିଛନ୍ତି ଶିଳ୍ପୀ।…

୫୦୦ ଡେଇଁଲା କରୋନା

ଢେଙ୍କାନାଳ ଅଫିସ, ୯।୮ : ଢେଙ୍କାନାଳ ଜିଲାରେ କାୟାବିସ୍ତାର କରିବାରେ ଲାଗିଛି କରୋନା। ଶନିବାର ଦିନକରେ ୩୬ ପଜିଟିଭ୍‌ ଚିହ୍ନଟ ହେବାପରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୨୯ରେ ପହଞ୍ଚତ୍ଛି। ସେହିପରି ୪୭ଜଣ ସୁସ୍ଥ ହୋଇ ଫେରିଛନ୍ତି। ଏହାପରେ ଆରୋଗ୍ୟଙ୍କ ସଂଖ୍ୟା ୩୧୭…

ଷ୍ଟାମ୍ପ କାଳିରୁ ସଂକ୍ରମଣ

ଢେଙ୍କାନାଳ ଅଫିସ, ୬ା୮ ବିମାନ ବନ୍ଦରର ଷ୍ଟାମ୍ପ କାଳି ପାଇଁ ହାତରେ ସୃଷ୍ଟି ହୋଇଛି ଗୁରୁତର ସଂକ୍ରମଣ। ଏପରି ଅଭିଯୋଗ ଆଣିଛନ୍ତି ଢେଙ୍କାନାଳ କାଲ୍‌ଟ୍ୟାକ୍ସ ଅଞ୍ଚଳର ଜୟନ୍ତୀ ମହାପାତ୍ର (୫୮)। ଗତ ଅଗଷ୍ଟ ୫ ସନ୍ଧ୍ୟା ପ୍ରାୟ ୭ଟା ୧୫ରେ ସେ…

ଜିଲାରେ ପ୍ରଥମ କରୋନା ମୃତ୍ୟୁ

ଢେଙ୍କାନାଳ ଅଫିସ, ୮।୮ ଢେଙ୍କାନାଳ ଜିଲାରେ ପ୍ରଥମ ମୁଣ୍ଡ ନେଇଛି କରୋନା। ମୃତକ ଭୁବନ ଏନ୍‌ଏସିର ୬୧ ବର୍ଷୀୟ ପୁରୁଷ। ସେ ଉଚ୍ଚ ରକ୍ତଚାପ ଏବଂ ମଧୁମେହରେ ଆକ୍ରାନ୍ତ ଥିଲେ। କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜରେ ଚିକିତ୍ସାଧୀନ ଥିବାବେଳେ କରାଯାଇଥିବା ପରୀକ୍ଷାରୁ…

ବର୍ଷା ହେଲେ ବଢୁଛି ଦୁଃଖ

ଢେଙ୍କାନାଳ ଅଫିସ, ୭।୮ – ଲଘୁଚାପଜନିତ ଲଗାଣବର୍ଷାରେ ପ୍ରଭାବିତ ହୋଇଛି ଢେଙ୍କାନାଳ ସହରର ଜୀବନଯାତ୍ରା। ଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ପୌରାଞ୍ଚଳର ଟାଉନପ୍ଲାନିଂ ଅଞ୍ଚଳ ଏବଂ କାରିଗର ସାହିର ବାମପାର୍ଶ୍ୱ ଜଳମଗ୍ନ ହୋଇପଡ଼ିଛି। ବର୍ଷା ପାଣି ଘରେ ପଶିଯାଇଛି। ରାସ୍ତାରେ…

ଭିଡ଼ ବଢ଼ାଇଲା ସଂକ୍ରମଣ ଆଶଙ୍କା

କାମାକ୍ଷାନଗର, ୭।୮(ଡି.ଏନ.ଏ.) – ଶଟ୍‌ଡାଉନ ଉଠିବା ପରେ ଢେଙ୍କାନାଳ ଜିଲା କାମାକ୍ଷାନଗର ସହରରେ ଗୁରୁବାର ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଥିଲା। ଅମାନିଆଙ୍କ ପ୍ରତି କୋହଳ ମନୋଭାବ ଯୋଗୁ ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା ବୁଦ୍ଧିଜୀବୀ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଆଳତୁମା ହାଇସ୍କୁଲରେ…

କାଠ ଜବତ ପାଇଁ କୁନ୍ଥକୁନ୍ଥ

ପରଜଙ୍ଗ, ୬।୮(ଡି.ଏନ.ଏ.) ଜଙ୍ଗଲରେ କଟାଯାଇ ପଡ଼ିଛି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କାଠ। ସୂଚନା ପାଇ ଘଟଣାସ୍ଥଳରେ ତଦନ୍ତ କରିଛନ୍ତି ବନ ଅଧିକାରୀ। ହେଲେ କାଠ ଜବତ କରାଯାଉନାହିଁ। କେବଳ କାଠ ଜବତ କଲେ ସମସ୍ୟାର ସମାଧାନ ହେବନି, ବରଂ ଅଭିଯୁକ୍ତଙ୍କୁ ଗିରଫ…

ନିରାଶ କଲା ଶ୍ରାବଣ

ଢେଙ୍କାନାଳ ଅଫିସ, ୫।୮ – ସରିଗଲା ଶ୍ରାବଣ। ଆକାଶକୁ ଚାହିଁ ଚାହିଁ ନିରାଶ ହେଲେ ଚାଷୀ। ଆବଶ୍ୟକ ବର୍ଷା ହେଲାନି। ଯେତିକି ହେଲା ସେତକିରେ ଭୂଇଁ ବି ବତୁରିଲାନି। ଅଗଷ୍ଟ ପ୍ରଥମ ସପ୍ତାହ ବେଳକୁ ରୁଆ ସରି ବେଉଷଣ ଆରମ୍ଭ ହେଉଥିବାବେଳେ…

ଟ୍ରକକୁ ଧକ୍କା ଦେଲା କାର: ୨ ମୃତ, ଜଣେ ଗୁରୁତର

ପରଜଙ୍ଗ,୩।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧିନ ୧୪୯ ନଂ. ଜାତୀୟ ରାଜପଥର ଘାଘରାମୁଣ୍ଡା ଛକ ନିକଟରେ ସୋମବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଏକ ଟ୍ରକକୁ କାର ଧକ୍କା ଦେବାରୁ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?