ଢେଙ୍କାନାଳ

ଏହି ୮ ହଟ୍‌ସ୍ପଟ୍‌ ଜିଲାର ଲୋକଙ୍କୁ ଢେଙ୍କାନାଳ ମନା

ଢେଙ୍କାନାଳ ଅଫିସ,୧୧ା୭: ରାଜ୍ୟର ୮ଟି ହଟ୍‌ସ୍ପଟ୍‌ ଜିଲାର ଲୋକଙ୍କୁ ଢେଙ୍କାନାଳରେ ପ୍ରବେଶ ମନା। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଏହି ଜିଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର,ବାଲେଶ୍ୱର, ସୁନ୍ଦରଗଡ଼…

ଯୋଜନା ବଦଳାଇ ଚଢ଼ାଉ

ଓଡ଼ାପଡ଼ା, ୧୧ା୭(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକରେ ଲଘୁ ଖଣିଜ ଚୋରାଚାଲାଣ ପାଇଁ ସ୍ବତନ୍ତ୍ର ଭାବେ ହ୍ବାଟ୍ସଆପ୍‌ ଗ୍ରୁପ୍‌ କରାଯିବା ଏବଂ ଏଥିରେ କେତେଜଣ ଅଧସ୍ତନ କର୍ମଚାରୀଙ୍କ ସମ୍ପୃକ୍ତି ଥିବା ନେଇ ଚର୍ଚ୍ଚା ହେବା ପରେ ଅଧିକାରୀଙ୍କ ମୁଣ୍ଡବ୍ୟଥା ବଢ଼ିଛି।…

ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଖୋଲିଲା ‘ଆହାର’

ଢେଙ୍କାନାଳ ଅଫିସ, ୧୧ା୭ – ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଶୁକ୍ରବାର ନୂତନ ଆହାର କେନ୍ଦ୍ରରେ ଶୁକ୍ରବାର ନୂତନ ଆହାର କେନ୍ଦ୍ର ଲୋକାର୍ପିତ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଦିନବେଳା…

ଖଣିଜ ଚୋରା ଚାଲାଣ ପାଇଁ ହ୍ବାଟ୍‌ସଆପ୍‌ ଗ୍ରୁପ୍‌

ଓଡ଼ାପଡ଼ା,୧୦।୭(ଡି.ଏନ୍‌.ଏ.)ଢେଙ୍କାନାଳ ଜିଲା ଓଡ଼ାପଡ଼ା ତହସିଲରେ ବାଡ଼ ଖାଉଛି ଫସଲ। ଚଢ଼ାଉ ପୂର୍ବରୁ ପ୍ରଶାସନର ବ୍ଲୁ-ପ୍ରିଣ୍ଟ ସମ୍ପର୍କରେ ତହସିଲ କର୍ମଚାରୀ ଅସାଧୁ ବ୍ୟବସାୟୀଙ୍କୁ ପଠାଇ ଦେଉଛନ୍ତି ସୂଚନା। ଏଥିପାଇଁ ସ୍ବତନ୍ତ୍ର ଭାବେ ତିଆରି ହୋଇଛି ହ୍ବାଟ୍‌ସଆପ୍‌ ଗ୍ରୁପ୍‌। ଅଧିକାରୀମାନେ ଚଢ଼ାଉ ସମୟରେ କେଉଁ…

ପାଣି ପାଇଁ ବିକଳ ସହରବାସୀ

ଢେଙ୍କାନାଳ ଅଫିସ, ୯।୭:  ମୁନ୍ଦାଏ ପାଣି ପାଇଁ ଏଠି ନିତି ସଂଘର୍ଷ। ପାଣି ଚିନ୍ତାରୁ ଆରମ୍ଭ ହୁଏ ସକାଳ। ବର୍ଷା ଦିନେ ବି ମିଳେନି ସମସ୍ୟାରୁ ମୁକ୍ତି। ପାନୀୟଜଳ ପାଇଁ ଯୋଜନା ଶୀତଳଭଣ୍ଡାରରେ ରହିଯାଇଥିବାବେଳେ ସ୍ବାସ୍ଥ୍ୟ ଉପଯୋଗୀ ବିଶୁଦ୍ଧ ପାଣି ପାଇଁ କଲବଲ…

ଶିଳ୍ପାନୁଷ୍ଠାନ ପାଇଁ କଟକଣା

ଢେଙ୍କାନାଳ ଅଫିସ, ୮ା୭ ଢେଙ୍କାନାଳ ଜିଲାର ଶିଳ୍ପାନୁଷ୍ଠାନଗୁଡ଼ିକୁ କରୋନା ସଂକ୍ରମଣରୁ ଦୂରେଇ ରଖିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର ନୂତନ କଟକଣା ଜାରି କରାଯାଇଛି। ବାହାରୁ ଆସୁଥିବା ଅଧିକାରୀ, କର୍ମଚାରୀ ଏବଂ ଶ୍ରମିକଙ୍କୁ କମ୍ପାନୀକୁ ବାରଣ କରାଯାଇଛି। କାରଖାନା ପରିସରରେ ରହୁଥିବା କର୍ମଚାରୀଙ୍କୁ…

ଉପାନ୍ତ ଦେଇ କେନ୍ଦୁଝରକୁ ଫିଟିବ ବାଟ

ଢେଙ୍କାନାଳ ଅଫିସ, ୮।୭ ଢେଙ୍କାନାଳ ଜିଲାର କଙ୍କଡ଼ାହାଡ଼ ବ୍ଲକର ଉପାନ୍ତ ଅଞ୍ଚଳ ଦେଇ କେନ୍ଦୁଝରକୁ ପକ୍କାସଡ଼କ ନିର୍ମାଣ ହେବ। ଏଥିଲାଗି ପୂର୍ତ୍ତ ବିଭାଗ ପକ୍ଷରୁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। ଏହି ପ୍ରସ୍ତାବ ଅନୁମୋଦିତ ହେବା ପରେ ଖୁବ୍‌ଶୀଘ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ…

‘ବ୍ରାହ୍ମଣୀ ରାଷ୍ଟ୍ରୀୟ ଜଳମାର୍ଗ ପ୍ରକଳ୍ପ ଆରମ୍ଭ କର’

ଢେଙ୍କାନାଳ ଅଫିସ,୭ା୭ ଢେଙ୍କାନାଳ, ଅନୁଗୋଳ ଓ ଯାଜପୁର ଜିଲା ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ହେବ ରାଷ୍ଟ୍ରୀୟ ଜଳମାର୍ଗ। ଏହି ଜଳପଥ ଦେଇ ଦେଶ ବିଦେଶକୁ ଜାହାଜରେ କୋଇଲା ଓ ସାର ପରିବହନ କରାଯିବ। ବର୍ଷେ ତଳେ କେନ୍ଦ୍ର ସରକାର ଏପରି…

ମନ୍ଦିର, ଶ୍ୟାମାଚରଣପୁର କଣ୍ଟେନ୍‌ମେଣ୍ଟ ଜୋନ୍‌

ଢେଙ୍କାନାଳ ଅଫିସ, ୭ା୭ ଢେଙ୍କାନାଳ ସହରରେ ଥିବା ଏକ ପ୍ରମୁଖ ମନ୍ଦିରର ପୂଜକ ରବିବାର କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ସୋମବାର ମନ୍ଦିର ସମେତ ଶ୍ୟାମାଚରଣପୁର ଅଞ୍ଚଳକୁ ୭୨ ଘଣ୍ଟା ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା…

ଶ୍ରାବଣ ପ୍ରଥମ ସୋମବାର କପିଳାସ ଭକ୍ତଶୂନ

ଢେଙ୍କାନାଳ ଅଫିସ, ୭ା୭ ଚଳିତବର୍ଷ ଶ୍ରାବଣ ମାସର ପ୍ରଥମ ସୋମବାରରେ କପିଳାସ ଭକ୍ତଶୂନ୍ୟ ହୋଇପଡିଛି। କରୋନା ସଂକ୍ରମଣ ରୋକିବାକୁ ଜିଲା ପ୍ରଶାସନ ପକ୍ଷରୁ କପିଳାସ ସମେତ ଜିଲାର ୧୪ଟି ଶୈବପୀଠରେ କାଉଡିଆଙ୍କ ସମାଗମ ବନ୍ଦ କରିବାକୁ ୧୪୪ ଧାରା ଜାରି କରାଯାଇଛି।…

ମନ୍ଦିର ପୂଜକ କରୋନା ଆକ୍ରାନ୍ତ

ଢେଙ୍କାନାଳ ଅଫିସ, ୬।୭:  ଢେଙ୍କାନାଳ ସହରସ୍ଥିତ ଏକ ପ୍ରମୁଖ ମନ୍ଦିରର ଜଣେ ପୂଜକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରବିବାର ସନ୍ଧ୍ୟାରେ ଏହା ଜଣାପଡ଼ିବା ପରେ ଜିଲା ପ୍ରଶାସନ ଏବଂ ଦେବୋତ୍ତର ବିଭାଗ ପକ୍ଷରୁ ମନ୍ଦିରକୁ ବିଶୋଧନ କରାଯାଇଛି। ଅନ୍ୟ ସେବାୟତ ଓ ପୂଜକଙ୍କ…

ଜିଲାରେ ବଢୁଛି ଆରୋଗ୍ୟ ହାର

ଢେଙ୍କାନାଳ ଅଫିସ, ୪।୭ – ଢେଙ୍କାନାଳ ଜିଲାରେ କରୋନା ଆକ୍ରାନ୍ତ କ୍ରମାଗତ ସୁସ୍ଥ ହେବା ପ୍ରଶାସନ ପାଇଁ ଆଶ୍ୱସ୍ତି ଆଣିଛି। ଏପ୍ରିଲ୍‌ ୯ରେ ଢେଙ୍କାନାଳ ସହରରୁ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ମୋଟ୍‌ ପଜିଟିଭ୍‌ ସଂଖ୍ୟା ୮୨ରେ ପହଞ୍ଚତ୍ଛି। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri